ଜାତୀୟ

ପ୍ଲାଜ୍‌ମା ଦେବାକୁ ଲୋକେ ଅନାଗ୍ରହୀ

ନୂଆଦିଲ୍ଲୀ,୨୫ା୭(ପି.ଟି.): କରୋନା ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସହାୟକ ହେଉଥିବାବେଳେ ଏଥିପାଇଁ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟରେ ପ୍ଲାଜ୍‌ମା ବ୍ୟାଙ୍କ ଖୋଲାଯାଇଛି। କରୋନାରୁ ଆରୋଗ୍ୟ ହୋଇଥିବା ଲୋକଙ୍କୁ ପ୍ଲାଜ୍‌ମା ଦାନ କରିବା ଲାଗି ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି। ଏହା ସତ୍ତ୍ୱେ ପ୍ଲାଜ୍‌ମା…

ରଞ୍ଜନ ଗୋଗୋଇ ବହିର୍ବ୍ୟାପାର ଗୃହ କମିଟିକୁ ମନୋନୀତ

ନୂଆଦିଲ୍ଲୀ,୨୫ା୭: ରାଜ୍ୟ ସଭା ସଦସ୍ୟ ଭାରତର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ବହିର୍ବ୍ୟାପାର ସଂସଦୀୟ କମିଟିକୁ ମନୋନୀତ କରାଯାଇଛି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଦେବେଗୌଡା ରେଲଓ୍ବେ କମିଟିରେ ସ୍ଥାନ ପାଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ବିଭିନ୍ନ…

୫ ଜଣରେ ଜଣେ ବେରୋଜଗାର

ନୂଆଦିଲ୍ଲୀ,୨୫।୭: ମହାମାରୀ କରୋନା ଭୂତାଣୁ କବଳରେ ଦେଶ ଏବେ ଭୟଙ୍କର ପରିସ୍ଥିତିର ସମ୍ମୁଖୀନ ହୋଇଛି। ମୋଟ ୧୩ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୩୦,୬୬୦ ଲୋକଙ୍କ ଜୀବନ ଗଲାଣି। ଏହା ସତ୍ତ୍ୱେ ଉଗ୍ର ସଂକ୍ରମଣ ସ୍ଥିତି ଦେଖାଦେବାରୁ ଲୋକମାନେ…

ବଳ ଦେଖାଇଲେ ଗେହଲଟ

ଜୟପୁର,୨୫ା୭: ରାଜସ୍ଥାନରେ କ୍ଷମତା ଯୁଦ୍ଧକୁ ନେଇ ଦୁଇ ସପ୍ତାହ ଧରି ବଢ଼ିଚାଲିଥିବା ଉଷ୍ମତା ଜାତୀୟ ରାଜନୀତିକୁ ସରଗରମ କରିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶୁକ୍ରବାର ଜୟପୁରସ୍ଥିତ ରାଜଭବନ ଆଗରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ରାଜ୍ୟର ରାଜନୈତିକ ସ୍ଥିତି ଓ ମହାମାରୀ କରୋନା…

ବାବ୍ରି ମସ୍‌ଜିଦ୍‌ ମାମଲାରେ ଆଡଭାନୀଙ୍କ ବୟାନ ରେକର୍ଡ

ଲକ୍ଷ୍ନୌ,୨୪।୭: ୧୯୯୨ ବାବ୍ରି ମସ୍‌ଜିଦ୍‌ ବିଧ୍ୱଂସ ମାମଲାରେ ଶୁକ୍ରବାର ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ବୟାନ ରେକର୍ଡ ହୋଇଛି। ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ସିବିଆଇ ସ୍ବତନ୍ତ୍ର କୋର୍ଟରେ ସେ ହାଜର ହୋଇ ନିଜର ବୟାନ ରେକର୍ଡ କରାଇଛନ୍ତି। ଦୀର୍ଘ ସାଢ଼େ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବ ପାମ୍ପଡ଼: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୪।୭: ସମଗ୍ର ଦେଶରେ କରୋନା ଭାଇରସ ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ସହ ମୁକାବିଲା ପାଇଁ ସମଗ୍ର ବିଶ୍ୱ ଭ୍ୟାକସିନ୍‌ ପ୍ରସ୍ତୁତି କରିବା ନେଇ ଚେଷ୍ଟା ଚଳାଇଛି। ଇତିମଧ୍ୟରେ କେନ୍ଦ୍ର ସଂସଦୀୟ ବ୍ୟାପାରମନ୍ତ୍ରୀ ଅର୍ଜୁନରାମ ମେଘୱାଲଙ୍କ ଏକ…

ପରପାରିରେ ପ୍ରସିଦ୍ଧ ନୃତ୍ୟଶିଳ୍ପୀ ଅମଲା ଶଙ୍କର: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଦେଶର ପ୍ରସିଦ୍ଧ ନୃତ୍ୟଶିଳ୍ପୀ ଅମଲା ଶଙ୍କରଙ୍କର ଶୁକ୍ରବାର କୋଲକାତାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ହୋଇଥିଲା। ଅମଲା କୋରିଓଗ୍ରାଫର ଉଦୟ ଶଙ୍କରଙ୍କ ସ୍ତ୍ରୀ ତଥା ସୀତାର ପଣ୍ଡିତ ରବି ଶଙ୍କରଙ୍କ ବୋହୂ। ତାଙ୍କ ମୃତ୍ୟୁ ଖବର ନାତୁଣୀ…

ଏକା ସହ ଜାଳିଦେଲେ ୫୦ କରୋନା ଆକ୍ରାନ୍ତଙ୍କ ମୃତଦେହ, ଆଉ ତା’ ପରେ..

ହାଇଦ୍ରାବାଦ,୨୪।୭: ସାରା ବିଶ୍ୱରେ କରୋନା କାୟା ବୃଦ୍ଧି ପାଇବାରେ ଲାଗିଛି। ଏଥିରେ ସଂକ୍ରମିତ ହୋଇ ଲକ୍ଷାଧିକ ଲୋକଙ୍କ ଜୀବନହାନି ମଧ୍ୟ ଘଟୁଛି। ଭାରତରେ ମଧ୍ୟ ଏବେ ସ୍ଥିତି ସଙ୍ଗୀନ ଆଡ଼କୁ ଗତି କରୁଛି। ଏହି କ୍ରମରେ ହାଇଦ୍ରାବାଦରୁ ଏକ ଚକିତ କରିବା…

ସ୍ତ୍ରୀଙ୍କ ପାଖରେ ନଥିଲା ଟଙ୍କା, ଡାକ୍ତରଖାନା ବାହାରେ ପଡ଼ି ରହି ଆଖି ବୁଜିଲେ ସ୍ବାମୀ

ଗୁନା,୨୪।୭: ଜଣେ ରୋଗୀ ଟଙ୍କା ଅଭାବରୁ ଡାକ୍ତରଖାନାରେ ଭର୍ତ୍ତି ହେବା ପାଇଁ ସ୍ଲିପ୍‌ ପାଇପାରି ନ ଥିଲେ। ଶେଷରେ ଚିକିତ୍ସା ଅଭାବରୁ ତାଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଦୁଃଖଦାୟକ ଘଟଣା ମଧ୍ୟପ୍ରଦେଶର ଗୁନା ଜିଲା ମୁଖ୍ୟ ଚିକିତ୍ସାଳୟ ବାହାରେ ଦେଖିବାକୁ…

ଟୁଥ୍‌ପିକ୍‌ରେ ଭୋଟିଂ, ପିପିଇ କିଟ୍‌ରେ ପୋଲିଂ ଅଫିସର: ଏଭଳି ହୋଇପାରେ ବିହାର ବିଧାନସଭା ନିର୍ବାଚନ

ପାଟନା,୨୪।୭: କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟ ମଧ୍ୟରେ ବିଧାନସଭା ନିର୍ବାଚନ ଠିକ୍‌ ସମୟରେ କରିବାକୁ ନେଇ ନିର୍ବାଚନ ଆୟୋଗର ମନ୍ଥନ ଜାରି ରହିଛି। ଏଭଳି ସ୍ଥିତିରେ ବ୍ୟାପକ ବିଚାର ବିମର୍ଷ କରି ନିର୍ବାଚନ ଆୟୋଗ କରୋନା ସଙ୍କଟକୁ ଦୃଷ୍ଟିରେ ରଖି ବିହାରରେ…

କୋର୍ଟ ପରେ ଏବେ ରାଜଭବନରୁ ଗେହଲଟଙ୍କୁ ଝଟ୍‌କା

ଜୟପୁର,୨୪।୭: ରାଜସ୍ଥାନର ରାଜନୈତିକ ସଙ୍କଟରେ ବର୍ତ୍ତମାନ ରାଜ୍ୟପାଳ ବନାମ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଯୁଦ୍ଧ ଚାଲିଥିବା ଜଣାପଡ଼ିଛି। କାରଣ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବିଧାନସଭା ଅଧିବେଶନ ଆୟୋଜିତ କରିବାକୁ ରାଜ୍ୟପାଳଙ୍କୁ ନିବେଦନ କରିଥିଲେ। କିନ୍ତୁ ରାଜ୍ୟପାଳ ଏନେଇ କୌଣସି ନିଷ୍ପତ୍ତି ନେଇ ନ…

ଉତ୍ତରପ୍ରଦେଶ ସ୍ବାସ୍ଥ୍ୟମନ୍ତ୍ରୀ କରୋନାରେ ପୀଡ଼ିତ: ନିଜକୁ କଲେ ହୋମ୍‌ କ୍ୱାରାଣ୍ଟାଇନ୍‌

ଲକ୍ଷ୍ନୌ,୨୪।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଏଠାରେ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଏହାର କବଳରେ ଏବେ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ। ଉତ୍ତରପ୍ରଦେଶ ସ୍ବାସ୍ଥ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri