ଜାତୀୟ

ଚଳିତ ଆର୍ଥିକ ବର୍ଷରେ ୬୨ ଲକ୍ଷରୁ ଅଧିକଙ୍କୁ ମିଳିଛି ନିଯୁକ୍ତି: ଇପିଏଫ୍‌ଓ

ନୂଆଦିଲ୍ଲୀ,୨୩।୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷର ନଭେମ୍ବର ସୁଦ୍ଧା ୬୨ ଲକ୍ଷ ୩୮ ହଜାରଙ୍କୁ ନୂତନ ନିଯୁକ୍ତି ମିଳିଛି। ୨୦୧୮-୧୯ରେ ଏହା ୬୧ ଲକ୍ଷ ୧୨ ହଜାର ଥିଲା ବୋଲି କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ...

ସିଏଏ-ଏନ୍‌ଆର୍‌ସି ଯୋଗୁ ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ଭାରତୀୟଙ୍କୁ ପ୍ରମାଣିତ କରିବାକୁ ପଡ଼ିବ ଭାରତୀୟତା: ନନ୍ଦିତା

ଜୟପୁର,୨୩।୧: ସିଏଏ ଏବଂ ଏନ୍‌ଆର୍‌ସି ବିରୋଧରେ ବଲିଉଡ୍‌ ଅଭିନେତ୍ରୀ ନନ୍ଦିତା ଦାସଙ୍କ ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ନନ୍ଦିତା ରାଜସ୍ତାନ ଜୟପୁରରେ ଏକ ଗଣମାଧ୍ୟମ ସମ୍ମିଳନୀରେ ଯୋଗଦେଇ ସିଏଏ ଏବଂ ଏନ୍‌ଆର୍‌ସିକୁ କଡ଼ା ସମାଲୋଚନା କରିଛନ୍ତି। ସିଏଏ-ଏନ୍‌ଆର୍‌ସି ମଧ୍ୟରେ...

୭୦ ବର୍ଷରେ ହୋଇ ନ ଥିବା କାମ ୮ ମାସରେ କରିଛନ୍ତି ମୋଦି: ନଡ୍ଡା

ଆଗ୍ରା, ୨୩।୧: ଦେଶରେ ଗତ ୭୦ ବର୍ଷ ମଧ୍ୟରେ ହୋଇପାରି ନ ଥିବା କାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାତ୍ର ୮ ମାସରେ କରି ଦେଖାଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ସମ୍ଭାଳିବା ପରେ କେ.ପି.ନଡ୍ଡା ଆଗ୍ରାଠାରେ ନାଗରିକତ୍ୱ...

ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କରିଥିବା ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ,୨୩।୧: ନିର୍ଭୟା ମାମଲାରେ ଦୋଷୀଙ୍କ ଲାଗି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କରିଥିବା ବିଚାରପତିଙ୍କ ବଦଳି କରାଯାଇଛି। ବିଚାରପତି ସତୀଶ ଆରୋରା ଏଣିପି ପାଟିଆଳା ହାଉସ୍‌ କୋର୍ଟ ପରିବର୍ତ୍ତେ ସୁପ୍ରିମ୍‌କୋର୍ଟରେ ଦାୟିତ୍ୱ ସମ୍ଭାଭାଳିବେ। ଗୋଟିଏ ମାସରେ ସେ ନିର୍ଭୟା ଦୋଷୀଙ୍କୁ ୨...

ଲୋକଙ୍କ ସ୍ବାଧୀନତା ଛଡ଼ାଇ ନେଇଛନ୍ତି ଯୋଗୀ ସରକାର: ବିଏସ୍‌ପି ପ୍ରବକ୍ତା

ଲକ୍ଷ୍ନୌ,୨୩।୧: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନରେ ଗଣତନ୍ତ୍ରର ହତ୍ୟା ହୋଇଛି। ସରକାର ଲୋକଙ୍କ ସ୍ବାଧୀନତା ଛଡ଼ାଇ ନେଇଛନ୍ତି। ଗୁରୁବାର ବିଏସ୍‌ପିର ରାଷ୍ଟ୍ରୀୟ ପ୍ରବକ୍ତା ସୁଧିନ୍ଦ୍ର ଭଦୋରିୟା ଏପରି କହି ଯୋଗୀ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାରତୀୟ...

ଦଳକୁ ଭଲପାଉଥିବା ବ୍ୟକ୍ତି ପୁଅର ନାଁ ରଖିଲେ କଂଗ୍ରେସ

ଜୟପୁର,୨୩।୧: ଘରେ ପିଲାଟିଏ ଜନ୍ମନେଲେ ତା’ର ନାମକରଣ କରିବାକୁ ମାତାପିତାଙ୍କଠାରୁ ଆରମ୍ଭ କରି ବନ୍ଧୁ ପରିଜନ କିଏ କେତେ କ’ଣ ନାଁ ବାଛି ଥାଆନ୍ତି। ହେଲେ ରାଜସ୍ଥାନର ଏକ ଘଟଣା ଏବେ ଚର୍ଚ୍ଚାକୁ ଆସିଛି। ଏଠାରେ ଜଣେ କଂଗ୍ରେସ କର୍ମୀଙ୍କ...

ନିମିଷକେ ଭୁଶୁଡ଼ିଲା ପାଣିଟାଙ୍କି: ଭିଡ଼ିଓ ଭାଇରାଲ

କୋଲକତା,୨୩।୧: ସୋସିଆଲ୍‌ ମିଡ଼ିଆରେ ଗୁରୁବାର ଏକ ପାଣିଟାଙ୍କି ଭୁଶୁଡ଼ିବାର ଭିଡ଼ିଓ ଶେୟାର କରାଯାଇଛି। ଏହା ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓଟି ପଶ୍ଚିମବଙ୍ଗ ବାଙ୍କୁରା ଜିଲାର ବୋଲି କୁହାଯାଉଛି। ସ୍ଥାନୀୟ ସେରେଙ୍ଗା ଗାଁରେ ଥିବା ଏହି ପାଣିଟାଙ୍କିଟି ବୁଧବାର...

ଏକ୍ସପ୍ରେସ୍‌ଓ୍ବେରେ ବିମାନର ଜରୁରୀ ଅବତରଣ

ଗାଜିଆବାଦ,୨୩।୧: ଉତ୍ତରପ୍ରଦେଶ ଗାଜିଆବାଦର ସହରପୁର ଗାଁ ନିକଟରେ ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ୍‌ଓ୍ବେରେ ଗୁରୁବାର ଏକ ବିମାନକୁ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ଯାନ୍ତ୍ରୀକ ତୃଟି ପରିଲକ୍ଷିତ ହେବାରୁ ରାସ୍ତା ଉପରେ ବିମାନଟିକୁ ଅବତରଣ କରାଯାଇଥିବା ସୂଚନା ମିଳିଛି। ଏହା...

ଦିଲ୍ଲୀ ବିଧାନସଭା ନିର୍ବାଚନ: ୪୧୧ ପ୍ରାର୍ଥୀପତ୍ର ନାକଚ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ୪୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ବିଭିନ୍ନ କାରଣରୁ ନାକଚ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର କୁହାଯାଇଛି। ପ୍ରାର୍ଥୀପତ୍ର କୁଡିକର ଯାଞ୍ଚ୍‌ ବୁଧବାର ହୋଇଥିଲା। ୩ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି। ୭୦ଟି ବିଧାନସଭା...

କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଲକ୍ଷ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୩।୧: ଦେଶରେ ବେକାରଙ୍କ ସଂଖ୍ୟା ଦିନ କୁ ଦିନ ବଢ଼ି ଚାଲିଛି। ଚାକିରି ପାଇଁ ଆଶାୟୀଙ୍କ ମଧ୍ୟରେ ହାହାକାର ଦେଖାଦେଇଛି। ତେବେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ୬ ଲକ୍ଷ ୮୫ ହଜାର ଚାକିରି ଖାଲି ପଡ଼ିଛି। ଏନେଇ କେନ୍ଦ୍ର...

ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ୍‌ ଡ୍ରେସ୍‌ ରିହର୍ସାଲ

ନୂଆଦିଲ୍ଲୀ,୨୩।୧:ରାଜଧାନୀ ଦିଲ୍ଲୀର ରାଜପଥରେ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଗୁରୁବାର ଏଠାରେ ଫୁଲ୍‌ ଡ୍ରେସ୍‌ ରିହର୍ସାଲ କରାଯାଇଛି। ଏଥିପାଇଁ ଦିଲ୍ଲୀର କେତେଗୁଡିଏ ରାସ୍ତାକୁ ଯାତାୟତ ପାଇଁ ବନ୍ଦ କରି ଦିଆଯାଇଛି। ଟ୍ରାଫିକ ପୋଲିସ ପକ୍ଷରୁ ଯେଉଁସବୁ ରାସ୍ତା...

କଙ୍ଗନାଙ୍କୁ ଧନ୍ୟବାଦ ଦେଲେ ଆଶା ଦେବୀ

ନୂଆଦିଲ୍ଲୀ,୨୩।୧: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ନିର୍ଭୟାଙ୍କ ମା’ ଆଶା ଦେବୀ ଧନ୍ୟବାଦ ଜଣାଇଛନ୍ତି। ଆହୁରି ମଧ୍ୟ ସେ କଙ୍ଗନାଙ୍କୁ ସମର୍ଥନ କରନ୍ତି ବୋଲି କହିଛନ୍ତି। ସେ କହିଛନ୍ତି ମୁଁ ଜଣେ ମା’, ଦୀର୍ଘ ୭ ବର୍ଷ ହେବ ମୁଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri