ଦେଶରେ ଏପର୍ଯ୍ୟନ୍ତ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ: ୧୬,୦୦୨ ଟେଷ୍ଟରୁ ମାତ୍ର ୨ ପ୍ରତିଶତ ପଜିଟିଭ
ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ଏହା ୬ ହଜାର ଅତିକ୍ରମ କରି ସାରିଲାଣି। ସେହିପରି କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ୨ଶହ ଛୁଇଁଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ…
ସାମାଜିକ ଦୂରତା ରକ୍ଷା ଲାଗି ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର
ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା ରକ୍ଷା…
ବିନା ମାସ୍କରେ ଘରୁ ବାହାରିବାରୁ ୩୨ଜଣଙ୍କ ନାଁରେ ମାମଲା ରୁଜୁ
ନୂଆଦିଲ୍ଲୀ,୧୦।୪: ଦିଲ୍ଲୀରେ କରୋନା ଭାଇରସ୍ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ କରୋନା ଭାଇରସ୍ ସଂକ୍ରମଣରେ ୭୨୦ଜଣ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୧୨ଜଣଙ୍କର ମୃତ୍ୟୁ ଘଟିସାରିଛି। ସେଥିମଧ୍ୟରୁ ୨୦ ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି। କରୋନା ଭୟାବହତାକୁ…
ଲକ୍ଡାଉନ୍ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’
ହାଇଦ୍ରାବାଦ,୧୦।୪: ମହାମାରୀ କରୋନା ଭାଇରସ୍ର ପ୍ରକୋପ ଜାରି ରହିଥିବା ବେଳେ ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲକ୍ଡାଉନ୍ ଯୋଗୁ ବହୁ ଲୋକ ଘରକୁ ଫେରି ପାରି ନ ଥିବା ବେଳେ ବିଭିନ୍ନ ସ୍ଥାନରେ ଫସି ହୋଇ…
ଚାଇନା କୁବେରଙ୍କ ସମ୍ପତ୍ତି ବୃଦ୍ଧି
ନୂଆଦିଲ୍ଲୀ,୧୦।୪: ଆମେରିକାଠାରୁ ଆଫ୍ଗାନିସ୍ଥାନ, ଭାରତରୁ ଭିଏତନାମ ଯାଏ କାହାରିକୁ ଛାଡ଼ ଦେଉନି କରୋନା। କୋଭିଡ୍-୧୯ ପଞ୍ଝାରୁ ବର୍ତ୍ତୁନାହାନ୍ତି ଧନୀ କି ଗରିବ। ବିଶ୍ୱ ମହାମାରୀ ପାଲଟିଥିବା ଏହି ଭାଇରସ୍ କାରଣରୁ ଦୋହଲି ଯାଇଛି ଆର୍ଥିକ ବ୍ୟବସ୍ଥା। ଭୟଙ୍କର କ୍ଷତିର ସମ୍ମୁଖୀନ ହେଉଛନ୍ତି…
ୱାଧାୱନ ପରିବାରଙ୍କୁ ଲକ୍ଡାଉନ୍ ଉଲ୍ଲଂଘନ କରିବାରେ ସହାୟତା କରିଥିବା ଆଇପିଏସ୍ ଅଧିକାରୀଙ୍କୁ ବାଧ୍ୟତାମୂଳକ ଛୁଟି
ମୁମ୍ବାଇ,୧୦।୪: ସାରା ଦେଶରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ହେଲେ ଏହି ନିୟମକୁ କେତେକ ଲୋକ ଉଲ୍ଲଂଘନ କରୁଥିବା ବେଳେ ସେମାନଙ୍କୁ କେତେକ…
ସାବୁନ୍ରେ ଧୋଇ ଶୁଖାଇବା ପରେ ବ୍ୟବହାର ହେଉଛି ନୋଟ୍
ନୂଆଦିଲ୍ଲୀ,୧୦।୪: କରୋନା କବଳରେ ଏବେ ସାରା ଦୁନିଆ। ଏହି ଭାଇରସ୍ ସମ୍ପର୍କରେ ପ୍ରତ୍ୟେକ ଦିନ ନୂଆ କଥା ସାମ୍ନାକୁ ଆସୁଛି। ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ନୋଟ୍ ମାଧ୍ୟମରେ ଭୂତାଣୁ ସଂକ୍ରମିତ ହେବା ଆଶଙ୍କା ରହିଥିବା ମଧ୍ୟ କୁହାଯାଉଛି। ତେଣୁ ଲୋକେ…
ଆମେରିକାରେ ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି ନ୍ୟୁୟର୍କ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ ବାସ କରୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆମେରିକାରେ ୧୬…
ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସର୍ବାଧିକ ନିଯୁକ୍ତି ହ୍ରାସ
ନୂଆଦିଲ୍ଲୀ,୧୦।୪: ମହାମାରୀ କୋଭିଡ୍-୧୯ ଯୋଗୁ ସାରା ବିଶ୍ୱରେ ଏବେ ମାନ୍ଦାବସ୍ଥା ଦେଖାଦେଇଛି। ଏହାଦ୍ୱାରା ପ୍ରାୟ ୮୧ପ୍ରତିଶତ ନିଯୁକ୍ତି ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏବେ ସବୁଠୁ ଅଧିକ ନିଯୁକ୍ତି ହ୍ରାସ ପାଇଛି ବୋଲି ଅନ୍ତଃରାଷ୍ଟ୍ରୀୟ ଶ୍ରମ ସଂଗଠନ(ଆଇଏଲ୍ଓ) ପ୍ରକାଶ କରିଛି।…
୩୦% ପେନ୍ସନ ହ୍ରାସ କରିପାରନ୍ତି ସରକାର
ନୂଆଦିଲ୍ଲୀ,୧୦।୪: ଏମ୍ପିମାନଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠି ୨ ବର୍ଷ ପାଇଁ ସ୍ଥଗିତ ରଖି ସେହି ଅର୍ଥକୁ କରୋନା ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଖର୍ଚ୍ଚ କରାଯିବ। ଏଭଳି ନିଷ୍ପତ୍ତି ନିଆଯିବା ପରେ ଏବେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ଅଫିସ୍…
ଦାଦନଙ୍କୁ ସ୍ମୃତି ଇରାନୀଙ୍କ ସହାୟତା ଖବର ଗୁଜବ: ପି. ବିଜୟନ୍
ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏହା ଏକ ମିଛ ଖବର ଓ ଗୁଜବ ବୋଲି…
ମୁକାବିଲା ଲାଗି ୧୫,୦୦୦ କୋଟିର ଜରୁରୀ ପାଣ୍ଠି
ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ୧୫,୦୦୦ କୋଟି ଟଙ୍କାର ଜରୁରୀ ପାଣ୍ଠିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ଶତ ପ୍ରତିଶତ କେନ୍ଦ୍ରୀୟ ପାଣ୍ଠି ଉଭୟ ଜାତୀୟ ଓ ରାଜ୍ୟ ସ୍ବାସ୍ଥ୍ୟସେବା ବ୍ୟବସ୍ଥାର ବିକାଶ ଲାଗି ବିନିଯୋଗ କରାଯିବ।…
Archives


