ଜାତୀୟ

ସିଏଏକୁ ବିରୋଧ କରି କବର ସ୍ଥାନରେ କଲେ ପ୍ରାର୍ଥନା

ପ୍ରୟାଗରାଜ,୨୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଉତ୍ତର ପ୍ରଦେଶର କଂଗ୍ରେସ ନେତା ଭିନ୍ନ ଢଙ୍ଗରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ନେତା ହସିବ ଅହମ୍ମଦ ବିରୋଧ ପ୍ରଦର୍ଶନ କରିବାକୁ କବରସ୍ଥାନ ଯାଇଥିଲେ। ସେଠାରେ ସେ ତାଙ୍କ...

ବିବାହ ପାଇଁ ଘୋଡ଼ା ଚଢି ବରଘରେ ପହଞ୍ଚିଲେ ଦୁଇ ଭଉଣୀ

ଖଣ୍ଡଓ୍ବା,୨୪।୧: ରାଜସ୍ଥାନର ଖଣ୍ଡଓ୍ବାରେ ବିବାହକୁ ନେଇ ଦେଖିବାକୁ ମିଳିଛି ଏକ ଭିନ୍ନ ପରମ୍ପରା। ବିବାହ ପାଇଁ ଯାଉଥିବା ସମୟରେ ଘୋଡ଼ା ସହ ବରଯାତ୍ରୀ ଓ ବାଜାବାଣ ସବୁ ଥିଲା ହେଲେ ଘୋଡ଼ା ଉପରେ ବର ବଦଳରେ ଦେଖିବାକୁ ମିଳିଥିଲା ଦୁଇ...

ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ଖାରଜ କଲେ ମାଡ୍ରାସ ହାଇକୋର୍ଟ

ଚେନ୍ନାଇ,୨୪।୧: ଅଭିନେତାରୁ ରାଜନେତା ପାଲଟିଥିବା ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ନେଇ ଶୁକ୍ରବାର ମାଡ୍ରାସ ହାଇକୋର୍ଟ ଶୁଣାଣି କରି ଉକ୍ତ ମାମଲାକୁ ଖାରଜ କରି ଦେଇଛନ୍ତି। ପେରିୟରଙ୍କୁ ନେଇ ସୁପରଷ୍ଟାର ରଜନୀକାନ୍ତ ବିବାଦୀୟ ବୟାନ ଦେଇଥିବା ଅଭିଯୋଗ କରି ହାଇକୋର୍ଟରେ...

ହାଇକୋର୍ଟ ପକ୍ଷରୁ ଜେଏନ୍‌ୟୁ ଛାତ୍ରଙ୍କୁ ମିଳିଲା ଆଶ୍ୱସନା

ନୂଆଦିଲ୍ଲୀ,୨୪।୧: ହଷ୍ଟେଲ ଫି ବୃଦ୍ଧି ପ୍ରତିବାଦରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଛାତ୍ରଙ୍କୁ ମିଳିଛି ଆଶ୍ୱସନା। ଶୁକ୍ରବାର ଏହି ଆବେଦନର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେଉଁ ୧୦ ପ୍ରତିଶତ ଛାତ୍ର ରେଜିଷ୍ଟ୍ରେଶନ କରି ନାହାନ୍ତି...

ପୁଣି କୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୨୪।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀମାନେ ପୁଣି କୋର୍ଟ ପହଞ୍ଚିଛନ୍ତି। ଏମାନଙ୍କ ପାଇଁ ଲଢୁଥିବା ଓକିଲ ଏପି ସିଂ ଶୁକ୍ରବାର ପୁଣିଥରେ ପଟିଆଲା ହାଉସ କୋର୍ଟ ପହଞ୍ଚିଥିବା ଜଣାପଡିଛି। ଏଥର ସେ ତିହାର ଜେଲ ପ୍ରଶାସନ ଉପରେ ଅଭିଯୋଗ ଆଣି...

ଝିଣ୍ଟିକା ବୋଝେଇ ଟୋକେଇ ଧରି ବିଧାନସଭା ପହଞ୍ଚିଲେ ଭାଜପା ବିଧାୟକ

ଜୟପୁର,୨୪।୧: ରାଜସ୍ଥାନ ବିଧାନସଭାରେ ଶୁକ୍ରବାର ଏକ ଆଶ୍ଚର୍ଯ୍ୟକଲା ଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ବିହାରୀ ଲାଲ ନୋଖା ଶୁକ୍ରବାର ଏକ ଝିଣ୍ଟିକା ବେଝେଇ ଟୋକେଇ ଧରି ବିଧାନସଭା ଭିତରେ ପ୍ରବେଶ କରିଛନ୍ତି। ଏହାକୁ ଦେଖିବା...

ସିଏଏକୁ ସମର୍ଥନ କରୁଥିବା ହିନ୍ଦୁ ପରିବାରକୁ ପାଣି ବନ୍ଦ ଘଟଣା: ଟୁଇଟ କରିଥିବା ଏମ୍‌ପିଙ୍କ ନାଁରେ ମାମଲା ରୁଜୁ

ମଲ୍ଲାପୁରମ୍‌,୨୪।୧: କର୍ନାଟକର ଜଣେ ଭାଜପା ଏମ୍‌ପି ଶୋଭା କରାଣ୍ଡଲାଜେ କେରଳର ମଲ୍ଲାପୁରମ୍‌ରେ ନାଗରିକତ୍ୱ ସଂଶୋଧିତ ଆଇନ(ସିଏଏ)କୁ ସମର୍ଥନ କରୁଥିବା ହିନ୍ଦୁମାନଙ୍କୁ ପିଇବା ପାଣି ଯୋଗାଣ ବନ୍ଦ କରାଯାଉଛି ବୋଲି ଏକ ଟୁଇଟ୍‌ କରିଥିଲେ। ଧର୍ମ ଏବଂ ଜାତି ଆଧାରରେ ସାମ୍ପ୍ରଦାୟିକ...

ସାପକୁ ଭୟ ନ କରି ୩ କୁକୁର ଛୁଆଙ୍କୁ କୂଅରୁ ଉଦ୍ଧାର କଲେ ପୋଲିସ କର୍ମଚାରୀ

ଲକ୍ଷ୍ନୌ,୨୪।୧: ଉତ୍ତର ପ୍ରଦେଶର ଆମରୋହାରେ ୩ଟି କୁକୁର ଛୁଆଙ୍କୁ କୂଅରୁ ଉଦ୍ଧାର କରିଛି ପୋଲିସ। ଏବେ ସୋସିଆଲ ମିଡିଆରେ ୟୁପି ପୋଲିସର ଏଭଳି କାର୍ଯ୍ୟକୁ ପ୍ରଶଂସା କରାଯାଇଛି। ଆମରୋହାରେ ଏକ କୂଅରେ ୩ଟି କୁକୁର ଛୁଆ ପଡିଯିବାରୁ ସ୍ଥାନୀୟ ଲୋକେ...

ବାଲ୍‌ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି: କହିଲେ, ତୁମମାନଙ୍କଠାରୁ ମୋତେ ପ୍ରେରଣା ମିଳୁଛି

ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪୯ଜଣଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ପ୍ରଦାନ କରିଛନ୍ତି। ଚଳିତବର୍ଷ ପୁରସ୍କାର ବିଜେତାଙ୍କୁ ଶୁକ୍ରବାର ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ହଷ୍ଟେଲରେ ଲାଗିଲା ନିଆଁ: ଜିଅନ୍ତା ଜଳିଗଲେ ଏମ୍‌ବିବିଏସ୍‌ ଛାତ୍ରୀ

ବରେଲି, ୨୪।୧: ଉତ୍ତର ପ୍ରଦେଶର ବରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ଏକ ମେଡିକାଲ କଲେଜ ହଷ୍ଟେଲରେ ନିଆଁ ଲାଗିଯିବା ଫଲରେ ଜଣେ ଏମବିବିଏସ୍‌ ଛାତ୍ରୀ ଜୀଅନ୍ତା ଜଳିଯାଇଛନ୍ତି। ମୃତ ଛାତ୍ରୀ ଜଣଙ୍କ ହେଲେ ସୁକୀର୍ତ୍ତି ଶର୍ମା।...

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୪।୨: ଜମ୍ମୁ-କଶ୍ମୀରର ପୁଲଓ୍ବାମା ନିକଟବର୍ତ୍ତୀ ଜୈନଟ୍ରାଗ୍‌ରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜୈଶ-ଇ-ମହମ୍ମଦର ଜଣେ ସଦସ୍ୟ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଜଣକ ହେଲେ ଅବୁ ସୈଫୁଲା। ଏଥିରେ କେତେକ ଯବାନ ମଧ୍ୟ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ,...

ଏଏପି ଅଫିସରେ ଏମ୍‌ବିଏ ଚାଏ ଓ୍ବାଲା, ମିଳୁଛି ୪ ପ୍ରକାରର ଚା’

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇପଡିଛି। ଏଏପି, କଂଗ୍ରେସ ଏବଂ ଭାଜପା କ୍ଷମତା ପାଇଁ ଜୋରଦାର ଉଦ୍ୟମ ଚଳାଇଛନ୍ତିି। ଏସବୁ ଭିତରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ‘କାମ୍‌ କି ଚାଏ’ ଏବଂ ‘ଏକ ଚାଏ ଦିଲ୍ଲୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri