ମହାତ୍ମାଙ୍କୁ ହତ୍ୟା କରିଥିଲେ ଜଣେ କଠୋର ପନ୍ଥୀ: ରାଷ୍ଟ୍ରପତି
ନୂଆଦିଲ୍ଲୀ, ୩୦।୧: ଅନ୍ୟକୁ ଭଲ ପାଇବାର ବାର୍ତ୍ତା ଦେଉଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଜଣେ କଠୋର ପନ୍ଥୀ ହତ୍ୟା କରିଥିଲେ। ତେବେ ମହାତ୍ମାଙ୍କ ଦ୍ୱାରା ପ୍ରଦର୍ଶିତ ମାର୍ଗ ଅନୁସରଣ କଲେ ଦେଶର ହିତ ସାଧନ ହୋଇପାରିବ। ମହାତ୍ମାଙ୍କ ପୁଣ୍ୟତିଥି...
ଅନୁରାଗ ୭୨, ପର୍ଭେଶ ୯୬ ଘଣ୍ଟା ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରଚାର
ନୂଆଦିଲ୍ଲୀ,୩୦।୧: ବିବାଦୀୟ ବୟାନକୁ ନେଇ ନିର୍ବାଚନ ପ୍ରଚାର କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ୭୨ ଘଣ୍ଟା ଓ ଭାଜପା ଏମ୍ପି ପର୍ଭେଶ ବର୍ମାଙ୍କୁ ୯୬ ଘଣ୍ଟା ପର୍ଯ୍ୟନ୍ତ ପ୍ରଚାର କରିପାରିବେ ନାହିଁ ବୋଲି...
ଭବିଷ୍ୟନିଧି ପାଣ୍ଠି ଠକେଇ: ୯ ଲକ୍ଷ କର୍ମଚାରୀଙ୍କ ନାମରେ ସରକାରଙ୍କୁ ୩୦୦ କୋଟି ଠକିଛନ୍ତି ୮୦ ହଜାର କମ୍ପାନୀ
ନୂଆଦିଲ୍ଲୀ,୩୦।୧: ଦେଶରେ ଲୋକଙ୍କ ମଧ୍ୟରେ ନିଯୁକ୍ତି ସୁଯୋଗ ବଢ଼ାଇବା ପାଇଁ ତଥା ବେକାର ସମସ୍ୟା ଦୂର ଲାଗି ସରକାର ସଂଗଠିତ କ୍ଷେତ୍ର ସହ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏନେଇ ସରକାର ପ୍ରଧାନମନ୍ତ୍ରୀ ରୋଜଗାର ପ୍ରୋତ୍ସାହନ ଯୋଜନା ଆରମ୍ଭ କରିଛନ୍ତି।...
ନିର୍ଭୟା ମାମଲା: ଖାରଜ ହେଲା ଅକ୍ଷୟଙ୍କ କ୍ୟୁରେଟିଭ ପିଟିସନ
ନୂଆଦିଲ୍ଲୀ,୩୦।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ଅକ୍ଷୟ ଠାକୁରଙ୍କୁ ଲାଗିଛି ଆଉ ଏକ ଝଟକା। ଗୁରୁବାର ସୁପ୍ରିମକୋର୍ଟ ଅକ୍ଷୟଙ୍କ କ୍ୟୁରେଟିଭ ପିଟିସନକୁ ଖାରଜ କରି ଦେଇଛନ୍ତି। ଜଷ୍ଟିଶ ଏନ୍ଭି ରମଣ, ଅରୁଣ ମିଶ୍ର, ଆର୍ଏଫ୍ ନରିମନ, ଆର୍. ବାନୁମଥି...
ଜାମିଆ ବିଶ୍ୱବିଦ୍ୟାଳୟ ପରିସରରେ ଫୁଟିଲା ଗୁଳି
ନୂଆଦିଲ୍ଲୀ,୩୦।୧: କିଛିଦିନ ହେବ ଆଶନ୍ତ ଥିବା ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟ ପରିସର ପୁଣିଥରେ ଅଶାନ୍ତ ହୋଇ ପଡିଛି। ଗୁରୁବାର ଏଠାରେ ଜଣେ ଯୁବକ ଗୁଳି କରୁଥିବା ଦେଖିବାକୁ ମିଳିଛି। ଜାମିଆ ବିଶ୍ୱବିଦ୍ୟାଳୟ ପରିସରରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ...
ମ୍ୟାନ ଭର୍ସେସ ଓ୍ବାଇଲ୍ଡର ଶୁଟିଂ କରି ଅଡୁଆରେ ଫସିଲେ ରଜନୀକାନ୍ତ
ନୂଆଦିଲ୍ଲୀ,୩୦।୧: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ନିକଟରେ ବିୟର ଗ୍ରୀଲ୍ସଙ୍କ ସହ ଡିସକଭରି ଚ୍ୟାନେଲ ପାଇଁ ମ୍ୟାନ ଭର୍ସେସ ଓ୍ବାଇଲ୍ଡ(Man Vs Wild)ର ଶୁଟିଂ କରିଛନ୍ତି। ଏହାପରେ ପ୍ରଥମେ ଶୁଣିବାକୁ ମିଳିଥିଲା କି ଶୁଟିଂ ସମୟରେ ରଜନୀକାନ୍ତ ଆହତ ହୋଇଥିଲେ। ଅବଶ୍ୟ...
୪ ବର୍ଷ ଶିଶୁର କାନ୍ଦ ସହି ନ ପାରି ଜେଲ୍ରେ ବନ୍ଦ ଥିବା ମା’ ସହ ରାତିରେ ଭେଟ କରାଇଲେ ପ୍ରଶାସନ
ସାଗର,୩୦।୧: ମଧ୍ୟପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଲ୍ରେ ବନ୍ଦ ଥିବା ମା’କୁ ଦେଖିବା ପାଇଁ ୪ ବର୍ଷର ଶିଶୁ ରାତିରେ ରାହା ଧରି କାନ୍ଦିଥିଲା। ଏଥିରେ ଜେଲ୍ ପ୍ରଶାସନଙ୍କ ହୃଦୟ ତରଳି ଯାଇଥିଲା। ପରେ ଜିଲାର ଅତିରିକ୍ତ ସ୍ବତନ୍ତ୍ର...
ଯୌତୁକ ଯୋଗୁ ବିବାହ ଭାଙ୍ଗିବାରୁ ଘର ଛାଡ଼ି ବିବାହ କଲେ ଯୁବତୀଯୁବକ
କୁଶୀନଗର, ୩୦ା୧: ସମାଜ ପାଇଁ ଘାତକ ସାଜିଥିବା ଯୌତୁକ ଭଳି କୁପ୍ରଥାର ପ୍ରଚଳନକୁ ବନ୍ଦ କରିବା ପାଇଁ ବର୍ତ୍ତମାନ ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ କଲେଣି। କିନ୍ତୁ କୌଣସି ସୁଫଳ ମିଳୁନାହିଁ। ଏବେ ବି ଏହି କୁପ୍ରଥା ସମାଜରେ...
ନିର୍ବାଚନରେ ପରାଜିତ ହେବା ପରେ ଭୋଟରଙ୍କୁ ଉପହାର ଫେରାଇବାକୁ କହିଲେ ପ୍ରାର୍ଥୀ
ରାୟପୁର, ୩୦।୧: ଭୋଟରଙ୍କୁ ହାତେଇବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁ ଥିବା ପ୍ରାର୍ଥୀମାନେ ବେଳେବେଳେ କେତେକ ଉପହାର ଦେଇଥାନ୍ତି। କିନ୍ତୁ ନିର୍ବାଚନରେ ପରାଜିତ ହେବାପରେ ଏହାକୁ ଭୋଟରଙ୍କଠାରେ ଫେରାଇ ନେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ...
ଆତ୍ମ ସମର୍ପଣ କଲେ ଏନ୍ଡିଏଫ୍ବିର ୧,୬୧୫ କ୍ୟାଡର
ଗୁଆହାଟି,୩୦।୧: ଆସାମ ଗୁଆହାଟିର ଏକ ସମାରୋହରେ ନ୍ୟାଶନାଲ ଡେମୋକ୍ରେଟିକ ଫ୍ରଣ୍ଟ ଅଫ୍ ବୋଡୋଲାଣ୍ଡ(ଏନ୍ଡିଏଫ୍ବି)ର ବିଭିନ୍ନ ଗ୍ରୁପର ପ୍ରାୟ ୧,୬୧୫ କ୍ୟାଡର ନିଜ ନିଜ ମାରଣାସ୍ତ୍ର ସହ ଗୁରୁବାର ଆତ୍ମସମର୍ପଣ କରିଥିବା ସୂଚନା କିଳିଛି। ସୂଚନାଯୋଗ୍ୟ, ଭାରତ ସରକାର ଜାନୁୟାରୀ ୨୭ରେ...
ନାଥୁରାମ ଗଡସେଙ୍କ ସହ ମୋଦିଙ୍କୁ ତୁଳନା କଲେ ରାହୁଲ
ଓ୍ବାୟନାଡ,୩୦।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କେରଳ ଗସ୍ତ କରିଛନ୍ତି। କେରଳର କାଲପେଟାରେ ସେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ କରାଯାଉଥିବା ବିରୋଧ ପ୍ରଦର୍ଶନରେ ସାମିଲ ହେବା ସହ ଏକ ଜନସଭାକୁ ଉଦ୍ବୋଧନ ଦେଇଛନ୍ତି। ଏହି ସମୟରେ ସେ...
ଶ୍ରଦ୍ଧାଞ୍ଜଳି ଓ ସଂକଳ୍ପର ଦିନଟିଏ
ପ୍ରତିବର୍ଷ ୩୦ ଜାନୁୟାରୀରେ ଭାରତରେ ଶହୀଦ ଦିବସ ପାଳନ କରାଯାଏ। ଜାତିର ପିତା ତଥା ଅହିଂସା ପୂଜାରୀ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିକୁ ଶହୀଦ ଦିବସ ଭାବେ ପାଳନ କରଯାଉଛି। ୩୦ ଜାନୁୟାରୀ, ୧୯୪୮ରେ ମହାମତ୍ା ଗାନ୍ଧୀଙ୍କୁ ବିର୍ଲା ହାଉସ୍ର ପ୍ରାର୍ଥନାସଭାରେ...
Archives


