ଜାତୀୟ

ଜିନ୍ନା ଥିଲେ ଧର୍ମନିରପେକ୍ଷ ନେତା; କଂଗ୍ରେସ ଯୋଗୁ ହୋଇଥିଲା ଦେଶ ବିଭାଜନ

କୋଲକାତା,୨୨।୧: ଭାରତ ବିଭାଜନ ନେଇ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ତଥା ପଶ୍ଚିମବଙ୍ଗ ଭାଜପା ଉପାଧ୍ୟକ୍ଷ ଚନ୍ଦ୍ର କୁମାର ବୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ମହମ୍ମଦ୍‌ ଅଲ୍ଲୀ ଜିନ୍ନା ଜଣେ ଧର୍ମନିରପେକ୍ଷ ନେତା ଥିଲେ। ତେବେ...

୮୨ ବିଦେଶୀ ଛାତ୍ରୀଛାତ୍ରଙ୍କ ଜାତୀୟତା ପ୍ରମାଣ ରେକର୍ଡ ଜେଏନ୍‌ୟୁ ପ୍ରଶାସନ ପାଖରେ ନାହିଁ

ନୂଆଦିଲ୍ଲୀ,୨୨।୧: ଜେଏନ୍‌ୟୁରେ ପଢୁଥିବା ୮୨ ବିଦେଶୀ ଛାତ୍ରୀଛାତ୍ରଙ୍କ ଜାତୀୟତା ପ୍ରମାଣ ରେକର୍ଡ ବିଶ୍ୱବିଦ୍ୟାଳୟ ପ୍ରଶାସନ ପାଖରେ ନାହିଁ। ଏନେଇ ସୂଚନା ଅଧିକାର ଆଇନ ଅନ୍ତର୍ଗତ କରାଯାଇଥିବା ଏକ ଆବେଦନରୁ ଜଣାପଡ଼ିଛି। ବିଶ୍ୱବିଦ୍ୟାଳୟ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଛି...

ସାଧାରଣତନ୍ତ୍ର ଦିବସରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ବିଏସ୍‌ଏଫ୍‌ ପକ୍ଷରୁ ‘ଅପରେଶନ୍‌ ଥଣ୍ଡା ପବନ’ ଆରମ୍ଭ

ନୂଆଦିଲ୍ଲୀ,୨୨।୧: ସାଧାରଣତନ୍ତ୍ର ଦିବସରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଏସ୍‌ଏଫ୍‌ ପକ୍ଷରୁ...

ନେପାଳରେ ୮ କେରଳ ପର୍ଯ୍ୟଟକ ମୃତ

ଥିରୁଭାନନ୍ଥପୁରମ,୨୨।୧(ପି.ଟି.): ଭାରତର ୧୫ ଜଣିଆ ଟିମ୍‌ ନେପାଳର ପୋଖରା ଗସ୍ତରେ ଯାଇଥିବାବେଳେ ସେଠାରେ ଶ୍ୱାସରୁଦ୍ଧ ହୋଇ ୮ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ସମସ୍ତେ କେରଳର ବୋଲି ଜଣାପଡ଼ିଛି। ନେପାଳର ଏକ ରିସୋର୍ଟରେ ସେମାନେ ଥିବାବେଳେ ଗ୍ୟାସ୍‌ ଲିକ୍‌ ଯୋଗୁ...

୧୪୩ ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୨୨ା୧(ପି.ଟି.): ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ୧୪୩ଟି ପିଟିଶନର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ ହେବ। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଅବ୍‌ଦୁଲ ନଜିର ଓ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ...

ଇ-ଟିକେଟ ରାକେଟ୍‌ର ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୨୨।୧: ଅନ୍ତର୍ଜାତୀୟ ଇ-ଟିକେଟ୍‌ ରାକେଟ୍‌ର ପର୍ଦ୍ଦାଫାଶ୍‌ ହୋଇଛି। ଏହାର ଚେର ପାକିସ୍ତାନ, ବାଂଲାଦେଶ, ଦୁବାଇ ପ୍ରମୁଖ ଦେଶକୁ ଲମ୍ବିଛି। ଆର୍‌ପିଏଫ୍‌ ପକ୍ଷରୁ ଝାଡ଼ଖଣ୍ଡର ଗୁଲାମ ମୁସ୍ତାଫା ନାମକ ଜଣେ ବ୍ୟକ୍ତିଙ୍କୁ ଭୁବନେଶ୍ୱରରୁ ଗିରଫ କରାଯାଇଥିବାବେଳେ ତାଙ୍କ ସହ ଏକ ଟିମ୍‌...

ନାମାଙ୍କନପତ୍ର ଦାଖଲ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ ,୨୨।୧: ଦୀର୍ଘ ୬ ଘଣ୍ଟାକାଳ ଅପେକ୍ଷା କରିବା ପରେ ଏଏପି ନେତା ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନୂଆଦିଲ୍ଲୀ ଆସନ ଲାଗି ମଙ୍ଗଳବାର ସନ୍ଧ୍ୟା ୬.୩୦ରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଲାଇନ୍‌ରେ କେଜ୍‌ରିଓ୍ବାଲଙ୍କ ନମ୍ବର ୪୫ ଥିବାବେଳେ...

୨୭ରେ ଟିଏମ୍‌ସିର ସିଏଏ ବିରୋଧୀ ସଂକଳ୍ପନାମା

କୋଲକାତା,୨୨ା୧(ପି.ଟି.): ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଆଣିବ। ନୂଆ ନାଗରିକତ୍ୱ ଆଇନ ବିରୋଧରେ ଜାନୁୟାରୀ ୨୭ରେ ଗୃହରେ ପ୍ରସ୍ତାବ ଆଗତ କରାଯିବ ବୋଲି ଦଳ ପକ୍ଷରୁ ମଙ୍ଗଳବାର ସ୍ପଷ୍ଟ କରାଯାଇଛି। କେରଳ ଓ...

ବାଚସ୍ପତିଙ୍କ କ୍ଷମତାର ସମୀକ୍ଷା ହେଉ

ନୂଆଦିଲ୍ଲୀ,୨୨ା୧(ଆଇଏଏନ୍‌ଏସ୍‌):ବିଧାନସଭା ଓ ଲୋକ ସଭାର ବାଚସ୍ପତି ବି କୌଣସି ଏକ ଦଳରୁ ଆସିଥାନ୍ତି। ତେଣୁ ଦଳବଦଳ ଆଇନାନୁସାରେ ସେ ଗୃହର କୌଣସି ସଦସ୍ୟଙ୍କୁ ଅଯୋଗ୍ୟ ଘୋଷଣା କରିପାରିବେ କି? ଏହା ଉପରେ ପାର୍ଲାମେଣ୍ଟ ବିଚାର କରୁ। ବିଧାୟକ ଏବଂ ଏମ୍‌ପିମାନଙ୍କ...

ଉପରାଜ୍ୟପାଳଙ୍କୁ ଭେଟିଲେ ବିକ୍ଷୋଭକାରୀ ମହିଳା ପ୍ରତିନିଧି ଦଳ

ନୂଆଦିଲ୍ଲୀ,୨୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଦିଲ୍ଲୀର ଶାହିନ ବାଗ୍‌ରେ ବିଶେଷ କରି ମହିଳାଙ୍କ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଦୀର୍ଘ ୩୬ ଦିନ ଧରି ବିକ୍ଷୋଭକାରୀମାନେ ଶାହିନ ବାଗ୍‌ରେ ଧାରଣାରେ ବସିଥିବାରୁ ଦିଲ୍ଲୀ ଓ ନୋଏଡାକୁ ସଂଯୋଗକାରୀ ମୁଖ୍ୟ...

ଏଏପି ଛାଡିଲେ ଦିଲ୍ଲୀ କାଣ୍ଟର ବିଧାୟକ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ଆମ ଆଦମୀ ପାର୍ଟି(ଏଏପି)କୁ ବଡ଼ ଝଟ୍‌କା ଲାଗିଛି। କାଣ୍ଟର ବିଧାୟକ କମାଣ୍ଡୋ ସୁରେନ୍ଦ୍ର ସିଂହ ମଙ୍ଗଳବାର ଏଏପିରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏଏପିରୁ ଇସ୍ତଫା ଦେବା ନେଇ...

କ୍ଷମା ମାଗିବେ ନାହିଁ ରଜନୀକାନ୍ତ

ନୂଆଦିଲ୍ଲୀ,୨୧।୧: ତାମିଲ ସୁପରଷ୍ଟାର ତଥା ରାଜନେତା ରଜନୀକାନ୍ତ ଇଭି ରାମସାମୀ ପେରିୟରଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ଏହାକୁ ନେଇ ତାଙ୍କ ନାଁରେ ଅଭିଯୋଗ ମଧ୍ୟ ହୋଇଛି। ହେଲେ ଏହାକୁ ନେଇ ରଜନୀକାନ୍ତ ଦୁଃଖ ପ୍ରକାଶ କରି ନାହାନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri