ଜାତୀୟ

ସ୍ତ୍ରୀଙ୍କ ମୃତ୍ୟୁ ପରେ ସ୍ବାମୀ କଲେ ଏମିତି କାମ, ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ବେଙ୍ଗାଲୁରୁ,୧୧।୮: କର୍ନାଟକରେ ଜଣେ ଶିଳ୍ପପତି ନୂଆ ଘରେ ପ୍ରବେଶ କରିବା ସମୟରେ ଦିବଂଗତ ସ୍ତ୍ରୀଙ୍କ ଅଭାବ ପୂରଣ ପାଇଁ ଏକ ନୂଆ ପନ୍ଥା ଆପଣାଇଥିଲେ। ଶିଳ୍ପପତି ଶ୍ରୀନିବାସ ସ୍ତ୍ରୀଙ୍କ ଉପସ୍ଥିତିକୁ ଅନୁଭବ କରିବା ପାଇଁ ସ୍ତ୍ରୀ ମାଧବୀଙ୍କ ସିଲିକନ ମହମ ପ୍ରତିମୂର୍ତ୍ତି…

କରୋନା ଚିକିତ୍ସାର ଭିତିରି କଥା: ଅଗ୍ନିକାଣ୍ଡ ପରେ ସତ୍ୟ ପାଇଲା ପ୍ରକାଶ

ହାଇଦ୍ରାବାଦ୍‌, ୧୧।୮: ତିନି ଦିନ ତଳେ ବିଜୟଓ୍ବାଡ଼ାର ଏକ ହୋଟେଲରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଏହି ହୋଟେଲକୁ କୋଭିଡ୍‌ କେୟାର ସେଣ୍ଟର କରାଯାଇଥିଲା। ଏଠାରେ ୩୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିଲେ।…

ଭୂକମ୍ପ ଯୋଗୁ ଲୋକେ ଆତଙ୍କିତ: ଚିନ୍ତା କରୁଛନ୍ତି ଏହି ଉପାୟ…

ନୂଆଦିଲ୍ଲୀ, ୧୧।୮: ଦିଲ୍ଲୀ ସମତେ ଦେଶର କେତେକ ଅଞ୍ଚଳରେ ଲଗାତାର ଭୂକମ୍ପ ହେଉଥିବାରୁ ଲୋକେ ଆତଙ୍କିତ ହେଉଛନ୍ତି। ଏନେଇ ଘରର ସୁରକ୍ଷା ପାଇଁ ସେମାନେ ବୀମା କରିବାକୁ ଚିନ୍ତା କରୁଛନ୍ତି। ସମ୍ପ୍ରତି ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ଦେଶର ୪୨…

ହାତରେ ଗୀତା ଧରି ଦେଶ ପାଇଁ ଫାଶୀ ଖୁଣ୍ଟରେ ଝୁଲିଥିଲେ ଏହି ବିପ୍ଲବୀ

ଯେଉଁ ବୟସରେ ଜଣେ ଯୁବକ ତାଙ୍କ କ୍ୟାରିୟର ଏବଂ ଭବିଷ୍ୟତ ବିଷୟରେ ଚିନ୍ତିତ ଥାନ୍ତି ସେହି ବୟସରେ ଜଣେ ବିପ୍ଳବୀ ବାହାରି ଆସିଥିଲେ ଯିଏ ଦେଶ ପାଇଁ ଜୀବନ ଦେଇଥିଲେ। ମାତ୍ର ୧୮ ବର୍ଷ ବୟସରେ ଦେଶ ପାଇଁ ନିଜ ଜୀବନକୁ…

ଜେକେପିଏମ୍‌ ଅଧ୍ୟକ୍ଷ ପଦରୁ ଫୈଜଲଙ୍କ ଇସ୍ତଫା

ଶ୍ରୀନଗର, ୧୧।୮(ପି.ଟି.): ଗତବର୍ଷ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଛାଡ଼ି ଜମ୍ମୁ-କଶ୍ମୀର ପିପୁଲ୍ସ ମୁଭ୍‌ମେଣ୍ଟ (ଜେକେପିଏମ୍‌) ଗଠନ କରିଥିବା ଶାହ ଫୈଜଲ ଏହାର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ସୋମବାର ଦଳ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେ ରାଜନୀତି ଛାଡ଼ୁଥିବା…

ବାପାଙ୍କ ମୃତଦେହ ଦେଖିବାକୁ ୫୧ ହଜାର

କୋଲକାତା, ୧୧ା୮: ପଶ୍ଚିମବଙ୍ଗର ଏକ ଘରୋଇ ହସ୍ପିଟାଲରେ କରୋନାରେ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ମରଶରୀର ଦେଖିବା ପାଇଁ ତାଙ୍କ ପୁଅଙ୍କଠାରୁ କର୍ତ୍ତୃପକ୍ଷ ୫୧ ହଜାର ଟଙ୍କା ଦାବି କରିଥିଲେ। ଶନିବାର ରାତିରେ ହରି ଗୁପ୍ତାଙ୍କର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା।…

ହିନ୍ଦୀକୁ ନେଇ ବର୍ଷିଲେ କୁମାରସ୍ବାମୀ

ବେଙ୍ଗାଲୁରୁ, ୧୧।୮: ନୂଆ ଶିକ୍ଷାନୀତିକୁ ନେଇ ବିତର୍କ ଚାଲିଥିବାବେଳେ ଭାଷାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ହିନ୍ଦୀ ଭାଷାକୁ ନେଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ସମାଲୋଚନା କରିଛନ୍ତି। ହିନ୍ଦୀ ରାଜନୀତି ପାଇଁ ଦକ୍ଷିଣ ଭାରତୀୟ ନେତାମାନେ ପ୍ରଧାନମନ୍ତ୍ରୀ ହେବା…

ବର୍ଷକୁ ୧୦୦ ହାତୀଙ୍କ ଜୀବନ ଯାଉଛି

ନୂଆଦିଲ୍ଲୀ, ୧୧।୮(ପି.ଟି.): ହାତୀ ଓ ମଣିଷ ମଧ୍ୟରେ ସଂଘର୍ଷ ଲାଗି ରହିଛି। ଏହି ଲଢ଼େଇରେ ବର୍ଷକୁ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଏବଂ ୧୦୦ ହାତୀ ପ୍ରାଣ ହରାଉଥିବା ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୧୨ ତାରିଖ ବିଶ୍ୱ ହସ୍ତୀ ଦିବସ ପୂର୍ବରୁ…

ଆଣ୍ଡାମାନକୁ ସାମୁଦ୍ରିକ ଓଏଫ୍‌ସି ସଂଯୋଗ

ନୂଆଦିଲ୍ଲୀ, ୧୧।୮(ଆଇଏଏନ୍‌ଏସ୍‌): ଚେନ୍ନାଇରୁ ପୋର୍ଟ ବ୍ଲେୟାରକୁ ସଂଯୋଗ କରୁଥିବା ସାମୁଦ୍ରିକ ଅପ୍ଟିକାଲ ଫାଇବର କେବୁଲ (ଓଏଫ୍‌ସି)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉଦ୍‌ଘାଟନ କରିଛନ୍ତି। ଏହି ସଂଯୋଗ ଫଳରେ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜକୁ ମୋବାଇଲ ଓ ଲ୍ୟାଣ୍ଡଲାଇନ ମୋବାଇଲ ଟେଲିଫୋନ ସେବା…

ଆମେରିକାରୁ ୪ କୋଟି ଟଙ୍କା ସ୍କଲାରଶିପ୍‌ ପାଇଥିବା ଭାରତୀୟ ଛାତ୍ରୀଙ୍କ ଦୁର୍ଘଟଣାରେ ମୃତ୍ୟୁ

ନୋଏଡା, ୧୦।୮: ଆମେରିକାର ବାବସନ କଲେଜରୁ ୪ କୋଟି ଟଙ୍କା ସ୍କଲାରଶିପ ପାଇ ଅଧ୍ୟୟନ କରୁଥିବା ଭାରତୀୟ ଛାତ୍ରୀ ସୁଦୀକ୍ଷା ଭାଟିଙ୍କର ସୋମବାର ଏକ ସଡ଼କ ଦୁର୍ଘଟଣାରେ ବିୟୋଗ ଘଟିଛି। ଦାଦ୍ରି ଅଞ୍ଚଳର ଡେରି ସ୍କାନର ଗ୍ରାମର ବାସିନ୍ଦା ସୁଦୀକ୍ଷା ନିଜ…

୫୩ ବର୍ଷ ବୟସରେ ଯୁକ୍ତ ୨ରେ ଆଡ୍‌ମିଶନ କଲେ ଏହି ରାଜ୍ୟର ଶିକ୍ଷାମନ୍ତ୍ରୀ

ରାଞ୍ଚି, ୧୦।୮: କୁହାଯାଏ ପାଠ ପଢ଼ିବାର କୌଣସି ବୟସ ନାହିଁ। ଯେକୌଣସି ବୟସରେ ମଧ୍ୟ ଜଣେ ଚାହିଁଲେ ଶିକ୍ଷା ଗ୍ରହଣ କରିପାରିବ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଝାଡ଼ଖଣ୍ଡରେ ଦେଖିବାକୁ ମିଳିଛି। ଝାଡ଼ଖଣ୍ଡର ଶିକ୍ଷାମନ୍ତ୍ରୀ ଜଗରନାଥ ମହତୋ ବର୍ତ୍ତମାନ ରାଜ୍ୟ ଶିକ୍ଷା…

କରୋନାକୁ ହରାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୦।୮-କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା ବର୍ତ୍ତମାନ ସୁସ୍ଥ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରୁ ମୁକ୍ତ କରାଯାଇଛି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯେ, ଅଗଷ୍ଟ ୨ରେ ୟେଦୁରପ୍ପାଙ୍କ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?