ଜାତୀୟ

ବଜରଙ୍ଗ ଦଳର ନେତାଙ୍କୁ ହତ୍ୟା

ପାଟନା,୨୪।୧: ବିହାରର ବୈଶାଳୀସ୍ଥିତ ହାଜିପୁରରେ ଜଣେ ବଜରଙ୍ଗ ଦଳର ନେତାଙ୍କୁ ହତ୍ୟା କରାଯାଇଛି। ହାଜିପୁର ଏସଡିପିଓ ରାଘବ ଦୟାଲଙ୍କ ମୁତାବକ, ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ୩୬ ବର୍ଷୀୟ ନୀରଜ କୁମାରଙ୍କ ମୃତଦେହ ଏକ କୂଅରୁ ଉଦ୍ଧାର କରାଯାଇଛି। ନୀରଜ ଶରୀରରେ...

ରାଜନୀତିରେ ରାଜ୍‌ ଠାକ୍‌ରେଙ୍କ ପୁଅ

ମୁମ୍ବାଇ,୨୪ା୧: ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ୍‌ ଠାକ୍‌ରେ ଗୁୁରୁବାର ଦଳର ନୂଆ ପତାକା ଅନାବରଣ କରିଛନ୍ତି। ଏହାସହ ତାଙ୍କ ପୁଅ ଅମିତ ଠାକ୍‌ରେ(୨୭) ରାଜନୀତିିରେ ପାଦ ଥାପିଛନ୍ତି। ଗୋରେଗାଓଁରେ ଶିବସେନା ପ୍ରତିଷ୍ଠାତା ବାଲାସାହେବ୍‌ ଠାକ୍‌ରେଙ୍କ ୯୪ତମ ଜନ୍ମବାର୍ଷିକୀରେ ଏମ୍‌ଏନ୍‌ଏସ୍‌ର...

ଆତ୍ମସମର୍ପଣ କଲେ ୬୪୪ ଉଗ୍ରପନ୍ଥୀ

ଗୁଆହାଟୀ,୨୪ା୧(ଆଇଏଏନ୍‌ଏସ୍‌):ଆସାମରେ ୮ଟି ବେଆଇନ ସଂଗଠନର ୬୪୪ ଜଣ ଉଗ୍ରପନ୍ଥୀ ଗୁରୁବାର ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି। ଉଲ୍‌ଫା (ସ୍ବାଧୀନ), ଏନ୍‌ଡିଏଫ୍‌ବି, ଆର୍‌ଏନ୍‌ଏଲ୍‌ଏଫ୍‌, କେଏଲ୍‌ଓ, ସିପିଆଇ (ମାଓବାଦୀ), ଏନ୍‌ଏସ୍‌ଏଲ୍‌ଏ, ଏଡିଏଫ୍‌ ଏବଂ ଏନ୍‌ଏଲ୍‌ଏଫ୍‌ବିରୁ ଏତେସଂଖ୍ୟାରେ ଉଗ୍ରପନ୍ଥୀ ଆତ୍ମସମର୍ପଣ କରିବା...

ଭଲ ବ୍ୟବହାର ପାଇଁ କୋହଳ ହେବନି ଫାଶୀଦଣ୍ଡାଦେଶ

ନୂଆଦିଲ୍ଲୀ,୨୪ା୧(ପି.ଟି.):ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀ ଯଦି ଦୋଷୀସାବ୍ୟସ୍ତ ହେବା ପରେ ଜେଲ୍‌ରେ ଭଲ ବ୍ୟବହାର ଦେଖାନ୍ତି, ତେବେ ସେମାନଙ୍କୁ ଦଣ୍ଡରୁ ମୁକ୍ତି ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଏପରି ହେଲେ ମୃତ୍ୟୁଦଣ୍ଡାଦେଶ ପାଇଥିବା କୌଣସି ଅପରାଧୀଙ୍କୁ ଫାଶୀ ଦିଆଯାଇପାରିବ...

ବେଜୋସ୍‌ଙ୍କ ଫୋନ୍‌ ହ୍ୟାକ୍‌ କରିଥିଲେ ଏମ୍‌ବିଏସ୍‌

ଡାଭୋସ୍‌,୨୪ା୧:୨୦୧୮ ଅକ୍ଟୋବରରେ ତୁର୍କୀସ୍ଥିତ ଇସ୍ତାନବୁଲ ଦୂତାବାସରେ ‘ଓ୍ବାଶିଂଟନ ପୋଷ୍ଟ’ ଖବରଦାତା ଜମାଲ କାଶୋଗୀଙ୍କୁ ହତ୍ୟା କରାଯାଇଥିଲା। ଏଥିରେ ସୌଦି କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲ୍‌ମାନଙ୍କ ହାତ ଥିବା ଅଭିଯୋଗ ହୋଇଥିଲା। ଏହା ପରଠୁ ବିଦେଶୀ ପୁଞ୍ଜିନିବେଶ ବଢ଼ାଇ ସୌଦି...

ଯୋଗୀ ୧ ନମ୍ବର ମୁଖ୍ୟମନ୍ତ୍ରୀ, ଚତୁର୍ଥରେ ନବୀନ

ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଅଭିହିତ କରାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା...

ଶେଷ ଇଚ୍ଛା ଜଣାଉନାହାନ୍ତି ନିର୍ଭୟା ବଳାତ୍କାରୀ

ନୂଆଦିଲ୍ଲୀ,୨୪ା୧:ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅପରାଧୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦିଆଯିବାକୁ ଥିବାବେଳେ ଏହାର ୯ ଦିନ ପୂର୍ବରୁ ତିହାର ଜେଲ୍‌ କର୍ତ୍ତୃପକ୍ଷ ସେମାନଙ୍କର ଶେଷ ଇଚ୍ଛା ପଚାରିଥିଲେ। ସେମାନେ ପରିବାର ସଦସ୍ୟଙ୍କୁ ଭେଟିବାକୁ ଚାହାନ୍ତି କିମ୍ବା...

ଓଡ଼ିଆ ଅଫିସର ସି.ପି. ମହାନ୍ତି ଦକ୍ଷିଣାଞ୍ଚଳ ସେନା କମାଣ୍ଡର

ନୂଆଦିଲ୍ଲୀ,୨୪ା୧(ପି.ଟି.):ଓଡ଼ିଆ ଅଫିସର ଲ୍ୟୁଟ୍‌ନାଣ୍ଟ ଜେନେରାଲ ସି.ପି. ମହାନ୍ତିଙ୍କୁ ଦକ୍ଷିଣାଞ୍ଚଳ ସେନା କମାଣ୍ଡର ଭାବେ ନିଯୁକ୍ତି ମିଳିଛି। ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ସେ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଏସ୍‌.କେ. ସାଇନିଙ୍କ ସ୍ଥାନରେ...

ଏଏପିର ୫ ବିଦ୍ରୋହୀ ପ୍ରାର୍ଥୀ କେଜ୍‌ରିଓ୍ବାଲଙ୍କ ମୁଖ୍ୟ ସମସ୍ୟା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ଦଳ ମଧ୍ୟରେ ପ୍ରଚାର ପ୍ରତିଦ୍ୱନ୍ଦ୍ୱିତା ଆରମ୍ଭ ହୋଇଛି। ଆମ୍‌ ଆଦ୍‌ମୀ ପାର୍ଟି ଚଳିତ ଥର ୧୫ ଜଣ ବିଧାୟକଙ୍କୁ ଟିକଟ ଦେବାକୁ ମନା କରିଥିଲା। ସେଥିମଧ୍ୟରୁ ୫ ବିଧାୟକ ବିଦ୍ରୋହୀ ପ୍ରାର୍ଥୀ...

ଗଡ଼ ବିଜୟ ପାଇଁ ଭାଜପାର ନୂଆ ରଣନୀତି: ଛୋଟ ସଭାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୧: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜୋର୍‌ସୋର୍‌ ଆରମ୍ଭ ହୋଇଛି। ଭାଜପା ଚଳିତ ଥର ଗଡ଼ ବିଜୟ ଲକ୍ଷ୍ୟ ନେଇ କେତେକ ନୂଆ ରଣନୀତି ଆପଣେଇଛି। ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାର...

ଶାହିନ୍‌ ବାଗ୍‌ ପ୍ରଦର୍ଶନ ପଛରେ ୨ ଯାଆଁଳା ଭାଇ କେଜ୍‌ରିଓ୍ବାଲ-ରାହୁଲ: ଭାଜପା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର ଶାହିନ୍‌ ବାଗ୍‌ଠାରେ ଦୀର୍ଘ ଦିନ ହେଲା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଏନେଇ ଭାଜପା ପକ୍ଷରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏବଂ କଂଗ୍ରେସକୁ କଡ଼ା ସମାଲୋଚନା କରାଯାଇଛି। ଏହି ପ୍ରଦର୍ଶନ ପଛରେ ୨...

ପୂର୍ବାହ୍ନ ୧୧ଟା ବଦଳରେ ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଖୋଲି କହିବେ ‘ମନ୍‌ କି ବାତ୍‌’

ନୂଆଦିଲ୍ଲୀ,୨୩।୧: ଚଳିତ ଜାନୁୟାରୀ ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପରିବର୍ତ୍ତନ ଅଣାଯାଇଛି। ରବିବାର ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୧ଟା ବଦଳରେ ସନ୍ଧ୍ୟା ୬ଟାରେ ନିଜର ମନର କଥା ଖୋଲି କହିବେ। ଏହି ଦିନ ସାଧାରଣତନ୍ତ୍ର ଦିବସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri