ଜାତୀୟ

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ କୋବ୍ରାକୁ ଦେଖି ଭୟଭୀତ ହୋଇପଡ଼ିଥିଲେ। ଜଣାପଡ଼ିଥିଲା ଯେ ସାପଟି ଦଳର ଜିଲାଧ୍ୟକ୍ଷ ରାଜେଶ…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା କରିଛନ୍ତି। ସ୍ବାସ୍ଥ୍ୟଗତ ଏବଂ ମାନସିକ ସମସ୍ୟା କାରଣରୁ ସେ ଏଭଳି ଚରମ ପଦକ୍ଷେପ…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ। ଟ୍ରାଫିକ ନିୟମ ଭାଙ୍ଗିଲେ ଡ୍ରାଇଭିଂ ଲାଇସେନ୍ସ ଏବଂ ଗାଡ଼ିର ଆର୍ସିରୁ ପଏଣ୍ଟ କଟାଯିବ।…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ବୋଲି କ୍ରେମ୍‌ଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର କହିଛନ୍ତି।…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ ବଢ଼ାଇବା ଉପରେ ଇରାନ ଗୁରୁତ୍ୱ ଦେଇଛି। ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ସମିଟ୍‌ରେ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଆମେରିକାର ପ୍ୟାଟେଣ୍ଟ ପାଇବାରେ ପ୍ରଥମ ଭାରତୀୟ ଷ୍ଟାର୍ଟଅପ୍‌ ହୋଇପାରିଛି। ଅପ୍‌ଟୋସାର…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ ବୋନସ ମିଳିପାରେ। ଏହି ବୋନସର ପ୍ରତ୍ୟକ୍ଷ ଲାଭ ସେହି କର୍ମଚାରୀମାନଙ୍କୁ ମିଳିବ, ଯାହାଙ୍କର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ ବନ୍ଧୁକ ଉଦ୍ଧାର କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ବିକେସିର ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରତିନିଧିତ୍ୱ କରୁଥିବା ବିଧାୟକ ଶର୍ମାଙ୍କ ଏକ ଭିଡିଓ ଭାଇରାଲ ହେଉଛି; ଏଥିରେ ସେ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ପ୍ରଧାନମନ୍ତ୍ରୀ ମୋଦି Gen-Zଙ୍କ ସହ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଛି। ସ୍କୁଲ୍‌ ଛୁଟି ପରେ ତାଙ୍କୁ ୱାଶରୁମ୍‌ ଭିତରେ ଅଚେତ ଅବସ୍ଥାରେ ଦେଖିବାକୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ଡିଜିଟାଲ ଫ୍ରଡ ଓ ସାଇବର ଠକେଇକୁ ରୋକିବା ପାଇଁ RBI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?