ଜାତୀୟ

ପିଆଇଏଲ୍‌ ଶୁଣାଣି କରିବେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୮: ଚାଇନାର ଶାସକ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଚାଇନା (ସିପିସି) ସହ କଂଗ୍ରେସର ଚୁକ୍ତିକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଦ୍ୱାରା ତଦନ୍ତ କରାଯାଉ ବୋଲି ଏକ ଜନସ୍ବାର୍ଥ ମାମଲା(ପିଆଇଏଲ୍‌) ସୁପ୍ରିମକୋର୍ଟରେ ଦାଏର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହାର…

ପ୍ରଦୀପ ଜୋଷୀ ୟୁପିଏସ୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ, ୮।୮(ପି.ଟି.):ଦେଶରେ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ପରିଚାଳନା କରୁଥିବା ୟୁନିୟନ ପବ୍ଲିକ୍‌ ସର୍ଭିସ୍‌ କମିଶନ (ୟୁପିଏସ୍‌ସି)ର ନୂତନ ଅଧ୍ୟକ୍ଷ ଭାବେ ଶିକ୍ଷାବିତ୍‌ ପ୍ରଫେସର ପ୍ରଦୀପ କୁମାର ଜୋଷୀଙ୍କୁ ଶୁକ୍ରବାର ନିଯୁକ୍ତି ଦିଆଯାଇଛି। ସେ ଅରବିନ୍ଦ ସାକ୍ସେନାଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ।…

ଭୂସ୍ଖଳନରେ ୧୮ ମୃତ, ୬୭ ନିଖୋଜ

ଥିରୁଭାନନ୍ତପୁରମ୍‌, ୮।୮: କେରଳର ଇଡୁକ୍କି ଜିଲାରେ ଶୁକ୍ରବାର ସକାଳେ ପ୍ରବଳ ବର୍ଷାଜନିତ ଭୂସ୍ଖଳନ ଯୋଗୁ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ୧୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମୁନ୍ନାରସ୍ଥିତ ଟାଟା ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟ ୬୭ ଜଣ…

ପ୍ରଥମ ଥର ୧୦୦ ବିଲିୟନ ଡଲାର କ୍ଲବରେ ସାମିଲ ହେଲେ ଜୁକରବର୍ଗ

ନୂଆଦିଲ୍ଲୀ,୮।୮: ଫେସ୍‌ବୁକର ପ୍ରତିଷ୍ଠାତା ମାର୍କ ଜୁକରବର୍ଗ ପ୍ରଥମ ଥର ୧୦୦ ବିଲିୟନ ଡଲାର ସମ୍ପତ୍ତିର ବ୍ୟବସାୟୀଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଫେସ୍‌ବୁକର ଇଙ୍କ୍‌ ଶେୟାରର ବୃଦ୍ଧି ଯୋଗୁ ତାଙ୍କ ସମ୍ପତ୍ତି ମଧ୍ୟ ବୃଦ୍ଧି ପାଇଛି। ବ୍ଲୁମବର୍ଗ ବିଲେନିୟର୍ସ ଇଣ୍ଡେକ୍ସର ରିପୋର୍ଟ ଅନୁସାରେ,…

ବୟସ୍କ କଳାକାରଙ୍କ ପାଇଁ ଖୁସିଖବର

ମୁମ୍ବାଇ,୭।୮: ଦେଶରେ କରୋନା ଆତଙ୍କ ଜାରି ରହିଛି। କରୋନାକୁ ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଅଗଷ୍ଟ ୧ରୁ ଦେଶରେ ଅନ୍‌ଲକ୍‌-୩ ଜାରି ରହିଥିବା ବେଳେ କେତେକ କଟକଣାକୁ କୋହଳ କରାଯାଇଛି। କଟକଣା କୋହଳ…

କେରଳରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ଦୁର୍ଘଟଣାଗ୍ରସ୍ତ

ଥିରଭାନନ୍ତପୁରମ,୭।୮-କେରଳର କୋଝିକୋଡ ବିମାନ ବନ୍ଦରରେ ଶୁକ୍ରବାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁବାଇରୁ ୧୯୦ ଯାତ୍ରୀଙ୍କୁ ନେଇ କେରଳର କୋଝିକୋଡକୁ ଆସୁଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ଦୁର୍ଘଟଣାର ଶିକାର ହୋଇଛି। ସଂଧ୍ୟା ୭ଟା ୪୫ରେ ଏହି ଦୁର୍ଘଟଣା ଘଟିଥିବା ଏଏନଆଇ ପକ୍ଷରୁ…

ହିମାଳୟରେ ତରଳିବ ୮୫ ପ୍ରତିଶତ ବରଫ!

ଶ୍ରୀନଗର,୭।୮: ଜଳବାୟୁ ପରିବର୍ତ୍ତନ କାରଣରୁ ଏବେ ଜମ୍ମୁ-କଶ୍ମୀର ଓ ଲଦ୍ଦାଖରେ ଏହାର ପ୍ରଭାବ ଅନୁଭୁତ ହେବାକୁ ଯାଉଛି। ଏବେକାର ଜଳବାୟୁକୁ ଦେଖି ବିଶେଷଜ୍ଞମାନେ ଏହି ଅନୁମାନ ଲଗାଇଛନ୍ତି। ଯଦି ଏହା ଅପରିବର୍ତ୍ତିତ ରହିଲା ତେବେ ୨୧୦୦ ମସିହା ବେଳକୁ ଜମ୍ମୁ-କଶ୍ମୀର ଓ…

ପୁଣିଥରେ ପାକିସ୍ତାନର ମନେ ପଡିଲା ପୂର୍ବ ପ୍ରକୃତି

ଶ୍ରୀନଗର,୭।୮: ପାକିସ୍ତାନ ସେନା ଦ୍ୱାରା ଶୁକ୍ରବାର ଜମ୍ମୁ-କଶ୍ମୀରର ନୌଗାମ ଓ ତାଙ୍ଗଧାର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପାକିସ୍ତାନ ପଟରୁ ହୋଇଥିବା ଗୁଳି ବର୍ଷଣ ଓ ମୋର୍ଟାର ମାଡ ସମୟରେ ୬ ଜଣ ସାଧାରଣ ନାଗରିକ ଆହତ ହୋଇଥିବା ସୂଚନା ମିଳିଛି।…

ମୁମ୍ବାଇ ଗଲେ ରହିବାକୁ ପଡିବ ୧୪ ଦିନ ଆଇସୋଲେଶନରେ

ମୁମ୍ବାଇ,୭।୮: କରୋନା ଭାଇରସର ସଂକ୍ରଣକୁ ଦେଖି ବ୍ରିହାନମୁମ୍ବାଇ ମହାନଗର ନିଗମ ବଡ ନିଷ୍ପତ୍ତି ନେଇଛି। ଏଥର ଯେଉଁମାନେ ବାହାରୁ ମୁମ୍ବାଇ ଯାତ୍ରା କରିବେ ସେମାନଙ୍କ ପାଇଁ ହୋମ ଆଇସୋଲେଶନ ଓ କ୍ୱାରାଣ୍ଟାଇନ ନିୟମରେ ପରିବର୍ତ୍ତନ କରାଯାଇଛି। ମହାନଗର ନିଗମ ପକ୍ଷରୁ କୁହାଯାଇଛି…

ପଞ୍ଜାବ କଂଗ୍ରେସରେ କନ୍ଦଳ: ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇବାକୁ ଦାବି

ନୂଆଦିଲ୍ଲୀ,୭।୮: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ବିରୋଧରେ ରାଜ୍ୟସଭାର ୨ କଂଗ୍ରେସ ଏମ୍‌ପି ସ୍ବର ଉତ୍ତୋଳନ କରିଛନ୍ତି। ଏମାନେ ହେଲେ ପ୍ରତାପ ସିଂ ବାଜଓ୍ବା, ସମରେଶ ସିଂ ଡୁଲେ। ଶୁକ୍ରବାର ବାଜଓ୍ବା କହିଛନ୍ତି ଯଦି ରାଜ୍ୟରେ କଂଗ୍ରେସକୁ ବଞ୍ଚାଇ ରଖିବାର…

ମୁଲାୟମ ସିଂ ଯାଦବ ଅସୁସ୍ଥ

ଲକ୍ଷ୍ନୌ,୭।୮: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡି ଯାଇଛି। ତାଙ୍କୁ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ଗୁରୁବାର ରାତିରୁ ଭର୍ତ୍ତି କରାଯାଇଛି। ପାକସ୍ଥଳୀ ଜନିତ ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ…

ଦିଲ୍ଲୀ ସରକାରଙ୍କ ଇ-ଯାନ ପଲିସି: ମିଳିବ ୩୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି

ନୂଆଦିଲ୍ଲୀ,୭।୮: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣକୁ କମ୍‌ କରିବାକୁ ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ଇଲୋକ୍ଟ୍ରନିକ୍ସ ଯାନ ଉପରେ ଗୁରୁତ୍ୱ ଦେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଆସିଥିବା ପଲିସିକୁ ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଏରେ ରାଜଧାନୀବାସୀ ଇଲୋକ୍ଟ୍ରନିକ୍ସ ଯାନ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?