ଜାତୀୟ

ଲାଇଭ୍‌ ଭିଡିଓ ମାଧ୍ୟମରେ ହେଲା ଅନ୍ତିମ ସଂସ୍କାର

ହରିୟାଣା,୯।୪: ଲକ୍‌ଡାଉନ୍‌ ଶବ୍ଦ କେହି କେହି ଆଗରୁ ଶୁଣି ନ ଥିବା ବେଳେ ଏବେ କିନ୍ତୁ ଏହା ସମସ୍ତଙ୍କ ପାଇଁ ଏକ ପରିଚିତ ଶବ୍ଦ ପାଲଟି ଯାଇଛି। ଏହାର ଅର୍ଥ ମଧ୍ୟ ସମସ୍ତେ ହୁଏତ ଭାଲଭାବେ ବୁଝି ସାରିବେଣି। କରୋନା ଭାଇରସ…

ଆମେରିକାର ଋଣ ସୁଝାଇଲା ଭାରତ: ଗହମ ବଦଳରେ ଦେଲା ଔଷଧ

ନୂଆଦିଲ୍ଲୀ,୯।୪: ସମୟ ପ୍ରତି ମୁହୂର୍ତ୍ତରେ ବଦଳି ଚାଲିଛି। ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ଆଜି କରୋନା କବଳରେ ପଡି ଯେମିତି ବହୁ ପଛକୁ ଚାଲି ଯାଇଛି। କରୋନା ସଂକ୍ରମଣରେ ଆମେରିକାରେ ପ୍ରତିଦିନ ହଜାର ହଜାର ଲୋକଙ୍କ ମୃତ୍ୟୁ ଏବେ ଚିନ୍ତାର କାରଣ…

ଇନ୍ଦୋରରେ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଇନ୍ଦୋର,୯।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କରୋନା ଯୋଦ୍ଧା ମଧ୍ୟ ସଂକ୍ରମିତ ହେଉଛନ୍ତି। ବିଭିନ୍ନ ରାଜ୍ୟରେ କେତେକ ଡାକ୍ତର, ନର୍ସ ଓ ପୋଲିସ କର୍ମୀ ସଂକ୍ରମିତ ହେଉଥିବା ନଜିର…

କରୋନା ଯୋଦ୍ଧା ଏବେ ସଙ୍କଟରେ

ଭୋପାଳ,୯।୪: ମଧ୍ୟପ୍ରଦେଶର ଭୋପାଳରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୫୦ ଜଣ ସ୍ବାସ୍ଥ୍ୟ କର୍ମଚାରୀ ଥିବା ବେଳେ ୧୨ ପୋଲିସ ଥିବା ସୂଚନା ମିଳିଛି। ଏହି କରୋନା ଯୋଦ୍ଧାମାନେ ଏବେ ଏଭଳି ମହାମାରୀ କବଳରୁ ମୁକ୍ତ…

କରୋନା ଆତଙ୍କ: ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୨୯୭

ମୁମ୍ବାଇ,୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରି ସାରିଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ୧୬୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ…

ସତସଙ୍ଗ ପକ୍ଷରୁ କୋଭିଡ୍‌-୧୯ ମୁକାବିଲା ପାଇଁ ପିଏମ୍‌ କେୟାର୍ସ ପାଣ୍ଠିକୁ ୧୦ କୋଟି ଦାନ

ଦେଓଘର,୯।୪: କରୋନା(କୋଭିଡ୍‌-୧୯) ସଂକ୍ରମିତଙ୍କ ସଂଖ୍ୟା ପୃଥିବୀରେ ବଢ଼ିବାରେ ଲାଗିଛି। ଭାରତରେ କରୋନା ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି।  ସ୍ଥିତିକୁ ସ୍ବାଭାବିକ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶବାସୀ ଏକଜୁଟ ହୋଇଛନ୍ତି। ଏହି ମର୍ମରେ ସତସଙ୍ଗର ପୂଜ୍ୟପାଦ ଆଚାର୍ଯ୍ୟ ଦେବ…

କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଘରୁ ଅଳିଆ ଉଠାଇବାକୁ ଗଲା ସ୍ବତନ୍ତ୍ର ଟିମ୍‌

ନୂଆଦିଲ୍ଲୀ,୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହା କେଜରିଓ୍ବାଲ ସରକାରଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଏବେ ଦିଲ୍ଲୀରେ ଯେଉଁ ପରିବାର କ୍ୱାରାଣ୍ଟାଇନରେ ରହିଛନ୍ତି ସେମାନଙ୍କ ଘରର ଅଳିଆ ଉଠାଇବାକୁ ପୂର୍ବ…

ଭାରତରେ କରୋନା ମୃତ୍ୟୁ ୧୭୯କୁ ବୃଦ୍ଧି

ନୂଆଦିଲ୍ଲୀ,୯।୪: କ୍ରମଶଃ ଭାରତରେ କାୟାବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଅଦ୍ୟାବଧି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୫,୯୧୬କୁ ବୃଦ୍ଧିପାଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୧୭୯ରେ ପହଞ୍ଚିଛି। ଦିନକରେ ୫୬୫ ନୂଆ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ର ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ…

କରୋନାରେ ୧୪ ମାସ ଶିଶୁର ମୃତ୍ୟୁ

ଗାନ୍ଧୀନଗର,୯ା୪(ଆଇଏଏନ୍‌ଏସ୍‌): ଗୁଜରାଟରେ କରୋନା ସଂକ୍ରମଣରେ ୧୪ ମାସର ଶିଶୁର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୯ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୬ରେ ପହଞ୍ଚତ୍ଛି। କୋଭିଡ୍‌-୧୯ରେ ସଂକ୍ରମିତ ଶିଶୁଟି ଜାମନଗରର ଜିଜି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସମସ୍ତ ଉଦ୍ୟମ…

ଉଦ୍ଧବଙ୍କ ଚୌକିରେ କରୋନା ଗ୍ରହଣ

ମୁମ୍ବାଇ,୯ା୪: ମହାରାଷ୍ଟ୍ରରେ ଗୋଟିଏ ପଟେ ଲକ୍‌ଡାଉନ୍‌ ଅବଧି ବଢ଼ାଇବାର ସଙ୍କେତ ମିଳୁଥିବାବେଳେ ଅନ୍ୟପଟେ ରାଜ୍ୟର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଚୌକି ଉପରେ ସଙ୍କଟର କଳାବାଦଲ ଘନେଇବାରେ ଲାଗିଛି। ଉଦ୍ଧବ ମହାରାଷ୍ଟ୍ରର କୌଣସି ସଦନର ସଦସ୍ୟ ହୋଇ ନ ଥିବାବେଳେ ତାଙ୍କ କାର୍ଯ୍ୟକାଳକୁ…

ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷିତ ରଖିବାକୁ ହେବ

ନୂଆଦିଲ୍ଲୀ,୯ା୪(ପି.ଟି.): କରୋନା ମହାମାରୀ ବିରୋଧୀ ଲଢ଼େଇରେ ଡାକ୍ତର ଓ ସ୍ବାସ୍ଥ୍ୟସେବା କର୍ମଚାରୀମାନେ ହେଉଛନ୍ତି ଯୋଦ୍ଧା। ସେମାନଙ୍କୁ ସୁରକ୍ଷିତ ରଖିବାକୁ ହେବ ବୋଲି ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି। ସେମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଏବଂ ଅନ୍ୟାନ୍ୟ ସୁବିଧା ଯୋଗାଇଦେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri