ଜାତୀୟ

ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୨୦।୮(ଆଇଏନ୍‌ଏସ୍‌): ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଅଧିକାଂଶ କେନ୍ଦ୍ରୀୟ ସରକାରୀ ଚାକିରି ପାଇଁ ଏହି ସଂସ୍ଥା ସାଧାରଣ ଯୋଗ୍ୟତା ପରୀକ୍ଷା ପରିଚାଳନା କରିବ। ଏହା ଏକ ଐତିହାସିକ ନିଷ୍ପତ୍ତି ଯାହା ନିଯୁକ୍ତି ଆଶାୟୀ…

୪ ମାସରେ ନିଯୁକ୍ତି ହରାଇଲେଣି ୧.୮୯ କୋଟି

ନୂଆଦିଲ୍ଲୀ, ୨୦।୮(ପି.ଟି.): କରୋନା ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଛଡ଼ାଇ ନେଇଛି। ଏକ ଆକଳନ ଅନୁଯାୟୀ କେବଳ ଜୁଲାଇ ମାସରେ ୫୦ ଲକ୍ଷ ବେତନଭୋଗୀ ନିଯୁକ୍ତି ହରାଇଥିବାବେଳେ ଏପ୍ରିଲ୍‌ରୁ ଇତିମଧ୍ୟରେ ପାଖାପାଖି ୨ କୋଟି ଲୋକଙ୍କ ଚାକିରି ଯାଇଛି। ସେଣ୍ଟର ଫର୍‌…

ସୁପ୍ରିମକୋର୍ଟ ଗଲେ ପ୍ରଶାନ୍ତ

ନୂଆଦିଲ୍ଲୀ,୨୦ା୮ : ଅଦାଲତ ଅବମାନନା ମାମଲାରେ ଦଣ୍ଡବିଧାନର ଦିନକ ପୂର୍ବରୁ ବରିଷ୍ଠ ଆଇନୀବୀ ପ୍ରଶାନ୍ତ ଭୂଷଣ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରିଭ୍ୟୁ ପିଟିଶନ୍‌ର ଶୁଣାଣି ନ ହେବା ଯାଏ ତାଙ୍କ ବିରୋଧରେ ଦଣ୍ଡବିଧାନ କରା ନ ଯାଉ ବୋଲି ସେ ଏକ…

ସିଜେଆଇଙ୍କୁ ଚିଠି ଲେଖିଲେ ୭୭୨ ଓକିଲ

ନୂଆଦିଲ୍ଲୀ,୨୦ା୮: ଦେଶର ୭୭୨ ଓକିଲ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କୁ ପତ୍ର ଲେଖିଛନ୍ତି। ନିକଟରେ ନ୍ୟାୟପାଳିକା ପ୍ରତି ଭୟ ସୃଷ୍ଟି କରିଥିବା ତତ୍ତ୍ୱ ଉପରେ ସେମାନେ ଏଥିରେ ଚିନ୍ତାବ୍ୟକ୍ତ କରିଛନ୍ତି। ସ୍ବାକ୍ଷର କରିଥିବା ଉକ୍ତ ପତ୍ରରେ ଲେଖିଛନ୍ତି, ଆମେ…

ପ୍ରଣବଙ୍କ ଫୁସ୍‌ଫୁସ୍‌ରେ ସଂକ୍ରମଣ

ନୂଆଦିଲ୍ଲୀ, ୨୦।୮(ପି.ଟି.): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖାଦେଇଛି। ତାଙ୍କ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିବା ବୁଧବାର ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ କୁହାଯାଇଛି। ୮୪ ବର୍ଷୀୟ ପ୍ରଣବ ଗତ ୧୦ ତାରିଖରେ ଉକ୍ତ ହସ୍ପିଟାଲରେ ଭର୍ତ୍ତି…

ସିବିଆଇ ସମ୍ମୁଖରେ ୧୪ ବଡ଼ ପ୍ରଶ୍ନ

ନୂଆଦିଲ୍ଲୀ, ୨୦ା୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ସିବିଆଇ କରିବ ବୋଲି ସୁପ୍ରିମକୋର୍ଟ ବୁଧବାର ସ୍ପଷ୍ଟ କରିଛନ୍ତି। ଅଗଷ୍ଟ ୨୦ରୁ ବିଧିବଦ୍ଧ ଭାବେ ସିବିଆଇ ଏହି ମାମଲାର ତଦନ୍ତ କରିବ। ମୁମ୍ବାଇ ପୋଲିସର ପ୍ରାରମ୍ଭିକ ତଦନ୍ତ…

ସ୍ବଦେଶ ଫେରିିଲା ପଣ୍ଡିତ ଯଶରାଜଙ୍କ ପାର୍ଥିବ ଶରୀର

ମୁମ୍ବାଇ,୧୯।୮: ଶାସ୍ତ୍ରୀୟ ସଙ୍ଗୀତର ପ୍ରସିଦ୍ଧ ଗାୟକ ପଣ୍ଡିତ ଯଶରାଜଙ୍କ ଅଗଷ୍ଟ ୧୭ରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଆମେରିକାର ନ୍ୟୁ ଜର୍ସିରେ ସେ ଅନ୍ତିମ ନିଶ୍ୱାସ ନେଇଥିଲେ। ତାଙ୍କ ମୃତ୍ୟୁ ଖବରରେ ସଙ୍ଗୀତ ଜଗତରେ…

ଏଣିକି ୮ ଟଙ୍କାରେ ମିଳିବ ପେଟପୁରା ସ୍ବାଦିଷ୍ଟ ଭୋଜନ

ଜୟପୁର,୧୯।୮: ବର୍ତ୍ତମାନ ରାଜ୍ୟରେ କେହି ଭୋକରେ ଶୋଇବେ ନାହିଁ। ଏହି ସଂକଳ୍ପ ନେଇ ଅଶୋକ ଗେହଲଟ ସରକାର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଗୁରୁବାରଠାରୁ ରାଜସ୍ଥାନରେ ଇନ୍ଦିରା ରୋଷଇ ଯୋଜନା ଆରମ୍ଭ ହେବ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଜମ୍ମୁ-କଶ୍ମୀରରୁ ପ୍ରତ୍ୟାହାର ହେବେ ୧୦ ହଜାର ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୧୯।୮: କେନ୍ଦ୍ର ସରକାର କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରୁ ଅର୍ଦ୍ଧସୈନିକ ବଳର ପ୍ରାୟ ୧୦ ହଜାର ଯବାନଙ୍କୁ ତୁରନ୍ତ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବୁଧବାର ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଘାଟିରେ ମୁତୟନ ହୋଇଥିବା କେନ୍ଦ୍ରୀୟ ସଶସ୍ତ୍ର ପୋଲିସ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ମୁଖ୍ୟମନ୍ତ୍ରୀ

ରାଞ୍ଜି, ୧୯।୮: ଝାଡ଼ଖଣ୍ଡ ସ୍ବାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା କରୋନା ଆକ୍ରାନ୍ତ ହୋଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ମଙ୍ଗଳବାର କରୋନା ପଜିଟିଭ ଆସିଥିଲା। ଏହା ଜଣାପଡ଼ିବା ପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମେତ ମନ୍ତ୍ରୀ ମଣ୍ଡଳର ସମସ୍ତ ମନ୍ତ୍ରୀ (ପାନୀୟ ଜଳ ମନ୍ତ୍ରୀଙ୍କ…

ଅନ୍‌ଲକ-୩: ଏହି ରାଜ୍ୟରେ ଖୋଲିବ ହୋଟେଲ

ନୂଆଦିଲ୍ଲୀ,୧୯।୮: କରୋନା ମହାମାରୀ ଯୋଗୁ ଦେଶରେ ଏବେ ଅନ୍‌ଲକ-୩ ଜାରି ରହିଛି। ଏହି ଲକ୍‌ଡାଉନ ସମୟରେ କେନ୍ଦ୍ରସରକାର କେତେକ କଟକଣା ଜାରି କରିଛନ୍ତି। ତେବେ ରାଜ୍ୟର ସ୍ଥିତି ଅନୁଧ୍ୟାନ କରି ରାଜ୍ୟସରକାର କଟକଣା କୋହଳ କରିପାରିବେ ବୋଲି କେନ୍ଦ୍ରସରକାର କହିଛନ୍ତି। ଇତିମଧ୍ୟରେ…

ସୁଶାନ୍ତଙ୍କ ମୃତ୍ୟୁ ନେଇ ହେଉଛି ରାଜନୀତି: ସଞ୍ଜୟ

ମୁମ୍ବାଇ,୧୯।୮: ବହୁ ଚର୍ଚ୍ଚିତ ସୁଶାନ୍ତ ସିଂହ ରାଜପୁତ ମାମଲାର ତଦନ୍ତ ଭାର ଏବେ ସୁପ୍ରିମକୋର୍ଟ ସିବିଆଇକୁ ହସ୍ତାନ୍ତର କରିଛି। ବୁଧବାର କୋର୍ଟର ଏହି ନିଷ୍ପତ୍ତି ପରେ ଏବେ ରାଜନୀତି ବୟାନବାଜି ଆରମ୍ଭ ହୋଇଯାଇଛି। ଶିବସେନା ଏମ୍‌ପି ସଞ୍ଜୟ ରାଉତ କୋର୍ଟଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?