ଜାତୀୟ

ଯୋଗୀଙ୍କ ଶାସନ: ୩ ବର୍ଷରେ ୧୧୨ ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୧୨।୭: ଉତ୍ତରପ୍ରଦେଶରେ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ଏବେ ୫ ବର୍ଷର ଏନ୍‌କାଉଣ୍ଟର ତଥ୍ୟ ନେଇ ସାରା ଦେଶରେ ଚର୍ଚ୍ଚା ଜାରି ରହିଛି। ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯିବା କିଛି ନୂଆ ଘଟଣା ନୁହେଁ। ୨୦୧୨-୧୩ରୁ ୨୦୧୭-୧୮ ଗତ ୫…

ଅମିତାଭଙ୍କ ଘର ନିକଟକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ମୁମ୍ବାଇ,୧୨।୭: କରୋନା ମହାମାରୀ ସହ ସମସ୍ତେ ଲଢିବାକୁ ପ୍ରସ୍ତୁତ ଥିବା ବେଳେ ଏହା ଏବେ ବଲିଉଡ୍‌ ଜଗତକୁ ପ୍ରବେଶ କରିଛି। ଶନିବାର ବିଗ୍‌ ବି ଅମିତାଭ ଓ ତାଙ୍କ ପୁଅ କରୋନା ସଂକ୍ରମଣ ହେବା ଖବର ସମସ୍ତଙ୍କୁ ଚମକାଇ ଦେଇଥିଲା। ଏବେ…

ଆଇସୋଲେଶନରେ ମହାରାଷ୍ଟ୍ର ରାଜ୍ୟପାଳ

ମୁମ୍ବାଇ,୧୨।୭: ମହାରାଷ୍ଟ୍ରରେ ଦେଶର ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ବି ସେଠାରେ କରୋନା ଥମିବାର ନାଁ ନେଉନି। ରବିବାରଠାରୁ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ନିଜକୁ ଆଇସୋଲେଟ କରି ରଖିଥିବା ସୂଚନା ମିଳିଛି। ବୃହାନମୁମ୍ବାଇ ମହାନଗର…

ବଲିଉଡ୍‌ ଅଭିନେତା ଅନୁପମ ଖେରଙ୍କ ମା’ଙ୍କ ସମେତ ୪ ସଦସ୍ୟ କରୋନା ପଜିଟିଭ

ମୁମ୍ବାଇ,୧୨।୭: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଓ ଓ ତାଙ୍କ ପୁଅ ଅଭିଷେକ ଶନିବାର କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ବଲିଉଡ୍‌ କଳାକାରଙ୍କ ଘରେ କରୋନା ପ୍ରବେଶ କରିଥିବା ଆଲୋଚନା ହେଉଛି। ରବିବାର ଅଭିନେତା ଅନୁପମ ଖେରଙ୍କ ମା’,…

ଜୟା, ଐଶ୍ୱର୍ଯ୍ୟାଙ୍କ ଆଣ୍ଟିଜେନ୍‌ ଟେଷ୍ଟ ଆସିଲା ନେଗେଟିଭ, ସ୍ବାବ ଟେଷ୍ଟ ରିପୋର୍ଟକୁ ଅପେକ୍ଷା

ମୁମ୍ବାଇ,୧୨।୭: କରୋନା ମହାମାରୀ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନ କରୋନାରେ ପୀଡ଼ିତ ହେବା ଏବେ ଆହୁରି ଚିନ୍ତା ବଢାଇ ଦେଇଛି। ଦେଶବାସୀଙ୍କୁ କରୋନା…

ଚାଇନାକୁ ଘେରିଲେ ଭାରତ-ଆମେରିକା-ଜାପାନ

ନୂଆଦିଲ୍ଲୀ, ୧୨।୭: ଚାଇନାକୁ ଭାରତ, ଆମେରିକା ଏବଂ ଜାପାନ ମିଳିତ ଭାବେ ଘେରିବା ଆରମ୍ଭ କରିଛନ୍ତି। ଭାରତ ଆଫ୍ରିକାର ବିଭିନ୍ନ ଦେଶରେ ନିଜର ସ୍ଥିତି ସୁଦୃଢ଼ କରିବାକୁ ଯୋଜନା କରିଛି। ଏପରିସ୍ଥଳେ ଚାଇନା ମଧ୍ୟ ଭାରତ ସହିତ ପ୍ରତିଯୋଗିତାପୂର୍ଣ୍ଣ ମନୋଭାବ ରଖିଛି।…

୧୫ ଫୁଟିଆ ଅହିରାଜ ପଡ଼ିଲା ଧରା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

କୋଏମ୍ବାଟୁର, ୧୨।୭: ତାମିଲନାଡୁର କୋଏମ୍ବାଟୁର ନିକଟସ୍ଥ ଥୋଣ୍ଡାମୁଥୁର ଅଞ୍ଚଳର ନରସିପୁରମ୍‌ ଗାଁରୁ ଏକ ୧୫ ଫୁଟ ଲମ୍ବର ଅହିରାଜ ସାପ ଧରାପଡ଼ିଛି। ସ୍ଥାନୀୟ ବନ ବିଭାଗ କର୍ମଚାରୀ ଏହାକୁ ଧରି ଜଙ୍ଗଲରେ ଛାଡ଼ିଛନ୍ତି। ଶନିବାର ଗାଁ ନିକଟରେ ଥିବା ଏକ ବୁଦା…

ଏମ୍ସ ଡାକ୍ତରଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୨ା୭(ପି.ଟି.): ଦିଲ୍ଲୀ ଏମ୍ସର ଜଣେ ୨୫ ବର୍ଷୀୟ ଜୁନିୟର ଡାକ୍ତର ରହୁଥିବା ହଷ୍ଟେଲର ଦଶମ ମହଲାରୁ ଡେଇଁ ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଅନୁରାଗ କୁମାର ନାମକ ଏହି ଜୁନିୟର ଡାକ୍ତର ମାନସିକ ଚିକିତ୍ସା ବିଭାଗରେ ପିଜି କରୁଥିଲେ। ତେବେ ସେ ୮…

ଫିଙ୍ଗର ଅଞ୍ଚଳରୁ ଆଂଶିକ ସେନା ହଟାଇଛି ଚାଇନା

ନୂଆଦିଲ୍ଲୀ,୧୨ା୭: ଲଦାଖର ପଙ୍ଗଓଙ୍ଗ ହ୍ରଦ ନିକଟରେ ଥିବା ଫିଙ୍ଗର ୪ ଅଞ୍ଚଳରୁ ଚାଇନା ଆଂଶିକ ସୈନ୍ୟ ପ୍ରତ୍ୟାହାର କରିଥିବା ହାଇ ରିଜୋଲ୍ୟୁଶନ ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ଚାଇନା ନିର୍ମାଣ କାର୍ଯ୍ୟ ଚଳାଇଥିବା ପୂର୍ବ ଚିତ୍ରରୁ ଦେଖିବାକୁ ମିଳିଥିଲା। ଭାରତ…

ଏଯାଏ ବାହାରିନି ୪ ସଂକ୍ରମଣର ଟିକା

ନୂଆଦିଲ୍ଲୀ,୧୨ା୭(ପି.ଟି.): କରୋନା ସଂକ୍ରମଣକୁ ୭ ମାସ ବିତିଥିଲେ ହେଁ ଏପର୍ଯ୍ୟନ୍ତ ଟିକା ବାହାରିପାରି ନାହିଁ। ପ୍ରତିଷେଧକ ଟିକା ନ ଥିବା ଏବଂ ଉପଯୁକ୍ତ ଚିକିତ୍ସା ବାହାରିପାରି ନ ଥିବାରୁ କିଏ ପ୍ରଥମେ ବଜାରକୁ ଏହି ଟିକା ଆଣିବ ତାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା…

ସରକାର ଭାଙ୍ଗିବାକୁ ଚକ୍ରାନ୍ତ

ଜୟପୁର,୧୨ା୭(ପି.ଟି.): କରୋନା ମହାମାରୀ ଜନିତ ସଙ୍କଟ ସମୟରେ ରାଜସ୍ଥାନ ସରକାର ଭାଙ୍ଗିଦେବା ପାଇଁ ଭାଜପା ଷଡ଼ଯନ୍ତ୍ର ଚଳାଇଛି। ରାଜ୍ୟରେ କ୍ଷମତାସୀନ ସରକାରର ପତନ ପାଇଁ ଭାଜପା ପକ୍ଷରୁ କଂଗ୍ରେସ ବିଧାୟକମାନଙ୍କୁ ୧୫ କୋଟି ଟଙ୍କା ଲେଖାଏ ଯଚାଯାଇଥିବା ଶନିବାର ମୁଖ୍ୟମନ୍ତ୍ରୀ ଅଶୋକ…

ଗିନିଜ୍‌ ବୁକ୍‌ରେ ୨୦୧୮ ବାଘ ଗଣନା

ନୂଆଦିଲ୍ଲୀ,୧୨ା୭(ପି.ଟି.): ୨୦୧୮ରେ ଭାରତରେ ହୋଇଥିବା ବାଘଗଣନା ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇଛି। ବାଘ ଠାବ କରିବା ପାଇଁ ହୋଇଥିବା ସର୍ଭେ ବେଳେ ବିଶ୍ୱର ସର୍ବାଧିକ କ୍ୟାମେରା ବ୍ୟବହାର କରାଯାଇଥିଲା। ସର୍ବଭାରତୀୟ ବାଘ ଆକଳନ ୨୦୧୮ର ଚତୁର୍ଥ ଚକ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri