ଶ୍ରମିକ ସ୍ପେଶାଲ ଟ୍ରେନ୍ରେ ୮୦ ଜଣଙ୍କର ମୃତ୍ୟୁ ହେଲାଣି
ନୂଆଦିଲ୍ଲୀ,୩୦।୫: ଲକ୍ଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସରକାରଙ୍କ ପାଇଁ ସବୁଠାରୁ ବଡ ଚିନ୍ତାର କାରଣ ପାଲଟିଯାଇଛି। ବିଶେଷ କରି ରୋଜଗାର ବନ୍ଦ ହୋଇ ଯିବାରୁ ଏମାନେ ଚାଲି ଚାଲି ଘରକୁ ଫେରିବା ଆରମ୍ଭ କରିଥିବା ବେଳେ ଏହି ଶ୍ରମିକଙ୍କୁ ସେମାନଙ୍କ…
କରୋନା ଚିକିତ୍ସା: ପିପିଇ କିଟ୍-ମାସ୍କ୍ ପାଇଁ ନିଆଯାଉଛି ମୋଟ ହସ୍ପିଟାଲ ବିଲ୍ର ୫୦ ପ୍ରତିଶତ
ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମିତଙ୍କ ଚିକିତ୍ସା ନେଇ ନାନା ପ୍ରକାର ଅଭିଯୋଗ ଉଠିବାରେ ଲାଗିଛି। କେତେକ ଘରୋଇ ହସ୍ପିଟାଲରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ମୋଟ ବିଲ୍ର ୫୦ ପ୍ରତିଶତ କେବଳ ପିପିଇ କିଟ୍ ଏବଂ ଏନ୍-୯୫ ମାସ୍କ୍ ଲାଗି ନିଆଯାଉଥିବା ଅଭିଯୋଗ…
ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଐତିହାସିକ ସୁଧାରରେ ପରିପୂର୍ଣ୍ଣ: ଯୋଗୀ ଆଦିତ୍ୟନାଥ
ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷର କାର୍ଯ୍ୟକାଳକୁ ପ୍ରଶଂସା କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଗୋଟିଏ ବର୍ଷରେ ଏହି କାର୍ଯ୍ୟକାଳ ସଫଳତା ଏବଂ ଐତିହାସିକ ସୁଧାରରେ ପରିପୂର୍ଣ୍ଣ ବୋଲି ଯୋଗୀ କହିଛନ୍ତି। ଏନଡିଏ ସରକାର ସବ୍କା…
ମହାରାଷ୍ଟ୍ରରେ ବଢିବ ଲକ୍ଡାଉନ ଅବଧି !
ମୁମ୍ବାଇ,୩୦।୫: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ମହାରାଷ୍ଟ୍ରର ସ୍ଥିତି ସବୁଠାରୁ ଉଦ୍ବେଗଜନକ ରହିଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ କରୋନାରେ ଆକ୍ରାନ୍ତ ହେଉଥିବାରୁ ଆଗକୁ ମୁମ୍ବାଇ ଓ ପୁନେ ଭଳି ହଟ୍ସ୍ପଟରେ ଲକ୍ଡାଉନ ଅବଧି ବୃଦ୍ଧି…
ଖୁସି ଖବର: ୨୪ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇ ଫେରିଲେ ଘରକୁ
ନୂଆଦିଲ୍ଲୀ,୩୦।୫: ଭାରତରେ ପ୍ରତି ଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିବାରେ ଏକ ଖୁସି ଖବର ମିଳିଛି। ପ୍ରଥମ ଥର ପାଇଁ ଗତ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା…
ଆଉ ସପ୍ତାହକ ମଧ୍ୟରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଛୁଇଁବା ଆଶଙ୍କା
ନୂଆଦିଲ୍ଲୀ,୩୦।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତି ୨୪ ଘଣ୍ଟାରେ ଏବେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାରରୁ ଅଧିକ ହେବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା…
କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା
ଓ୍ବାନପୋରା,୩୦।୫: ଜମ୍ମୁ-କଶ୍ମୀର ଓ୍ବାନପୁରା ଅଞ୍ଚଳର କୁଲଗାମରେ ଶନିବାର ସୁରକ୍ଷାର୍କମୀଙ୍କୁ ବଡ ସଫଳତା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ, ସେନା ଓ ସିଆର୍ପିଏଫ୍ର ମିଳିତ ସହଯୋଗରେ ହୋଇଥିବା ଅପରେଶନରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଆତଙ୍କବାଦୀଙ୍କ ସମ୍ପର୍କରେ ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ଦ୍ୱାରା…
ଅଧିକ ସମୟ ମାସ୍କ ପିନ୍ଧିଲେ ହାଇପରକେପନିଆ ହେବାର ରହିଥାଏ ଆଶଙ୍କା
ଡେରାଡୁନ୍,୩୦।୫: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ତେବେ ଅଧିକ ସମୟ ଧରି ମାସ୍କ୍ ପିନ୍ଧିବା ଦ୍ୱାରା ହାଇପରକେପନିଆ ହେବାର ଆଶଙ୍କା ରହିଥିବା ଉତ୍ତରଖଣ୍ଡ ଡୁନ୍ ହସ୍ପିଟାଲରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ…
ମୋଦି ସରକାରଙ୍କ ୨.୦କୁ ଗୋଟିଏ ବର୍ଷ: ଜାତି ଉଦ୍ଦେଶ୍ୟରେ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳି ସରକାରଙ୍କୁ ଏକ ବର୍ଷ ପୂରଣ ହୋଇଛି। ଏହି ବର୍ଷପୂର୍ତ୍ତି ଅବସରରେ ମୋଦି ଜାତି ଉଦ୍ଦେଶ୍ୟରେ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ସରକାରଙ୍କ ଉପଲବ୍ଧି ଓ ଆଗକୁ ଥିବା ଆକାଂକ୍ଷା ବିଷୟରେ…
ଲ୍ୟାବ୍ରେ କରୋନା ଭୂତାଣୁ କଲ୍ଚର କଲେ ଭାରତୀୟ ବୈଜ୍ଞାନିକ
ହାଇଦ୍ରାବାଦ୍,୩୦।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଲ୍ୟାବ୍ରେ କରୋନା ଭୂତାଣୁ କଲ୍ଚର କରି ସଫଳତା ହାସଲ କରିଛନ୍ତି। ସିଏସ୍ଆଇଆର୍ ଏବଂ ହାଇଦ୍ରାବାଦ୍ର ସିସିଏମ୍ବି ପକ୍ଷରୁ…
ମାଙ୍କଡ଼ ନେଇଗଲେ କରୋନା ରକ୍ତ ନମୁନା
ନୂଆଦିଲ୍ଲୀ,୩୦ା୫: ଉତ୍ତରପ୍ରଦେଶର ମିରଟ ମେଡିକାଲ କଲେଜ ପରିସରରେ ଦଳେ ମାଙ୍କଡ ଲାବରେଟୋରି ଟେକ୍ନିସିଆନ୍ଙ୍କୁ ଆକ୍ରମଣ କରି ତାଙ୍କଠାରୁ ସନ୍ଦିଗ୍ଧ କୋଭିଡ୍-୧୯ ସଂକ୍ରମିତଙ୍କ ରକ୍ତ ନମୁନା ଛଡ଼ାଇନେଇ ପଳାଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିବାବେଳେ ସଂକ୍ରମଣ ବଢ଼ିବା ଆଶଙ୍କା ପ୍ରକାଶ ପାଇଛି। ଏହି…
ଇଣ୍ଡିଆ ବଦଳରେ ଭାରତ
ନୂଆଦିଲ୍ଲୀ,୩୦ା୫(ପି.ଟି.): ସମ୍ବିଧାନ ସଂଶୋଧନ କରି ଦେଶର ନଁ। ଇଣ୍ଡିଆ ବଦଳରେ ‘ଭାରତ’ କିମ୍ବା ‘ହିନ୍ଦୁସ୍ଥାନ’ ରଖିବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ଜୁନ୍ ୨ରେ ଏହାର ଶୁଣାଣି କରିବାକୁ ଅଦାଲତ ନିଷ୍ପତ୍ତି ନେଇଛନ୍ତି।…
Archives


