ସିଏଏ ବିବାଦ: ପୋଲିସର କାର୍ଯ୍ୟାନୁଷ୍ଠାନ ବିରୋଧରେ ଏନ୍ଏଚ୍ଆରସିଙ୍କ ଦ୍ୱାରସ୍ଥ ହେଲେ ପ୍ରିୟଙ୍କା, ରାହୁଲ
ନୂଆଦିଲ୍ଲୀ,୨୭।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଜାତୀୟ ମାନବିକ ଅଧିକାର କମିଶନ(ଏନ୍ଏଚ୍ଆରସି)ଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ ନେଇଥିବା କାର୍ଯ୍ୟାନୁଷ୍ଠାନ...
ପଶ୍ଚିମବଙ୍ଗରେ ସିଏଏ ବିରୋଧରେ ପାସ୍ ହେଲା ପ୍ରସ୍ତାବ
କୋଲକାତା,୨୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ ପ୍ରସ୍ତାବ ପାସ୍ ହୋଇଛି। ଏଭଳି ବିରୋଧକୁ ନେଇ ଏବେ ପଶ୍ଚିମବଙ୍ଗ ୪ର୍ଥ ରାଜ୍ୟ ହୋଇଯାଇଛି। ଏହା ପୂର୍ବରୁ କେରଳ, ପଞ୍ଜାବ ଓ ରାଜସ୍ଥାନରେ ସିଏଏ ବିରୋଧ ପ୍ରସ୍ତାବ...
ଫଳ ବିକ୍ରେତା କହିଲେ: ମୋତେ ମିଳିବ ପଦ୍ମଶ୍ରୀ, ସ୍ବପ୍ନରେ ବି ଭାବି ନ ଥିଲି
କେନ୍ଦ୍ର ସରକାର ସାଧାରଣତନ୍ତ୍ର ଦିବସ ପୂର୍ବରୁ ୨୦୨୦ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତବର୍ଷ ୭ଜଣଙ୍କୁ ପଦ୍ମ ବିଭୂଷଣ, ୧୬ଜଣଙ୍କୁ ପଦ୍ମଭୂଷଣ ଏବଂ ୧୧୮ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ। ଏଥର ପଦ୍ମଶ୍ରୀ ପୁରସ୍କାର ପାଇଁ ଅନେକ ସାଧାରଣ...
ସିଏଏ ବିରୋଧୀ ହିଂସା ପାଇଁ ବାହାରୁ ଆସୁଥିଲା ଅର୍ଥ !
ନୂଆଦିଲ୍ଲୀ,୨୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରିବା ପଛରେ ଦେଶ ବିରୋଧୀ ଶକ୍ତି ଅଛି ବୋଲି କୁହାଯାଉଛି। ପ୍ରବର୍ତ୍ତନ ନିର୍ଦ୍ଦଶାଳୟ(ଇଡି)ର ଏକ ରିପୋର୍ଟରେ କୁହାଯାଇଛି କି ସିଏଏକୁ ବିରୋଧ କରି ଦେଶରେ ହିଂସାର ବାତାବରଣ ସୃଷ୍ଟି କରିବାକୁ ବାହାରୁ ଅର୍ଥ...
ଭାଜପା କର୍ମୀଙ୍କ ଘରେ ଭୋଜନ କରିବାରୁ ଶାହାଙ୍କୁ ଟାର୍ଗେଟ କଲେ ବଲିଉଡ୍ ଅଭିନେତ୍ରୀ
ନୂଆଦିଲ୍ଲୀ,୨୭।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ଦିଲ୍ଲୀର ଭାଜପା ମୁଖ୍ୟ ମନୋଜ ତିଓ୍ବାରୀଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଶାହା ଓ ମନୋଜ ଭୋଜନ କରୁଥିବାର ଦେଖିବାକୁ ମିଳିଛି। ଅପରପକ୍ଷେ...
ଶାହିନ ବାଗ ପ୍ରଦର୍ଶନକୁ ନେଇ ଭାଜପାକୁ ଟାର୍ଗେଟ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଏହାକୁ ନେଇ ପରସ୍ପର ଉପରେ ଦୋଷ ଲଦୁଛନ୍ତି ବିଭିନ୍ନ ରାଜନୈତିକ ଦଳ। ଏହି ନିର୍ବାଚନ ପ୍ରଚାର ସମୟରେ ପ୍ରାୟ ସବୁ ଦଳ ଶାହିନ ବାଗ ପ୍ରଦର୍ଶନକୁ ନେଇ ପରସ୍ପର...
ଏୟାର ଇଣ୍ଡିଆକୁ ବିକିବା ରାଷ୍ଟ୍ରବିରୋଧୀ, କୋର୍ଟ ଯିବି: ସୁବ୍ରମଣ୍ୟମ
ନୂଆଦିଲ୍ଲୀ,୨୭।୧: : ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଭାରତର ସରକାରୀ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଏୟାର ଇଣ୍ଡିଆକୁ ବିକିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିରୋଧ କରିଛନ୍ତି ଭାଜପା ରାଜ୍ୟ ସଭା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ।...
ପଦ୍ମଶ୍ରୀ ପୁରସ୍କାରକୁ ସାଧାରଣ ଜନତାଙ୍କୁ ଉତ୍ସର୍ଗ କଲେ ଏକ ଟଙ୍କିଆ ଡାକ୍ତର
କୋଲକାତା,୨୭।୧: ପଶ୍ଚିମବଙ୍ଗର ବୋଲପୁରରେ ‘ଏକ ଟଙ୍କିଆ ଡାକ୍ତର’ଭାବେ ପରିଚିତ ଡାକ୍ତର ସୁଶୋଭନ ବାନାର୍ଜୀ ସେଠାକାର ଗରିବଙ୍କ ପାଇଁ ଦ୍ୱିତୀୟ ଈଶ୍ୱର। ମାତ୍ର ଏକ ଟଙ୍କା ଫି ନେଇ ସେ ରୋଗୀଙ୍କର ଚିକିତ୍ସା କରିଥାଆନ୍ତି। ଏହି ସମାଜ ସେବା ପାଇଁ ଏବେ...
ଅଦନାନ ସାମିଙ୍କୁ ପଦ୍ମଶ୍ରୀ ସମ୍ମାନ ଦିଆଯିବାକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ
ନୂଆଦିଲ୍ଲୀ,୨୭।୧: ବଲିଉଡ୍ ଗାୟକ ଅଦନାନ ସାମିଙ୍କୁ ଚଳିତବର୍ଷ ପଦ୍ମଶ୍ରୀ ସମ୍ମାନ ଦିଆଯିବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ପ୍ରଶ୍ନ ଉଠାଇଛି କଂଗ୍ରେସ। ଏହା ‘ଏନ୍ଆର୍ସିର ମ୍ୟାଜିକ୍ ଏବଂ ସରକାରଙ୍କ ଚାମ୍ଚାଗିରି’ ବୋଲି କଂଗ୍ରେସ ମୁଖପାତ୍ର ଜୟବୀର ଶେରଗେଲ କହିଛନ୍ତି।...
କିଏ ସେହି ସାଲ୍ଲୁମାରଡା ଥିମ୍ମାକ୍କା, ଯାହାଙ୍କୁ ମନେପକାଇଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ପ୍ରଥମ ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୋଦି ଗତବର୍ଷ ଭାଇରାଲ ହୋଇଥିବା ଏକ ଭିଡିଓ ବିଷୟରେ ଆଲୋଚନା କରି କହିଥିଲେ, ଉକ୍ତ ଭିଡିଓରେ ସାରା ଦେଶ ଦେଖିଛି...
ଭୁଲ ବୁଝାମଣାରେ ପୋଲିଓ ଟିମ୍କୁ ଅଟକ ରଖି ନିସ୍ତୁକ ମାଡ଼ ମାରିଲେ ଲୋକେ
ମିରଟ,୨୭।୧: ଦେଶର ବିଭିନ୍ନ ସ୍ଥାନରେ ଏବେ ବି ନାଗରିକତ୍ୱ ସଂଶୋଧନ ଆଇନ୍ (ସିଏଏ)କୁ ନେଇ ବିରୋଧ ଜାରି ରହିଛି। ଏହାକୁ ନେଇ ବିଭିନ୍ନ ପ୍ରକାରର ଗୁଜବ ସୃଷ୍ଟି ହେଉଥିବା ବେଳେ ଏଥିପାଇଁ କେତେକଙ୍କ ଜୀବନ ମଧ୍ୟ ଯାଉଥିବାର ନଜର ଆସିଛି।...
ନିର୍ଭୟା ମାମଲା: ଆବେଦନର ଶୀଘ୍ର ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କଲେ ଦୋଷୀ ମୁକେଶ
ନୂଆଦିଲ୍ଲୀ,୨୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ୪ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦିଆଯିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଏହି ଭୟରେ ଦିନ ଗଣୁଥିବା ୪ ଦୋଷୀଙ୍କ ମଧ୍ୟରୁ ମୁକେଶ କୁମାର ସିଂ ପୁଣିଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତିଙ୍କ...
Archives


