ଜାତୀୟ

ମୌଲାନା ସାଦ୍‌ଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ ,୧।୪: ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ଘଟଣାରେ ମୌଲାନା ମହମ୍ମଦ୍‌ ସାଦ୍‌ଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ୧୪୪ ଧାରା ଲାଗୁ ହୋଇଥିଲେ ମଧ୍ୟ ମୌଲାନା ଏହାକୁ ଖାତିର ନ କରି ୧୮୯୭…

୧୯ ଦିନ ଧରି ନିଜାମୁଦ୍ଦିନ୍‌ ପାଲଟିଥିଲା କରୋନା ସଂକ୍ରମଣର କେନ୍ଦ୍ର !

ନୂଆଦିଲ୍ଲୀ,୧।୪: ନିଜାମୁଦ୍ଦିନ୍‌ର ତବଲିଗ୍‌ ଜମାତ୍‌ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜମାତ୍‌ ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ହେବାର ଯୋଜନା ଥିଲା। ତେବେ ଏଠାରେ ମାର୍ଚ୍ଚ ୧୩ଠାରୁ ଲୋକଙ୍କ ସମାବେଶ ଆରମ୍ଭ ହୋଇଥିଲା। ମାର୍ଚ୍ଚ ୧୩ରୁ ୩୧…

ତବଲିଗ୍‌ ଜମାତ୍‌ ନେଇ ହରଡ଼ଘଣାରେ ସରକାର !

ନୂଆଦିଲ୍ଲୀ,୧।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ନେଇ ଏବେ କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ମଧ୍ୟ ହରଡ଼ଘଣାରେ ପଡ଼ିଛନ୍ତି। ଜମାତ୍‌ରେ ଯୋଗଦେଇଥିବା ୩୨ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବାବେଳେ ୬୯ ଜଣ ଆଇସୋଲେଶନ୍‌ରେ ରହିଛନ୍ତି। ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ଏଠାରେ…

ବିସିଜି ଟୀକା ଦିଆଯାଇଥିବା ଦେଶରେ କରୋନା ଆତଙ୍କ ହେବ କମ୍‌: ଭାରତରେ ଅଧିକ କ୍ଷତିର ନାହିଁ ଆଶଙ୍କା !

ନୂଆଦିଲ୍ଲୀ/ମେଲବୋର୍ନ,୧।୪: ଯେଉଁ ଦେଶରେ ଟିବି ପାଇଁ  ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌)ର ବ୍ୟବହାର କରାଯାଇଛି ସେସବୁ ଦେଶରେ କରୋନା ଆତଙ୍କ କମ ଦେଖାଯିବ ବୋଲି ନ୍ୟୁୟର୍କ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି ବିଭାଗର ବାୟୋଲୋଜିକାଲ ସାଇନ୍ସ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ…

ଭାରତର ୨୯ ରାଜ୍ୟରେ ୧,୬୫୭ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟାବଢ଼ିବାରେ ଲାଗିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ପ୍ରତିିଦିନ ବୃଦ୍ଧି ପାଉଛି। ଇତିମଧ୍ୟରେ ଦେଶର ୨୯ଟି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୬୫୭ରେ ପହଞ୍ଚିଛି। ଗୋଟିଏ ଦିନରେ ମଙ୍ଗଳବାର ସଂକ୍ରମିତଙ୍କ ସଂଖ୍ୟା ୨୭୨ ବଢ଼ିଛି।…

ରେଳଡବାରେ ହେବ ୩.୨ ଲକ୍ଷ ଆଇସୋଲେଶନ ବେଡ୍‌

ନୂଆଦିଲ୍ଲୀ,୧ା୪: କରୋନା ରୋଗୀମାନଙ୍କୁ ଆଇସୋଲେଶନରେ ରଖିବା ଲାଗି ରେଲଓ୍ବେ ପକ୍ଷରୁ ୨୦ ହଜାର କୋଚ୍‌କୁ ଆଇସୋଲେଶନ ଓ୍ବାର୍ଡରେ ପରିଣତ କରାଯାଉଛି। ଏହାଦ୍ୱାରା ୩.୨ ଲକ୍ଷ ବେଡ୍‌ ଯୋଗାଇ ଦିଆଯାଇପାରିବ। ୧୬ଟି ଜୋନ୍‌ ମଧ୍ୟରୁ ସିକନ୍ଦରାବାଦରେ ଥିବା ଦକ୍ଷିଣ କେନ୍ଦ୍ରୀୟ ରେଲଓ୍ବେ ମୁଖ୍ୟାଳୟ…

କଳା ତାଲିକାଭୁକ୍ତ ହେବେ ୩୦୦ ବିଦେଶୀ

ନୂଆଦିଲ୍ଲୀ,୧ା୪(ପି.ଟି.): ମାଲେସିଆ, ଥାଇଲାଣ୍ଡ ସମେତ ୧୬ଟି ଦେଶରୁ ପର୍ଯ୍ୟଟନ ଭିଜାରେ ଆସି ନିଜାମୁଦ୍ଦିନ ଧର୍ମସଭାରେ ଯୋଗଦେଇଥିବା ପାଖାପାଖି ୩୦୦ ବିଦେଶୀଙ୍କୁ କଳାତାଲିକାଭୁକ୍ତ କରିପାରେ ଭାରତ। ଏମାନେ ଦେଶରେ କରୋନା ଭୂତାଣୁ ସଂକ୍ରମଣର ମୁଖ୍ୟ ବାହକ ସାଜିଛନ୍ତି। ମାର୍ଚ୍ଚ ୧୩ରୁ ୧୫ ମଧ୍ୟରେ…

କୋଭିଡ୍‌-୧୯ରୁ ମୁକ୍ତି ମିଳିବାକୁ ବର୍ଷେ ଲାଗିବ

ବେଙ୍ଗାଲୁରୁ,୧ା୪ (ଆଇଏଏନ୍‌ଏସ୍‌): ମହାମାରୀ କରୋନାରୁ ମୁକ୍ତି ମିଳିବା ପାଇଁ ୬ ମାସରୁ ବର୍ଷେ ଲାଗିଯିବ ବୋଲି ୮୪% ଭାରତୀୟ ମନେକରନ୍ତି। ଏକ ନୂଆ ସର୍ବେକ୍ଷଣରୁ ଏହି ବିଷୟ ଜଣାପଡ଼ିଛି। କୋଭିଡ୍‌-୧୯ ସମ୍ପର୍କରେ ସଚେତନ ଥିବା ୯୪% ଉତ୍ତରଦାତାଙ୍କ ମଧ୍ୟରୁ ୭୫% ଏହି…

ଧର୍ମସଭାରେ ଯୋଗଦେଇଥିବା ୧୦ ମୃତ

ନୂଆଦିଲ୍ଲୀ,୧ା୪(ପି.ଟି.): ଦିଲ୍ଲୀର ନିଜାମୁଦ୍ଦିନ ଓ୍ବେଷ୍ଟରେ ଥିବା ତବଲିଘି ଜମାତ୍‌ ମୁଖ୍ୟାଳୟ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟିଥିବାବେଳେ ସ୍ବାସ୍ଥ୍ୟସେବା କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଲକ୍‌ଡାଉନ ଘୋଷଣା ହେବା ପୂର୍ବରୁ ସେଠାରେ ଅନୁଷ୍ଠିତ ଧର୍ମସଭାରେ ଦେଶବିଦେଶରୁ ୨୦୦୦ରୁ ଊର୍ଦ୍ଧ୍ୱ ଲୋକ ଯୋଗଦେଇଥିଲେ।…

ଦାଦନଙ୍କ ଗଣପଳାୟନକୁ ରୋକ

ନୂଆଦିଲ୍ଲୀ,୧ା୪: କୋଭିଡ୍‌-୧୯ ଲକ୍‌ଡାଉନ ଯୋଗୁ ଲକ୍ଷାଧିକ ଦାଦନ ଶ୍ରମିକ ଜୀବିକା ହରାଇ ନାନା ଦୁର୍ଦ୍ଦଶା ଭୋଗିଛନ୍ତି। ଲକ୍ଷ ଲକ୍ଷ ଶ୍ରମିକ ଦିଲ୍ଲୀ ଛାଡ଼ିବା ପାଇଁ ବାହାରିଥିବାବେଳେ ଏହା ଗୁରୁତର ସଙ୍କଟ ସୃଷ୍ଟି କରିଛି। କେବଳ ଦିଲ୍ଲୀ ନୁହେଁ ବିଭିନ୍ନ ରାଜ୍ୟରେ ମଧ୍ୟ…

ସଂକ୍ରମିତ ରୋଗୀଙ୍କ ତଥ୍ୟ ଲୁଚାଇବାରୁ ଘରୋଇ ହସ୍ପିଟାଲକୁ ସିଲ୍‌ କଲା ପ୍ରଶାସନ

ଗ୍ରେଟରନଏଡା,୩୧।୩: ଉତ୍ତରପ୍ରଦେଶର ଗ୍ରେଟରନଏଡାସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ସିଲ୍‌ କରାଯାଇଛି। କରୋନା ପଜିଟିଭ୍‌ ରୋଗୀଙ୍କ ତଥ୍ୟ ଲୁଚାଇଥିବା ଅଭିଯୋଗରେ ଏହି ସିଲ୍‌ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗ୍ରେଟରନଏଡାରେ ଥିବା ସଞ୍ଜିବନୀ ହସ୍ପିଟାଲରେ ଜଣେ କରୋନା ଭାଇରସ୍‌ ସଂକ୍ରମିତ…

ତବଲିଗ୍‌ ଜମାତ୍‌ର ପ୍ରଭାବ: ୧୨ ଘଣ୍ଟାରେ ଆନ୍ଧ୍ରପ୍ରଦେଶରେ ୧୭ କରୋନା ସଂକ୍ରମିତ ଚିହ୍ନଟ

ବିଶାଖାପଟ୍ଟନମ୍‌,୩୧।୩: ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ର ପ୍ରଭାବ ଏବେ ଆନ୍ଧ୍ରପ୍ରଦେଶରେ ଦେଖିବାକୁ ମିଳିଛି। ଗତ ୧୨ ଘଣ୍ଟା ମଧ୍ୟରେ ଏଠାରେ ୧୭ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନେ ଜମାତ୍‌ରେ ଯୋଗଦେଇ ଘରକୁ ଫେରିଥିବା ଲୋକଙ୍କ ଦ୍ୱାରା ସଂକ୍ରମିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri