‘୧୪ରେ ଲକ୍ଡାଉନ୍ ହଟାଇବା ଅସମ୍ଭବ’
ନୂଆଦିଲ୍ଲୀ,୯ା୪: ସମ୍ପ୍ରତି ଭାରତରେ ସୋସିଆଲ ଏମର୍ଜେନ୍ସି ବା ‘ସାମାଜିକ ଜରୁରୀ ପରିସ୍ଥିତି’ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ଏକପ୍ରକାର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଏହି ଘାତକ ଭୂତାଣୁରେ ୫,୯୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୧୭୯ ଜଣଙ୍କ ଜୀବନ ଚାଲିଗଲାଣି। ଏହାର ମୁକାବିଲା…
ବଢ଼ିପାରେ ଲକ୍ଡାଉନ୍ ଅବଧି: ମୋଦି ଦେଲେ ସଙ୍କେତ
ନୂଆଦିଲ୍ଲୀ,୮।୪: ସାରା ଦେଶରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ କେନ୍ଦ୍ର ସରକାର ୨୧ ଦିନ ଯାଏଁ ଲକ୍ଡାଉନ୍ ଘୋଷଣା କରିଥିଲେ। ଏହାର ଅବଧି ଏପ୍ରିଲ ୧୪କୁ ଶେଷ ହେଉଥିବା…
କାର୍ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର
ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଏମାନଙ୍କୁ ବଡ଼ ବଡ଼ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ୁଛି। କାରଣ…
ଉତ୍ତରପ୍ରଦେଶରେ ୧୫ଟି ଜିଲାର ହଟ୍ସ୍ପଟ୍ ହେବ ସିଲ୍
ଲକ୍ଷ୍ନୌ,୮।୪: ମହାମାରୀ କରୋନା ସାରା ଦେଶରେ ସଙ୍କଟ ସୃଷ୍ଟି କରିଛି। ଦେଶର ବିଭିନ୍ନ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ କରୋନା ଭାଇରସ୍ରେ ୫୧୯୪ଜଣ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୧୪୯ଜଣଙ୍କର ମୃତ୍ୟୁ…
୨ ଝିଅଙ୍କ ପରେ ପ୍ରଯୋଜକ କରୀମ କରୋନାରେ ଆକ୍ରାନ୍ତ
ମୁମ୍ବାଇ,୮।୪: ମହାମାରୀ କରୋନା ଭାଇରସ୍ ସାରା ଦେଶରେ ଆତଙ୍କ ଖେଳାଇଛି। କରୋନା କବଳରୁ ସାଧାରଣଙ୍କଠାରୁ ଆରମ୍ଭ କରି ବଲିଉଡ୍ ସେଲିବ୍ରିଟି ପର୍ଯ୍ୟନ୍ତ କେହି ଏଥିରୁ ବର୍ତ୍ତି ପାରୁନାହାନ୍ତି। ପୂର୍ବରୁ ବଲିଉଡ୍ ଗାୟିକା କନିକା କପୁର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏବେ…
ଟ୍ରମ୍ପ୍ଙ୍କୁ ପଚାରିଲେ ଥରୁର୍: ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ତ ନେଲ; ପ୍ରତିଷେଧକ ଟୀକା ପ୍ରଥମେ ଆମକୁ ଦେବ ତ !
ନୂଆଦିଲ୍ଲୀ,୮।୪: କରୋନା ମୁକାବିଲା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଅନୁରୋଧ ରକ୍ଷାକରି ଭାରତ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ଟ୍ୟାବଲେଟ୍ ପଠାଇଛି। ଏନେଇ କଂଗ୍ରେସ ପକ୍ଷରୁ ଶଶି ଥରୁର୍ ଟ୍ରମ୍ପ୍ଙ୍କୁ ଏକ ପ୍ରଶ୍ନ ପଚାରିଛନ୍ତି। ଶଶି ଟୁଇଟ୍ କରି କହିଛନ୍ତି ଯେ, ଆମଠାରୁ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍…
ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ: ଲକ୍ଡାଉନ୍ ଯୋଗୁ ପହଞ୍ଚି ପାରିଲେନି ପୁଅ !
ଚନ୍ଦୌଲି,୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ଚନ୍ଦୌଲିର ବବୁରୀ ଅଞ୍ଚଳରେ ବାସ କରୁଥିବା ସନ୍ତୋଷ ଜୟସ୍ବାଲ୍ଙ୍କର ଜିଲା ହସ୍ପିଟାଲରେ ହୃଦ୍ଘାତରେ ମୃତ୍ୟୁ ଘଟିଥିଲା। ଲକ୍ ଡାଉନ୍ ଯୋଗୁ…
ସାନିଟାଇଜର୍ ସ୍ପ୍ରେ ଯୋଗୁ ପରିବେଶ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା !
ନୈନିତାଲ,୮।୪: କରୋନା ସଂକ୍ରମଣକୁ ରୋକିବା ପାଇଁ କେତେକ ସଚେତନତା ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ଭୂତାଣୁକୁ ନଷ୍ଟ କରିବା ଲାଗି ରାସ୍ତାଘାଟରେ ସାନିଟାଇଜର୍ ସ୍ପ୍ରେ କରାଯାଉଛି। ତେବେ ଏହାଦ୍ୱାରା ଆଗାମୀ ଦିନରେ ପରିବେଶ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା ଦେଖାଦେଇଥିବା ଏକ ରିପୋର୍ଟରେ…
୪-୬ ମାସ ମଧ୍ୟରେ ମିଳିପାରେ ଖୁସି ଖବର: କରୋନା ପ୍ରତିଷେଧକ ଟୀକାର ପ୍ରୟୋଗ ପ୍ରାଣୀଙ୍କଠାରେ ଆରମ୍ଭ !
ନୂଆଦିଲ୍ଲୀ,୮।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ପ୍ରତିଷେଧକ ଟୀକା ପ୍ରସ୍ତୁତି ଉପରେ ଭାରତରେ ଉଦ୍ୟମ ଜାରି ରହିଛି। ଜାୟଡସ୍ କୈଡିଲା ଔଷଧ କମ୍ପାନୀ ପକ୍ଷରୁ କରୋନା ପ୍ରତିଷେଧକ ଟୀକାର…
କରୋନା ହରାଇବା ପାଇଁ ଅଣ୍ଟାଭିଡ଼ା: ପ୍ରତିଦିନ ତିଆରି ହେଉଛି ୫୦ ଲକ୍ଷ କ୍ଲୋରୋକ୍ୱିନ୍ ଟ୍ୟାବଲେଟ୍
ଡେରାଡୁନ୍,୮।୪: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପରିସ୍ଥଳେ ଆମେରିକା, ବ୍ରାଜିଲ୍ ସମେତ ଅନ୍ୟ ୩୦ରୁ ଅଧିକ ଦେଶରେ କ୍ଲୋରୋକ୍ୱିନ୍ ଟ୍ୟାବଲେଟ୍ର ଚାହିଦା ବୃଦ୍ଧି ପାଇଛି। ଭାରତରୁ କ୍ଲୋରୋକ୍ୱିନ୍ ଟ୍ୟାବଲେଟ୍ ନେବା ପାଇଁ ବିଭିନ୍ନ ଦେଶ ଅନୁରୋଧ କରିଛନ୍ତି। ଏହାକୁ…
ଦେଶଦ୍ରୋହ ମାମଲାରେ ବିଧାୟକ ଗିରଫ
ଗୁଆହାଟୀ,୮ା୪: କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇ ସାମ୍ପ୍ରଦାୟିକ ମନ୍ତବ୍ୟ ଦେଇଥିବା ଆସାମର ବିଧାୟକ ଅମିନୁଲ ଇସ୍ଲାମଙ୍କୁ ମଙ୍ଗଳବାର ଗିରଫ କରାଯିବା ସହ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଆସାମରେ କ୍ୱାରାଣ୍ଟାଇନ ସେଣ୍ଟରଗୁଡ଼ିକ ବିପଜ୍ଜନକ ଓ ଏହାର ଅବସ୍ଥା ଅଟକ କେନ୍ଦ୍ରଠାରୁ…
ତଦନ୍ତ ପାଇଁ ମୌଲାନା ପ୍ରସ୍ତୁତ
ନୂଆଦିଲ୍ଲୀ,୮ା୪: ସାରା ଦେଶରେ କରୋନା ଭୂତାଣୁର ବିଷମଞ୍ଜି ବୁଣିଥିବା ତବଲିଘି ଜମାତ୍ ମରକଜ୍ ମୁଖ୍ୟ ମହମ୍ମଦ ସାଦ୍ କାନ୍ଧଲଭିଙ୍କ ବିରୋଧରେ ମାମଲା ଦାଏର ହେବା ପରଠୁ ସେ ଫେରାର ଅଛନ୍ତି। ସେ କ୍ୱାରାଣ୍ଟାଇନ୍ରେ ଅଛନ୍ତି ଏବଂ ଆସନ୍ତା ୮-୯ ଦିନରେ ସାମ୍ନାକୁ…
Archives


