ପ୍ରଥମେ ଥାଳି, ତା’ପରେ ଦୀପ ଆଉ ଏବେ…
ନୂଆଦିଲ୍ଲୀ,୧୨।୫: ଦେଶରେ ପୁଣି ଥରେ ବଢିବ କି ଲକ୍ଡାଉନ? ଲକ୍ଡାଉନ ୪.୦କୁ ନେଇ ଏବେଠାରୁ ଆଲୋଚନା ଆରମ୍ଭ ହୋଇଗଲାଣି। ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଖରାପ ହେଉଥିବା ବେଳେ ଗୋଟିଏ ଦିନ ପୂର୍ବରୁ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଲେ ମନମୋହନ
ନୂଆଦିଲ୍ଲୀ,୧୨।୫: ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଭର୍ତ୍ତି ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ମଙ୍ଗଳବାର ଡିସଚାର୍ଜ କରାଯାଇଛି। ସୂଚନାଯୋଗ୍ୟ, ରବିବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି କିଛି ଔଷଧର…
ଅପରେଶନ୍ ସମୁଦ୍ର ସେତୁ : ୨୦୨ ପ୍ରବାସୀଙ୍କୁ ନେଇ ଆଇଏନ୍ଏସ୍ ମଗର ସନ୍ଧ୍ୟାରେ କୋଚିରେ ପହଞ୍ଚିବ
ନୂଆଦିଲ୍ଲୀ,୧୨।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍ ସମୁଦ୍ର…
ରାତି ୮ଟାରେ ଦେଶକୁ ସମ୍ବୋଧନ କରିବେ ମୋଦି
ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ଅନୁମାନ କରାଯାଉଛି କି ଏହି ସମୟରେ ମୋଦି ଲକ୍ଡାଉନ ଅବଧି ବୃଦ୍ଧି, ଲକ୍ଡାଉନ ସମୟର ସ୍ଥିତିକୁ…
ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ଦାଉଦ୍ ଇବ୍ରାହିମ୍ଙ୍କ ସହିତ ହାତ ମିଳାଇଛି ଲଶ୍କର-ଇ-ତୋଏବା
ଶ୍ରୀନଗର,୧୨।୫: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ମୋଷ୍ଟ ଓ୍ବାଣ୍ଟେଡ୍ ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ୍ ଇବ୍ରାହିମ୍ଙ୍କ ସହିତ ହାତ ମିଳାଇଛି। ଦାଉଦ୍ଙ୍କୁ ମେ ୧୦ରେ ଇସଲାମାବାଦ୍ ସ୍ଥିତ ନିଜ ଫାର୍ମ ହାଉସ୍ରେ ଦେଖିବାକୁ ମିଳିଛି। ଲଶ୍ମର ନେତାଙ୍କୁ ଭେଟିବାକୁ…
କୋମାରେ ଅଜିତ୍ ଯୋଗୀ: ଜାରି ରହିଛି ମ୍ୟୁଜିକ ଥେରାପି
ରାୟପୁର,୧୨।୫: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ୍ ଯୋଗୀ ଦୀର୍ଘ ୭୦ ଘଣ୍ଟା ଧରି କୋମାରେ ରହିଛନ୍ତି। ରାୟପୁରସ୍ଥିତ ଶ୍ରୀ ନାରାୟଣ ହସ୍ପିଟାଲରେ ତାଙ୍କ ଚିକିତ୍ସା ଜାରି ରହିଛି। ତାଙ୍କ ବ୍ରେନ୍କୁ ଆକ୍ଟିଭ୍ କରିବା ପାଇଁ ମ୍ୟୁଜିକ୍ ଥେରାପିର ସାହାରା ନିଆଯାଉଛି। ମଙ୍ଗଳବାର…
ଲଦାଖ ସୀମାରେ ଚାଇନା ହେଲିକପ୍ଟର: ପାଟ୍ରୋଲିଂ ପାଇଁ ପହଞ୍ଚିଲା ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ
ନୂଆଦିଲ୍ଲୀ,୧୨।୫: ଚାଇନାର ପିପୁଲ୍ସ ଲିବରେଶନ ଆର୍ମି ଓ ଭାରତୀୟ ସେନା ମଧ୍ୟରେ ନିକଟରେ ଉତ୍ତର ସିକ୍କିମ ନିକଟରେ ମୁହାମୁହିଁ ହୋଇଥିଲା। ଏଥିରେ ଉଭୟ ପକ୍ଷର ଯବାନ ଆହତ ହୋଇଥିଲେ। ଏବେ ଲଦାଖର ବାସ୍ତବିକ ନିୟମନ୍ତ୍ରଣ ରେଖା ନିକଟରେ ଚାଇନା ହେଲିକପ୍ଟର ଉଡୁଥିବା…
୭୦ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୨।୫: ଚିନ୍ତା ବଢାଇ ଚାଲିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୬୦୪ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୭୦,୭୫୬ରେ। ଏହାସହ ଗତ ୨୪ ଘଣ୍ଟାରେ ୮୭ ଜଣଙ୍କ ମୃତ୍ୟୁ…
କରୋନା ଯୁଦ୍ଧରେ ହାରିଗଲେ ସିଆଇଏସ୍ଏଫ୍ର ଆସିଷ୍ଟାଣ୍ଡ ସବ୍ ଇନ୍ସପେକ୍ଟର
କୋଲକାତା,୧୨।୫: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏଥିରେ ଶହ ଶହ କରୋନା ଯୋଦ୍ଧା ସଂକ୍ରମିତ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏମିତି ଜଣେ ଆଗଧାଡିର କରୋନା ଯୋଦ୍ଧା ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ(ସିଆଇଏସ୍ଏଫ୍)ର ଆସିଷ୍ଟାଣ୍ଡ…
ପଞ୍ଜାବରେ ଲକ୍ଡାଉନ ପ୍ରଭାବ : ୫୦% କମିଛି ଚାଷୀ ଆତ୍ମହତ୍ୟା
ଜଳନ୍ଧର,୧୨।୫: ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ସମସ୍ତ କ୍ଷେତ୍ର ପ୍ରଭାବିତ ହୋଇଛି। ପ୍ରାକୃତିକ ଦୁର୍ବିପାକର ଚିର ସହଚର ପାଲଟିଥିବା କୃଷି କ୍ଷେତ୍ର ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଏହାସତ୍ତ୍ୱେ ଚାଷୀ ଭାଙ୍ଗି ଯାଇନାହିଁ। କୃଷି କ୍ଷେତ୍ରରେ କରୋନା କଟକଣା କୋହଳ କରାଯାଇଥିବାରୁ…
ଶିକ୍ଷାରେ ବିପର୍ଯ୍ୟୟ ଆଣିବ କରୋନା
ନୂଆଦିଲ୍ଲୀ,୧୨ା୫ (ପି.ଟି.): କୋଭିଡ୍-୧୯ ମହାମାରୀ ସାରା ବିଶ୍ୱର ଶିକ୍ଷାକୁ ଗୁରୁତର ପ୍ରଭାବିତ କରିବାକୁ ଯାଉଛି। ଯଦି ତୁରନ୍ତ ମହତ୍ୱାକାଂକ୍ଷୀ ନୀତି କାର୍ଯ୍ୟକାରୀ କରା ନଯାଏ ତେବେ ପିଲାମାନଙ୍କର ଶିକ୍ଷା ବିପର୍ଯ୍ୟୟ ଆଡକୁ ଠେଲିହୋଇଯିବ ବୋଲି ବିଶ୍ୱ ବ୍ୟାଙ୍କ ବିଶେଷଜ୍ଞମାନଙ୍କ ଏକ ଟିମ୍…
ବୁଧବାରରୁ ସୁପ୍ରିମକୋର୍ଟରେ ଜଣିକିଆ ଖଣ୍ଡପୀଠ
ନୂଆଦିଲ୍ଲୀ,୧୨ା୫: ସୁପ୍ରିମକୋର୍ଟରେ ବୁଧବାରଠାରୁ ପ୍ରଥମ ଥର ଲାଗି କେତେକ ମାମଲାର ଶୁଣାଣି ଜଣିକିଆ ଖଣ୍ଡପୀଠରେ ହେବ। ବହୁସଂଖ୍ୟାରେ ମାମଲା ବିଚାର ଅପେକ୍ଷାରେ ପଡ଼ିରହିଥିବାରୁ ଜଣିକିଆ ଖଣ୍ଡପୀଠରେ ସେଗୁଡ଼ିକର ଶୁଣାଣି ଲାଗି ନିଷ୍ପତ୍ତି ହୋଇଛି। ୭ ବର୍ଷ କିମ୍ବା ଏହାଠାରୁ କମ୍ ଜେଲ୍ଦଣ୍ଡ…
Archives


