ଜାତୀୟ

ସାଧାରଣତନ୍ତ୍ର ଦିବସ: ଦିଲ୍ଲୀ ସୁରକ୍ଷା ଛାଉଣିରେ ପରିଣତ; ୨୨ ହଜାର ପୋଲିସ ମୁତୟନ

ନୂଆଦିଲ୍ଲୀ, ୨୫।୧: ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରର ଗଳିକନ୍ଦିରେ ସୁରକ୍ଷାକର୍ମୀଙ୍କୁ ସଜାଗ ରଖାଯାଇଛି। ସୁରକ୍ଷା କାର୍ଯ୍ୟରେ ୨୨ ହଜାର ପୋଲିସଙ୍କୁ ମୁତୟନ କରାଯାଇଛି। ଦିଲ୍ଲୀର ସ୍ଥଳ ଓ ଆକାଶ ସୁରକ୍ଷା ଛାଉଣୀରେ ପରିଣତ...

ଜମ୍ମୁ-କଶ୍ମୀରରେ କାର୍ଯ୍ୟକ୍ଷମ ହେଲା ୨ଜି ମୋବାଇଲ ଇଣ୍ଟରନେଟ ସେବା

ଶ୍ରୀନଗର,୨୫।୧: ଦୀର୍ଘ ୫ ମାସ ପରେ ଜମ୍ମୁ-କଶ୍ମୀରରେ ୨ଜି ମୋବାଇଲ ଇଣ୍ଟରନେଟ ସେବା କାର୍ଯ୍ୟକ୍ଷମ ହୋଇଛି। ଶନିବାରଠାରୁ କଶ୍ମୀର ଭ୍ୟାଲିରେ ଏହି ମୋବାଇଲ ସେବା କାର୍ଯ୍ୟକ୍ଷମ ହେବା ପରେ ଲୋକଙ୍କ ମଧ୍ୟରେ ଖୁସି ଦେଖାଦେଇଛି। ଜମ୍ମୁ-କଶ୍ମୀର ପ୍ରଶାସନର ଅନୁମତି ଅନୁଯାୟୀ,...

ବୁର୍ଖା ପିନ୍ଧି କଲେଜ ଆସିବା ଉପରେ କଟକଣା: ଉଲ୍ଲଂଘନ କଲେ ୨୫୦ ଟଙ୍କା ଜରିମାନା

ପାଟନା,୨୫।୧: ବିହାରରେ ଏକ ମହିଳା କଲେଜରେ ଛାତ୍ରୀଙ୍କ ବୁର୍ଖା ପିନ୍ଧି ଆସିବା ଉପରେ କଟକଣା ଲଗାଯାଇଛି। ଛାତ୍ରୀମାନେ ଶନିବାରକୁ ଛାଡ଼ି ଅନ୍ୟ ଦିନ କଲେଜର ଡ୍ରେସ୍‌ କୋଡ୍‌ରେ ଆସିବାକୁ ଏକ ନିର୍ଦ୍ଦେଶ ଜାରି ହୋଇଛି। ଏହାର ଉଲ୍ଲଂଘନ କଲେ ଛାତ୍ରୀଙ୍କୁ...

ବୃଦ୍ଧାଶ୍ରମରୁ ଉଦ୍ଧାର ହେଲେ ୭୩ ବରିଷ୍ଠ ନାଗରିକ

ହାଇଦ୍ରାବାଦ,୨୫।୧: ତେଲେଙ୍ଗାନା ହାଇଦ୍ରାବାଦର ନଗରାମ ଗାଁରେ ଥିବା ଏକ ବୃଦ୍ଧାଶ୍ରମରୁ ୭୩ ଜଣଙ୍କୁ ଉଦ୍ଧାର କରାଯାଇଛି। ଏମାନେ ସମସ୍ତେ ଗୋଟିଏ ଘରେ ବନ୍ଦଥିବା ସୂଚନା ମିଳିବା ପରେ ଏମାନଙ୍କୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ପ୍ରଶାସନ ବୃଦ୍ଧାଶ୍ରମର ପ୍ରଶାସନ ବିରୋଧରେ Maintenance&Welfare...

୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ କରିଛନ୍ତି। ସେ ସ୍ଥାନୀୟ ଉନାଠାରୁ ବଡ଼ସର ପର୍ଯ୍ୟନ୍ତ କୌଣସି ସ୍ଥାନରେ ନ ରହି...

ସମ୍ବିଧାନ ଛପା ହୋଇଥିବା ମେଶିନ୍‌ ଦେଢ଼ ଲକ୍ଷରେ ହେଲା ବିକ୍ରି

ଡେରାଡୁନ୍‌,୨୫।୧: ଦେଶର ସମ୍ବିଧାନ ଛପା ହୋଇଥିବା ୨ଟି ଲିଥୋଗ୍ରାଫ୍‌ ମେଶିନ୍‌କୁ ଦେଢ଼ ଲକ୍ଷ ଟଙ୍କାରେ ବିକ୍ରି କରାଯାଇଛି। ଏହି ମେଶିନ୍‌ ଦ୍ୱାରା ସମ୍ବିଧାନର ହଜାରେ କପି ଛପା ହୋଇଥିଲା। ସୋବ୍ରିନ୍‌ ଏବଂ ମୋନାର୍କ ମଡେଲ ନାମକ ଏହି ପ୍ରିଣ୍ଟିଂ ମେଶିନ୍‌କୁ...

ସିଏଏକୁ ସମର୍ଥନ କରିପାରେ ଶିବସେନା: ‘ସାମନା’ ଦେଲା ସଙ୍କେତ

ମୁମ୍ବାଇ,୨୫।୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ହୋଇଥିବା ବିବାଦ ସମସ୍ତଙ୍କୁ ଜଣା। କାହିଁକିନା ଭାଜପା ସହ ମତଭେଦ ହେବାରୁ ଶେଷରେ ଶିବସେନା କଂଗ୍ରେସ ଓ ଏନ୍‌ସିପି ସହ ମିଶି ମହାରାଷ୍ଟ୍ରରେ ସରକାର...

ନିଆଁ ଲିଭାଇବ ରୋବୋ: ଖର୍ଚ୍ଚ ହେବ କମ୍‌ ପାଣି

ଅହମ୍ମଦାବାଦ୍‌, ୨୫।୧: ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀଙ୍କୁ ନିୟୋଜିତ କରାଯାଇଥାଏ। ତେବେ ଅହମ୍ମଦାବାଦ୍‌ ଦମକଳ ବିଭାଗ ପକ୍ଷରୁ ଏବେ ଏହି କାର୍ଯ୍ୟରେ ରୋବୋକୁ ନିୟୋଜିତ କରାଯିବ। ଏଥିପାଇଁ ବିଭାଗ ପକ୍ଷରୁ ଏକ ରୋବୋ ସହିତ ଟ୍ୟାଙ୍କର ୟୁନିଟ୍‌ ମଧ୍ୟ...

କ୍ରିକେଟ ଖେଳିଲେ ଫଡନବିସ-ଗଡକରି

ମୁମ୍ବାଇ,୨୫।୧: କେନ୍ଦ୍ରମନ୍ତ୍ରୀ ନିତିନ ଗଡକରି ଓ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିସଙ୍କ କ୍ରିକେଟ ଖେଳ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ‘କସଦାର କ୍ରୀଡା ମହୋତ୍ସବ’ରେ ଏହି ୨ ନେତା ଶୁକ୍ରବାର...

ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ପୁଲଓ୍ବାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୧: ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାର ଗୋଟିଏ ଦିନ ପୂର୍ବରୁ ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ତ୍ରାଲ୍‌ଠାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ହାର୍ଡକୋର୍‌ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨...

ହିଂସାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ

ନୂଆଦିଲ୍ଲୀ,୨୫ା୧: ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରିବା ଆଳରେ ବିକ୍ଷୋଭ ସହ ହିଂସାକାଣ୍ଡ ଭିଆଉଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ୧୫୪ ବିଶିଷ୍ଟ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟରେ ଶୁକ୍ରବାର ଦାବି କରିଛନ୍ତି। ବିଭିନ୍ନ...

କପିଲ ମିଶ୍ରାଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୫ା୧: ଦିଲ୍ଲୀର ଭାଜପା ନେତା କପିଲ ମିଶ୍ରାଙ୍କ ସାମ୍ପ୍ରଦ।ୟିକ ଟୁଇଟ୍‌କୁ ନେଇ କଠୋର ହୋଇଛନ୍ତି ନିର୍ବାଚନ କମିଶନ(ଇସି)। ତାଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ଇସି ଶୁକ୍ରବାର ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆଦିଲ୍ଲୀର ଶାହିନବାଗରେ ନାଗରିକତ୍ୱ ସଂଶୋଧନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri