ଜାତୀୟ

ବିଦେଶ ଫେରନ୍ତାଙ୍କୁ ୧୪ ଦିନ କ୍ୱାରାଣ୍ଟାଇନ୍‌

ନୂଆଦିଲ୍ଲୀ,୨୫।୫(ପି.ଟି.): କରୋନା ସଂକ୍ରମଣ ଯୋଗୁ ଦୁଇମାସ ଭାରତରେ ବିମାନ ସେବା ବନ୍ଦ ରହିବା ପରେ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। ବିମାନ ଯାତ୍ରୀଙ୍କ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରବିବାର ଗାଇଡ୍‌ଲାଇନ ଜାରି କରାଯାଇଛି। ଅଗଷ୍ଟ…

ଓ୍ବାର୍କ ଫ୍ରମ୍‌ ହୋମ୍‌ ଚାକିରି ଲାଗି ଅଧିକ ଲୋକ ସର୍ଚ୍ଚ କରୁଛନ୍ତି

ନୂଆଦିଲ୍ଲୀ,୨୪।୫: କରୋନା ଯୋଗୁ ସାରା ଦେଶ ଲକ୍‌ଡାଉନ ହେବା ପରେ ବର୍ତ୍ତମାନ ଲୋକଙ୍କୁ ଘରୁ କାମ(ଓ୍ବାର୍କ ଫ୍ରମ୍‌ ହୋମ୍‌) କରିବାକୁ ପଡୁଛି। ଅସୁବିଧା ପାଇଁ ଏଭଳି କରିବାକୁ ପଡୁଥିବା ବେଳେ ଏହା ଧୀରେ ଧୀରେ ଟ୍ରେଣ୍ଡରେ ପରିବର୍ତ୍ତନ ହେବା ଭଳି ଦେଖାଗଲାଣି।…

ଶ୍ରମ ଆଇନ ସମ୍ପୂର୍ଣ୍ଣ ଉଚ୍ଛେଦ ହେବନି: ରାଜୀବ କୁମାର

ନୂଆଦିଲ୍ଲୀ,୨୫।୫: ବିଭିନ୍ନ ରାଜ୍ୟ ଦ୍ୱାରା ଶ୍ରମ ଆଇନରେ କରାଯାଉଥିବା ପରିବର୍ତ୍ତନକୁ ନେଇ ଚିନ୍ତା ପ୍ରକଟ ହେଉଛି। ଏହି ପ୍ରସଙ୍ଗ ଉପରେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ, ସରକାର ଶ୍ରମିକଙ୍କ ହିତକୁ ବର୍ତ୍ତମାନ ପ୍ରାଥମିକତା…

ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ କୋହଳ ନୀତି ଅବଲମ୍ବନ କରିଛନ୍ତି। ଫଳରେ ଦେଶର ଆର୍ଥିକ ବ୍ୟବସ୍ଥାରେ ସୁଧାର ଆସିବ ସେଥିପାଇଁ…

୪ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଖୁବ୍‌ ଶୀଘ୍ର ହେବ ଆରମ୍ଭ: ହର୍ଷ ବର୍ଦ୍ଧନ

ନୂଆଦିଲ୍ଲୀ,୨୪।୫: କରୋନା ସଂକ୍ରମଣ ନେଇ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ତେବେ ଇତିମଧ୍ୟରେ ଦେଶରେ ୪ କରୋନା ପ୍ରତିଷେଧକ ଟୀକାର କ୍ଲିନିକାଲ ପରୀକ୍ଷା ଖୁବ୍‌ ଶୀଘ୍ର ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନ…

ଘରୋଇ-ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ଜାରି ହେଲା ନୂଆ କ୍ୱାରାଣ୍ଟାଇନ୍‌ ମାର୍ଗଦର୍ଶିକା

ନୂଆଦିଲ୍ଲୀ,୨୪।୫: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଘରୋଇ ତଥା ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ନୂଆ କ୍ୱାରାଣ୍ଟାଇନ୍‌ ମାର୍ଗଦର୍ଶିକା ଜାରି କରାଯାଇଛି। ନୂଆ ମାର୍ଗଦର୍ଶିକା ଅନୁସାରେ ଯାତ୍ରା ସମୟରେ କ’ଣ କରାଯିବ ଏବଂ ନ କରାଯିବ ତାହାର ସୂଚନା…

କରୋନା ମୁକାବିଲା: ସଫଳତାର ଶ୍ରେୟ ମୋଦିଙ୍କୁ ଦେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୪।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଭାରତ ପାଇଁ ଏହାର ମୁକାବିଲା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶିତା ଏବଂ ଲକ୍‌ଡାଉନ୍‌ ନିଷ୍ପତ୍ତିି ଯୋଗୁ ଦେଶରେ କରୋନା ସଂକ୍ରମଣ ହାର ପୃଥିବୀର ଅନ୍ୟ…

ବରଫରେ ଆଚ୍ଛାଦିତ ହେଲା ଗୁରୁଦ୍ୱାରା ହେମକୁଣ୍ଡ ସାହିବ

ଡେରାଡୁନ୍‌,୨୪।୫: ଉତ୍ତରାଖଣ୍ଡ ଚାମୋଲି ଜିଲାରେ ଥିବା ଗୁରୁଦ୍ୱାରା ହେମକୁଣ୍ଡ ସାହିବ ସମ୍ପୂର୍ଣ୍ଣଭାବେ ବରଫରେ ଆଚ୍ଛାଦିତ ହୋଇଯାଇଛି। ଲକ୍‌ଡାଉନ୍‌ ଯୋଗୁ ହେମକୁଣ୍ଡ ସାହିବ ଶ୍ରଦ୍ଧାଳୁ ପାଇଁ ଏବେ ବନ୍ଦ ରହିଛି। ପ୍ରବଳ ବରଫାପାତ ଯୋଗୁ ଗୁରୁଦ୍ୱାରା ଉପରେ ୧୦ ଫୁଟ ଉଚ୍ଚାର ବରଫ…

ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା ପାଇଁ ଭାଜପାଠାରୁ କଂଗ୍ରେସ ଅଧିକ ଦାୟୀ: ମାୟାବତୀ

ଲକ୍ଷ୍ନୌ,୨୪।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନେ ଭିଟାମାଟିକୁ ଫେରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରବାସୀଙ୍କ ଅବସ୍ଥା ନେଇ ବିଏସ୍‌ପି ରାଷ୍ଟ୍ରୀୟ ଅଧ୍ୟକ୍ଷା ମାୟାବତୀ ଭାଜପା…

ସିଭିଲ୍‌ ହସ୍ପିଟାଲର ଅବସ୍ଥା କାଳକୋଠରୀଠାରୁ ଅଧିକ ଖରାପ: ଗୁଜରାଟ ହାଇକୋର୍ଟ

ଅହମଦାବାଦ,୨୪।୫: ଗୁଜରାଟରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣ ପ୍ରଭାବିତ ରାଜ୍ୟ ତାଲିକାରେ ଗୁଜରାଟ ତୃତୀୟ ସ୍ଥାନରେ ରହିଛି। ଏଠାରେ ଇତିମଧ୍ୟରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ…

ରାଜ୍ୟରେ ଆହୁରି ବଢିବ କରୋନାର ପ୍ରକୋପ, ଭୟ କରିବାର ନାହିଁ: ଉଦ୍ଧବ ଠାକରେ

ମୁମ୍ବାଇ,୨୪।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର କହିଛନ୍ତି ରାଜ୍ୟରେ ପୂର୍ବରୁ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ରହିଛି। ଆଗାମୀ ଦିନରେ ରାଜ୍ୟରେ କରୋନାର ପ୍ରକୋପ ଆହୁରି ବୃଦ୍ଧି ପାଇବ। ହେଲ ଏହାକୁ ନେଇ ଭୟଭିତ ହେବାର ନାହିଁ। ସମସ୍ତେ ମିଶି…

କରୋନା ସଂକ୍ରମିତ ବ୍ୟବହାର ପରିପାରିବେ ନାହିଁ ମୋବାଇଲ୍‌ ଫୋନ

ଲକ୍ଷ୍ନୌ,୨୪।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କୁ ମୋବାଇଲ ବ୍ୟବହାର କରିବାକୁ ମନା କରାଯିବା ପରେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ସମାଜବାଦୀ ପାର୍ଟି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ନେଇ ଉତ୍ତରପ୍ରଦେଶ ସରକାରଙ୍କୁ ଟାର୍ଗେଟ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri