ଜାତୀୟ

‘ହମାସ ନେତାମାନେ POK ଗସ୍ତ କରିଥିଲେ’: ଇସ୍ରାଏଲ କୂଟନୀତିକଙ୍କ ଦାବି, ପାକିସ୍ତାନ ଓ ଲସ୍କର ସହ ହମାସର ସମ୍ପର୍କ

ନୂଆଦିଲ୍ଲୀ, ୨୫।୪: ଇସ୍ରାଏଲର ଜଣେ ବରିଷ୍ଠ କୂଟନୀତିକ ଏକ ଚାଞ୍ଚଲ୍ୟକର ଦାବି କରି କହିଛନ୍ତି ଯେ, ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସର ନେତାମାନେ ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ଗସ୍ତ କରିଛନ୍ତି ଏବଂ ପାକିସ୍ତାନ ଆଧାରିତ ଆତଙ୍କବାଦୀ ଗୋଷ୍ଠୀ ଲସ୍କର-ଏ-ତୋଇବା ସହ…

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ଘଟିଥିଲା, ତା’ର ରିପୋର୍ଟିଂକୁ ନେଇ ଆମେରିକା ସରକାର ନ୍ୟୁୟର୍କ ଟାଇମ୍ସ (NYT)…

ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ଘଟିଥିଲା, ତା’ ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର…

Video: ଭାରତର କାର୍ଯ୍ୟନୁଷ୍ଠାନରେ ଭୟଭୀତ ପାକିସ୍ତାନ, ଇସଲାମାବାଦ ଭାରତୀୟ ଉଚ୍ଚାୟୋଗ ବାହାରେ ପ୍ରଦର୍ଶନ

ଇସଲାମାବାଦ, ୨୫।୪: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ନିକଟସ୍ଥ ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଥିବା ଭାରତୀୟ ଉଚ୍ଚାୟୋଗ ବାହାରେ ତୀବ୍ର ପ୍ରତିବାଦ ଦେଖାଦେଇଛି। ଏହି ଆକ୍ରମଣରେ…

ପହଲଗାମ୍‌ ଆକ୍ରମଣ ପରେ କଶ୍ମୀରୀ ଛାତ୍ରୀଛାତ୍ରଙ୍କ ଉପରେ ନିର୍ଯାତନା

ଶ୍ରୀନଗର,୨୪।୪: ପହଲଗାମ୍‌ ଆକ୍ରମଣରେ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣା ପରେ ଦେଶର ବିଭିନ୍ନ ଭାଗରେ କଶ୍ମୀରୀ ଛାତ୍ରୀଛାତ୍ର ଟାର୍ଗେଟର ଶିକାର ହୋଇଛନ୍ତି। ସେମାନଙ୍କୁ ନିର୍ଯାତନା ଦିଆଯିବା ସହ ଗାଳି କରିବା ଓ ମାଡ଼ ମରାଯିବା ନେଇ ଜମ୍ମୁ-କଶ୍ମୀର ଛାତ୍ର ସଂଗଠନ ପକ୍ଷରୁ…

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ କରିଛି, ଯାହା କେନ୍ଦ୍ରୀୟ କ୍ଷେତ୍ରରେ ଏକ ବଡ଼ ସ୍ତରରେ ଆୟୋଜିତ ହେଉଛି। ଏହି ଅଭ୍ୟାସରେ…

ନ୍ୟାସନାଲ ହେରାଲ୍ଡ ମାମଲା, ED ସ୍କାନରରେ ଗାନ୍ଧୀ ପରିବାର

ନୂଆଦିଲ୍ଲୀ,୨୪।୪: ସ୍ବାଧୀନତା ପରବର୍ତ୍ତୀ ରାଜନୈତିକ ମାନଚିତ୍ରରେ ଦୀର୍ଘ ଦିନ ଧରି ହଜି ଯାଇଥିବା ନ୍ୟାସନାଲ ହେରାଲ୍ଡ ମାମଲା ପୁଣିଥରେ ଜାତୀୟ ସ୍ତରରେ ଚର୍ଚ୍ଚାକୁ ଆସିଛି – ଏଥର, ଆର୍ଥିକ ଦୁର୍ନୀତିର ଏକ ଧାରା ସିଧାସଳଖ ଗାନ୍ଧୀ ପରିବାରର ଦ୍ୱାରଦେଶକୁ ନେଇଛି। ପ୍ରବର୍ତ୍ତନ…

MEAର ଚେତାବନୀ: ଭିଜା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡନ୍ତୁ ପାକିସ୍ତାନୀ, ୨୯ ପରେ ମେଡିକାଲ ଭିଜା ବି…

ନୂଆଦିଲ୍ଲୀ,୨୪।୪: ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ ଭିଜା ସେବା ତୁରନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ପାକିସ୍ତାନୀ ନାଗରିକଙ୍କୁ ଜାରି କରାଯାଇଥିବା ସମସ୍ତ ଭିଜା ୨୭ ଏପ୍ରିଲରୁ ବାତିଲ ବୋଲି ବିବେଚନା କରାଯିବ।…

ପାକିସ୍ତାନ ପୁଣି କଲାଣି ପ୍ରମାଣ ଖୋଜିବାର ଡ୍ରାମା! ମନ୍ତ୍ରୀ ଇସାକ ଡାର କହିଲେ,‘ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ PAK ଅଛି ବୋଲି…’

ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା କମିଟି…

Pahalgam Terror Attack: ମାତ୍ର ୭ ଦିନ ମଧ୍ୟରେ ପାକିସ୍ତାନ ଉପରେ ଭାରତ ନେବ କଡା ଆକ୍ସନ, କାଉଣ୍ଟଡାଉନ ଆରମ୍ଭ!

ନୂଆଦିଲ୍ଲୀ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ପରେ ପଡ଼ୋଶୀ ଦେଶ ରାଗରେ କମ୍ପିଲାଣି। ଏବେ ଭାରତୀୟ ନୌସେନା ମଧ୍ୟ ଆରବ ସାଗରରେ ନିଜର ଶକ୍ତି ପ୍ରଦର୍ଶନ କରିଥିଲା,…

Pahalgam Terror Attack: ପାକିସ୍ତାନକୁ ମିଳିବ କଡା ଜବାବ? ସର୍ବଦଳୀୟ ବୈଠକରେ ରାହୁଲ-ଖାର୍ଗେ ବି ସାମିଲ

ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସରକାର ଗୁରୁବାର ଏକ ସର୍ବଦଳୀୟ ବୈଠକରେ Pahalgam Terror Attack ସମ୍ପର୍କରେ ରାଜନୈତିକ ଦଳର ନେତାମାନଙ୍କୁ ସୂଚନା ଦେଇଛନ୍ତି ଏବଂ ସେମାନଙ୍କ ମତାମତ ଶୁଣିଛନ୍ତି। ଆକ୍ରମଣର ଶିକାର ହୋଇଥିବା ଲୋକଙ୍କ ପାଇଁ ବବୈଠକ ଆରମ୍ଭରେ ଏକ ମିନିଟର ନିରବ…

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ମଧ୍ୟରେ ଭାରତୀୟ ନୌସେନା କଲା ‘INS ସୁରତ’ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ-ପାକିସ୍ତାନ ସମ୍ପର୍କ ଏକ ଉତ୍ତେଜନାପୂର୍ଣ୍ଣ ପର୍ଯ୍ୟାୟ ଦେଇ ଗତି କରୁଛି। ଏହି ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ, ଭାରତ ଏକ କଠୋର ନିଷ୍ପତ୍ତି ନେଇ ପାକିସ୍ତାନ ବିରୋଧରେ ୫ଟି ବଡ଼ ନିଷ୍ପତ୍ତି ନେଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri