ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆବେଦନ କଲେ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ
ନୂଆଦିଲ୍ଲୀ,୩୦।୧: ବେଳକୁ ବେଳ ନିର୍ଭୟା ଗଣବଳାତ୍କାର ମାମଲା ଭିନ୍ନ ମୋଡ ନେଉଛି ବୋଲି ଆଲୋଚନା ହେଲାଣି। ଫେବୃୟାରୀ ୧ରେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ଏବେ ଏହାକୁ ନେଇ ଅନିଶ୍ଚିତତା ଦେଖାଯାଇଛି।...
କରୋନା ଭୂତାଣୁ ସଂକ୍ରମଣରେ ତ୍ରିପୁରାର ଜଣଙ୍କର ମୃତ୍ୟୁ
ସେପାହିଜାଲା,୩୦।୧: ତ୍ରିପୁରା ମଧୁପୁର ଥାନା ଅନ୍ତର୍ଗତ ପୁରାଥଲ ରାଜନଗର ଗାଁର ଜଣେ ଯୁବକଙ୍କର କରୋନା ଭୂତାଣୁ ସଂକ୍ରମଣରେ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ କହିଛନ୍ତି। ମନିର ହୋସେନ ନାମକ ଜଣେ ୨୩ ବର୍ଷୀୟ ଯୁବକ ମାଲେସିୟାରେ କାମ କରୁଥିବା...
ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି
ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରେ ରାଜଘାଟ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ, କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପୂର୍ବତନ...
ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବାକୁ ଆଜି ତିହାର ଜେଲ ପହଞ୍ଚିପାରନ୍ତି ଜହ୍ଲାଦ
ନୂଆଦିଲ୍ଲୀ,୩୦।୧: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦେବାର ସମୟ ପାଖେଇ ଆସୁଥିବା ବେଳେ ଏହାକୁ ନେଇ ନୂଆ ନୂଆ ଖବର ବି ସାମ୍ନାକୁ ଆସୁଛି। ଫେବୃୟାରୀ ୧ ସକାଳ ୬ଟାରେ ଉକ୍ତ ମାମଲାର ୪ ଦାଷୀଙ୍କୁ ଫାଶୀ...
ବସନ୍ତ ପଞ୍ଚମୀ ଅବସରରେ ପ୍ରୟାଗରାଜରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ
ପ୍ରୟାଗରାଜ,୩୦।୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବସନ୍ତ ପଞ୍ଚମୀ ଅବସରରେ ଗୁରୁବାର ପ୍ରୟାଗରାଜରେ ପହଞ୍ଚିଥିଲେ। ସେଠାରେ ପହଞ୍ଚି ସେ ପ୍ରୟାଗରାଜର ସଙ୍ଗମ ଘାଟରେ ବୁଡ ପକାଇଥିଲେ। ଏହି ସମୟରେ ତାଙ୍କ ସହ ମନ୍ତ୍ରୀ ସିଦ୍ଧାର୍ଥ ନାଥ ସିଂ, ଭାଜପା...
ବେଙ୍ଗାଲୁରୁ ବିଶ୍ୱର ସବୁଠୁ ଅଧିକ ଟ୍ରାଫିକ୍ ଥିବା ସହର
ବେଙ୍ଗଲୁରୁ,୩୦।୧: ବିଶ୍ୱର ୧୦ଟି ସବୁଠୁ ଅଧିକ ଟ୍ରାଫିକ୍ ଥିବା ସହର ମଧ୍ୟରେ ଭାରତର ୪ଟି ସହର ସ୍ଥାନ ପାଇଛି। ସେଗୁଡିକ ହେଲା ବେଙ୍ଗାଲୁରୁ, ମୁମ୍ବାଇ, ପୁନେ ଏବଂ ଦିଲ୍ଲୀ। ନିକଟରେ ନେଦରଲାଣ୍ଡର ଟ୍ରାଫିକ୍ ଇଣ୍ଡେକ୍ସ ସଂସ୍ଥା ‘ଟମଟମ୍’ ପକ୍ଷରୁ କରାଯାଇଥିବା...
ମନେ ପଡନ୍ତି ବାପୁ
ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସରେ ଗୁରୁବାର ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଗାନ୍ଧିଜୀ ଏକମାତ୍ର ବ୍ୟକ୍ତିତ୍ୱ ଯାହାଙ୍କ କଥାରେ ବିଶ୍ୱକୁ ଏହ ନୂଆ ଦିଗ ମିଳିଥିଲା। ତାଙ୍କର...
୪ କିମି ଚାଲି ଚାଲି କନ୍ୟା ଘରେ ପହଞ୍ଚିଲେ ବର
ଡେରାଡୁନ,୩୦।୧: ଜାନୁୟାରୀ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ଏବଂ ହିମାଚଳ ପ୍ରଦେଶରେ ପ୍ରବଳ ବରଫପାତ ଲାଗି ରହିଛି। ଲଗାତର ବରଫପାତ ଯୋଗୁ ସ୍ଥାନୀୟ ଲୋକଙ୍କୁ ଅନେକ ଅସୁବିଧାର ସାମ୍ନା କରିବାକୁ ପଡୁଛି। ଉତ୍ତରାଖଣ୍ଡର ଚମୋଲି ଜିଲାରେ...
ମହିଳାଙ୍କ ମସ୍ଜିଦ ପ୍ରବେଶ ଉପରେ କଟକଣା ନାହିଁ
ନୂଆଦିଲ୍ଲୀ,୩୦ା୧: ମସ୍ଜିଦରେ ମହିଳାଙ୍କ ପ୍ରବେଶ ଓ ନମାଜ ପାଠ ଉପରେ ଇସ୍ଲାମ ଧର୍ମରେ କୌଣସି କଟକଣା ଲଗାଯାଇନାହିଁ। ଅଲ୍ ଇଣ୍ଡିଆ ମୁସ୍ଲିମ ପର୍ସୋନାଲ ଲ’ ବୋର୍ଡ (ଏଆଇଏମ୍ପିଏଲ୍ବି) ମସ୍ଜିଦରେ ମହିଳାଙ୍କ ପ୍ରବେଶକୁ ସମର୍ଥନ କରେ ବୋଲି ସୁପ୍ରିମକୋର୍ଟଙ୍କୁ ଜଣାଇଛି। ତେବେ...
ଏକ୍ଜିଟ ପୋଲ୍ ଉପରେ କଟକଣା
ନୂଆଦିଲ୍ଲୀ,୩୦ା୧: ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ସେଦିନ ସକାଳ ୮ଟାରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଏକ୍ଜିଟ ପୋଲ୍ ଉପରେ ନିର୍ବାଚନ କମିଶନ (ଇସି) କଟକଣା ଜାରି କରିଛନ୍ତି। ଏହି ସମୟ ମଧ୍ୟରେ ବୁଥ୍...
କେରଳ ବିଧାନସଭାରେ ରାଜ୍ୟପାଳ ହଟହଟା
ଥିରୁଭାନନ୍ଥପୁରମ୍,୩୦ା୧(ପି.ଟି.): କେରଳ ବିଧାନସଭାରେ ବୁଧବାର ଅଭୂତପୂର୍ବ ଘଟଣା ଦେଖିବାକୁ ମିଳିଥିଲା। ବିରୋଧୀ ଦଳ କଂଗ୍ରେସ ନେତୃତ୍ୱରେ ୟୁଡିଏଫ୍ ବିଧାୟକମାନେ ରାଜ୍ୟପାଳ ଅରିଫ୍ ମହମ୍ମଦ ଖାନଙ୍କୁ ବିଧାନସଭା ଭିତରେ ଅଟକାଇଥିଲେ। ସେମାନେ ‘ରାଜ୍ୟପାଳ ଫେରିଯାଅ’ ସ୍ଲୋଗାନ ଦେବା ସହ ନାଗରିକତ୍ୱ ସଂଶୋଧନ...
କୁନାଲଙ୍କ ଯାତ୍ରା ଉପରେ ୪ ଏୟାର ଲାଇନ୍ସର କଟକଣା
ଚଣ୍ଡିଗଡ଼,୩୦ା୧: ଷ୍ଟାଣ୍ଡଅପ୍ କମେଡିଆନ୍ କୁନାଲ କାମରାଙ୍କ ବିମାନଯାତ୍ରା ଉପରେ ଇଣ୍ଡିଗୋ ପକ୍ଷରୁ ୬ ମାସ ପାଇଁ ଲଗାଯାଇଥିବା କଟକଣାକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ମୁଖ୍ୟ ଅରୁଣ କୁମାର ନିନ୍ଦା କରିଛନ୍ତି। ଇଣ୍ଡିଗୋ କୁନାଲଙ୍କ ନାମକୁ ୬ ମାସ...
Archives


