ସିଏଏ ବିରୋଧୀଙ୍କୁ ଭାଜପା ବିଧାୟକଙ୍କ ଧମକ: ହିଂସାକାଣ୍ଡ ଭିଆଇଲେ ଚମଡ଼ା ଉତାରି ଦିଆଯିବ
ଗାଜିଆବାଦ,୨୦।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଭାଜପା ନେତା ବିଭିନ୍ନ ସମୟରେ ବିବାଦୀୟ ମନ୍ତବ୍ୟ ଦେଉଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶର ଭାଜପା ବିଧାୟକ ସିଏଏ ବିରୋଧୀଙ୍କୁ ଧମକ ଦେଇଛନ୍ତି। ଗାଜିଆବାଦ ଲୋନୀଠାରେ ଭାଜପା ପକ୍ଷରୁ ସିଏଏ ସମର୍ଥନ ସଭାର ଆୟୋଜନ...
ସିଏଏ ସମର୍ଥନରେ ପ୍ରଦର୍ଶନ: ଭାଜପାକର୍ମୀଙ୍କୁ ଚାପୁଡ଼ା ମାରିଲେ ଜିଲାପାଳ
ଭୋପାଳ,୨୦।୧: ମଧ୍ୟପ୍ରଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମର୍ଥନରେ ପ୍ରଦର୍ଶନ ସମୟରେ ଜଣେ ଭାଜପାକର୍ମୀଙ୍କୁ ଜିଲାପାଳ ଚାପୁଡ଼ା ମାରିଛନ୍ତି। ଏବେ ଏହାର ୧ ମିନିଟ୍ ୧୧ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ରାଜଗଡ଼ରେ ସିଏଏ...
ଏନ୍ସିପି ନେତାଙ୍କ ବିବାଦୀୟ ବୟାନ
ନୂଆଦିଲ୍ଲୀ,୨୦।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍ଆର୍ସି)କୁ ନେଇ ଏନ୍ସିପି ନେତାଙ୍କ ବିବାଦୀୟ ବୟାନ ଏବେ ଚର୍ଚ୍ଚାର ବିଷୟ ପାଲଟି ଯାଇଛି। ଏନ୍ସିପି ନେତା ଜିତେନ୍ଦ୍ର ଆହ୍ବାଦ ମହାରାଷ୍ଟ୍ରର ଠାଣେରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ...
୬୩ ଧନୀକଙ୍କ ପାଖରେ ଦେଶର ଗୋଟିଏ ବର୍ଷର ବଜେଟ ତୁଳନାରେ ଅଧିକ ସମ୍ପତ୍ତି
ନୂଆଦିଲ୍ଲୀ,୨୦।୧: ଦେଶର ୧ ପ୍ରତିଶତ ଧନୀକଙ୍କ ପାଖରେ ୭୦ ପ୍ରତିଶତ ଲୋକଙ୍କ ପାଖରେ ଥିବା ସମ୍ପତ୍ତି ଠୁଳ ହୋଇ ରହିଛି। ଏସବୁ ଧନୀକଙ୍କ ପାଖରେ ଥିବା ସମ୍ପତ୍ତି ଦେଶର ୯୫ କୋଟି ଲୋକଙ୍କ ପାଖରେ ଥିବା ସମ୍ପତ୍ତି ସହ ସମାନ।...
ଜାନୁୟାରୀ ୨୮ରେ ଜୟପୁରରେ ବୈଠକ କରିବେ ରାହୁଲ
ନୂଆଦିଲ୍ଲୀ,୨୦।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆସନ୍ତା ୨୮ ତାରିଖରେ ଜୟପୁରରେ ଏକ ବୈଠକ ଡକାଇଛନ୍ତି। ଏଥିରେ ସେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ବେରୋଜଗାର ଓ ଦେଶର ଆର୍ଥିକ ସ୍ଥିତିକୁ ନେଇ ଛାତ୍ର, ଯୁବକ ଓ କୃଷକଙ୍କ ସହ...
ବଜେଟ ପୂର୍ବରୁ କାହିଁକି ହୁଏ ‘ହାଲଓ୍ବା ରଶମ’
ନୂଆଦିଲ୍ଲୀ,୨୦।୧: ଚଳିତ ବର୍ଷ ଫେବୃୟାରୀ ୧ରେ ଦେଶର ବଜେଟ ଉପସ୍ଥାପନ ହେବ। ୨୦୨୦-୨୧ର ସାଧାରଣ ବଜେଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନିଜର ପେଡ଼ି ଖୋଲି ଉପସ୍ଥାପନ କରିବେ। ତେବେ ଏହା ପୂର୍ବରୁ କେତେକ କାର୍ଯ୍ୟର ବିଶେଷ ମହତ୍ତ୍ୱ ରହିଛି। ସେଥିମଧ୍ୟରୁ...
ଆହ୍ଲାବାଦ୍ର ନାମ ପରିବର୍ତ୍ତନ: ଯୋଗୀ ସରକାରଙ୍କୁ ସୁପ୍ରିମ୍କୋର୍ଟ ନୋଟିସ୍
ନୂଆଦିଲ୍ଲୀ,୨୦।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନ ସମୟରେ ଆହ୍ଲାବାଦ୍ର ନାମ ପରିବର୍ତ୍ତନ କରାଯାଇ ପ୍ରୟାଗରାଜ ଭାବେ ନାମିତ କରାଯାଇଛି। ଏନେଇ ସୋମବାର ଯୋଗୀ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି ହୋଇଛି। ନାମ ପରିବର୍ତ୍ତନ ବିରୋଧରେ ଦାଖଲ .ହୋଇଥିବା...
ଶୋପିଆନ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ମୃତ
ଶ୍ରୀନଗର,୨୦।୧: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛି କଶ୍ମୀର ଜୋନ୍ ପୋଲିସ। ଏପର୍ଯ୍ୟନ୍ତ ଏମାନଙ୍କର ପରିଚୟ ମିଳିନାହିଁ। ଶୋପିଆନର ଏକ ଘରେ ଆତଙ୍କବାଦୀମାନେ ଲୁଚି...
ମୋବାଇଲ୍ ଇଣ୍ଟରନେଟ୍ ଯୋଗୁ ନ ବଢୁ ଦୂରତା: ପ୍ରତିଦିନ ସନ୍ଧ୍ୟାରେ ଗାଁର ୧୧ ପରିବାର ଘଣ୍ଟାଏ କରୁଛନ୍ତି ଗପସପ
ରାୟପୁର,୨୦।୧: ସମ୍ପ୍ରତି ମୋବାଇଲ୍ ଇଣ୍ଟରନେଟ୍ ଯୋଗୁ ଲୋକେ ବିଭିନ୍ନ ସୋସିଆଲ୍ ମିଡ଼ିଆରେ ସାଇଟ୍ରେ ଦେଶ-ବିଦେଶରେ ବହୁ ଲୋକଙ୍କ ସହିତ ବନ୍ଧୁତା କରିପାରୁଛନ୍ତି। ତେବେ ଇଣ୍ଟରନେଟ୍ରେ ବ୍ୟସ୍ତ ରହିବା ଯୋଗୁ ନିକଟରେ ଥିବା ପ୍ରିୟ ପରିଜନ ତଥା ବନ୍ଧୁବାନ୍ଧବଙ୍କୁ ସେମାନେ ସମୟ...
ଗିରଫ ହେଲେ ଆଇଏସ୍ଆଇ ଏଜେଣ୍ଟ
ବାରାଣସୀ,୨୦।୧: ଉତ୍ତରପ୍ରଦେଶର ଆଣ୍ଟି ଟେରର ସ୍କ୍ବାଡ(ଏଟିଏସ୍)ସେନା ଇଣ୍ଟଲିଜେନ୍ସର ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ଆସନ ବାରାଣସୀରୁ ଜଣେ ଆଇଏସ୍ଆଇ ଏଜେଣ୍ଟଙ୍କୁ ସୋମବାର ଗିରଫ କରିଛି। ରଶିଦ ଅହମ୍ମଦ ନାମକ ୨୩ ବର୍ଷୀୟ ଯୁବକ ଛିତୁପୁରରେ ରହୁଥିବା ବେଳେ ଜଣଙ୍କ...
ପରୀକ୍ଷାରେ ଭଲ ନମ୍ବର ଆଣିବା ନୁହେଁ ଗୁରୁତ୍ୱପୂର୍ଣ୍ଣ; ବିଫଳତା ପରେ ନ ଅଟକି ଆଗେଇବା ଉଚିତ: ମୋଦି
ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷାର୍ଥୀଙ୍କ ମାନସିକ ଚାପ ହ୍ରାସ ପାଇଁ ସୋମବାର ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ ବିଫଳତା ପରେ ନ ଅଟକି ଆଗେଇବା ଲାଗି ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଜୀବନରେ...
ଚାଷୀ ବେଶରେ ପଲାନୀସ୍ବାମୀ: ସୋସିଆଲ୍ ମିଡ଼ିଆରେ ଶେୟାର କଲେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ
ଚେନ୍ନାଇ, ୨୦।୧: ଏବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଦ୍ୱାରା ଶେୟାର ହୋଇଥିବା ଫଟୋ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଫଟୋରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନୀସ୍ବାମୀ ଚାଷୀ ବେଶରେ ରହିଛନ୍ତି। ତାଙ୍କର ଗୋଟିଏ ହାତରେ ଦା ଏବଂ...
Archives


