ମହାରାଷ୍ଟ୍ରରେ ୧,୦୦୦ରୁ ଅଧିକ ପୋଲିସ କରୋନା ପଜିଟିଭ୍: ୮ ମୃତ
ମୁମ୍ବାଇ,୧୪।୫: ମହାରାଷ୍ଟ୍ର ପୋଲିସ ବିଭାଗରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। କରୋନା ଲଢ଼େଇରେ ଆଗଧାଡ଼ିରେ ଥିବା କରୋନା ଯୋଦ୍ଧାଙ୍କ ସଂକ୍ରମଣ ଯୋଗୁ ରାଜ୍ୟ ସରକାର ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟର ୧,୦୦୧ ପୋଲିସଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛିି। ସେମାନଙ୍କ ମଧ୍ୟରୁ ଇତିମଧ୍ୟରେ…
ହ୍ୟାକ ହେଲା ‘ଆରୋଗ୍ୟ ସେତୁ’
ବେଙ୍ଗାଲୁରୁ,୧୪।୫: କୋଭିଡ-୧୯ର ମୁକାବିଲା କରିବାକୁ ଭାରତ ସରକାରଙ୍କ ଦ୍ୱାରା ଆସିଥିବା ଆରୋଗ୍ୟ ସେତୁ ଆପ୍ ଏବେ ହ୍ୟାକ୍ ହୋଇଥିବା ସୂଚନା ମିଳିଛି। ବେଙ୍ଗାଲୁରୁର ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର ଏହାକୁ ହ୍ୟାକ୍ କରିଛନ୍ତି। ଏବେ ଭାରତରେ ଏହାକୁ ବ୍ୟବହାର କରିବାକୁ ବାଧ୍ୟତାମୂଳକ କରାଯାଇଥିବା…
ଲକ୍ଡାଉନ୍ ଯୋଗୁ ବଢୁଛି ଅବସାଦ: ସୃଷ୍ଟି ହେଉଛି ଆତ୍ମହତ୍ୟା ପ୍ରବୃତ୍ତି
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ପୃଥିବୀର ବହୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଲୋକେ ବହୁ ଦିନ ଧରି ଘରେ ବନ୍ଦ ରହିଛନ୍ତି। ତେବେ ଏହାର ନକାରାତ୍ମକ ପ୍ରଭାବ ଧୀରେଧୀରେ ଲୋକଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ଆଗାମୀ…
ଅପରାହ୍ନରେ ଅର୍ଥମନ୍ତ୍ରୀ କରିବେ ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା
ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ସେ ଏହି ଘୋଷଣା…
କେଉଁଠି ରଖିବେ କରୋନା ସଂକ୍ରମିତ ବ୍ୟକ୍ତି ବ୍ୟବହାର କରିଥିବା ବାସନ, ଲୁଗାପଟା
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୂରେଇବା ପାଇଁ ହେଲେ ମୁଖ୍ୟତଃ ସଫା ସୁତୁରା ରହିବା ସହ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦେବାକୁ କୁହାଯାଉଛି। ଏବେ କରୋନା ସଂକ୍ରମିତ ରୋଗୀଙ୍କର ଚିକିତ୍ସା ହସ୍ପିଟାଲରେ କରାଯାଉଥିବା…
କରୋନା ସଂକ୍ରମଣ: ପୃଥିବୀର ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ହୋଇଥିବା ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨ରେ ରହିଛି। ଇତିମଧ୍ୟରେ ପୃଥିବୀରେ କରୋନା ସଂକ୍ରମିତଙ୍କ…
ଲକ୍ଡାଉନ୍ ଯୋଗୁ ୨୧ ରାଜ୍ୟର ୯୭,୧୦୦ କୋଟି କ୍ଷତି: ଗୁଜରାଟର ସର୍ବାଧିକ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ହୋଇଛି। ଏହାଯୋଗୁ ଏପ୍ରିଲ୍ ମାସରେ ୨୧ଟି ରାଜ୍ୟର ମୋଟ ୯୭,୧୦୦ କୋଟି ଟଙ୍କା କ୍ଷତି ହୋଇଛି। ଏନେଇ ଇଣ୍ଡିଆ ରେଟିଙ୍ଗ୍ସ୍…
ଜୁନ୍ ୩୦ ପର୍ଯ୍ୟନ୍ତ ବୁକ୍ କରାଯାଇଥିବା ସମସ୍ତ ଟିକେଟକୁ ବାତିଲ କଲା ଭାରତୀୟ ରେଲଓ୍ବେ
ନୂଆଦିଲ୍ଲୀ,୧୪।୫: ଜୁନ୍ ୩୦ ଅବା ଏହା ପୂର୍ବରୁ ଯେଉଁ ଯାତ୍ରୀମାନେ ଟ୍ରେନ୍ ଟିକେଟ ବୁକ୍ କରିଥିଲେ ସେମାନଙ୍କୁ ଲାଗିଛି ଝଟ୍କା। କାରଣ ଭାରତୀୟ ରେଲଓ୍ବେ ଜୁନ ୩୦ ପର୍ଯ୍ୟନ୍ତ ବୁକ୍ କରାଯାଇଥିବା ସମସ୍ତ ରିଜର୍ଭ ଟିକେଟକୁ ବାତିଲ କରିଦେବାକୁ ନିଷ୍ପତ୍ତି ନେଇଛି।…
ରାଜଧାନୀର ରୋହିଣୀ ଜେଲରେ ପହଞ୍ଚିଲା କରୋନା
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ଦ୍ରୁତ ଗତିରେ ବଢିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଥିବା ରୋହିଣୀ ଜେଲର ଜଣେ କଏଦୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଉକ୍ତ କଏଦୀଙ୍କର ଆନ୍ତ୍ରିକ ସମସ୍ୟା ଥିବାରୁ ତାଙ୍କୁ ମେ’ ୧୦ରେ ଡିଡିୟୁ ହସ୍ପିଟାଲରେ ଭର୍ତ୍ତି…
କରୋନା ରିପୋର୍ଟକୁ ଅପେକ୍ଷା: ହସ୍ପିଟାଲରେ ଏପ୍ରିଲ୍ ୨୬ଠାରୁ ପଡ଼ି ରହିଛି ମୃତଦେହ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ଏବେ ଯେକୌଣସି କାରଣରୁ ମୃତ୍ୟୁ ଘଟିଲେ ମଧ୍ୟ ହସ୍ପିଟାଲ ପକ୍ଷରୁ କରୋନା ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଉଛି। କରୋନା ସଂକ୍ରମଣ ହୋଇଛି କି ନାହିଁ ତାହା ଜଣାପଡ଼ିଲା…
ଖାଇବା କମାଇଦେଲେଣି ଗ୍ରାମାଞ୍ଚଳର ୫୦% ପରିବାର
ନୂଆଦିଲ୍ଲୀ,୧୪ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍ଡାଉନ ଯୋଗୁ ଗ୍ରାମାଞ୍ଚଳ ଜନସାଧାରଣ ଖାଇବା କମାଇଦେଇଥିବା ଏକ ସର୍ଭେରୁ ଜଣାପଡ଼ିଛି। ଲକ୍ଡାଉନ ସମୟରେ ୧୨ଟି ରାଜ୍ୟରୁ ୫୦୦୦ରୁ ଊର୍ଦ୍ଧ୍ୱ ଗ୍ରାମୀଣ ପରିବାର ଉପରେ ଏକ ସର୍ଭେ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଅଧା ପରିବାର ଲକ୍ଡାଉନ…
ଆରୋଗ୍ୟ ସେତୁ: ଇଚ୍ଛାଧୀନରୁ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କଠାରୁ ଲୋକଙ୍କୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ଗତ ଏପ୍ରିଲ୍ ୨ତାରିଖରେ କେନ୍ଦ୍ର ସରକାର ଆରୋଗ୍ୟ ସେତୁ ଆପ୍ ଆରମ୍ଭ କରିଥିଲେ। ଇଲେକ୍ଟ୍ରୋନିକ୍ସ ଆଣ୍ଡ ଇନ୍ଫରମେଶନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାଶନାଲ ଇନ୍ଫରମେଟିକ୍ସ ସେଣ୍ଟର(ଏନ୍ଆଇସି) ଏହାକୁ ବିକଶିତ କରିଛି।…
Archives


