ଜାତୀୟ

ସୁପ୍ରିମ କୋର୍ଟଙ୍କ ବଡ଼ ନିଷ୍ପତ୍ତି: ସିବିଆଇ କରିବ ସୁଶାନ୍ତ ସିଂ ରାଜପୁତ ମାମଲାର ତଦନ୍ତ

ନୂଆଦିଲ୍ଲୀ, ୧୯।୮: ବହୁ ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ହେବ। ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି ତଦନ୍ତ ପ୍ରକ୍ରିୟାରେ ମୁମ୍ବାଇ ପୋଲିସକୁ ସହଯୋଗ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଦୀର୍ଘ ଦିନରୁ…

ଜଳନ୍ତା ଜୁଇ ଭାସିଗଲା ବନ୍ୟାଜଳରେ

ଡେରାଡୁନ୍‌, ୧୯।୮: ଉତ୍ତରାଖଣ୍ଡରେ ଲଗାତାର ବର୍ଷା ଲାଗି ରହିଛି। ଏବେ ଏଠାକାର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନଈପଠାରେ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର କରାଯାଉଥିବାବେଳେ ହଠାତ୍‌ ନଦୀରେ ବନ୍ୟାଜଳ ଆସିଥିଲା। ବନ୍ୟା ଜଳରେ ଜଳନ୍ତା ଜୁଇ…

ରାଜରାସ୍ତାରୁ ବସ୍‌ ଅପହରଣ କଲେ ଅଜଣା ଲୋକେ: ୩୪ ଯାତ୍ରୀଙ୍କ ମିଳୁନି ଖୋଜ୍‌ ଖବର

ଆଗ୍ରା, ୧୯।୮: ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ବିଗିଡ଼ିବାରେ ଲାଗିଛି। ଅପରାଧୀମାନେ ଆଉ ପୋଲିସକୁ ଭୟ କରୁ ନାହାଁନ୍ତି। ଏହା ସଦ୍ୟତମ ଘଟଣା ଆଗ୍ରାର ମଲପୁରା ଅଞ୍ଚଳର ନ୍ୟୁ ଦକ୍ଷିଣୀ ବାଇପାସ୍‌ ନିକଟରେ ଘଟିଛି। ସ୍ଥାନୀୟ ରାୟଭା ଟୋଲ୍‌ ପ୍ଲାଜାଠାରେ…

ବାଘୁଣୀ କୁଡ଼ିଆ ଘରେ ଶାବକଙ୍କୁ ଦେଲା ଜନ୍ମ

ନାସିକ, ୧୯।୮: ମହାରାଷ୍ଟ୍ରର ନାସିକରେ ଏକ ନିଆରା ଘଟଣା ଘଟିଛି। ଏଠାରେ କୁଡ଼ିଆ ଘରେ ଏକ ଚିତାବାଘୁଣୀ ୪ ଶାବକଙ୍କୁ ଜନ୍ମ ଦେଇଛି। ଚିତାବାଘୁଣୀ ସ୍ଥାନୀୟ ଇଗତପୁରୀ ଅଞ୍ଚଳରେ ଏକ ପରିତ୍ୟକ୍ତ କୁଡ଼ିଆ ଘରେ ଶାବକଙ୍କୁ ଜନ୍ମ ଦେଇଥିବା ଫରେଷ୍ଟ ଡିଭିଜନ…

୩ ଦିନରେ ନିର୍ବାଚନ ଗାଇଡ୍‌ଲାଇନ୍ସ ପ୍ରସ୍ତୁତ କର

ନୂଆଦିଲ୍ଲୀ, ୧୯ା୮ : ଆସନ୍ତା ମାସରେ ହେବାକୁ ଥିବା ନିର୍ବାଚନ ଲାଗି ୩ ଦିନ ମଧ୍ୟରେ ଗାଇଡ୍‌ଲାଇନ୍ସ ପ୍ରସ୍ତୁତ କରିବାକୁ ନିର୍ବାଚନ କମିଶନ ମଙ୍ଗଳବାର ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ମହାମାରୀ କରୋନା ସମୟରେ ଠିକ୍‌ଭାବେ ଯେମିତି ମତଦାନ କରାଯାଇପାରିବ, ସେଥିଲାଗି ରୋଡ୍‌ମ୍ୟାପ୍‌…

ଆଦିତ୍ୟଙ୍କ ସହ ସାକ୍ଷାତକୁ ରିଆଙ୍କ ଖଣ୍ଡନ

ମୁମ୍ବାଇ, ୧୯ା୮ : ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାକୁ ନେଇ ଖୋଳତାଡ ଚାଲିଥିବାବେଳେ ଶିବସେନା ନେତା ତଥା ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକ୍‌ରେଙ୍କ ସହ କେବେ ବି ସାକ୍ଷାତ ଆଲୋଚନା ହୋଇନାହିଁ ବୋଲି ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ…

ପାକ୍‌ ସୀମାରେ ତେଜସ୍‌

ନୂଆଦିଲ୍ଲୀ, ୧୯ା୮ : ଚାଇନା ସହ ସୀମା ବିବାଦ ଜାରି ରହିଥିବାବେଳେ ପାକିସ୍ତାନ ସୀମାରେ ଭାରତୀୟ ବାୟୁସେନା ପକ୍ଷରୁ ମଙ୍ଗଳବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏଲ୍‌ସିଏ ତେଜସ୍‌ ଲଢ଼ୁଆ ବିମାନକୁ ମୁତୟନ କରାଯାଇଛି। ଲଦାଖ ପ୍ରସଙ୍ଗକୁ ନେଇ ଚାଇନା ସହ ବିବାଦର…

ଯଦି ଟୁଇଟ୍‌କୁ ଭୟ, ନ୍ୟାୟପାଳିକା ଦୁର୍ବଳ

ନୂଆଦିଲ୍ଲୀ,୧୯ା୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଗୁରୁବାର (ଅଗଷ୍ଟ ୨୦ରେ) ଦଣ୍ଡବିଧାନ କରିବାକୁ ସୁପ୍ରିମକୋର୍ଟଙ୍କ ତିନିଜଣିଆ ଖଣ୍ଡପୀଠ ଧାର୍ଯ୍ୟ କରିଛନ୍ତି। ଏହାକୁ ନେଇ ଦେଶବ୍ୟାପୀ ବୁଦ୍ଧିଜୀବୀ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ବର୍ତ୍ତମାନର ମହାମାରୀ ସମୟରେ…

ଚୂଡ଼ାନ୍ତ ବର୍ଷ ପରୀକ୍ଷା ବାତିଲ ମାମଲାର ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୯ା୮: ଦେଶବ୍ୟାପୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆସନ୍ତା ସେପ୍ଟେମ୍ବର ୩୦ସୁଦ୍ଧା ଚୂଡ଼ାନ୍ତ ବର୍ଷର ପରୀକ୍ଷା କରିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)ର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ କରାଯାଇଥିବା ଏକାଧିକ ଆବେଦନର ଶୁଣାଣି କରି ରାୟକୁ ମଙ୍ଗଳବାର କୋର୍ଟ ସ୍ଥଗିତ ରଖିଛନ୍ତି। ବିଚାରପତି…

ନିର୍ବାଚନ କମିଶନର ଅଶୋକ ଲାଭାସାଙ୍କ ଇସ୍ତଫା:ଏଡିବି ଉପାଧ୍ୟକ୍ଷ ହେବେ

ନୂଆଦିଲ୍ଲୀ,୧୯ା୮: ନିର୍ବାଚନ କମିଶନର ଅଶୋକ ଲାଭାସା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଆସନ୍ତା ମାସରେ ଏସିଆନ୍‌ ଡେଭେଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି)ର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହିି ପଦରେ ଥିବା ଦିବାକର ଗୁପ୍ତା ଅଗଷ୍ଟ ୩୧ରେ ଅବସର ଗ୍ରହଣ…

ଏହି କାରଣରୁ ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ ୫୦ ଟଙ୍କା ହେଲା

ପୁନେ, ୧୮।୮: ପୁନେ ଜନସନରେ ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ ୫୦ ଟଙ୍କା। ପ୍ଲାଟ୍‌ଫର୍ମ ଟିକେଟ୍‌ର ଏଭଳି ମୂଲ୍ୟକୁ ନେଇ ଇଣ୍ଡିଆନ୍‌ ରେଲ୍‌ଓ୍ବେ ପକ୍ଷରୁ ମଙ୍ଗଳବାର ସ୍ପଷ୍ଟୀକରଣ ରଖାଯାଇଛି। ଇଣ୍ଡିଆନ ରେଲ୍‌ଓ୍ବେ ପକ୍ଷରୁ କୁହାଯାଇଛି, କରୋନା ମହାମାରୀ ସମୟରେ ଷ୍ଟେସନରେ ଲୋକଙ୍କ ମଧ୍ୟରେ…

ହିନ୍ଦୁ ପରିଚୟ ଦେଇ ମଧ୍ୟପ୍ରଦେଶ ଯୁବତୀଙ୍କୁ ବିବାହ କଲେ କଶ୍ମୀର ମୁସଲିମ୍‌ ଯୁବକ; ତାପରେ…

ଗ୍ବାଲିଅର, ୧୮।୮: ଦେଶରେ ପୁଣିଥରେ ‘ଲଭ୍‌ ଜିହାଦି’ ମାମଲା ସାମ୍ନାକୁ ଆସିଛି। ଏଥର ଲଭ୍‌ ଜିହାଦିର ଶିକାର ହୋଇଛନ୍ତି ମଧ୍ୟପ୍ରଦେଶ ଗ୍ବାଲିଅରର ଜଣେ ଯୁବତୀ। ଅଭିଯୁକ୍ତ କଶ୍ମୀର ଯୁବକ ନିଜକୁ ହିନ୍ଦୁ ବୋଲି ଦର୍ଶାଇ ବିବାହ କରିନେଇଥିଲେ। ଏହାପରେ ସେ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?