ଜାତୀୟ

ସାଧାରଣତନ୍ତ୍ର ଦିବସ ଅବସରରେ ନେପାଳକୁ ୩୦ ଆମ୍ବୁଲାନ୍ସ, ୬ ବସ୍‌ ଉପହାର ହେଲା ଭାରତ

ନୂଆଦିଲ୍ଲୀ,୨୬।୧: ସାରା ଭାରତରେ ରବିବାର ପାଳନ କରାଯାଉଛି ୭୧ ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ଭାରତ ନେପାଳକୁ ୩୦ଟି ଆମ୍ବୁଲାନ୍ସ ଓ ୬ଟି ବସ୍‌ ଉପହାର ଦେଇଛି। ଏହା ବିଭିନ୍ନ ହସ୍ପିଟାଲ , ଚାରିଟେବଲ ଅର୍ଗାନାଇଜେଶନ ଓ ଶିକ୍ଷାନୁଷ୍ଠାନକୁ...

ମା’ଙ୍କ ଅଙ୍ଗଦାନ କରିବାକୁ ନିଷ୍ପତ୍ତି ନେଲେ ୧୦ ବର୍ଷର ବାଳକ

ଭୋପାଳ,୨୬।୧: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଅଙ୍ଗଦାନକୁ ନେଇ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଜଣେ ବ୍ରେନ୍‌ ଡେଡ୍‌ ଥିବା ମହିଳାଙ୍କ ୧୦ ବର୍ଷର ପୁଅ ମା’ଙ୍କ ଅଙ୍ଗଦାନ କରିବାକୁ ନିଷ୍ପତ୍ତି...

ରାଜପଥରେ ଭାରତର ସାମରିକ ଶକ୍ତି ଓ ସାଂସ୍କୃତିକ ବିବିଧତା ଦେଖିଲା ସାରା ପୃଥିବୀ

ନୂଆଦିଲ୍ଲୀ,୨୬।୧: ଦିଲ୍ଲୀର ରାଜପଥରେ ୭୧ ସାଧାରଣତନ୍ତ୍ର ଦିବସ ମହା ଆଡ଼ମ୍ବରରେ ରବିବାର ପାଳିତ ହୋଇଛି। ଏହି ଅବସରରେ ଭାରତର ସାମରିକ ଶକ୍ତି ଏବଂ ସାଂସ୍କୃତିକ ବିବିଧତା ସାରା ପୃଥିବୀ ପ୍ରସାରିତ ହୋଇଛି। ବିଭିନ୍ନ ରାଜ୍ୟ ପକ୍ଷରୁ ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼...

ପୁଣିଥରେ ଜମ୍ମୁ-କଶ୍ମୀରରେ ବନ୍ଦ ହେଲା ୨ଜି ମୋବାଇଲ ନେଟଓ୍ବର୍କ ସେବା

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ରବିବାର ପାଳନ କରାଯାଉଛି ୭୧ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀଠାରୁ ପଲ୍ଲୀ ସବୁଠି ଉତ୍ସବ ମୁଖର। ଏହାକୁ ନେଇ ସାରା ଦେଶରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି। ବିଶେଷ କରି ରାଜଧାନୀ ଦିଲ୍ଲୀ ସମେତ ଜମ୍ମୁ-କଶ୍ମୀରରେ...

ଅସୁସ୍ଥ ‘ମିଶନ ମଙ୍ଗଲ’ର ନିର୍ଦ୍ଦେଶକ

ମୁମ୍ବାଇ,୨୬।୧: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ମିଶନ ମଙ୍ଗଲ’ର ନିର୍ଦ୍ଦେଶକ ଅସୁସ୍ଥ ଥିବା ସୂଚନା ମିଳିଛି। ନିର୍ଦ୍ଦେଶକ ଜଗନ ଶକ୍ତି ମୁମ୍ବାଇରେ ତାଙ୍କ ସାଙ୍ଗମାନଙ୍କ ସହ କଥା ହେଉଥିବା ସମୟରେ ହଠାତ୍‌ ପଡିଯାଇଥିଲେ। ଏହାପରେ ତାଙ୍କୁ ତୁରନ୍ତ...

ବାଲାଜୀଙ୍କ ସମେତ ଅନ୍ୟ ଦେବାଦେବୀଙ୍କ ନାଗରିକତ୍ୱ ପ୍ରମାଣ ଲୋଡିଲେ ପୂଜାରୀ

ହାଇଦ୍ରାବାଦ୍‌ ,୨୬।୧: ଦେଶରେ ସିଏଏ ବିରୋଧ ତଥା ସମର୍ଥନରେ ବିଭିନ୍ନ ପ୍ରଦର୍ଶନ ଜାରି ରହିଛି। ତେବେ ହାଇଦ୍ରାବାଦ୍‌ ଚିଲକୁର ବାଲାଜୀ ମନ୍ଦିରର ମୁଖ୍ୟ ପୂଜାରୀ ସି.ଏସ୍‌. ରଙ୍ଗରାଜନ ବାଲାଜୀଙ୍କ ସମେତ ଅନ୍ୟ ଦେବାଦେବୀଙ୍କ ନାଗରିକତ୍ୱ ପ୍ରମାଣ ସରକାରଙ୍କଠାରୁ ଲୋଡିଛନ୍ତି। ସେ...

ମାଇନସ୍‌ ୨୦ଡିଗ୍ରୀରେ ୧୭ ହଜାର ଫୁଟ ଉପରେ ତ୍ରିରଙ୍ଗା ଉଡାଇଲେ ଯବାନ

ଲେହ,୨୬।୧: ସାରା ଦେଶରେ ପାଳନ କରାଯାଉଛି ୭୧ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀ ରାଜପଥରେ ସାଧାରଣତନ୍ତ୍ର ଦିବସକୁ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ଭାରତୀୟ ସେନାର ଶକ୍ତି ପ୍ରଦର୍ଶିତ କରାଯାଉଛି। ଯାହା ଉପରେ ସାରା ବିଶ୍ୱର ନଜର ରହିଛି। ଏହି ଅବସରରେ...

ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ନ୍ୟାସନାଲ୍‌ ଓ୍ବାର ମେମୋରିଆଲରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶର ସୁରକ୍ଷାରେ କର୍ତ୍ତବ୍ୟ କରୁଥିବା ସମୟରେ ଶହୀଦ୍‌ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ଏହାର ନିର୍ମାଣ କରାଯାଇଛି। ସିଡିଏସ୍‌ଜେନେରାଲ ବିପିନ...

ଆସାମର ୨ ଜିଲାରେ ବୋମା ବିସ୍ଫୋରଣ

ଗୁଆହାଟୀ,୨୬।୧: ସାଧାରଣତନ୍ତ୍ର ଦିବସରେ ଆସାମର ୨ ଜିଲାରେ ୩ଟି ବୋମା ବିସ୍ଫୋରଣ ହୋଇଛି। ସ୍ଥାନୀୟ ଦିବ୍ରୁଗଡ଼ ଏବଂ ଚରାଇଦେବ ଜିଲାରେ ରବିବାର ସକାଳେ ବୋମା ବିସ୍ଫୋରଣ ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମେ ଦିବ୍ରୁଗଡ଼ ଜିଲାରେ ୨ଟି ବୋମା...

ଦିଲ୍ଲୀରେ କୋଠା ଭୁଶୁଡ଼ି ୫ ମୃତ

ନୂଆଦିଲ୍ଲୀ,୨୬ା୧: ଦିଲ୍ଲୀର ଭଜନପୁରା ଅଞ୍ଚଳରେ ଶନିବାର ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଛାତ୍ରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଛାତ୍ରମାନଙ୍କ ବୟସ ୧୦ରୁ ୧୫ ବର୍ଷ ମଧ୍ୟରେ। ସେମାନଙ୍କ ଶିକ୍ଷକ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି।...

ମଇଦାନରେ ୧୬୪ କୋଟିପତି

ନୂଆଦିଲ୍ଲୀ,୨୬ା୧: ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ । ମଇଦାନରେ ଅଛନ୍ତି ୧୬୪ କୋଟିପତି ପ୍ରାର୍ଥୀ। ୧୩ ପ୍ରାର୍ଥୀ ସେମାନଙ୍କ ସମ୍ପତ୍ତିର ମୂଲ୍ୟ ୫୦ କୋଟିରୁ ଊର୍ଦ୍ଧ୍ୱ ଦର୍ଶାଇଛନ୍ତି। ସବୁଠାରୁ ଅଧିକ ଧନୀ ଭାବେ ଏଏପିର ମୁଣ୍ଡ୍‌କା ପ୍ରାର୍ଥୀ ଧରମପାଲ...

ଭାରତ-ବ୍ରାଜିଲ ମଧ୍ୟରେ ୧୫ ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୨୬ା୧(ପି.ଟି.): ଭାରତ ଓ ବ୍ରାଜିଲ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଲାଗି ଶନିବାର ଦୁଇଦେଶ ମଧ୍ୟରେ ୧୫ଟି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ନୂଆଦିଲ୍ଲୀ ଗସ୍ତରେ ଆସିଥିବା ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri