ଗାଈକୁ ନେଇ ମହିଳା ଆଇଏଏସ୍, ଆଇପିଏସ୍ ଅଫିସରଙ୍କ ମଧ୍ୟରେ ଝଗଡା
ଗାନ୍ଧୀନଗର, ୨୨।୧: ଗୁଜରାଟରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଦୁଇ ଉଚ୍ଚପଦସ୍ଥ ମହିଳା ଅଧିକାରୀଙ୍କ ମଧ୍ୟରେ ଝଗଡା ଲାଗିଛି। ଝଗଡା ପ୍ରଶମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଫିସକୁ ମାମଲାରେ ହସ୍ତକ୍ଷେପ କରିବାକୁ ପଡିଛି। ଏହି ଝଗଡା କୌଣସି...
ଗଗନୟାନ ମିଶନ: ବ୍ୟୋମମିତ୍ରା ମାନବ ରୋବୋର ଭିଡ଼ିଓ ଜାରି କଲା ଇସ୍ରୋ
ବେଙ୍ଗାଲୁରୁ,୨୨।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ ୨୦୨୨ରେ ଗଗନୟାନ ମିଶନ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏହା ପୂର୍ବରୁ ମାନବ ରୋବୋ ବ୍ୟୋମମିତ୍ରାକୁ ଏକ ମାନବ ବିହୀନ ରକେଟରେ ମହାକାଶକୁ ପଠାଯିବାର ଯୋଜନା କରାଯାଇଛି। ବୁଧବାର ବ୍ୟୋମମିତ୍ରାର...
କଂଗ୍ରେସ ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା
ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ନିର୍ବାଚନ ପ୍ରଚାର ପାଇଁ ବୁଧବାର କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ପୂର୍ବତନ କ୍ରିକେଟର ତଥା କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁଙ୍କ ନାମ ରହିଛି। ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର...
ଦାର୍ଜିଲିଂରେ ସିଏଏ-ଏନ୍ଆର୍ସି-ଏନ୍ପିଆର୍ ବିରୋଧରେ ରାଲି: ଯୋଗଦେଲେ ମମତା; ପିଲାଙ୍କୁ ବାଣ୍ଟିଲେ ପୋଷାକ
କୋଲକତା,୨୨।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଦାର୍ଜିଲିଂରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା (ଏନ୍ଆର୍ସି) ଏବଂ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍ପିଆର୍) ବିରୋଧରେ ରାଲି କରିଛନ୍ତି। କେନ୍ଦ୍ର ସରକାରଙ୍କ ଏସବୁ ଆଇନକୁ ଡରିବାର ଆବଶ୍ୟକତା ନାହିଁ। ରାଜ୍ୟ...
୫ବର୍ଷରେ ୧.୩୦କୋଟି ଟଙ୍କା ବୃଦ୍ଧି ପାଇଛି କେଜରିଓ୍ବାଲଙ୍କ ସମ୍ପତ୍ତି
ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ହେବାକୁ ଥିବା ବେଳେ ୧୧ରେ ଏହାର ଫଳାଫଳ ଆସିବ। ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ହୋଇଥିବା ବେଳେ ନୂଆଦିଲ୍ଲୀ ଆସନ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନାମାଙ୍କନ ପତ୍ର...
ଚନ୍ଦ୍ରୟାନ-୩ ପାଇଁ ଆରମ୍ଭ ହେଲାଣି କାମ: କେ. ଶିବନ
ବେଙ୍ଗାଲୁରୁ,୨୨।୧: ଚନ୍ଦ୍ରୟାନ-୩ ପାଇଁ କାମ ଆରମ୍ଭ ହୋଇ ସାରିଛି। ଏହାର ନିର୍ମାଣରେ ବୈଜ୍ଞାନିକମାନେ ଉତ୍ସାହର ସହିତ କାର୍ଯ୍ୟ ଜାରି ରଖିଛନ୍ତି ବୋଲି ଇସ୍ରୋ ମୁଖ୍ୟ କେ.ଶିବନ ବୁଧବାର ସୂଚନା ଦେଇଛନ୍ତି। ଚନ୍ଦ୍ରୟାନ-୩ ଲାଣ୍ଡର ଏବଂ କ୍ରାଫ୍ଟ ନିର୍ମାଣ ଲାଗି ୨୫୦...
ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପାର ଷ୍ଟାର୍ ପ୍ରଚାରକ ତାଲିକାରେ ମୋଦି, ଶାହା
ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଂଗ୍ରେସ ପରେ ଭାଜପା ନିଜ ଷ୍ଟାର ପ୍ରଚାରକ ତାଲିକା ବୁଧବାର ଘୋଷଣା କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା...
ମାଙ୍ଗାଲୋର ବିମାନବନ୍ଦରରେ ବିସ୍ଫୋରକ ସାମଗ୍ରୀ ରଖିଥିବା ସନ୍ଦିଗ୍ଧଙ୍କ ଆତ୍ମସମର୍ପଣ
ବେଙ୍ଗାଲୁରୁ,୨୨।୧: ମେଙ୍ଗାଲୁରୁ ବିମାନବନ୍ଦରେ ଏକ ବ୍ୟାଗରେ ଆଇଡି ବିସ୍ଫୋରକ ସାମଗ୍ରୀ ରଖିଥିବା ଆଦିତ୍ୟ ରାଓ ବୁଧବାର ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ସୋମବାର ବିମାନବନ୍ଦରରୁ ଏକ ବ୍ୟାଗରେ ବୋମା ଥିବା ଜଣାପଡିବା ପରେ ପୋଲିସ ବୋମା ଉଦ୍ଧାର କରିଥିଲା। ପରେ...
ଓଲଟିଲା ମାଛ ଟ୍ରକ୍: ଲୋକେ ନେଲେ ବୋହି
ନୂଆଦିଲ୍ଲୀ,୨୨।୧: ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ ଓ୍ବେରେ ବୁଧବାର ଏକ୍ ମାଛ ଟ୍ରକ୍ ଏବଂ ଟ୍ରଲର ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ମାଛ ବୋଝେଇ ଟ୍ରକ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ରାସ୍ତା ଉପରେ ମାଛ ପଡ଼ି ରହିଥିଲା। ସ୍ଥାନୀୟ ଲୋକେ ସହାୟତା...
୨୬ ଜାନୁୟାରୀରୁ ସ୍କୁଲରେ ପ୍ରତିଦିନ ପାଠ କରାଯିବ ସମ୍ବିଧାନ ପ୍ରସ୍ତାବନା
ମୁମ୍ବାଇ,୨୨।୧: ମହାରାଷ୍ଟ୍ରରେ ଜାନୁୟାରୀ ୨୬ଠାରୁ ସମସ୍ତ ସ୍କୁଲରେ ପ୍ରତିଦିନ ସମ୍ବିଧାନ ପ୍ରସ୍ତାବନା ପାଠ କରାଯିବ। ପ୍ରତିଦିନ ପ୍ରାର୍ଥନା କ୍ଲାସ୍ ପରେ ଏହି ପାଠ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ ବର୍ଷା ଗାଏକଓ୍ବାଡ୍ ସୂଚନା ଦେଇଛନ୍ତି। ଏହାଦ୍ୱାରା ଛାତ୍ରୀଛାତ୍ରମାନେ ସମ୍ବିଧାନର ମହତ୍ତ୍ୱ...
ଜାତୀୟ ସାହସିକତା ପୁରସ୍କାର: ୨୨ଜଣ ବାଳିକାବାଳକଙ୍କୁ ସମ୍ମାନୀତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୨।୧: ଚଳିତ ବର୍ଷ ୨୨ ଜଣ ବାଳିକାବାଳକଙ୍କୁ ଜାତୀୟ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ୧୦ ବାଳିକା ଏବଂ ୧୨ ଜଣ ବାଳକଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ...
ସିଏଏ: ସାମ୍ବିଧାନିକ ପୀଠରେ ହେବ ବିଚାର; ୪ ସପ୍ତାହ ମଧ୍ୟରେ କେନ୍ଦ୍ରର ମତାମତ ଲୋଡ଼ିଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୨୨।୧: ସିଏଏ ନେଇ ସୁପ୍ରିମ୍କୋର୍ଟ ବୁଧବାର ୪ ସପ୍ତାହ ମଧ୍ୟରେ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି। ଏହାର ବିରୋଧରେ ଦାଖଲ କରାଯାଇଥିବା ଆବେଦନ ସପକ୍ଷରେ ଆଇନଜୀବୀ କପିଲ ଶିବଲ ସିଏଏକୁ ୨ ମାସ ପାଇଁ ବାତିଲ କରିବାକୁ ଯୁକ୍ତି ଦର୍ଶାଇବା...
Archives


