ଜାତୀୟ

‘ସଂକ୍ରମିତଙ୍କ ପ୍ରକୃତ ସଂଖ୍ୟା ୪ ଗୁଣ ଅଧିକ’

ବେଙ୍ଗାଲୁରୁ,୧୦।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯେତିକି ବୋଲି ଦର୍ଶାଯାଉଛି ସେମାନଙ୍କ ପ୍ରକୃତ ସଂଖ୍ୟା ତହିଁରୁ ଅନୂ୍ୟନ ୪ ଗୁଣ ଅଧିକ। ସ୍କୁଲ, କଲେଜଗୁଡ଼ିକ ଅଧିକ ବିପଜ୍ଜନକ ଅଞ୍ଚଳ, ଯେଉଁଠି ସଂକ୍ରମଣ ବୃଦ୍ଧିପାଇବାର ଆଶଙ୍କା ରହିଛି। ଏଭଳି ହାଇ ରିସ୍କ ଏରିଆଗୁଡ଼ିକୁ…

ସବୁ ସ୍ବାସ୍ଥ୍ୟକେନ୍ଦ୍ରର ଜାତୀୟକରଣ ହେଉ

ନୂଆଦିଲ୍ଲୀ,୧୦।୪(ପି.ଟି.): କରୋନା ମହାମାରୀରୁ ଦେଶ ମୁକ୍ତ ନ ହେବା ପର୍ଯ୍ୟନ୍ତ ସମସ୍ତ ସ୍ବାସ୍ଥ୍ୟସେବା କେନ୍ଦ୍ରକୁ ଜାତୀୟକରଣ କରିବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର ହୋଇଛି। ମହାମାରୀର ମୁକାବିଲା ଲାଗି ଭାରତରେ…

ମାଡ଼ୁଛି ରୋଗ, ଗଡ଼ୁଛି ମୁଣ୍ଡ

ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିଲେ ହେଁ ସ୍ଥିତିରେ ସୁଧାର ଆସିପାରୁ ନାହିଁ। କ୍ରମଶଃ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ସହ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗୁରୁବାର ଦେଶରେ ପୁଣି…

କିପରି ଉଠାଇବେ ଇପିଏଫ୍‌ ଟଙ୍କା

ନୂଆଦିଲ୍ଲୀ,୧୦।୪: କରୋନା ଜନିତ ଲକ୍‌ଡାଉନ ବେଳେ ଯଦି ଆପଣ ଆର୍ଥତ୍କ ସମସ୍ୟାର ସମ୍ମୁଖୀନ ହେଉଥାନ୍ତି, ତେବେ ଆପଣଙ୍କର କର୍ମଚାରୀ ଭବିଷ୍ୟନିଧି (ଇପିଏଫ୍‌)ରୁ ଟଙ୍କା ଉଠାଇପାରିବେ। ଏଥିପାଇଁ ସରକାର ଗତମାସ ୨୬ ତାରିଖରେ ଘୋଷଣା କରିଥିଲେ। ଏ ନେଇ ଇପିଏଫ୍‌ ଆକାଉଣ୍ଟରୁ ଟଙ୍କା…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪

ନୂଆଦିଲ୍ଲୀ,୯।୪: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍‌ ଅଗ୍ରଓ୍ବାଲଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪ରେ ପହଞ୍ଚିଛି। ୨୪ ଘଣ୍ଟା…

ଉହାନ ପାଲଟିଲା ବିହାରର ସିଓ୍ବାନ !

ପାଟନା,୯।୪: ଚାଇନାର ଉହାନ ସହରରେ ପ୍ରଥମେ ହାହାକାର ସୃଷ୍ଟି କରିଥିବା କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ବିହାରର ଜଣେ ମହିଳା ସେଠାକାର ସିଓ୍ବାନକୁ ଚାଇନାର ଉହାନ ସହର କରିଦେଇଥିବା ଆଲୋଚନା ହେଉଛି। ଗୁରୁବାର ସକାଳ…

କରୋନା ଭୟ: ଛେଳିକୁ ମାସ୍କ ପିନ୍ଧାଇଲେ ମାଲିକ

ଅମରାବତୀ,୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଛି। କିଛିଦିନ ତଳେ ଦେଖିବାକୁ ମିଳିଥିଲା ଆମେରିକାର ଚିଡିଆଖାନାରେ ଏକ ବାଘ କରୋନାରେ ସଂକ୍ରମିତ ହୋଇଛି। ଏହାକୁ ଦେଖିବା ପରେ ଏବେ ଆନ୍ଧ୍ରପ୍ରଦେଶର କାଲୁର ମଣ୍ଡଳରେ ଜଣେ ବ୍ୟକ୍ତି…

୧୧ ଦିନ ଲକ୍‌ଡାଉନ୍‌ରେ ଘଟିଛି ୯୨,୧୦୫ ଶିଶୁ ନିର୍ଯାତନା ମାମଲା !

ନୂଆଦିଲ୍ଲୀ,୯।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଲକ୍‌ଡାଉନ୍‌ ସମୟରେ ଶିଶୁ ନିର୍ଯାତନା ମାମଲାରେ ବୃଦ୍ଧି ଘଟିଥିବା ଚାଇଲ୍ଡ୍‌…

ଇଟାଲୀ ଭଳି ଭାରତରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୯।୪: ଲକ୍‌ଡାଉନ୍‌ ପରେ ବି ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବା ଦେଖାଯାଉନାହିଁ। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୧୫୦ ଅତିକ୍ରମ କରି ଗଲାଣି। ବିଶେଷଜ୍ଞଙ୍କ କହିବା କଥା…

ଭଗତ ସିଂଙ୍କ ଯୋଗୁ ରକ୍ଷା ପାଇଲେ ଉଦ୍ଧବ: ଏମ୍‌ଏଲ୍‌ସି କୋଟା ଆସନରୁ ହେବେ ମନୋନୀତ

ମୁମ୍ବାଇ,୯।୪: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଆସନ ଉପରେ ଦେଖାଦେଇଥିବା ସଙ୍କଟ ଟଳିଯାଇଛି। ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ କୋଟାରେ ଥିବା ୨ଟି ଏମ୍‌ଏଲ୍‌ସି ଆସନ ମଧ୍ୟରେ ଗୋଟିଏରୁ ଉଦ୍ଧବଙ୍କୁ ମନୋନୀତ କରାଯିବ। ଏନେଇ ଗୁରୁବାର ହୋଇଥିବା କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି…

ଲାଇଭ୍‌ ଭିଡିଓ ମାଧ୍ୟମରେ ହେଲା ଅନ୍ତିମ ସଂସ୍କାର

ହରିୟାଣା,୯।୪: ଲକ୍‌ଡାଉନ୍‌ ଶବ୍ଦ କେହି କେହି ଆଗରୁ ଶୁଣି ନ ଥିବା ବେଳେ ଏବେ କିନ୍ତୁ ଏହା ସମସ୍ତଙ୍କ ପାଇଁ ଏକ ପରିଚିତ ଶବ୍ଦ ପାଲଟି ଯାଇଛି। ଏହାର ଅର୍ଥ ମଧ୍ୟ ସମସ୍ତେ ହୁଏତ ଭାଲଭାବେ ବୁଝି ସାରିବେଣି। କରୋନା ଭାଇରସ…

ଆମେରିକାର ଋଣ ସୁଝାଇଲା ଭାରତ: ଗହମ ବଦଳରେ ଦେଲା ଔଷଧ

ନୂଆଦିଲ୍ଲୀ,୯।୪: ସମୟ ପ୍ରତି ମୁହୂର୍ତ୍ତରେ ବଦଳି ଚାଲିଛି। ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ଆଜି କରୋନା କବଳରେ ପଡି ଯେମିତି ବହୁ ପଛକୁ ଚାଲି ଯାଇଛି। କରୋନା ସଂକ୍ରମଣରେ ଆମେରିକାରେ ପ୍ରତିଦିନ ହଜାର ହଜାର ଲୋକଙ୍କ ମୃତ୍ୟୁ ଏବେ ଚିନ୍ତାର କାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri