ସ୍ଥଗିତାଦେଶକୁ ସୁପ୍ରିମକୋର୍ଟଙ୍କ ନା
ନୂଆଦିଲ୍ଲୀ,୨୧ା୧(ପି.ଟି.): ରାଜନୈତିକ ଦଳଗୁଡିକର ପାଣ୍ଠି ସଂଗ୍ରହ ପାଇଁ ରହିଥିବା ଇଲେକ୍ଟୋରାଲ ବଣ୍ଡ୍ ଯୋଜନା ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ଏଥିସହିତ କେନ୍ଦ୍ର ସରକାର ଓ ନିର୍ବାଚନ କମିଶନଙ୍କଠାରୁ ଅଦାଲତ ଜବାବ ଲୋଡ଼ିଛନ୍ତି। ଦୁଇ...
ଆନ୍ଧ୍ର ବିଧାନସଭାରେ ୩ ରାଜଧାନୀ ବିଲ୍ ଗୃହୀତ
ନୂଆଦିଲ୍ଲୀ,୨୧ା୧( ଆଇଏଏନ୍ଏସ୍): ଆନ୍ଧ୍ରପ୍ରଦେଶ ବିଧାନସଭାରେ ସୋମବାର ୩ ରାଜାଧାନୀ ବିଲ୍ ଗୃହୀତ ହୋଇଛି। ଏହାକୁ ବିରୋଧ କରି ମାସାଧିକ କାଳ ଆନ୍ଦୋଳନ ଚଳାଇଥିବା ଅମରାବତୀର କୃଷକମାନେ ନିଶ୍ଚିତ ଭାବେ ନ୍ୟାୟ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗନମୋହନ ରେଡ୍ଡୀ ପ୍ରତିଶ୍ରୁତି...
‘ଜୀବନକୁ ନିୟନ୍ତ୍ରଣ ନ କରୁ ପ୍ରଯୁକ୍ତି’
ନୂଆଦିଲ୍ଲୀ,୨୧ା୧(ପି.ଟି.): ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ତୃତୀୟ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଛାତ୍ରୀଛାତ୍ରଙ୍କୁ କେତେକ ଉପାଦେୟ ପରାମର୍ଶ ଦେଇଛନ୍ତି। ପରୀକ୍ଷାକୁ ନେଇ ପିଲାଙ୍କ ମଧ୍ୟରେ ଥିବା ଭୟ ଦୂର କରିବାକୁ ଓ ଅଭିଭାବକମାନଙ୍କ ବୋଝ ହାଲୁକା କରିବାକୁ...
ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ସବୁ ଦାବି ମାନି ନେଲେ ଉଦ୍ଧବ
ମୁମ୍ବାଇ,୨୦।୧: ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଖାଦେଇଥିବା ବିବାଦର ଅନ୍ତ ଘଟିଛି। ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ଶ୍ରୀ ସାଇବାବା ସଂସ୍ଥାନ ଟ୍ରଷ୍ଟର ସଦସ୍ୟଙ୍କ ସହ ଏକ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀ...
ଆଡଭାନୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ନଡ୍ଡା
ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ସୋମବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଜେ.ପି. ନଡ୍ଡା। ଏହାପରେ ଦିଲ୍ଲୀରେ ଦଳର ମୁଖ୍ୟକାର୍ଯ୍ୟାଳୟରେ ତାଙ୍କ ପାଇଁ ସ୍ବାଗତ ସମାରୋହ ଆୟାଜନ କରାଯାଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଡ୍ଡାଙ୍କୁ ପୁଷ୍ପଗୁଚ୍ଛ ଦେଇ...
ଦାୟିତ୍ୱ ଗ୍ରହଣ କରିବା ପରେ ଭାଇଙ୍କୁ ଭେଟିଲେ ନଡ୍ଡା
ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରାୟ ୬ ବର୍ଷ ପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଲା ନୂଆ ଅଧ୍ୟକ୍ଷ। ପୂର୍ବରୁ ଏହି ଆସନରେ ଏବେକାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଥିବା ବେଳେ ସୋମବାର ତାଙ୍କର କାର୍ଯ୍ୟକାଳ ସରିଛି। ସୋମବାର ଏହି ଆସନରେ ବସିବାକୁ...
ମୁଜାଫରପୁର ଶେଲ୍ଟର ହୋମ୍ ମାମଲା: ବ୍ରଜେଶଙ୍କ ସମେତ ୧୯ ଦୋଷୀ ସାବ୍ୟସ୍ତ
ନୂଆଦିଲ୍ଲୀ,୨୦।୧: ବିହାରର ବହୁଚର୍ଚ୍ଚିତ ମୁଜାଫରପୁର ଶେଲ୍ଟର ହୋମ୍ ମାମଲାରେ ସୋମବାର ଦିଲ୍ଲୀର ଏକ କୋର୍ଟ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାରେ ଶେଲ୍ଟର ହୋମ୍ରେ ଝିଅମାନଙ୍କୁ ଯୌନ ନିର୍ଯାତନା ଦେଉଥିବା ମୁଖ୍ୟ ଅଭିଯୁକ୍ତ ବ୍ରଜେଶ ଠାକୁରଙ୍କ ସମେତ ୧୯ଜଣଙ୍କୁ କୋର୍ଟ...
ମାଙ୍ଗାଲୁରୁ ବିମାନ ବନ୍ଦରରେ ଆଇଇଡି ବ୍ୟାଗ୍: ଲୋକେ ଆତଙ୍କିତ
ମାଙ୍ଗାଲୁରୁ,୨୦।୧: ସାଧାରଣତନ୍ତ୍ର ଦିବସରେ ଦେଶରେ ଆତଙ୍କବାଦୀମାନେ ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ମାଙ୍ଗାଲୁରୁ ବିମାନ ବନ୍ଦରରେ ଏକ ଆଇଇଡି ବ୍ୟାଗ୍ ମିଳିଛି। ଏନେଇ ଖବର ପ୍ରଚାରିତ ହେବା...
ଠିକ୍ ସମୟରେ ପହଞ୍ଚି ନ ପାରିବାରୁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୦।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ଦିଲ୍ଲୀ ବିଧାନସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିବାରଥିଲା। ଘରୁ ବାହାରି ବାଲ୍ମୀକି ମନ୍ଦିର ଦର୍ଶନ କରି ସେ ଏକ ରୋଡ ଶୋ’ରେ ବାହାରିଥିଲେ।...
୩ ବର୍ଷର କାର୍ଯ୍ୟକାଳ: ନଡ୍ଡାଙ୍କ ଆଗରେ ଦକ୍ଷିଣ ଏବଂ ପୂର୍ବୋତ୍ତର ଅଗ୍ନି ପରୀକ୍ଷା
ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଜେ.ପି. ନଡ୍ଡା ସୋମବାର କାର୍ଯ୍ୟ ଭାର ସମ୍ଭାଳିଛନ୍ତି। ସେ ଏହି ପଦରେ ଆସନ୍ତା ୨୦୨୩ ପର୍ଯ୍ୟନ୍ତ ରହିବେ। ନଡ୍ଡାଙ୍କ କାର୍ଯ୍ୟକ୍ଷେତ୍ର କେତେଦୂର ସଫଳ ରହିବ ସେନେଇ ଏବେ ନାନା କଳ୍ପନା ଜଳ୍ପନା ଆରମ୍ଭ...
ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ ଆବେଦନ
ନୂଆଦିଲ୍ଲୀ,୨୦।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ଆଦେନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ କରାଯାଇଛି। ଏଥିରେ ତାଙ୍କ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଆବେଦନରେ କୌଣସି ନୂଆ ତଥ୍ୟ ନ ଥିବା ଦର୍ଶାଇ କୋର୍ଟ ଏହାକୁ ଖାରଜ...
ନଡ୍ଡା ହେଲେ ଭାଜପା ଅଧ୍ୟକ୍ଷ
ନୂଆଦିଲ୍ଲୀ,୨୦।୧: କେନ୍ଦ୍ରର ଶାସନ ଗାଦିରେ ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦୀର୍ଘ ୬ ବର୍ଷ ପରେ ଏବେ ମିଳିଛି ନୂଆ ଅଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଜରିଆରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ଜଗତ ପ୍ରକାଶ ନଡ୍ଡାକୁ ନୂଆ...
Archives


