ଜାତୀୟ

କୃଷି କ୍ଷେତ୍ର ପାଇଁ ମିଳିବ ୮୬, ୬୦୦ କୋଟିର ଋଣ

ନୂଆଦିଲ୍ଲୀ, ୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଆତ୍ମନିର୍ଭର ଭାରତର ଅଧିନରେ ଘୋଷଣା ହୋଇଥିବା ଆର୍ଥିକ ପ୍ୟାକେଜରେ ଚାଷୀ ଓ ଶ୍ରମିକଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ବିଗତ ଦୁଇ ମାସ ମଧ୍ୟରେ…

୧୦ ଲକ୍ଷ ପ୍ରବାସୀ ଘରକୁ ଗଲେଣି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ, ୧୪।୫: ବର୍ତ୍ତମାନ ପର୍ଯ୍ୟନ୍ତ ୧୦ ଲକ୍ଷ ପ୍ରବାସୀ ଟ୍ରେନ୍‌ ଯୋଗେ ନିଜ ନିଜ ଘରକୁ ଫେରିଛନ୍ତି। ଏଯାବତ୍‌ ରେଲଓ୍ବେ ୮୦୬ଟି ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇଲାଣି। ୟୁପିକୁ ସର୍ବାଧିକ ୩୮୭ଟି ଶ୍ରମିକ ସ୍ପେଶାଲ ଟ୍ରେନ ଯାଇଥିବା ବେଳେ ବିହାରକୁ ୨୦୪…

ପ୍ରବାସୀ ଶ୍ରମିକଙ୍କୁ ମିଳିବ ୨ ମାସ ମାଗଣା ଖାଦ୍ୟ, ଭଡ଼ା ଘର ଯୋଜନା

ନୂଆଦିଲ୍ଲୀ, ୧୪।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଦେଶର ପ୍ରବାସୀ ଶ୍ରମିକ, ରାସ୍ତାକଡ଼ ଦୋକାନୀ, କ୍ଷୁଦ୍ର ବ୍ୟବସାୟୀ, ଛୋଟ କୃଷକମାନଙ୍କ ପାଇଁ ବିଭିନ୍ନ ସହାୟତା ଯୋଜନା ଘୋଷଣା କରିଛନ୍ତି। ପ୍ରାୟ ୮ କୋଟି ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ସୁରକ୍ଷା…

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜରେ ଲାଭବାନ ହେବେ ଚାଷୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା ପରେ ଏହାଦ୍ୱାରା ଚାଷୀମାନେ ଲାଭବାନ ହେବେ ବୋଲି ଜଣାପଡିଛି। ନାବାର୍ଡ ସାହାଯ୍ୟରେ ଚାଷୀଙ୍କୁ ୩୦,୦୦୦ କୋଟିର ଅତିରିକ୍ତ ସହାୟତା ପ୍ରଦାନ କରାଯାଉଛି ବୋଲି ଅର୍ଥମନ୍ତ୍ରୀ ଘୋଷଣା…

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ୨୦ ଲକ୍ଷ କୋଟି ଟଙ୍କାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି।…

ଲକ୍‌ଡାଉନ ୪.୦: ନିୟମରେ କୋହଳ ପାଇଁ ଜନତାଙ୍କ ମତ ଲୋଡିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୪।୫: କରୋନା ଯୁଦ୍ଧରେ ଲଢିବା ପାଇଁ ଲକ୍‌ଡାଉନ ୪.୦ ଲାଗୁ ହେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି କହିଲେ ଚଳେ। ହେଲେ ଏହି ସମୟରେ ନିୟମରେ କେତେ କୋହଳ କରାଯିବ ତାକୁ ନେଇ ଚାଲିଛି ଚର୍ଚ୍ଚା। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ଲକ୍‌ଡାଉନ ୪.୦ ପରେ ‘ଓ୍ବାର୍କ ଫ୍ରମ ହୋମ’ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାରଙ୍କ ୭୦ରୁ ଊର୍ଦ୍ଧ୍ୱ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୪।୫: କରୋନା ଭାଇରସର ସଂକ୍ରମଣ ବହୁ ଦିନ ପର୍ଯ୍ୟନ୍ତ ରହିବ ବୋଲି କୁହାଯାଉଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ପକ୍ଷରୁ ମଧ୍ୟ ଏହି ସୂଚନା ଦିଆଯାଇଛି। ଡବ୍ଲୁଏଚ୍‌ଓ ଆହୁରି ମଧ୍ୟ କହିଛି କରୋନା କେବେବି ବିଶ୍ୱରୁ ମୂଳପୋଛ ନ ହୋଇପାରେ। ଏହାସହ ଗୋଟିଏ…

ସ୍ପେଶାଲ୍‌ ଟ୍ରେନ୍‌ରେ ୨ ଲକ୍ଷରୁ ଅଧିକ ଯାତ୍ରୀ କଲେ ଟିକଟ ବୁକିଂ: ୪୫ କୋଟି ୩୦ ଲକ୍ଷ ଭଡ଼ା ଆଦାୟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ଗ୍ରହଣ…

ବର୍ଷକ ପାଇଁ ଦରମାର ୩୦ ପ୍ରତିଶତ ଛାଡ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣର ମୁକାବିଲା କରିବାକୁ ଗତ ମାର୍ଚ୍ଚ ମାସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପିଏମ୍‌ କେୟାର୍ସ ଫଣ୍ଡକୁ ତାଙ୍କର ଗୋଟିଏ ମାସର ଦରମା ଦାନ କରିଥିଲେ। ଏବେ ସେ ଗୋଟିଏ ବର୍ଷ ପାଇଁ ନିଜ ଦରମାର ୩୦ ପ୍ରତିଶତ…

ମେ ଶେଷ ସୁଦ୍ଧା ମନରେଗାରେ ୫୦ ଲକ୍ଷ ପାଇବେ ନିଯୁକ୍ତି: ଯୋଗୀ

ଲକ୍ଷ୍ନୌ,୧୪।୫: ମେ ଶେଷ ସୁଦ୍ଧା ଉତ୍ତରପ୍ରଦେଶରେ ୫୦ ଲକ୍ଷ ଲୋକଙ୍କୁ ମନରେଗା ଅନ୍ତର୍ଗତ ନିଯୁକ୍ତି ପ୍ରଦାନ କରାଯିବ। ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପାଇଁ ସରକାର ଉଦ୍ୟମ କରୁଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର କହିଛନ୍ତି। ଏହି ଯୋଜନାରେ ବୁଧବାର ୨୫ ଲକ୍ଷ…

ଆୟୁର୍ବେଦ ମାଧ୍ୟମରେ ହେବ କରୋନାର ଚିକିତ୍ସା !

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଦିନକୁ ଦିନ ଏହା କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮ ହଜାର ଅତିକମ୍ର କରିଥିବା ବେଳେ ଏହାର ସଠିକ୍‌ ଚିକିତ୍ସା…

ମେ ୩୧ ପୂର୍ବରୁ ଦିନକୁ ହେବ ଲକ୍ଷେ କରୋନା ଟେଷ୍ଟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଭାରତରେ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା ଜାରି ରହିଛି। ଆସନ୍ତା ମେ ୩୧ ପୂର୍ବରୁ ଦିନକୁ ଲକ୍ଷେ କରୋନା ଟେଷ୍ଟ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ସୂଚନା ଦେଇଛନ୍ତି। ଦେଶରେ ଗୁରୁବାର କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri