ସୁଶାନ୍ତ, ଅଙ୍କିତାଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍ଅପ୍
ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ମଧ୍ୟ ରାଜନୀତି ଆରମ୍ଭ ହୋଇଛି। ବିହାର ଏବଂ ମହାରାଷ୍ଟ୍ର ସରକାର ଏହି ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି। ଶିବସେନା ନେତା ସଞ୍ଜୟ ରାଉତ ମଧ୍ୟ ଏହି ମାମଲାରେ ଭିନ୍ନ ବିବୃତ୍ତି ଦେଇଛନ୍ତି। ଶିବସେନା ମୁଖପାତ୍ର…
ରାମ ମନ୍ଦିର ପାଇଁ ୨୧୦୦ କିଲୋଗ୍ରାମ ଓଜନର ଘଣ୍ଟି ତିଆରି କରୁଛନ୍ତି ହିନ୍ଦୁ-ମୁସଲମାନ କାରିଗର
ଲକ୍ଷ୍ନୌ, ୯।୮: ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଲାଗି ଗତ ୫ ତାରିଖରେ ପ୍ରଧାନମନ୍ତ୍ରୀ ଭୂମି ପୂଜନ କରିସାରିଛନ୍ତି। ଏବେ ମନ୍ଦିର ନିର୍ମାଣ କାମ ଆଗେଇ ଚାଲିବ। ଏହି ଅବସରରେ ଉତ୍ତର ପ୍ରଦେଶର ଜଣେ ଘଣ୍ଟି କାରିଗର…
ଦିନ ସାରା ଅଟକି ରହିଲା ହେଲିକପ୍ଟର, ଆସିଲେନି ୬ ବିଧାୟକ: ଜାଣନ୍ତୁ କ’ଣ ରହିଛି ପୂରା ଘଟଣା
ଜୟପୁର,୯।୮: ରାଜସ୍ଥାନରେ କଂଗ୍ରେସ ପରେ ଏବେ ଭାଜପା ନିଜ ଗଡକୁ ବଞ୍ଚାଇବାକୁ ଚେଷ୍ଟା କରୁଛି। ଭାଜପା ଏହାର ୧୮ ଜଣ ବିଧାୟକଙ୍କୁ ଗୁଜରାଟ ପଠାଇଛି। କିନ୍ତୁ ଦଳର ୬ ଜଣ ବିଧାୟକ ରାଜ୍ୟ ବାହାରକୁ ଯିବାକୁ ମନା କରିଦେବାରୁ ଏହାକୁ ନେଇ…
୧୪ ବର୍ଷ ତଳେ ହଜିଯାଇଥିବା ପର୍ସ ମିଳିଲା, ସେଥିରେ ଥିବା ଟଙ୍କା…
ମୁମ୍ବାଇ,୯।୮: ୧୪ ବର୍ଷ ପୂର୍ବେ ହଜିଯାଇଥିବା ପୁରୁଣା ପର୍ସ ଟଙ୍କା ସହ ଫେରି ପାଇଲେ ଜଣେ ବ୍ୟକ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ୨୦୦୬ ରେ ହେମନ୍ତ ପେଡାଲକର ଛତ୍ରପତି ଶିବାଜୀ ମହାରାଜ ଟର୍ମିନାସ-ପାନଭେଲ ସ୍ଥାନୀୟ ଟ୍ରେନରେ ଯାତ୍ରା କରୁଥିବାବେଳେ…
ଇଡୁକ୍କି ଭୂସ୍ଖଳନ: ମୃତକଙ୍କ ସଂଖ୍ୟା ୪୨ରେ ପହଞ୍ଚିଲା, ଏବେବି ଅନେକ ନିଖୋଜ
ବେଙ୍ଗାଲୁରୁ,୯।୮: ପ୍ରବଳ ବର୍ଷା ଓ ବନ୍ୟା ଫଳରେ କେରଳର ଉଡୁକ୍କି ଜିଲାରେ ହୋଇଥିବା ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି। ରବିବାର ୧୬ ଜଣଙ୍କ ମୃତଦେହ ମିଳିବା ପରେ ଏହି ସଂଖ୍ୟା ୪୨ରେ ପହଞ୍ଚିଥିବା କହିଛନ୍ତି ଇଡୁକ୍କି ଜିଲାପାଳ। ଶୁକ୍ରବାର ଘଟିଥିବା…
ରାମ ମନ୍ଦିର ଭୂମିପୂଜାକୁ ରାଷ୍ଟ୍ରପତିଙ୍କୁ ନ ଡାକିବାକୁ ନେଇ ଆରମ୍ଭ ହେଲା ରାଜନୀତି
ନୂଆଦିଲ୍ଲୀ,୯।୮: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ଗଲାଣି। ହେଲେ ଏହାର ଭୂମିପୁଜାକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ନ ଡାକିବାକୁ ନେଇ ଆରମ୍ଭ ହେଲାଣି ରାଜନୀତି। ଏହାକୁ ନେଇ ଆମ ଆଦମୀ ପାର୍ଟି(ଏଏପି) ନେତା ସଞ୍ଜୟ ସିଂ କହିଛନ୍ତି…
କୋଝିକୋଡ଼ ବିମାନ ଦୁର୍ଘଟଣା: ସହପାଇଲଟଙ୍କ ପାର୍ଥିବ ଶରୀର ଦେଖି ବେହୋସ୍ ହେଲେ ମା’-ଗର୍ଭବତୀ ସ୍ତ୍ରୀ
ମଥୁରା,୯।୮: କେରଳର କୋଝିକୋଡରେ ହୋଇଥିବା ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସହପାଇଲଟ ଅଖିଳେଶ କୁମାର ବର୍ମାଙ୍କ ପାର୍ଥିବ ଶରୀର ରବିବାର ସକାଳେ ମଥୁରାରେ ପହଞ୍ଚିଥିଲା। ସେଠାରୁ ମରଶରୀର ଘରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। କାନ୍ଦି କାନ୍ଦି ଅଖିଳେଶଙ୍କ…
କରୋନା ସଂକ୍ରମିତ ୪୦ ପ୍ରତିଶତ ରୋଗୀଙ୍କ ପାଖରେ ନାହିଁ କୌଣସି ଲକ୍ଷଣ
ନୂଆଦିଲ୍ଲୀ,୯।୮: ଏବେସୁଦ୍ଧା ବିଶ୍ୱରେ କରୋନା ସଂକ୍ରମଣ ୨କୋଟିରେ ପହଞ୍ଚି ସାରିଲାଣି। ଏହାସହ ୭.୨୯ ଲକ୍ଷ ଲୋକଙ୍କର କରୋନା ଯୋଗୁ ମୃତ୍ୟୁ ବି ହେଲାଣି। ତେବେ ଏମାନଙ୍କ ଭିତରୁ ଅଧିକାଂଶ ରୋଗୀଙ୍କ ପାଖରେ କୌଣସି ଲକ୍ଷଣ ନ ଥିବା କୁହାଯାଉଛି। ୟୁନିଭର୍ସିଟି ଅଫ୍…
ଏଏସ୍ଆଇଙ୍କ ଆଖିରେ ଲଙ୍କା ସ୍ପ୍ରେ କରି ଅପରାଧୀ ଚମ୍ପଟ
ପାଟନା, ୯।୮: ବିହାରରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏବେ ଅପରାଧୀଙ୍କ ମନରେ ପୋଲିସ ପ୍ରତି ଭୟ କମିବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ବହୁ ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ପାଖରେ ଟଙ୍କା ପଇସା ନ ଥିବାରୁ ଅପରାଧୀମାନେ ବେଧଡ଼କ…
୨ କୋଟି ନିଯୁକ୍ତି ଦେବାକୁ କଥା ଦେଇଥିବା ଭାଜପା ସରକାରଙ୍କ ସମୟରେ ୧୪ କୋଟି ହେଲେଣି ବେରୋଜଗାର: ରାହୁଲ
ନୂଆଦିଲ୍ଲୀ,୯।୮: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅଧିକାଂଶ ସମୟରେ ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏବେ ଯୁବବର୍ଗଙ୍କ ବେରୋଜଗାର ସମସ୍ୟାକୁ ନେଇ ପୁଣିଥରେ ବର୍ଷିଛନ୍ତି ରହୁଲ। ଅଗଷ୍ଟ ୯ରେ ଯୁବ କଂଗ୍ରେସ ସ୍ଥାପନା ଦିବସ ପାଳନ ଅବସରରେ ସେ ଭାଜପା…
ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଖଣ୍ଡନ ପରେ ଟୁଇଟ୍ ଡିଲିଟ କଲେ ମନୋଜ
ନୂଆଦିଲ୍ଲୀ,୯।୮: କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କର ଏବେ ହସ୍ପିଟାଲରେ ଚିକିତ୍ସା ଚାଲିଛି। ଏପର୍ଯ୍ୟନ୍ତ ତାଙ୍କର ଦ୍ୱିତୀୟ ଥର କରୋନା ଟେଷ୍ଟ କରାଯାଇ ନ ଥିବା କହିଛି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ। ହେଲେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)…
ତିକ୍ତତା ସତ୍ତ୍ୱେ ନେପାଳକୁ ସହାୟତାର ହାତ ବଢ଼ାଇଲା ଭାରତ, ପଠାଇଲା ଏଭଳି ଜରୁରୀ ସାମଗ୍ରୀ
ନୂଆଦିଲ୍ଲୀ,୯।୮: ଭାରତ-ନେପାଳ ସମ୍ପର୍କ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଛି। ହେଲେ କରୋନା ମହାମାରୀ ସହ ଲଢ଼ୁଥିବା ନେପାଳକୁ ସହାୟତାର ହାତ ବଢ଼ାଇବାକୁ ଭୁଲିନାହିଁ ଭାରତ। ପଡ଼ୋଶୀ ଦେଶକୁ ୧୦ଟି ଭେଣ୍ଟିଲେଟର ପଠାଇଛି ଭାରତ। ଏହାଦ୍ୱାରା ଗୁରୁତର ରୋଗୀଙ୍କ ଚିକିତ୍ସା କରାଯାଇପାରିବ ବୋଲି…

