ଜାତୀୟ

କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା କରାଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଗଣମାଧ୍ୟମକୁ…

କୋଲକାତାରେ ପ୍ରଥମ କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୩: କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଛି। ବିଭିନ୍ନ ଦେଶରେ ଲୋକମାନେ ପୋକମାଛି ଭଳିି ମରୁଛନ୍ତି। ଭାରତ ବି ଏଥିରୁ ବାଦ୍‌ପଡ଼ିନି। ସୋମବାର ଆଉ ୨ ଜଣଙ୍କ ମୃତ୍ୟୁ ହେବା ପରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚତ୍ଛ…

୧୧ ହଜାର ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୨୪ା୩: ଭାରତରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା କରିବାକୁ ପ୍ରସ୍ତୁତ କି? ଭାରତରେ ଲୋକସଂଖ୍ୟା ଅନୁପାତରେ ଡାକ୍ତରଙ୍କ ସଂଖ୍ୟା ଏବଂ ହସ୍ପିଟାଲଗୁଡ଼ିକରେ ଉପଲବ୍ଧ…

୧୧ ହଜାର ରୋଗୀଙ୍କ ପାଇଁ ଜଣେ ଡାକ୍ତର: ଭାରତରେ ସରକାରୀ ସ୍ବାସ୍ଥ୍ୟସେବାର ଭୟଙ୍କର ସତ୍ୟ

ନୂଆଦିଲ୍ଲୀ,୨୩ା୩: ଭାରତରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା କରିବାକୁ ପ୍ରସ୍ତୁତ କି? ଭାରତରେ ଲୋକସଂଖ୍ୟା ଅନୁପାତରେ ଡାକ୍ତରଙ୍କ ସଂଖ୍ୟା ଏବଂ ହସ୍ପିଟାଲଗୁଡ଼ିକରେ ଉପଲବ୍ଧ…

୨୪ ତାରିଖ ମଧ୍ୟରାତ୍ରରୁ ବନ୍ଦରହିବ ଘରୋଇ ବିମାନ ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ପ୍ରଥମେ ଟ୍ରେନ୍‌ ସେବା ଓ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ କରିଥିଲେ। ମଙ୍ଗଳବାର ମଧ୍ୟରାତିଠାରୁ ସମସ୍ତ ଘରୋଇ ବିମାନ ସେବାକୁ ବନ୍ଦ କରାଯିବାକୁ ନିଷ୍ପତ୍ତି…

ପୁଣିଥରେ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ଲକ୍ଷ୍ନୌ,୨୩।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମିତ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଥମ ଥର ଆସିଥିବା ତାଙ୍କ ରିପୋର୍ଟକୁ ନେଇ କନିକାଙ୍କ ପରିବାର ଲୋକେ ଅଭିଯୋଗ ଆଣିବାରୁ ପୁଣିଥରେ ତାଙ୍କର କରୋନା ସଂକ୍ରମଣ ଟେଷ୍ଟ କରାଯାଇଥିଲା। ବର୍ତ୍ତମାନ କନିକା…

ରାତି ୯ଟାରେ ଚତୁର୍ଥ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବରାଜ

ଭୋପାଳ,୨୩।୩: ପାଖାପାଖି ମାସେ ହେବ ମଧ୍ୟପ୍ରଦେଶ ରାଜନୀତିରେ ଦେଖାଦେଇଥିବା ହାଇଡ୍ରାମା ସୋମବାର ରାତି ୯ଟାରେ ଶେଷ ହେବାକୁ ଯାଉଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ହାଇକମାଣ୍ଡ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶିବରାଜ ସିଂ ଚୌହାନଙ୍କ ନାଁରେ ମୋହର ମାରିଛନ୍ତି। ଶିବରାଜ ସୋମବାର ରାତି…

କରୋନା ଭାଇରସ୍‌ ଯୋଗୁ ଅସ୍ଥାୟୀ ଭାବେ ବନ୍ଦ ହେଲା ଏମ୍ସର ଓପିଡି ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ସୋମବାରଠାରୁ ନିୟମିତ ରୋଗୀଙ୍କ ପାଇଁ ସମସ୍ତ ଓପିଡି ସେବାକୁ ଅସ୍ଥାୟୀ ଭାବେ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। କାରଣ ଓପିଡିକୁ ନିୟମିତ ଭାବେ…

କରୋନା ଭାଇରସ ପାଇଁ ରିଲିଫ୍‌ ଫଣ୍ଡକୁ ଗୋଟିଏ ମାସର ଦରମା ଦାନ କଲେ ଦୁଷ୍ୟନ୍ତ

ଚଣ୍ଡିଗଡ଼,୨୩।୩: କରୋନା କବଳରେ ଭାରତ। ବେଳକୁ ବେଳ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦେଖି ଏବେ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲ ତାଙ୍କର ଗୋଟିଏ ମାସର ଦରମା ରିଲିଫ୍‌ ଫଣ୍ଡକୁ ଦାନ କରିବାକୁ ଘୋଷଣା କରିଛନ୍ତି। ଏହାସହ ସେ…

କରୋନା ଭାଇରସ୍‌: ଲୋକ ସଭା ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ ସାରା ଦେଶରେ ପ୍ରକୋପ ଜାରି ରହିଛି। ଏହାକୁ ରୋକିବା ପାଇଁ ଭାରତ ସରକାର କେତେକ ଜରୁରୀ ପଦକ୍ଷେପ ଗ୍ରହଣ କରୁଛନ୍ତି। ଇତିମଧ୍ୟରେ ଲୋକ ସଭା କାର୍ଯ୍ୟକୁ ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଦେଶରେ ଦିନକୁ ଦିନ ବୃଦ୍ଧି…

ସନ୍ଧ୍ୟାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବରାଜ!

ଭୋପାଳ,୨୩।୩: କରୋନା ଭାଇରସକୁ ନେଇ ସାରା ଦେଶ ଚିନ୍ତାରେ ଥିବା ବେଳେ ଏପଟେ ମଧ୍ୟପ୍ରଦେଶ ରାଜନୀତି ହୋଇଛି ସରଗରମ। ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଦଳ ବୈଠକରେ ଶିବରାଜ ସିଂ ଚୌହାନଙ୍କ ନାଁ ମୁଖ୍ୟମନ୍ତ୍ରୀ…

କରୋନା ସହ ଲଢ଼େଇ: ଭାରତ ପାଖରେ ରହିଛି ୪୪ ହଜାର ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଦେଖାଦେଇଛି। ଦେଶର ଜନସଂଖ୍ୟା ୧୩୦ କୋଟି ରହିଛି। ଏପରିସ୍ଥଳେ ଯଦି ଭାରତ କରୋନା ସଂକ୍ରମଣର ତୃତୀୟ ଷ୍ଟେଜ୍‌କୁ ଯାଏ, ତେବେ ସଂକ୍ରମିତଙ୍କୁ ଚିକିତ୍ସା ସୁବିଧା ଯୋଗାଇଦେବା ଅସମ୍ଭବ ହୋଇ ପଡ଼ିବ। ଭାରତ ପାଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri