ଜାତୀୟ

ଆଇବି ଅଫିସର ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୪ା୬: ଉତ୍ତରପୂର୍ବ ଦିଲ୍ଲୀରେ ଦଙ୍ଗା ସୃଷ୍ଟି କରିବା ଏବଂ ଗୋଇନ୍ଦା ବ୍ୟୁରୋ (ଆଇବି) ଅଫିସର ଅଙ୍କିତ୍‌ ଶର୍ମାଙ୍କୁ ହତ୍ୟା ପଛରେ ଗଭୀର ଷଡ଼ଯନ୍ତ୍ର ଥିଲା। ନିଲମ୍ବିତ ଏଏପି କାଉନସିଲର ତାହିର ହୁସେନ୍‌ଙ୍କ ନେତୃତ୍ୱରେ ଉତ୍ତ୍ୟକ୍ତ ଜନତା ନିର୍ଦ୍ଦିଷ୍ଟ ଭାବରେ ଅଙ୍କିତ୍‌ଙ୍କୁ ଟାର୍ଗେଟ…

ଗିଲ୍‌ଗିଟ୍‌ ବାଲତିସ୍ତାନରେ ବୌଦ୍ଧ କୀର୍ତ୍ତି ଭାଙ୍ଗିଦେଲେ

ନୂଆଦିଲ୍ଲୀ,୪ା୬(ପି.ଟି.): ପାକିସ୍ତାନର ଗିଲ୍‌ଗିଟ୍‌ ବାଲତିସ୍ତାନରେ ଥିବା ଏକ ବୌଦ୍ଧ ଐତିହ୍ୟକୁ ଭାଙ୍ଗିଦିଆଯାଇଛି। ଏହାକୁ ନେଇ ବୁଧବାର ଭାରତ ପକ୍ଷରୁ ଆପତ୍ତି ଉଠାଯାଇଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି, ଏପରି କଠୋରପନ୍ଥୀ କାର୍ଯ୍ୟକଳାପ ପ୍ରାଚୀନ ସଭ୍ୟତା ଓ ସାଂସ୍କୃତିକ ଐତିହ୍ୟର…

୫୦% କୋଭିଡ୍‌ ମୃତକଙ୍କ ବୟସ ୬୦ ଉପରେ

ନୂଆଦିଲ୍ଲୀ,୪ା୬: ଭାରତରେ ବରିଷ୍ଠ ବ୍ୟକ୍ତିଙ୍କ ସଂଖ୍ୟା ମୋଟ ଜନସଂଖ୍ୟାର ୧୦ ପ୍ରତିଶତ ହୋଇଥିବାବେଳେ କୋଭିଡ୍‌-୧୯ ମୃତ୍ୟୁରେ ଏମାନଙ୍କ ସଂଖ୍ୟା ୫୦% ଥିବା ସରକାର ସୂଚନା ଦେଇଛନ୍ତି। ୭୩ ପ୍ରତିଶତ କୋଭିଡ୍‌ ମୃତକଙ୍କଠାରେ ଅନ୍ୟାନ୍ୟ ରୋଗ ରହିଥିବା ଜଣାପଡିଛି। ଅନ୍ୟ ଦେଶ ତୁଳନାରେ…

ହାତୀକୁ ଖୁଆଇଦେଲେ ବାଣଭର୍ତ୍ତି ସପୁରି

ନୂଆଦିଲ୍ଲୀ/ଥିରୁଭାନନ୍ଥପୁରମ୍‌, ୪।୬: ନିରୀହ ପ୍ରାଣୀଙ୍କ ପ୍ରତି ମନୁଷ୍ୟର ବର୍ବରତା ସୀମା ଟପିବାରେ ଲାଗିଛି। ହେଲେ ନିକଟର କେରଳ ରାଜ୍ୟର ମଲ୍ଲାପୁରମ୍‌ରୁ ଆସିଥିବା ପ୍ରାଣୀ ନିଷ୍ଠୁରତାର ହୃଦୟ ବିଦାରକ ଚିତ୍ର ସବୁ ସୀମାକୁ ପାର୍‌ କରିଯାଇଛି। ଏଠାରେ ଏକ ଗର୍ଭିଣୀ ହାତୀକୁ କେତେଜଣ…

ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ, ପିଆଜ, ଡାଲି ବାଦ୍‌

ନୂଆଦିଲ୍ଲୀ,୩ା୬(ପି.ଟି.): ଦେଶରେ ପୁଞ୍ଜିିନିବେଶ ବଢ଼ାଇବା ଲକ୍ଷ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ପୁଞ୍ଜିନିବେଶ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଥିଲା। କ୍ୟାବିନେଟ ନିଷ୍ପତ୍ତି କୃଷି ସେକ୍ଟରରେ ପରିବର୍ତ୍ତନ ଆଣିବା ସହ…

ମୁମ୍ବାଇ ଆସିବା ପୂର୍ବରୁ ଦୁର୍ବଳ ହେଲା ନିସର୍ଗ: ବର୍ଷା ଜାରି, ଟଳିଲା ବଡ଼ ବିପଦ

ମୁମ୍ବାଇ, ୩।୬: ମୁମ୍ବାଇ ମୁହାଁ ହେବା ପୂର୍ବରୁ ସାମୁଦ୍ରିକ ଝଡ଼ ନିସର୍ଗ ଦୁର୍ବଳ ହୋଇଯାଇଛି। ଏହା ଦକ୍ଷିଣ ଦିଗରେ ଆଗକୁ ଗତି କରିଛି। ଫଳରେ ମୁମ୍ବାଇ ଉପରେ ଥିବା ବିପଦ ଟଳି ଯାଇଛି। ପବନର ବେଗ ଘଣ୍ଟାପ୍ରତି ୫୦ କିଲୋମିଟର ଥିବାବେଳେ…

୨୪ ଘଣ୍ଟାରେ ସୁସ୍ଥ ହେଲେ ୪ ହଜାର ୭୭୬

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୭୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ…

ସ୍ଥିତିରେ ସୁଧାର ଆସିଲେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ଉଡ଼ାଣ: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସ୍ଥିତିରେ ସୁଧାର ଆସିଲେ ଖୁବ୍‌ ଶୀଘ୍ର ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ବୁଧବାର ସୂଚନା ଦେଇଛନ୍ତି। ବନ୍ଦେ ଭାରତ ମିଶନରେ…

ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ ହେବ କୋଲକାତା ପୋର୍ଟ ଟ୍ରଷ୍ଟ୍‌: ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ, ୩।୬: ପଶ୍ଚିମବଙ୍ଗର କୋଲାକାତା ପୋର୍ଟ ଟ୍ରଷ୍ଟ୍‌ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ ହେବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ବୁଧବାର କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହାର ନାମକରଣ ଶ୍ୟାମପ୍ରସାଦ ମୁଖାର୍ଜୀ ପୋର୍ଟ ଟ୍ରଷ୍ଟ୍‌ ଭାବେ କରାଯିବ ବୋଲି ସୂଚନା ଓ ପ୍ରସାରଣ…

କୀଟନାଶକ କାରଖାନାରେ ବିସ୍ଫୋରଣ: ୫ ମୃତ, ୫୭ ଆହତ

ଭାରୁଚ୍‌,୩ା୬: ଗୁଜରାଟର ଭାରୁଚ୍‌ ଜିଲା ଅନ୍ତର୍ଗତ ଦାହେଜସ୍ଥିତ ଆଗ୍ରୋ- କେମିକାଲ୍‌ ଫ୍ୟାକ୍ଟ୍ରିବଏଲରରେ ବୁଧବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ଏଥିରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୫୭ ଶ୍ରମିକ ଆହତ ହୋଇଥିବା ଜିଲାପାଳ…

ଲକ୍‌ଡାଉନ୍‌-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ୍‌-୫ ଜୁନ୍‌ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ ନୀତି ଲାଗୁ କରାଯାଇଛି। ଲକ୍‌ଡାଉନ୍‌-୫ରେ ପ୍ରତିଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ହଜାରରୁ…

ନିସର୍ଗର ତାଣ୍ଡବ ଆରମ୍ଭ: ଅଲିବାଗରେ ବ୍ୟାପକ କ୍ଷୟକ୍ଷତି

ମୁମ୍ବାଇ, ୩।୬: ସାମୁଦ୍ରିକ ଝଡ଼ ନିସର୍ଗ ମହାରାଷ୍ଟ୍ରର ରାୟଗଡ଼ ଜିଲାର ହରିହରେଶ୍ୱର-ଡାମନ ମଧ୍ୟବର୍ତ୍ତୀ ଅଞ୍ଚଳ ଅଲିବାଗରେ ଭୂପୃଷ୍ଠ ଛୁଇଁଛି। ନିସର୍ଗ ପ୍ରଭାବରେ ଏଠାରେ ଘଣ୍ଟାପ୍ରତି ୧୨୦ରୁ ଅଧିକ ବେଗରେ ପବନ ବହିବା ସହିତ ବର୍ଷା ଲାଗି ରହିଛି। ଅଲିବାଗ ଅଞ୍ଚଳରେ ବହୁଗଛ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri