ଲକ୍ଡାଉନ୍କୁ ନେଇ କ୍ଷୋଭ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ତେବେ କରୋନାର ମୁକାବିଲା କରିବାକୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ବେଳେ ଏହାକୁ କେତେଜଣ ସାଧାରଣ…
ଶହୀଦ ଦିବସରେ ଭଗତ ସିଂ, ସୁକଦେବ, ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶହୀଦ ଦିବସ ଅବସରରେ ଭଗତ ସିଂ, ସୁକଦେବ ଓ ରାଜଗୁରୁଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୋଦି କହିଛନ୍ତି ଦେଶପ୍ରତି ଥିବା ଏମାନଙ୍କର ଅବଦାନକୁ କେବେ ଭୁଲି ହେବନାହିଁ। ଭାରତ ମାତାର ଏହି ବୀର ସନ୍ତାନଙ୍କୁ ସେ…
କରୋନା ଭାଇରସ: ସଂସଦ ଯିବେନାହିଁ ଶିବସେନା ନେତା
ନୂଆଦିଲ୍ଲୀ,୨୩।୩: କରୋନା ଭାଇରସର ଭୟ ଯୋଗୁ ଶିବସେନା ନେତା ସୋମବାର ରାଜ୍ୟ ସଭା କି ଲୋକ ସଭାରେ ଯୋଗ ଦେବେ ନାହିଁ ବୋଲି କହିଛନ୍ତି। ପୂର୍ବରୁ ତ୍ରୁଣମୂଳ କଂଗ୍ରେସର ନେତାମାନେ ସୋମବାର ସଂସଦ ଆସିବେ ନାହିଁ ବୋଲି କହି ସାରିଥିଲେ। ଏପଟେ…
ଆଜିଠୁ ସ୍ଥଗିତ ରହିପାରେ ପାର୍ଲାମେଣ୍ଟ
ନୂଆଦିଲ୍ଲୀ,୨୩ା୩(ଆଇଏଏନ୍ଏସ୍): କରୋନା ଭାଇରସ୍ ଯୋଗୁ ବିଶ୍ୱବ୍ୟାପୀ ଅଚଳାବସ୍ଥା ଲାଗିରହିଥିବାବେଳେ ଭାରତର ପାର୍ଲାମେଣ୍ଟରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଚାଲୁରହିଛି। ଏହାକୁ ନେଇ ଚାରିଆଡ଼ୁ ସମାଲୋଚିତ ହେବା ପରେ କେନ୍ଦ୍ର ସରକାର ପାର୍ଲାମେଣ୍ଟର ଉଭୟ ଗୃହକୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ…
କରୋନା କରିଛି ଅଚଳାବସ୍ଥା
ନୂଆଦିଲ୍ଲୀ,୨୩ା୩: କରୋନା ଭାଇରସ୍ ସଂକ୍ରମଣ ଭୟାବହ ରୂପ ଧାରଣ କରିଛି। ଏହାକୁ ରୋକିବା ଲାଗି ଅନ୍ୟ ରାଜ୍ୟଗୁଡ଼ିକ ଭଳି ଜାତୀୟ ରାଜଧାନୀ ଦିଲ୍ଲୀରେ ବ୍ୟାପକ ପ୍ରତିଷେଧମୂଳକ ପଦକ୍ଷେପ ନିଆଯାଉଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍ଡାଉନ୍…
ବ୍ଲିଚିଂ ପାଉଡ଼ରରେ ବି କରିହେବ ଘର, କାର୍ଯ୍ୟାଳୟ ସାନିଟାଇଜ୍
ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ପ୍ରସାରଣ ଜାରି ରଖିଛନ୍ତି। କରୋନାଠାରୁ ଦୂରେଇ ରହିବା ପାଇଁ ସାନିଟାଇଜେଶନ୍ ଜରୁରୀ। ଘର ଏବଂ କାର୍ଯ୍ୟାଳୟର ପରିମଳ ବ୍ୟବସ୍ଥା ବଜାୟ ରଖିଲେ ଏହି…
କରୋନା ଯୋଦ୍ଧାଙ୍କୁ କୃତଜ୍ଞତା ଜଣାଇଲେ ଦେଶବାସୀ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ପ୍ରକୋପରୁ ଦେଶକୁ ରକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଇଥିଲା ‘ଜନତା କର୍ଫ୍ୟୁ’। ଏହି ସମୟରେ ସାରା ଦେଶ ଏକ ପ୍ରକାର ନିରବ ହୋଇଯାଇଥିବା ବେଳେ ଜରୁରୀ ସେବାରେ…
ଗୋଟିଏ ଦିନରେ ୩ ମୁଣ୍ଡ ନେଲା କରୋନା: ଭାରତରେ ମୃତ୍ୟୁ ସଂଖ୍ୟା ୭; ମୃତକଙ୍କ ମଧ୍ୟରେ ୬ଜଣଙ୍କୁ ଡାଇବେଟିସ୍
ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ରବିବାର ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ସୁରଟରେ ଜଣେ, ମୁମ୍ବାଇରେ ଜଣେ ଏବଂ ପାଟନାରେ ଜଣଙ୍କର ମୃତ୍ୟୁ ଘଟିଛି। ଗତ ୧୧…
କରୋନା ପଜିଟିଭ ଥିବା ସମସ୍ତ ୭୫ ଜିଲା ଲକ୍ଡାଉନ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ପଜିଟିଭ ରୋଗୀ ଥିବା ସମସ୍ତ ୭୫ ଜିଲାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ କେବଳ ଜରୁରୀ ସେବା ଯୋଗାଇ ଦିଆଯିବ ବୋଲି ରବିବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହି ସମୟରେ…
ଗୋଟିଏ ସପ୍ତାହ ପୂର୍ବରୁ ଲାଗୁ କରିବାର ଥିଲା ‘ଜନତା କର୍ଫ୍ୟୁ’: ସଞ୍ଜୟ ରାଉତ
ମୁମ୍ବାଇ,୨୨।୩: କରୋନା ଭାଇରସର ସଂକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ଆହ୍ବାନ ଦେଇଥିଲେ ‘ଜନତା କର୍ଫ୍ୟୁ’ ତାହା ରବିବାର ସାରା ଦେଶରେ ପାଳନ କରାଯାଉଛି। ଲୋକେ ଶାନ୍ତି ଶୃଙ୍ଖଳାର ସହ ଏହା ପାଳନ କରିଥିବା ବେଳେ ଶିବସେନା ନେତା ସଞ୍ଜୟ…
ଉତ୍ତରାଖଣ୍ଡରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’
ଡେରାଡୁନ,୨୨।୩: ଉତ୍ତରାଖଣ୍ଡରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’ ଲାଗୁ ହେବ ବୋଲି ରବିବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ। ଏହି ସମୟରେ ଖାଦ୍ୟ ପଦାର୍ଥ, ଔଷଧ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ମିଳିବାରେ କୌଣସି ଅସୁବିଧା ହେବ ନାହିଁ…
ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ
ସୁକମା,୨୨।୩: ଛିତଶଗଡ଼ ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୧୪ରୁ ଅଧିକ ଯବାନ ଆହତ ହୋଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ହେଲିକପ୍ଟରରେ ଅଣାଯାଇ ରାୟପୁରର ରାମକୃଷ୍ଣ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ମିନପା…
Archives


