ଫୁସ୍ଫୁସ୍ରେ ରକ୍ତ ଜମାଟ ମୃତ୍ୟୁର ପ୍ରମୁଖ କାରଣ
ନୂଆଦିଲ୍ଲୀ, ୨୬ା୫: ବିଭିନ୍ନ ଦେଶରେ କୋଭିଡ୍-୧୯ ସଂକ୍ରମଣଜନିତ ବହୁ ସଂଖ୍ୟାରେ ମୃତ୍ୟୁ ଏହାର ଭୟାବହତାକୁ ଦର୍ଶାଉଛି। ଏଥିରେ ସଂକ୍ରମିତଙ୍କ ମୃତ୍ୟୁ ସାଧାରଣତଃ ଶ୍ୱାସକ୍ରିୟାରେ ବିଫଳତା ଯୋଗୁ ହେଉଥିବା ତଥ୍ୟ କହୁଛି। କରୋନା ସଂକ୍ରମଣର ଶିକାର ହୋଇଥିବା ବ୍ୟକ୍ତିଙ୍କ ଶ୍ୱାସକ୍ରିୟା ବାଧାପ୍ରାପ୍ତ ହେବାର…
ଉତ୍ତରପୂର୍ବ ଭାରତରେ ଭୂକମ୍ପ
ନୂଆଦିଲ୍ଲୀ,୨୬ା୫: ଉତ୍ତରପୂର୍ବ ଭାରତରେ ସୋମବାର ରାତି ୮ଟା ୧୨ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଭୂକମ୍ପର ତୀବ୍ରତା ୫.୧ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ମଣିପୁର ହୋଇଥିବାବେଳେ ଏହାର ଝଟକା ଆସାମ, ମେଘାଳୟ, ନାଗାଲାଣ୍ଡ ଓ ମିଜୋରାମରେ ଅନୁଭୂତ ହୋଇଥିଲା। ମଣିପୁରର…
ବିମାନ କମ୍ପାନୀ ପ୍ରୀତି ଛାଡ଼ି ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦିଅ
ନୂଆଦିଲ୍ଲୀ,୨୬ା୫(ବ୍ୟୁରୋ): ଏୟାର ଇଣ୍ଡିଆ ବିମାନର ଉଡ଼ାଣ ସମୟରେ ୩ଟିକିଆ ସିଟ୍ର ମଝି ସିଟ୍ରେ ବସି ଯାତ୍ରୀମାନେ ଯାଇପାରିବେ। ଏହି ଅନୁମତି କେବଳ ଆସନ୍ତା ୧୦ଦିନ ପାଇଁ ବୋଲି ସୁପ୍ରିମ୍କୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଜୁନ୍ ୬ତାରିଖଠାରୁ ସାମାଜିକ ଦୂରତ୍ୱ ବଜାୟ ରଖିବା…
ଭାରତରେ ବଢ଼ିଚାଲିଛି ସଂକ୍ରମଣ: ନିଜ ନାଗରିକଙ୍କୁ ଫେରାଇନେବ ଚାଇନା
ନୂଆଦିଲ୍ଲୀ,୨୫ା୫-ଭାରତ-ଚାଇନା ସୀମାରେ ଗତ କିଛିଦିନ ହେଲା ଉତ୍ତେଜନା ଲାଗି ରହିଛି। ଏହାର ସମାଧାନ ଲାଗି ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଜାରି ରହିଥିଲେ ହେଁ ସମାଧାନର ସୂତ୍ର ବାହାରିପାରିନାହିଁ। ଏଭଳି ସ୍ଥିତିରେ ଭାରତରେ ଥିବା ଏହାର ନାଗରିକଙ୍କୁ ଫେରାଇ ନେବା ଲାଗି…
ହିମାଚଳର ଏହି ୨ଟି ଜିଲାରେ ବଢ଼ିଲା ଲକ୍ଡାଉନ ଅବଧି
ସୋଲନ,୨୫।୫: ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶର ୨ଟି ଜିଲାରେ ଜୁନ ୩୦ପର୍ଯ୍ୟନ୍ତ ଲକ୍ଡାଉନ ଅବଧି ବୃଦ୍ଧି କରାଯାଇଛି। ଦେଶରେ ଏବେ ଲକ୍ଡାଉନ ୪.୦ ଜାରି ରହିଥିବା ବେଳେ ଏହା ମେ ୩୧ରେ ଶେଷ ହେବ। ତେବେ ଆଗକୁ ଏହି ଲକ୍ଡାଉନ…
ଗୁରୁଗ୍ରାମରୁ ବିହାର ପର୍ଯ୍ୟନ୍ତ ସାଇକେଲରେ ଯାତ୍ରା କରିଥିବା ଜ୍ୟୋତିଙ୍କ ସମ୍ମାନରେ ଡାକ ଟିକେଟ ଜାରି
ପାଟନା,୨୫।୫: ଲକ୍ଡାଉନ ଯୋଗୁ ବାହାରେ ଫସିରହିଥିବା ଜ୍ୟୋତି ଓ ତାଙ୍କ ପିତାଙ୍କୁ ନେଇ ଏବେ ଚର୍ଚ୍ଚା ଚାରିଆଡେ। ପିତାଙ୍କୁ ସାଇକେଲରେ ବସାଇ ଗୁରୁଗ୍ରାମରୁ ବିହାର ଦରଭଙ୍ଗା ପର୍ଯ୍ୟନ୍ତ ପ୍ରାୟ ୧୨୦୦ କିଲୋମିଟର ଯାତ୍ରା କରିଥିବା ମାତ୍ର ୧୫ ବର୍ଷୀୟ ଜ୍ୟୋତିଙ୍କ ସାହସ…
ଭୋପାଳ ରାଜଭବନକୁ ପହଞ୍ଚିଲା କରୋନା
ଭୋପାଳ,୨୫।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସୋମବାର ୨୪ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସହରର ହଟସ୍ପଟ ଜୋନ କରୋନା ସଂକ୍ରମଣର ଶିକାର ହେଉଥିବା ବେଳେ ଏବେ ସବୁଠାରୁ ସୁରକ୍ଷିତ ସ୍ଥାନ ଭାବେ ଜଣାଶୁଣା ରାଜଭବନରେ ମଧ୍ୟ କରୋନା…
ନଏଡା ପରେ ଏବେ ଗାଜିଆବାଦ ବର୍ଡର ସିଲ୍: କେବଳ ପାସ୍ଧାରୀଙ୍କୁ ମିଳିବ ପ୍ରବେଶ ଅନୁମତି
ଗାଜିଆବାଦ,୨୫।୫: ଉତ୍ତରପ୍ରଦେଶ ଗାଜିଆବାଦରେ ଦିନକୁ ଦିନ କରୋନା ଭାଇରସ୍ ସଂକ୍ରମଣ ମାମଲା ତୀବ୍ରଗତିରେ ବଢ଼ିବାରେ ଲାଗିଛି। କରୋନା ମାମଲାକୁ ବଢ଼ୁଥିବା ଦେଖି ଗାଜିଆବାଦ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ସୋମବାର ଦିଲ୍ଲୀ-ଗାଜିଆବାଦ ବର୍ଡରକୁ ସିଲ୍ କରିବା ପାଇଁ ଗାଜିଆବାଦ ଜିଲାପାଳ…
ଚାଇନାକୁ ଜବାବ ଦେବାକୁ ଯାଇ ସୀମାରେ ମୁତୟନ ହେଲେ ଅଧିକ ସେନା
ଲଦାଖ,୨୫।୫: ଭାରତୀୟ ସୀମା ଲଦାଖରେ ଚାଇନାର ବହୁ ସଂଖ୍ୟକ ସେନା ମୁତୟନ ହେବା ପରେ ଭାରତ ଏବେ ଏହାର କଡ଼ା ଜବାବ ଦେଇଛି। ଲଦାଖର ଚାଇନା ସୀମାରେ ଭାରତୀୟ ସେନା ପକ୍ଷରୁ ଅତ୍ୟଧିକ ସେନା ମୁତୟନ କରାଯାଇଥିବା ଜଣାପଡ଼ିଛି। କାରଣ ଚାଇନା…
ଶ୍ରମିକ ସ୍ପେଶାଲ ଟ୍ରେନ୍ରେ ଜନ୍ମ ନେଲେଣି ୩୦ ଶିଶୁ: ନାମ ରଖାଯାଇଛି ‘କରୋନା କୁମାରୀ’, ‘ଲକ୍ଡାଉନ ଯାଦବ’
ନୂଆଦିଲ୍ଲୀ,୨୫।୫: କରୋନା ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଘରକୁ ଆସିବାକୁ ବ୍ୟତିବ୍ୟସ୍ତ ହୋଇ ପଡିଥିଲେ। ଏହି ସମୟରେ ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ସରକାରଙ୍କ ତରଫରୁ ଶ୍ରମିକ…
ଲକ୍ଡାଉନ ଯୋଗୁ କ୍ଷତି ସହିଲେଣି ଘୋଡ଼ା ମାଲିକ
ଭୋପାଳ,୨୫।୫: ମଧ୍ୟପ୍ରଦେଶରେ ଅଧିକାଂଶ ସ୍ଥାନରେ ବିବାହ ପାଇଁ ଘୋଡ଼ାର ବ୍ୟବହାର କରାଯାଇଥାଏ। ଆଉ ଘୋଡ଼ାକୁ ଭଡାରେ ଲଗାଇ ଦି ପଇସା ରୋଜଗାର କରୁଥିବା ଘୋଡ଼ା ମାଲିକମାନେ ଏବେ ବହୁ କ୍ଷତି ସହିଥିବା କହିଛନ୍ତି। କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍…
ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍ ସଂଖ୍ୟା ୯୦ରେ ପହଞ୍ଚିଲା
ନୂଆଦିଲ୍ଲୀ,୨୫।୫: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଠାରେ ଏବେ କଣ୍ଟେନମେଣ୍ଟ ଜାନ୍ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ସୋମବାର ସୁଦ୍ଧା ଦିଲ୍ଲୀରେ କଣ୍ଟେନମେଣ୍ଟ ଜୋନ୍ ସଂଖ୍ୟା ୯୦ରେ ପହଞ୍ଚିଛି। ୪୧ ନୂଆ ଜୋନ୍…
Archives


