ଜାତୀୟ

୪୪ ଡିଗ୍ରୀ ତାପମାତ୍ରାରେ ସିଝୁଛି ରାଜଧାନୀ

ନୂଆଦିଲ୍ଲୀ,୨୪।୫: ରାଜଧାନୀ ଦିଲ୍ଲୀର ତାପମାତ୍ରା ଏବେ ୪୪ ଡିଗ୍ରୀ ଉପରେ ରହୁଥିବା ବେଳେ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡିଛି। ଗୋଟିଏ ପଟେ କରୋନା ସଂକ୍ରମଣ ଅନ୍ୟପଟେ ସୂର୍ଯ୍ୟଙ୍କ କୋପରେ ବ୍ୟତିବ୍ୟସ୍ତ ହୋଇଗଲାଣି ରାଜଧାନୀର ଅବସ୍ଥା। ପାଣିପାଗ ବିଶେଷଜ୍ଞଙ୍କ କହିବା କଥା…

ଗତ ୨୪ ଘଣ୍ଟାରେ ୮୭ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୨୪।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେଳକୁ ବେଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା ଜଣାପଡିବା ପରେ ଚିନ୍ତା ଆହୁରି ବଢିଯାଇଛି। ଏହାକୁ ମିଶାଇ…

ପିଏମ୍‌ କେୟାର୍ସ ଫଣ୍ଡକୁ ପ୍ରତି ମାସରେ ୫୦ ହଜାର ଟଙ୍କା ଦାନ କରିବେ ସିଡିଏସ୍‌ ଜେନରାଲ ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୪।୫: କୋଭିଡ-୧୯ ମହାମାରୀ ସହ ଲଢିବାକୁ ଗଠନ କରାଯାଇଛି ପିଏମ୍‌ କେୟାର୍ସ ଫଣ୍ଡ। ଏହି ଫଣ୍ଡକୁ ବିଭିନ୍ନ ଆଡୁ ସହାୟତା ମିଳୁଥିବା ବେଳେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାଓ୍ବତ ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ପ୍ରତିମାସରେ ସେ…

ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଛୁଇଁଲା ୧,୩୧,୮୬୮

ନୂଆଦିଲ୍ଲୀ,୨୪।୫: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୭୬୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୩୧,୮୬୮ରେ ପହଞ୍ଚିଛି ବୋଲି ରବିବାର ସକାଳେ…

୬୦% ପରିବାରର ଆୟ ପ୍ରଭାବିତ

ନୂଆଦିଲ୍ଲୀ,୨୪।୫: କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତର ପାଖାପାଖି ୬୦ ପ୍ରତିଶତ ପରିବାରର ଆୟ ବାଧାପ୍ରାପ୍ତ ହୋଇଛି। ନିଏଲସେନ୍‌ ପକ୍ଷରୁ ୧୨ଟି ସହର ଉପରେ କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ପ୍ରତି ୧୦ ଜଣରୁ ୮ ଜଣ କହିଛନ୍ତି, ମାର୍ଚ୍ଚରୁ ଜୁନ୍‌ ମଧ୍ୟରେ…

ସୋମବାର ଇଦ୍‌

ନୂଆଦିଲ୍ଲୀ,୨୪।୫: ଭାରତରେ ଇଦ୍‌ ଉଲ୍‌-ଫିତର ସୋମବାର ପାଳିତ ହେବ। ଶନିବାର ଆକାଶରେ ଚନ୍ଦ୍ର ଦେଖା ନ ଦେବାରୁ ୨୫ରେ ଇଦ୍‌ ପାଳନ ଲାଗି ଦିଲ୍ଲୀ ଜାମା ମସ୍‌ଜିଦର ଶାହି ଇମାମ ଅହମଦ ଶାହ ବୁଖାରୀ ଘୋଷଣା କରିଛନ୍ତି। ତେବେ କରୋନା ମହାମାରୀ…

ଦିଲ୍ଲୀର ଅଧା ନିଷିଦ୍ଧାଞ୍ଚଳ ହେଲା ଅରେଞ୍ଜ ଜୋନ୍‌

ନୂଆଦିଲ୍ଲୀ,୨୪।୫: ଦିଲ୍ଲୀର ୯୨ଟି ନିଷିଦ୍ଧାଞ୍ଚଳ ମଧ୍ୟରୁ ୪୫ଟିରେ ଗତ ୧୪ ଦିନ ମଧ୍ୟରେ ଜଣେ ହେଲେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବାରୁ ସେଗୁଡ଼ିକ ଅରେଞ୍ଜ ଜୋନ୍‌ରେ ପରିଣତ ହୋଇଛି। ଆଗାମୀ ଦୁଇ ସପ୍ତାହରେ ଯଦି ନୂଆ ସଂକ୍ରମିତ…

କରୋନାରେ ଏମ୍ସ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪।୫: ଦିଲ୍ଲୀ ଏମ୍ସର ବରିଷ୍ଠ ଡାକ୍ତର ଜିତେନ୍ଦ୍ର ନାଥ ପାଣ୍ଡେ (୭୮)ଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ସେ ଏମ୍ସର ପୁଲମୋନୋଲୋଜି ବିଭାଗର ନିର୍ଦ୍ଦେଶକ ଓ ପ୍ରଫେସର ଥିଲେ। ଅନ୍ୟମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇଦେବା ଲାଗି ଚିକିତ୍ସା ଜଗତର ଏହି…

ମହାମାରୀ ଲଢ଼େଇରେ ସହାୟକ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନ କୋଭିଡ୍‌-୧୯ ଲଢ଼େଇରେ ଆଉ ସହାୟକ ହେବନାହିଁ ବୋଲି ଦେଶର ପ୍ରମୁଖ ଭୂତାଣୁ ବିଜ୍ଞାନୀ ଶହିଦ ଜମିଲ୍‌ କହିଛନ୍ତି। ଏହା ବଦଳରେ ଗୋଷ୍ଠୀ ପରିଚାଳିତ ନିଷିଦ୍ଧାଞ୍ଚଳ, ଆଇସୋଲେଶନ ଓ କ୍ୱାରାଣ୍ଟାଇନ୍‌ ନୀତିକୁ ଅଧିକ ଗୁରୁତ୍ୱ ଦେବାକୁ ହେବ…

ପଶ୍ଚିମବଙ୍ଗକୁ ସେନା ପଠାଗଲା

କୋଲକାତା, ୨୪।୫(ପି.ଟି.): ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଅତ୍ୟାବଶ୍ୟକ ଭିତ୍ତିଭୂମି ଓ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାକୁ ସ୍ବାଭାବିକ କରିବା ଲାଗି ରାଜ୍ୟ ସରକାର ଭାରତୀୟ ସେନାର ସହାୟତା ଲୋଡ଼ିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ଅନୁରୋଧ କ୍ରମେ…

ଟ୍ରେନ୍‌ରେ ଫେରିଲେଣି ୩୨ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଭାରତୀୟ ରେଲଓ୍ବେ ସ୍ବତନ୍ତ୍ର ଟ୍ରେନ୍‌ରେ ବର୍ତ୍ତମାନ ସୁଦ୍ଧା ୩୨ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେଲାଣି। ଆଗାମୀ ୧୦ ଦିନ ମଧ୍ୟରେ ଆଉ ୨୬୦୦ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳ ଯୋଜନା ରହିଛି। ଏଥିରେ ପାଖାପାଖି ୩୬…

୨.୯ କୋଟି ଭାରତୀୟଙ୍କ ଡାଟା ଚୋରି

ନୂଆଦିଲ୍ଲୀ,୨୪।୫: ଦିନିକୁ ଦିନ ସାଇବର କ୍ରିମିନାଲଙ୍କ ପ୍ରାଦୁର୍ଭାବ ବୃଦ୍ଧି ହେଉଛି। ସାବଧାନ ନ ହେଲେ ଅନେକ କ୍ଷତି ସହିବାକୁ ପଡୁଥିବା ଦେଖାଯାଇଛି। ନିକଟରେ ଆଉ ଏକ ବଡ ଧରଣର ଡାଟା ଚୋରି ଘଟଣା ସାମ୍ନାକୁ ଆସିଛି। ନିଯୁକ୍ତି ସନ୍ଧାନରେ ରହିଥିବା ୨.୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri