ରୋମରେ ଥିବା ୨୬୩ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ସ୍ବତନ୍ତ୍ର ବିମାନ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଚାଇନାର ମୃତ୍ୟୁହାରକୁ ଟପି ଗଲାଣି ଇଟାଲିର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର। ଏବେ ଇଟାଲିରେ ୪ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ, ବେଳକୁ ବେଳ ସଂକ୍ରମିତଙ୍କ…
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୨୪
ନୂଆଦିଲ୍ଲୀ,୨୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା କବଳକୁ ନେଇ ସାରିଲାଣି। ସବୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସମୟ କ୍ରମେ ବଢିବାରେ ଲାଗିଛି। ରବିବାର ସକାଳ ସୁଦ୍ଧା ଆମ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା…
ମୁଁ ଘରେ ରହି କାମ କରୁଛି ଆପଣମାନେ ବି ‘ଜନତା କର୍ଫ୍ୟୁ’କୁ ସହଯୋଗ କରନ୍ତୁ: ରାଜନାଥ
ନୂଆଦିଲ୍ଲୀ,୨୨।୩: ସାରା ଦେଶରେ ରବିବାର ପାଳନ କରାଯାଇଛି ‘ଜନତା କର୍ଫ୍ୟୁ’। କରୋନା ଭାଇରସର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ‘ଜନତା କର୍ଫ୍ୟୁ’ ପାଳନ କରାଯାଉଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦେଶବାସୀଙ୍କୁ କହିଛନ୍ତି ମୁଁ ଘରେ ବସି କାମ…
ବେତନ ବୃଦ୍ଧି କରି ନ ପାରନ୍ତି ଆଇଟି କମ୍ପାନୀ
ନୂଆଦିଲ୍ଲୀ,୨୨।୩: ମହାମାରୀ କରୋନା ସଂକ୍ରମଣ ସାରା ବିଶ୍ୱର ଅର୍ଥନୀତିକୁ ପ୍ରଭାବିତ କରିଛି। ଭାରତର ଆଇଟି କମ୍ପାନୀଗୁଡ଼ିକ ଉପରେ ଏହାର ପ୍ରଭାବ ପଡିଛି। ତେଣୁ ଏହି କମ୍ପାନୀଗୁଡ଼ିକ ଚଳିତ ବର୍ଷ ବେତନ ବୃଦ୍ଧି ନ କରିପାରନ୍ତି ବୋଲି କୁହାଯାଉଛି। ସେହିପରି ବୋନସ୍ ମଧ୍ୟ…
୧୨ ରେଳଯାତ୍ରୀଙ୍କୁ କରୋନା
ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮ ଜଣ ଦିଲ୍ଲୀରୁ ରାମଗୁଣ୍ଡମ୍ ଯାଉଥିଲେ। ୧୬ ତାରିଖରେ ଅନ୍ୟ ୪ ଜଣ ଗୋଦାନ ଏକ୍ସପ୍ରେସରେ…
‘ସଙ୍କଟ ଆଗରେ ମୁଣ୍ଡ ନୁଆଁଇବନି ଭାରତ’
କରୋନା ସଂକ୍ରମଣକୁ ନେଇ ଦେଶ ଏବେ ସଙ୍କଟମୟ ପରିସ୍ଥିତି ଦେଇ ଗତି କରୁଛି। ତେବେ ଏହାକୁ ନେଇ ଭୟ କରିବାର କିଛି କାରଣ ନାହିଁ। ସଙ୍କଟ ନିକଟରେ ଦେଶ ମୁଣ୍ଡ ନୁଆଁଇବ ନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି।…
ଜନତା କର୍ଫ୍ୟୁ ପୂର୍ବରୁ ଦେଶବାସୀଙ୍କୁ ମୋଦିଙ୍କ ଆହ୍ବାନ: ସତର୍କ ହୁଅ, ଭୟ କରନି
ନୂଆଦିଲ୍ଲୀ,୨୨।୩: ଜନତା କର୍ଫ୍ୟୁ ପାଳନର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣିଥରେ ଦେଶବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ରୋକିବା ଦିଗରେ ସତର୍କ ରୁହନ୍ତୁ କିନ୍ତୁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଲୋକମାନଙ୍କୁ ଘରେ ରହିବା…
‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍ର ଘୋଷଣା କରନ୍ତୁ ସରକାର’: ରାହୁଲ
ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩ଶହ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏପରି ସ୍ଥଳେ…
‘ଜନତା କର୍ଫ୍ୟୁ’ ଭୟରେ ଦିନକ ପୂର୍ବରୁ କଲେ ବିବାହ
ଥାଣେ,୨୧।୩: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣର ଭୟ। ଅନ୍ୟପଟେ ମାର୍ଚ୍ଚ ୨୨ରେ ‘ଜନତା କର୍ଫ୍ୟୁ’। ଏସବୁକୁ ଦେଖି ଥାଣେର ଏକ ଦମ୍ପତି ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ମାର୍ଚ୍ଚ ୨୧ରେ ବିବାହ କରିଥିବା ଜଣାପଡିଛି। ବର ରୁପେଶ…
ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ
ନୂଆଦିଲ୍ଲୀ,୨୧।୩: ଭାରତରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍ ଗାୟକ ସୋନୁ ନିଗମ ଏକ ନିଷ୍ପତ୍ତି ନେଇଛନ୍ତି। ଏବେ ସୋନୁ ଦୁବାଇରେ ଥିବା ବେଳେ କରୋନାକୁ ନେଇ ସାରା ବିଶ୍ୱର ପରିସ୍ଥିତି ସ୍ବାଭାବିକ…
କରୋନା ମୋହର ଲାଗିଥିବାରୁ ଟ୍ରେନରୁ ଦମ୍ପତିଙ୍କୁ ଓହ୍ଲାଇ ଦିଆଗଲା
ନୂଆଦିଲ୍ଲୀ,୨୧।୩: ସିକନ୍ଦରାବାଦରୁ ବେଙ୍ଗାଲୁରୁ-ଦିଲ୍ଲୀ ରାଜଧାନୀ ଏକ୍ସପ୍ରେସରେ ଯାତ୍ରା କରୁଥିବା ଦମ୍ପତିକୁ କରୋନା ଭୟରେ ଓହ୍ଲାଇ ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଟ୍ରେନରେ ଦମ୍ପତି ସକାଳୁ ସକାଳୁ ତେଲେଙ୍ଗାନାର କାଜିପଟ ପହଞ୍ଚିବା ପରେ ପୁରୁଷଙ୍କ ହାତରେ କରୋନା ମୋହର ଲାଗିଥିବା…
ୟୁଟ୍ୟୁବ୍ ଦେଖି ପ୍ରେମିକାଙ୍କ ଡେଲିଭରୀ କରାଉଥିଲେ ପ୍ରେମିକ…
ଚେନ୍ନାଇ,୨୧।୩: ତାମିଲ୍ନାଡୁରେ ୨୭ ବର୍ଷ ବୟସ୍କ ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କ ଡେଲିଭରୀ ୟୁଟ୍ୟୁବ ଦେଖି କରୁଥିଲେ। ତେବେ ଅତ୍ୟଧିକ ରକ୍ତସ୍ରାବ ହେବାରୁ ୧୯ ବର୍ଷ ବୟସ୍କା ପ୍ରେମିକାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ପ୍ରେମିକଙ୍କୁ ଗିରଫ କରି ତଦନ୍ତ…
Archives


