ଜାତୀୟ

ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଡାକ୍ତର ହେଲେ ସଂକ୍ରମିତ

ନୂଆଦିଲ୍ଲୀ,୨୬।୭: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣକୁ ନେଇ ସାଧାରଣ ଜନତା ଭୟଭିତ ଅଛନ୍ତି। ଅନ୍ୟପଟେ ଏହି ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗ୍ରେଟର ନଏଡାର ଜଣେ ସର୍ଜନ ନିଜ ଜୀବନକୁ ବାଜି ଲାଗାଇ ଦେଇଛନ୍ତି। ଶାରଦା ଦେବୀ ସ୍କୁଲ ଅଫ୍‌…

ଅଗଷ୍ଟ ୫ ପର୍ଯ୍ୟନ୍ତ ସକାଳେ ଏପରି କଲେ ଦେଶରୁ ହଟିଯିବ କରୋନା ସଂକ୍ରମଣ: ପ୍ରଜ୍ଞା ଠାକୁର

ଭୋପାଳ, ୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ଦେଶରୁ କିପରି କରୋନା ସଂକ୍ରମଣକୁ ହଟାଯିବ ତାହାର ଉପାୟ ବତାଇଛନ୍ତି। ସେ କହିଛନ୍ତି ଜୁଲାଇ ୨୫ରୁ ଅଗଷ୍ଟ ୫ ପର୍ଯ୍ୟନ୍ତ ୧୨…

କାରଗିଲ ବିଜୟ ଦିବସକୁ ପୂରଣ ହେଲା ୨୧ ବର୍ଷ

ନୂଆଦିଲ୍ଲୀ,୨୬।୭: କାରଗିଲ ବିଜୟ ଦିବସକୁ ୨୧ ବର୍ଷ ପୂରଣ ହୋଇଥିବା ବେଳେ ଏବେ ସାରା ଦେଶ ଏହି ବିଜୟ ଗାଥାକୁ ମନେପକାଇ ଗୌରାବାନ୍ବିତ ହେଉଛି। ଆଜକୁ ଠିକ୍‌ ୨୧ ବର୍ଷ ତଳେ ଜମ୍ମୁ-କଶ୍ମୀରର କାରଗିଲ, ତ୍ରାସ, ବଟାଲିକରେ ପଡିଥିଲା ଶତ୍ରୁଙ୍କ ନଜର।…

ଅନ୍ତିମ ସଂସ୍କାରରେ ସାମିଲ ହୋଇଥିବା ୧୬ ଲୋକ କରୋନା ପଜିଟିଭ୍‌

ପାଟନା, ୨୬।୭: ଅନ୍ତିମ ସଂସ୍କାରରେ ଯୋଗଦେଇଥିବା ଲୋକଙ୍କ ମଧ୍ୟରୁ ୧୬ ଜଣଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ବିହାରର ପାଟନାଠାରୁ ୩୦ କିମି ଦୂରରେ ଥିବା ମନେରର ଦେବୀସ୍ଥାନଠାରେ ଏଭଳି ଘଟିଛି। ଅନ୍ତିମ ସଂସ୍କାରରେ ୩୮ ଜଣ ଲୋକ ଯୋଗଦେଇଥିଲେ।…

ଶ୍ୱାସରୁଦ୍ଧ ହୋଇ ୪୩ ଗାଈ ମୃତ

ବିଳାସପୁର,୨୬ା୭(ପି.ଟି.): ଛତିଶଗଡ଼ର ବିଳାସପୁର ଜିଲା ଅନ୍ତର୍ଗତ ଏକ ପଞ୍ଚାୟତ ବିଲ୍ଡିଂର ଛୋଟ କୋଠରିରେ ୬୦ଟି ଗାଈଙ୍କୁ ବନ୍ଦ କରି ରଖାଯାଇଥିଲା। ସେଥିରୁ ୪୩ ଗାଈ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ଶନିବାର ସକାଳେ ଉକ୍ତ ବିଲ୍ଡିଂରୁ ଦୁର୍ଗନ୍ଧ ଆସିବାରୁ ଗ୍ରାମବାସୀ ସେଠାକୁ…

ଆଉ ୬ ପୋସେଇଡନ୍‌ ବିମାନ କିଣିବ ଭାରତ

ନୂଆଦିଲ୍ଲୀ,୨୬ା୭: ଚାଇନା ସହ ସାମରିକ ବିବାଦ ଲାଗି ରହିଥିବାବେଳେ ଭାରତ ଆଉ ୬ଟି ପୋସେଇଡନ୍‌-୮ଆଇ ବିମାନ ଆମେରିକାରୁ କିଣିବାକୁ ଯାଉଛି। ଏଥିସହିତ ୬ଟି ପ୍ରେଡାଟର-ବି ସଶସ୍ତ୍ର ଡ୍ରୋନ୍‌ କିଣିବା ଲାଗି ଯୋଜନା କରାଯାଉଛି। ୨୦୦୯ ଜାନୁୟାରୀରେ ନୌସେନାରେ ୮ଟି ପୋସେଇଡନ୍‌-୮ଆଇ ସାମିଲ…

୬ ସହରରେ କୋଭିଡ୍‌ ଟିକାର ମାନବ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୨୬ା୭: ଭାରତ ବାୟୋଟେକ୍‌ ଏବଂ ଜାଇଡସ କାଡିଲା ଦ୍ୱାରା ପ୍ରସ୍ତୁତ ଦୁଇଟି ଟିକାର ମାନବ ଶରୀରରେ ପରୀକ୍ଷା ୬ଟି ସହରରେ ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ସହରର ୫୦୦ ସ୍ବେଚ୍ଛାସେବୀଙ୍କୁ ଚୟନ କରାଯାଇଛି। ଶୁକ୍ରବାର ଦିଲ୍ଲୀ ଏମ୍ସରେ ପ୍ରଥମେ ଜଣେ ବ୍ୟକ୍ତିକୁ…

ରାଜସ୍ଥାନରେ କଂଗ୍ରେସ-ଭାଜପା ଛକାପଞ୍ଝା

ଜୟପୁର,୨୬ା୭(ପି.ଟି.): ରାଜସ୍ଥାନରେ ଅଶୋକ ଗେହଲଟ ସରକାରକୁ ଭାଙ୍ଗିଦେବା ପାଇଁ ଭାଜପା ଷଡ଼ଯନ୍ତ୍ର କରୁଥିବା ଅଭିଯୋଗ କରି କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜୟପୁର ସମେତ ସମସ୍ତ ଜିଲା ସଦର ମହକୁମାରେ କଂଗ୍ରେସ କର୍ମୀମାନେ ଏକାଠି ହୋଇ ଭାଜପା…

କରୋନାକୁ ହରାଇଲେ ୧୦୦ ବର୍ଷିୟା ମହିଳା: କହିଲେ…

ବାଙ୍ଗାଲୋର,୨୫।୭-ସାରା ଦେଶରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ପ୍ରତିଦିନ ହଜାର ହଜାର କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେବେ ଏପରିସ୍ଥିତିରେ କର୍ଣ୍ଣାଟକ ବେଲାରୀ ଜିଲାର ଜଣେ ୧୦୦ ବର୍ଷୀୟା ବୃଦ୍ଧା କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କ…

ଲକ୍‌ଡାଉନରେ ଚାଲିଥିଲା ସେକ୍ସ ର଼୍ୟାକେଟ: ୨ ବିଦେଶୀ ମହିଳାଙ୍କ ସମେତ ୧୨ ଗିରଫ

ନୂଆଦିଲ୍ଲୀ,୨୫।୭-ଲାକଡାଉନରେ ଚାଲିଥିଲା ସେକ୍ସ ର଼୍ୟାକେଟ। ନୂଆଦିଲ୍ଲୀ ମାଲରୋଡସ୍ଥିତ ଏକ ସ୍ପା ସେଣ୍ଟରରେ ସେକ୍ସ ର଼୍ୟାକେଟ ଚାଲିଥିବାବେଳେ ଗୁରୁବାର ରାତିରେ ପୋଲିସ ଚଢାଉ କରି ୧୨ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୨ ଉଜବେକିସ୍ଥାନର ଯୁବତୀ, ଦିଲ୍ଲୀର ଜଣେ ଯୁବତୀଙ୍କ ସମେତ…

କରୋନା ଆରମ୍ଭରୁ ସୂଚନା ଦେବ ହାତ ବ୍ୟାଣ୍ଡ: ମୂଲ୍ୟ ମାତ୍ର ୩, ୫୦୦ ଟଙ୍କା

ନୂଆ ଦିଲ୍ଲୀ, ୨୫।୭: କରୋନା ବିିଷୟରେ ସୂଚନା ଦେବ ହାତ ବ୍ୟାଣ୍ଡ। ଆଇଆଇଟି ମାଡ୍ରାସ କରୋନା ଜୀବାଣୁ ସଂକ୍ରମଣ ଚିହ୍ନଟ ପାଇଁ ଏପରି ଏକ ବ୍ୟାଣ୍ଡ ତିଆରି କରିଛି। ଏହା ସଂକ୍ରମଣ ଆରମ୍ଭ ହେବାମାତ୍ରେ ସୂଚନା ଦେବ। ଆଗାମୀ ମାସ ସୁଦ୍ଧା…

ଅଗଷ୍ଟରୁ ଖୋଲିପାରେ ସିନେମା ହଲ୍‌!

ନୂଆଦିଲ୍ଲୀ,୨୫।୭: କରୋନା ସଙ୍କଟ ଯୋଗୁ ସବୁ କ୍ଷେତ୍ର ଭଳି ଫିଲ୍ମ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି। ଦେଶରେ ମାର୍ଚ୍ଚରୁ ସିନେମା ହଲ୍‌ ବନ୍ଦ ଥିବା ବେଳେ ପ୍ରଯୋଜକ ଓ ସିନେମା ହଲ୍‌ ମାଲିକଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଇତିମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri