ଜାତୀୟ

ଏଣିକି ହେଲମେଟ୍‌ ଉପରେ ନଜର ରଖିବେ ସରକାର, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୮:ସାଧାରଣତଃ ଚାଲାଣରୁ ବର୍ତ୍ତିବା ପାଇଁ କିଛି ଲୋକ ଯେକୌଣସି ପ୍ରକାରର ହେଲମେଟ ପିନ୍ଧନ୍ତି। ଯାହା ସୁରକ୍ଷା ଦୃଷ୍ଟିକୋଣରୁ ବେଳେବେଳେ ବିପଜ୍ଜନକ ପ୍ରମାଣିତ ହୁଏ। କାରଣ ସଡ଼କ ଦୁର୍ଘଟଣା ସମୟରେ ସ୍ଥାନୀୟ ହେଲମେଟ ସୁରକ୍ଷିତ ନୁହେଁ। ତଥାପି କିଛି ବାଇକ ଆରୋହୀ ଅଛନ୍ତି…

ଅମିତ ଶାହାଙ୍କୁ କରୋନା, ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨।୮: ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏକଥା ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କରୋନା ପଜିଟିଭ୍‌ ଜଣାପଡିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାାଇଛି। କରୋନା ଲକ୍ଷଣ ଦେଖା ଦେବାରୁ ଟେଷ୍ଟ କରିଥିଲି…

ରାମଲଲାଙ୍କ ଲଡୁ: ପୁଲଓ୍ବାମା କେଶର-କେରଳ କାଜୁ-ଅଷ୍ଟ୍ରେଲିଆ ବେସନ ଆଉ…

ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସମ୍ପନ୍ନ ହେବ। ଏନେଇ ରାମଲଲାଙ୍କୁ ଲାଗିହେବାକୁ ଥିବା ଲଡୁ ପ୍ରସ୍ତୁତି ଜୋର୍‌ ସୋର୍‌ରେ ଜାରି ରହିଛି। ଲଡୁରେ ଜମ୍ମୁ-କଶ୍ମୀର ପୁଲଓ୍ବାମାର କେଶର ବ୍ୟବହୃତ ହୋଇଛି।…

ଭୂମି ପୂଜନ ପାଇଁ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ

ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ଏନେଇ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ କରାଯାଇଛି। ଏହି ଉତ୍ସବ ସୌହାର୍ଦର ଏକ ମଞ୍ଚ ସାଜିବ ବୋଲି କୁହାଯାଉଛି। ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗଦେବା…

ସମସ୍ୟା ନ ସୁଧୁରିଲେ ମୋଦିଙ୍କ ଇସ୍ତଫା ଦାବି କରିିବେ ଲୋକେ: ସଞ୍ଜୟ ରାଉତ

ମୁମ୍ବାଇ,୨।୮: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ରୋକିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅସଫଳ ରହିଛନ୍ତି। ସେହିପରି ଆର୍ଥିକ ସଙ୍କଟର ସମାଧାନ କରିବାକୁ ସରକାର ଅସମର୍ଥ। ଏପରି ଧାରା ଜାରି ରହିଲେ ଲୋକଙ୍କ ସହିବାର ସୀମା ଟପିଯିବ। ସେତେବେଳେ ଲୋକେ ମୋଦିଙ୍କ…

କରୋନାର ଭୟଙ୍କର ଚିତ୍ର: ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଯୋଗୁ ଆମ୍ବୁଲାନ୍ସ ଛାଡ଼ି ପଳାଇଲେ ସ୍ବାସ୍ଥ୍ୟକର୍ମୀ

ପାଟଣା,୨।୮: ମହାମାରୀ କରୋନା ଭୟରେ ଲୋକଙ୍କ ମଧ୍ୟରୁ ମାନବିକତା ହଜିବାକୁ ବସିଲାଣି। ବିହାରର ସୁପୌଲରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟକର୍ମୀମାନେ ଆମ୍ବୁୂଲାନ୍ସ ଛାଡ଼ଇ ଫେରାର ହୋଇଯାଇଥିବା ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି…

ବୁଦ୍ଧି ଶିଖିବ ଚାଇନା: ଏବେ ଏସବୁ ସଂସ୍ଥା ଉପରେ ମୋଦି କରିବେ ସର୍ଜିକାଲ୍‌ ଷ୍ଟ୍ରାଇକ୍‌…

ନୂଆଦିଲ୍ଲୀ,୨।୮: ଭାରତ ସରକାର ଚାଇନାର ୧୦୦ରୁ ଅଧିକ ଆପ୍‌କୁ ବ୍ୟାନ୍‌ କରିଛନ୍ତି। ଏହା ସହିତ ଚାଇନା କମ୍ପାନୀକୁ ଦିଆଯାଇଥିବା ବହୁ ଠିକାକୁ ମଧ୍ୟ ରଦ୍ଦ କରାଯାଇଛି। ଏବେ ଚାଇନାକୁ ବୃଦ୍ଧି ଶିଖାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଣ୍ଟା ଭିଡ଼ିଛନ୍ତି। ଚାଇନା…

ବିବାହ ନ କଲେ ଆଣିବି ମିଥ୍ୟା ବଳାତ୍କାର ଅଭିଯୋଗ, ଧମକ ଦେଲେ ଯୁବତୀ

ଲକ୍ଷ୍ନୌ,୨।୮: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବତୀ ତାଙ୍କଠାରୁ ୧୦ ବର୍ଷ ସାନ ଯୁବକଙ୍କୁ ବିବାହ ପାଇଁ ଧମକ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଅଲ୍ଲୀଗଡ଼ ବିଶ୍ୱ ବିଦ୍ୟାଳୟରେ ବିଏସ୍‌ସି ପଢୁଥିବା ୧୯ ବର୍ଷ ବୟସ୍କ ଅଦିଲ୍‌ ଉଲାହଙ୍କୁ…

ଶବ ସଂରକ୍ଷଣ ଗୃହରେ ଥିଲା ମୃତଦେହ: ଓଠ, କାନ ଖାଇଗଲେ ମୂଷା, ପରେ ଘଟିଲା ଏମିତି…

ଅମୃତସର,୨ା୮: ପଞ୍ଜାବର ମୋହାଲିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଡେରାବସିସ୍ଥିତ ଇଣ୍ଡସ୍‌ ଇଣ୍ଟରନ୍ୟାଶନାଲ ହସ୍ପିଟାଲରେ ଜଣେ ମହିଳାଙ୍କ ମୃତଦେହରୁ ଓଠ ଏବଂ କାନକୁ ମୂଷା ଖାଇଯାଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।…

ଏସବୁ ରାଜ୍ୟରେ ହୋଇଛି କରୋନା ଗୋଷ୍ଠୀ ସଂକ୍ରମଣ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ଥମୁନି। ଦେଶରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦେଖିଲେ ଜଣାପଡୁଛି ଯେ, କରୋନାର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଛି। ବିଦେଶର ବହୁ ବିଶେଷଜ୍ଞ ଏନେଇ ମତପୋଷଣ କରିଛନ୍ତି। ତେବେ କେନ୍ଦ୍ର ସରକାର ଗୋଷ୍ଠୀ…

ମାଡ଼ି ଆସୁଛି ସଙ୍କଟ: ୬ ସପ୍ତାହରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ଛୁଇଁବା ଆଶଙ୍କା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨।୮: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳରେ ଆମେରିକାର ବିଶେଷଜ୍ଞଙ୍କ ପକ୍ଷରୁ କରାଯାଇଥିବା ଦାବୀ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି। ଏବେ ପ୍ରତିଦିନ ୫୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି।…

ପହଞ୍ଚିଲାନି ଆମ୍ବୁଲାନ୍ସ୍‌ ଅନ୍ତିମ ସଂସ୍କାର ପାଇଁ ଟ୍ରଲିରେ ଗଲା ମୃତଦେହ

ଚେନ୍ନାଇ,୨।୮: ଦେଶରେ କରୋନା ମହାମାରୀ ଆତଙ୍କଯୋଗୁ ଠିକ୍‌ ସମୟରେ ସମସ୍ତଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟ ସେବା ଯୋଗାଇବା ସମ୍ଭବ ହୋଇ ପାରୁନି। କେଉଁଠି ଆମ୍ବୁଲାନ୍ସ୍‌କୁ ଫୋନ୍‌ କରିବାର ଦିନେ ଦୁଇଦିନ ପରେ ମଧ୍ୟ ଏହା ଲୋକଙ୍କ ପାଖରେ ପହଞ୍ଚିପାରୁନି। ଏହାର ସଦ୍ୟତମ ଉଦାହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?