ମାତ୍ର ୫ ଟଙ୍କା ପାଇଁ ଅଣ୍ଡା ଦୋକାନୀଙ୍କ ସହ ଘଟିଲା ଏମିତି କିଛି
ଲକ୍ଷ୍ନୌ,୫।୭: ଉତ୍ତରପ୍ରଦେଶର ବାଲିଆରେ ଜଣେ ଅଣ୍ଡା ବ୍ୟବସାୟୀଙ୍କୁ ମାତ୍ର ପାଞ୍ଚ ଟଙ୍କା ପାଇଁ ପିଟିପିଟି ହତ୍ୟା କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କୁ ଗିରଫ କରିଛି। ପରିବାର ସଦସ୍ୟ ଅଭିଯୋଗ…
ଭାରତର କଡ଼ା ଜବାବ: ନିୟନ୍ତ୍ରଣ ରେଖାରେ ୧୦ରୁ ଅଧିକ ପାକିସ୍ତାନୀ ସୈନ୍ୟଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୫।୮: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଛନ୍ତି। ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ପାକିସ୍ତାନୀ ସୈନ୍ୟ ଭାରତୀୟ ସେନାଙ୍କ ପାଲଟା ଜବାବରେ ସ୍ତବ୍ଧ ହୋଇଯାଇଛନ୍ତି। ପୁଞ୍ଚ୍ ଜିଲାର କ୍ରିଷ୍ଣାଘାଟି ଏବଂ ମାନକୋଟ ସେକ୍ଟର ଉପରେ…
ଆଧୁନିକ ଭାରତରେ ରାମରାଜ୍ୟର ପ୍ରତୀକ ହେବ ରାମମନ୍ଦିର: ରାଷ୍ଟ୍ରପତି
ନୂଆଦିଲ୍ଲୀ, ୫।୮: ଆଧୁନିକ ଭାରତରେ ରାମରାଜ୍ୟର ପ୍ରତୀକ ଭାବେ ରାମମନ୍ଦିର ଉଭା ହେବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର କହିଛନ୍ତି। ଅଯୋଧ୍ୟାରେ ରାମମନ୍ଦିରର ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବା ପରେ ରାଷ୍ଟ୍ରପତି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି।…
କରୋନାରେ ମୃତ ମହିଳାଙ୍କ ହାତରୁ ସୁନା ଚୁଡି କାଢି ନେଇଗଲେ ଚୋର, ଆଉ ତା’ପରେ
କୋଏମ୍ବାଟୁର,୫।୮: ତାମିଲନାଡୁର କୋଏମ୍ବାଟୁରରେ ଏକ ଅଭାବନୀୟ ଘଟଣା ଘଟିଛି। କରୋନା ରୋଗରେ ମୃତ ମହିଳାଙ୍କ ହାତରୁ ସୁନା ଚୁଡି କାଢି ନେଇଯାଇଛନ୍ତି ଚୋର। ଗତ ସୋମବାର କୋଏମ୍ବାଟୁର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସମ୍ପୃକ୍ତ ମହିଳା ଭର୍ତ୍ତି ହୋଇଥିଲେ। ଝିଅ ବି…
୫୦୦ ବର୍ଷ ଭିତରେ ମୋଦି ସବୁଠୁ ବଡ ନେତା, କହିଲେ ଏହି ରାଜ୍ୟର ମନ୍ତ୍ରୀ
ଭୋପାଳ,୫।୮: ଉତ୍ତରପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ଭୁମି ପୂଜନ ସମାରୋହ ବୁଧବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ଭୂମି ପୂଜନକୁ ନେଇ ଅଯୋଧ୍ୟାରେ ଏକ ଉତ୍ସବର ପରିବେଶ ରହିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ…
ଭୂମି ପୂଜନ ଶେଷ: ରାମଲଲାଙ୍କୁ ସାଷ୍ଟାଙ୍ଗ ପ୍ରଣାମ କଲେ ମୋଦି
ଅଯୋଧ୍ୟା, ୫।୮: ରାମଲଲାଙ୍କ ମନ୍ଦିରର ଭୂମି ପୂଜନ ଶେଷ ହୋଇଛି। ୧୨ଟା ୩୦ରୁ ଅଧମିନିଟ ପାଇଁ ଥିବା ମାତ୍ର ୩୨ ସେକେଣ୍ଡର ଶୁଭ ମୂହୁର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭୂମିପୂଜନ ଏବଂ ଶିଳାନ୍ୟାସ ବୁଧବାର ସମ୍ପନ୍ନ ହୋଇଛି। ମୋଦି ରାମଲଲାଙ୍କୁ…
କିଏ ସେହି ୪ ଆଇଏଏସ୍ ଅଫିସର, ଯାହାଙ୍କ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ୟୁପିଏସ୍ସି ଟପ୍ପର ହେଲେ ପ୍ରଦୀପ
ନୂଆଦିଲ୍ଲୀ,୫।୮: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍ସି) ପକ୍ଷରୁ ୨୦୧୯ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ହରିୟାଣାର ସୋନେପତ୍ ଜିଲା ନିବାସୀ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଯତୀନ କିଶୋର ଏବଂ ତୃତୀୟ ସ୍ଥାନରେ ପ୍ରତିଭା ବର୍ମା…
ଏଲ୍ଓସିର ସୁରକ୍ଷା ଦାୟିତ୍ୱ ଏବେ ମହିଳା ଅଫିସରଙ୍କ ହାତରେ…
ଶ୍ରୀନଗର, ୫।୮: ଏବେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା(ଏଲ୍ଓସି)ର ସୁରକ୍ଷା ଦାୟିତ୍ୱ ମହିଳା ଅଫିସରଙ୍କ ହାତରେ ରହିଛି। ଏଠାରେ ଆସାମ ରାଇଫଲ୍ସ୍ର ମହିଳା ଅଫିସରଙ୍କୁ ପ୍ରଥମ ଥର ପାଇଁ ମୁତୟନ କରାଯାଇଛି। ହାତରେ ରାଇଫଲ୍ ଧରି ମହିଳା…
ପୂର୍ବତନ ସିଜେଆଇ ରଞ୍ଜନ ଗୋଗୋଇଙ୍କ ଘରେ କରୋନା
ନୂଆଦିଲ୍ଲୀ, ୫।୮: ସୁପ୍ରିମ୍ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଘରେ କରୋନା ସଂକ୍ରମଣ ହୋଇଛି। ଗୋଗୋଇଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ରଞ୍ଜନ ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ…
୩୨ ସେକେଣ୍ଡର ଭୂମି ପୂଜନ: ୪୯୨ ବର୍ଷର ପ୍ରତୀକ୍ଷା ଶେଷ
ଅଯୋଧ୍ୟା, ୫।୮: ରାମଲଲାଙ୍କ ମନ୍ଦିରର ଭୂମି ପୂଜନ ମାତ୍ର ୩୨ ସେକେଣ୍ଡର ଶୁଭ ମୂହୁର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ସମ୍ପନ୍ନ ହୋଇଛି। ୧୨ଟା ୩୦ରୁ ଅଧମିନିଟ ପାଇଁ ଥିବା ଶୁଭବେଳାରେ ଭୂମିପୂଜନ କାର୍ଯ୍ୟ କରାଯାଇଛି। ଦୀର୍ଘ ୪୦ ମିିନିଟ…
ଆଉ ୨ ଦିନରେ ୨୦ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !
ନୂଆଦିଲ୍ଲୀ, ୫।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୭ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହୁଛି। ଏହି ଧାରା ଜାରି ରହିଲେ ଆଉ ୨ ଦିନ ମଧ୍ୟରେ…
ଧୋତି, କୁର୍ତ୍ତା ପିନ୍ଧି ଅଯୋଧ୍ୟା ଅଭିମୁଖେ ମୋଦି
ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ରାମ ମନ୍ଦିର ଭୁମି ପୂଜନର ମୂଳଦୁଆ ପକାଇବେ। ପ୍ରଧାନମନ୍ତ୍ରୀ ମୋଦି ରାଜଧାନୀ ଦିଲ୍ଲୀରୁ ଲକ୍ଷ୍ନୌ ଅଭିମୁଖେ ବାହାରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବେଶଭୂଷା ମଧ୍ୟ ରାମଙ୍କ ରଙ୍ଗରେ ରଙ୍ଗେଇ ହୋଇଛି। ସାଧାରଣତଃ ଚୁଡିଦାର ପାଇଜାମା ଏବଂ କୁର୍ତ୍ତା…

