କରୋନା ସଂକ୍ରମଣ ମୁକାବିଲା: କଏଦୀଙ୍କୁ ମିଳିବ ୬ ସପ୍ତାହ ପାରୋଲ
ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ଜେଲ୍ରେ ଥିବା କଏଦୀଙ୍କ ମଧ୍ୟରେ କରୋନା ସଂକ୍ରମଣ ରୋକିବାକୁ ଦୃଷ୍ଟିରେ ରଖି ସୋମବାର ସୁପ୍ରିମ୍କୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୭ରୁ…
ସରକାରଙ୍କ ଆଶ୍ୱାସନା: ୮୦% କରୋନା ସଂକ୍ରମିତ ଆପଣାଛାଏଁ ହେବେ ସୁସ୍ଥ; ୫%ଙ୍କୁ କରାଯିବ ହସ୍ପିଟାଲରେ ଭର୍ତ୍ତି; ଆଖିବୁଜା ହେବନି ନମୁନା ଯାଞ୍ଚ୍
ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ନେଇ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି ମର୍ମରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବହିର୍ବ୍ୟାପାର ମନ୍ତ୍ରଣାଳୟ ଏବଂ ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡ଼ିକାଲ ରିସର୍ଚ୍ଚ(ଆଇସିଏମ୍ ଆର୍) ପକ୍ଷରୁ ଆୟୋଜିତ ଏକ ମିଳିତ ଗଣମାଧ୍ୟମ ସମ୍ମଳନୀରେ…
ପଞ୍ଜାବରେ ଫେଲ୍ ମାରିଲା ଲକ୍ଡାଉନ୍: ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ
ଚଣ୍ଡିଗଡ଼,୨୩।୩: କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକ୍ ଡାଉନ୍ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ ସାରା ରାଜ୍ୟକୁ ସୋମବାରଠାରୁ ଲକ୍ଡାଉନ୍ ଘୋଷଣା କରିଥିଲେ। ହେଲେ…
କରୋନା ପ୍ରକୋପ: ଆମାଜନରେ ଅଧା କିଲୋ ଭେଣ୍ଡିର ଦାମ୍ ୪୦୦ଟଙ୍କା
ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍ର ସଂକ୍ରମଣକୁ ରୋକିବା ପାଇଁ ସମସ୍ତେ ନିଜ ଘରେ ଏକପ୍ରକାର ବନ୍ଦୀ ହୋଇରହିଛନ୍ତି। ଏଭଳି ସ୍ଥିତିରେ ଘରେ ରହୁଥିବା ଲୋକ ଶପିଂ ପାଇଁ ଇ-କମର୍ସକୁ ବାଛିଛନ୍ତି। ପ୍ରତିଦିନ ଆବଶ୍ୟକ ହେଉଥିବା ସାମଗ୍ରୀକୁ ଲୋକମାନେ ଫ୍ଲିପ୍କାର୍ଟ ଓ ଆମାଜନରେ କିଣୁଥିବା…
ଓକିଲଙ୍କ ଚ୍ୟାମ୍ବରକୁ ସିଲ୍ କଲେ ସୁପ୍ରିମକୋର୍ଟ: ଭିଡିଓ କନଫରେନ୍ସିଂ ଜରିଆରେ ହେବ ଶୁଣାଣି
ନୂଆଦିଲ୍ଲୀ ୨୩।୩: ଦେଶରେ କରୋନା ଭାଇରସ୍ର ପ୍ରକୋପକୁ ଦେଖି ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଓକିଲଙ୍କ ଚ୍ୟାମ୍ବରକୁ ସିଲ୍ କରାଯିବାକୁ ନିର୍ଦ୍ଦେଶ ଦେବା ସହ ଏବେଠାରୁ ଘରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଶୁଣାଣି କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଇତିମଧ୍ୟରେ…
କ୍ୱାରାଣ୍ଟାଇନ୍ ପାଇଁ ମୋ ଘରକୁ ବ୍ୟବହାର କରିପାରିବେ ସରକାର: ତେଜସ୍ବୀ
ପାଟନା,୨୩।୩: ମହାମାରୀ କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ନିଜ ନିଜ ପକ୍ଷରୁ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ସରକାରଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ବିହାରର ଉପମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନାତା ଦଳ (ଆରଜେଡି)ର ନେତା ତେଜସ୍ବୀ ଯାଦବ। ଦେଶରେ…
କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ: କମିଲା ଇଣ୍ଟରନେଟ୍ ସ୍ପିଡ୍
ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି ହୋଇଛି। ବହୁ କାର୍ଯ୍ୟାଳୟ ସେମାନଙ୍କ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି। ଏହାଯୋଗୁ ଗୋଟିଏ ସମୟରେ ବହୁ ୟୁଜର ଇଣ୍ଟରନେଟ୍ ପ୍ଲାଟର୍ଫମ…
କରୋନା ସଂକ୍ରମିତଙ୍କ ଘରେ ପୋଷ୍ଟର ଲଗାଇଲେ ଦିଲ୍ଲୀ ସରକାର: ଦୂରେଇ ରହିବାକୁ ପରାମର୍ଶ
ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ରୋକିବା ଲାଗି ଦିଲ୍ଲୀ ସରକାର ସଂକ୍ରମିତଙ୍କ ଘରେ ପୋଷ୍ଟର ଲଗାଯାଇଛି। ଅନ୍ୟ ଲୋକଙ୍କୁ ଏଭଳି ଘରଠାରୁ ଦୂରେଇ ରହିବା ପାଇଁ ପୋଷ୍ଟରରେ ପରାମର୍ଶ ଦିଆଯାଇଛି। ନିର୍ଦ୍ଦେଶ ଅନୁସାରେ ଜିଲା ପ୍ରଶାସନ ଏବଂ ଦିଲ୍ଲୀ ପୋଲିସ ପକ୍ଷରୁ ଏଭଳି…
ଲକ୍ଡାଉନ୍ ନିୟମ ଉଲ୍ଲଂଘନକାରୀଙ୍କୁ କଠୋର ଦଣ୍ଡ: କେନ୍ଦ୍ର ସରକାର
ନୂଆଦିଲ୍ଲୀ,୨୩।୩: ଲକ୍ଡାଉନ୍, କ୍ୱାରାଣ୍ଟାଇନ୍, ଆଇସୋଲେଶନ। ଏବେ ଏହି ୩ ଶବ୍ଦ ସବୁଠି ଶୁଣିବାକୁ ମିଳୁଛି। ଆଉ ଏହାକୁ ପାଳନ କରିବାକୁ ମଧ୍ୟ ସମସ୍ତଙ୍କୁ ଅନୁରୋଧ କରାଯାଇଛି। ଏହି ୩ ଶବ୍ଦ ହିଁ ଆମକୁ କରୋନାଠାରୁ ଦୂରେଇ ରଖିବ ବୋଲି କୁହାଯାଉଛି। କାରଣ…
କାହିଁକି ଆତ୍ମହତ୍ୟା କରିବାକୁ ଚାହୁଁଥିଲେ କନିକା
ଲକ୍ଷ୍ନୌ,୨୩।୩: ବଲିଉଡ୍ ଗାୟିକା କନିକା କପୁର ଏବେ କରୋନା ଭାଇରସରେ ପୀଡ଼ିତ ଥିବା ବେଳେ ତାଙ୍କର କାର୍ଯ୍ୟକଳାପକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ସେ ଲଣ୍ଡନରୁ ଫେରି ଯେଉଁଭଳି ବିଭିନ୍ନ ପାର୍ଟିରେ ଯୋଗ ଦେଲେ ଓ ପରେ କରୋନାରେ ସଂକ୍ରମିତ ହୋଇଥିବା…
କରୋନା ସହ ଲଢ଼େଇ ପାଇଁ ସାମ୍ନାକୁ ଆସିଲେ ଉଦ୍ୟୋଗପତି
ନୂଆଦିଲ୍ଲୀ,୨୩।୩: ଦେଶରେ କରୋନାର ପ୍ରକୋପ ଜାରି ରହିଛି। କରୋନା ଭାଇରସ୍ ସଂକ୍ରମଣରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ୮କୁ ଟପିଛି। ତେବେ କରୋନା ସହ ମୁକାବିଲା ପାଇଁ ବ୍ୟବସାୟ ଓ ଉଦ୍ୟୋଗ ଜଗତ ସହାୟତାର…
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୧୫
ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ ଥମିବାର ନାଁ ନେଉନି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ ୧୮୮ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୧୫ରେ। ଇଣ୍ଡିଆନ୍ କାଉନସିଲ୍…
Archives


