ଜାତୀୟ

କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୧ ମୃତ

ବିଜୟଓ୍ବାଡ଼ା, ୯।୮: ଏବେ କୋଭିଡ୍‌ କେୟାର ସେଣ୍ଟର ମଧ୍ୟ ଆକ୍ରାନ୍ତଙ୍କ ପାଇଁ ସୁରକ୍ଷିତ ନୁହେଁ। ୩ ଦିନତଳେ ଗୁଜରାଟର ଅହମଦାବାଦ୍‌ଠାରେ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ସେହିପରି ରବିବାର ଭୋର ୫ଟା ୯ରେ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ କୋଭିଡ୍‌ କେୟାର ସେଣ୍ଟର ଭାବେ…

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ଜୟପୁର, ୯ା୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଆଉ ଦୁଇଜଣ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ କୌଳାସ ଚୌଧୁରୀ ଶନିବାର କରୋନା ଆକ୍ରାନ୍ତ ହୋଇଥିବା…

କରୋନା ନେଲାଣି ୧୯୬ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ, ୯ା୮: ମହାମାରୀ କରୋନା ଉଗ୍ର ରୂପ ଧାରଣ କରିଥିବାବେଳେ ଦେଶରେ କରୋନା ଯୋଦ୍ଧା ସାଜି ରୋଗୀସେବା କରୁଥିବା ଡାକ୍ତରଙ୍କ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ରୋଗୀଙ୍କୁ ଉପଯୁକ୍ତ ବେଡ୍‌, ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ସେମାନଙ୍କୁ ବିଭିନ୍ନ ପ୍ରତିକୂଳ ପରିସ୍ଥିତି ଦେଇ…

୧୦ ବର୍ଷ ପୂର୍ବରୁ ସତର୍କ କରାଯାଇଥିଲା

କୋଝିକୋଡ/ନୂଆଦିଲ୍ଲୀ, ୯।୮: କୋଝିକୋଡ ବିମାନବନ୍ଦରର ଟେବୁଲ-ଟପ୍‌ ରନ୍‌ଓ୍ବେ ବିମାନ ଅବତରଣ ପାଇଁ ବିପଦ ବୋଲି ୧୦ ବର୍ଷ ପୂର୍ବରୁ ସତର୍କ କରିଦିଆଯାଇଥିଲା। ୨୦୧୦ରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ଏକ ବିମାନ ମାଙ୍ଗାଲୋରରେ ଦୁର୍ଘଟଣାଗ୍ରସ୍ତ ହୋଇ ୧୬୦ ଲୋକଙ୍କ ମୃତ୍ୟୁ ଘଟିଥିଲା। ବିମାନଟି…

ଆଉ ଏକ ଦୁର୍ଘଟଣାରୁ ବର୍ତ୍ତିଲା ବିମାନ

ନୂଆଦିଲ୍ଲୀ, ୯।୮ ଝାଡ଼ଖଣ୍ଡର ରାଞ୍ଚତ୍ସ୍ଥିତ ବିର୍ସାମୁଣ୍ଡା ବିମାନବନ୍ଦରରୁ ଶନିବାର ସକାଳେ ଉଡ଼ାଣ ଆରମ୍ଭ କରିଥିବା ଏୟାରଏସିଆ ଇଣ୍ଡିଆର ଏକ ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି। ମୁମ୍ବାଇ ଯାଉଥିବା ଏହି ବିମାନରେ ଏକ ପକ୍ଷୀ ମାଡ଼ ହୋଇଥିଲା। କୋଝିକୋଡ ବିମାନ ଦୁର୍ଘଟଣାର ଦିନକ…

ବିମାନ ଦୁର୍ଘଟଣାର ସାକ୍ଷୀ ‘ବ୍ଲାକ ‌ବକ୍ସ’

ନୂଆଦିଲ୍ଲୀ, ୯।୮: ବର୍ଷା ବିତ୍ପାତ ମଧ୍ୟରେ ଗତ ଶୁକ୍ରବାର କେରଳ ଦେଖିଛି ବିମାନ ଦୁର୍ଘଟଣାର ଭୟାବହ ଦୃଶ୍ୟ। କୋଝିକୋଡ୍‌ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ଏକ ବିମାନ ଅବତରଣ କଲାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୮ଜଣ ଯାତ୍ରୀଙ୍କ ଜୀବନ…

ସଞ୍ଜୟ ଦତ୍ତ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୮।୮-ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶନିବାର ଲୀଳାବତି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଞ୍ଜୟଙ୍କ କରୋନା ଟେଷ୍ଟ ନେଗେଟିଭ ଆସିଥିବା ସୂଚନା ମିଳିଛି। ସଞ୍ଜୟଙ୍କ ସ୍ବାସ୍ଥ୍ୟଅବସ୍ଥା ସ୍ଥିର ଥିବା ନେଇ…

ଲାଲ ରଙ୍ଗର ଅତି ଦୁର୍ଲଭ ସାପ ଉଦ୍ଧାର

ଡେରାଡୁନ, ୮।୮: ଉତ୍ତରାଖଣ୍ଡର ନୈନିତାଲ ଜିଲାରୁ ଜଙ୍ଗଲ ବିଭାଗ ପକ୍ଷରୁ ଏକ ଅତି ଦୁର୍ଲଭ ଲାଲ ରଙ୍ଗର କୋରାଲ୍‌ କୁକ୍‌ରି ସାପ ଉଦ୍ଧାର କରାଯାଇଛି। ନୈନିତାଲର ବିନ୍ଦୁଖଟ୍ଟା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରେ ଏହି ସାପଟିକୁ ପଶିଯାଇଥିଲା। ଏହାପରେ ଜଙ୍ଗଲ ବିଭାଗ…

କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ କରୋନା

ନୂଆଦିଲ୍ଲୀ,୮।୮-କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ସେ ମୋଦି ସରକାରରେ କେନ୍ଦ୍ର ଜଳ ସମ୍ପଦ ରାଷ୍ଟ୍ର ମନ୍ତ୍ରୀ ଅଛନ୍ତି। ଏହାପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର…

ଦେଶରେ ୧୯୬ଜଣ ଡାକ୍ତରଙ୍କ ଜୀବନ ନେଲାଣି କରୋନା

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ଏପର୍ଯ୍ୟନ୍ତ ଭାରତରେ ୧୯୬ ଜଣ ଡାକ୍ତରଙ୍କ ଜୀବନ ନେଇସାରିଲାଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସାଧାରଣ ଚିକିତ୍ସକ। ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏସ୍‌) ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିପ୍ରତି ବିଶେଷ…

କେରଳ ବିମାନ ଦୁର୍ଘଟଣା: ମୃତକଙ୍କ ପରିଜନଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା

କୋଝିକୋଡ,୮।୮: କେରଳର କୋଝିକୋଡରେ ଶୁକ୍ରବାର ରାତିରେ ହୋଇଥିବା ବିମାନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୮ ଜଣଙ୍କ ମୃତ୍ୟୁ ହେଲାଣି। ଏଥିରେ ଆହତ ହୋଇଥିବା ଲୋକଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି। ଏହି ଦୁର୍ଘଟଣାରେ ୧୨ ବର୍ଷ ବୟସରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କ ମୃତ୍ୟୁ…

କରୋନା ମୃତକଙ୍କ ସତ୍କାର ପୂର୍ବରୁ ସ୍ବାସ୍ଥ୍ୟକର୍ମୀଙ୍କ ଅବସ୍ଥା ହେଲା ଏପରି: ଭିଡିଓ ଶେୟାର କଲେ ଆଇଏଏସ୍‌ ଅଫିସର

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧା ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ। ସେମାନେ ନିଜ ଜୀବନକୁ ବାଜି ଲଗାଇ ନିସ୍ବାର୍ଥପର ଭାବେ ଲୋକଙ୍କ ସେବା କରିଚାଲିଛନ୍ତି। ଏହି ଯୁଦ୍ଧରେ ଲଢ଼ି ଲଢ଼ି ଥକି ପଡ଼ୁଥିବା ସ୍ବାସ୍ଥ୍ୟକର୍ମୀଙ୍କର ଫଟୋ ଅନେକ ସମୟରେ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?