ଦେଶରେ କରୋନା ସ୍ଥିତି ଜଟିଳ: ୨୪ ଘଣ୍ଟାରେ ୭ ହଜାର ୪୬୬ ଜଣ ସଂକ୍ରମିତ, ୧୭୫ ମୃତ
ନୂଆଦିଲ୍ଲୀ,୨୯।୫:ଭାରତରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତ ୭ ହଜାର ୪୬୬ଟି ମାମଲା ସାମ୍ନାକୁ ଆସିଛି। ଏହାସହ ୧୭୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ହଜାର ରୋଗୀ ସୁସ୍ଥ ହୋଇଛନ୍ତି।…
ଟିକା ଆସିଲେ ବି ଯିବନି କରୋନା
ନୂଆଦିଲ୍ଲୀ,୨୯ା୫: କୋଭିଡ୍-୧୯ ମହାମାରୀର ପ୍ରତିକାର ଲାଗି ଟିକା ପ୍ରସ୍ତୁତିରେ ଲାଗିଛନ୍ତି ବିଭିନ୍ନ ଦେଶର ଅନେକ ସଂସ୍ଥା। ତେବେ ଟିକା ଆବିଷ୍କାର ହୋଇ ଏହାକୁ ପ୍ରୟୋଗ କରାଗଲେ ମଧ୍ୟ କରୋନା ଭୂତାଣୁ ଏତେଶୀଘ୍ର ଚାଲିଯିବାର ସମ୍ଭାବନା ନାହିଁ। ଏହା ଦୀର୍ଘ ଦଶନ୍ଧି ଧରି…
ନବମ ସ୍ଥାନକୁ ଉଠିଲା ଭାରତ
ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିବା ସହ ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବଢ଼ିଚାଲିଛି। ବିଶ୍ୱରେ ଏବେ…
କ୍ୱାରାଣ୍ଟାଇନରେ ୨୩ ଲକ୍ଷ
ନୂଆଦିଲ୍ଲୀ,୨୯ା୫(ପି.ଟି.): କୋଭିଡ୍-୧୯ ଯୋଗୁ ସାରା ଦେଶ ଲକ୍ଡାଉନରେ ଥିବାବେଳେ ବିଭିନ୍ନ ସ୍ଥାନକୁ ଗସ୍ତ କରିଥିବା କିମ୍ବା ବିଦେଶରୁ ଫେରିଥିବା ପାଖାପାଖି ୨୩ ଲକ୍ଷ ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଅନ୍ୟ ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଅଧିକାଂଶ ରାଜ୍ୟ ସରକାର ଓ କେନ୍ଦ୍ରଶାସିତ…
୧୬ ବିମାନ ଯାତ୍ରୀଙ୍କୁ କରୋନା
ନୂଆଦିଲ୍ଲୀ,୨୯ା୫: ଦୁଇ ମାସ ବନ୍ଦ ରହିବା ପରେ ଗତ ସୋମବାରଠାରୁ ଦେଶ ଭିତରେ ବିମାନ ସେବା ଆରମ୍ଭ ହୋଇଛି। ଇତିମଧ୍ୟରେ ୩ ଏୟାରଲାଇନ୍ସରେ ଯାତ୍ରା କରିଥିବା ୧୬ ଜଣ ଯାତ୍ରୀଙ୍କଠାରେ କରୋନା ପଜିଟିଭ୍ ଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ଇଣ୍ଡିଗୋର ସର୍ବାଧିକ…
୭୦% ସଂକ୍ରମିତ ୧୩ ସହରରେ
ନୂଆଦିଲ୍ଲୀ,୨୯ା୫(ପି.ଟି.): ଲକ୍ଡାଉନ ୪.୦ ଅବଧି ଶେଷ ହେବାକୁ ଆଉ ୩ ଦିନ ବାକି ଥିବାବେଳେ କ୍ୟାବିନେଟ ସଚିବ ରାଜୀବ ଗୌବା ଗୁରୁବାର ଦେଶର ସର୍ବାଧିକ ସଂକ୍ରମିତ ୧୩ ସହରର ମ୍ୟୁନିସିପାଲ କମିଶନ ଏବଂ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଦେଶର ପାଖାପାଖି…
ଜୁନ୍ ୧ରେ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ,୨୯ା୫: ଜୁନ୍ ପହିଲାରେ କେରଳକୁ ମୌସୁମୀ ବାୟୁ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦର୍ଶାଯାଇଛି। ଖୁବ୍ଶୀଘ୍ର ଅନୁକୂଳ ପରିବେଶ ସୃଷ୍ଟି ହେବ ଓ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବ ବୋଲି ଭୂ ବିଜ୍ଞାନୀମାନେ ମତବ୍ୟକ୍ତ କରିଛନ୍ତି। ଏହି…
ପଙ୍ଗପାଳକୁ ସାମ୍ନା କରିବାକୁ ପ୍ରସ୍ତୁତ ହେଉଛନ୍ତି ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୨୮।୫: ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଦଳ ଏବେ ଭାରତର କିଛି ରାଜ୍ୟରେ ବ୍ୟାପିଯିବା ଫଳରେ ଏବେ ଏହା ଚାଷୀଙ୍କ ଚିନ୍ତାର କାରଣ ପାଲଟି ଯାଇଛି। କିଛିଦିନ ମଧ୍ୟରେ ଏହା ରାଜଧାନୀ ଦିଲ୍ଲୀରେ ପ୍ରବେଶ କରିବା ଅନୁମାନ କରି ଗୁରୁବାର ଦିଲ୍ଲୀର ଶ୍ରମମନ୍ତ୍ରୀ…
ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୧୩୧ କରୋନା ଯୋଦ୍ଧା ସଂକ୍ରମିତ
ମୁମ୍ବାଇ,୨୮।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ମିଶାଇ ଏବେ ମହାରାଷ୍ଟ୍ରରେ ମୋଟ ୨,୦୯୫…
ଚାଲି ଚାଲି ଯାଉଥିବା ପ୍ରବାସୀ ଶ୍ରମିକଙ୍କୁ ତୁରନ୍ତ ଆଶ୍ରୟ ଦିଅ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୮।୫: କରୋନା ଭାଇରସ ସଂକ୍ରମଣକୁ ଏଡାଇବାକୁ ଯାଇ ଦେଶରେ ଚାଲିଥିବା ଲକ୍ଡାଉନ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି ପ୍ରବାସୀ ଶ୍ରମିକ। ଏମାନେ ନିଜ ନିଜ ରାଜ୍ୟକୁ ଫେରିବାକୁ ଚାହୁଁଥିବା ବେଳେ ଯାନବାହାନ ଚଳାଚଳ ବନ୍ଦ ଥିବାରୁ କେହି…
ରେଡିମେଡ୍ ପୋଷାକ ଟ୍ରାଏଲ୍ କରିପାରିବେନି ଗ୍ରାହକ: ପୋଷାକକୁ କରାଯିବ କ୍ୱାରାଣ୍ଟାଇନ
ଇନ୍ଦୋର,୨୮।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଆର୍ଥିକ ସ୍ଥିତିରେ ସୁଧାର ଅଣାଯିବା ଲାଗି ଧୀରେଧୀରେ ବିଭିନ୍ନ ବ୍ୟବସାୟିକ ସଂସ୍ଥା ଖୋଲିବା ଉପରେ ସସର୍ତ୍ତ କୋହଳ ବ୍ୟବସ୍ଥା ଲାଗୁ କରାଯାଇଛି। ମଧ୍ୟପ୍ରଦେଶ ଇନ୍ଦୋରରେ ରେଡିମେଡ୍ ପୋଷାକ ବିକ୍ରେତାମାନେ…
ପ୍ରବାସୀ ଶ୍ରମିକଙ୍କ ଦୁଃଖ ଭାଜପାକୁ ଛାଡ଼ି ଅନ୍ୟମାନେ ଅନୁଭବ କରିପାରୁଛନ୍ତି: ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୮।୫: କରୋନା ମହାମାରୀ ସଙ୍କଟ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଭାଜପାକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ପ୍ରବାସୀଙ୍କ ଦୁଃଖ ସମସ୍ତେ ଅନୁଭବ କରିପାରୁଛନ୍ତି। ତେବେ…
Archives


