ଜାତୀୟ

ୟୁପିଏସ୍‌ସି ମୁଖ୍ୟ ସାକ୍ଷାତକାର ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୧ା୩: କରୋନା ଭାଇରସ୍‌ ଯୋଗୁ ୟୁପିଏସ୍‌ସି ପକ୍ଷରୁ ମୁଖ୍ୟ ସାକ୍ଷାତକାର ପରୀକ୍ଷା(ଇଣ୍ଟରଭ୍ୟୁ)କୁ ବାତିଲ କରାଯାଇଛି। ଏହି ପରୀକ୍ଷା ଫେବୃୟାରୀରୁ ଆରମ୍ଭ ହୋଇ ଏପ୍ରିଲ ପର୍ଯ୍ୟନ୍ତ କରାଯିବାକୁ ଥିବାବେଳେ କରୋନା ଭୟରେ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ନୂଆ…

‘ଜନତା କର୍ଫ୍ୟୁ’: ବାତିଲ ହେଲା ୩ହଜାର ୭ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ସାରା ବିଶ୍ୱ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି କହିଲେ ଚଳେ। ଭାରତରେ କରୋନାର ପ୍ରଭାବକୁ ଦେଖି ବିଭିନ୍ନ ପ୍ରକାର ସତର୍କତା ଅବଲମ୍ବନ…

୩୫ ଲକ୍ଷ ଶ୍ରମିକଙ୍କୁ ୧ହଜାର ଲେଖାଏଁ ସହାୟତା ଦେବେ ଯୋଗୀ ସରକାର

ଲକ୍ଷ୍ନୌ,୨୧।୩: କରୋନା ଭାଇରସ ଯୋଗୁ ସମଗ୍ର ବିଶ୍ୱ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୮ ପହଞ୍ଚିଥିବା ବେଳେ ଉତ୍ତରପ୍ରଦେଶରେ ୨୩…

ଜିନ୍ଦାବାଦ୍‌ ଭିଡ଼ରେ ମୁର୍ଦ୍ଦାବାଦ ସ୍ବର

ନୂଆଦିଲ୍ଲୀ,୨୧ା୩: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର୍‌ ଠିକ୍‌ ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲାଯିବା ମାତ୍ରେ ଦିଲ୍ଲୀର ତିହାର ଜେଲ୍‌ ବାହାରେ ଏକପ୍ରକାର ଉତ୍ସବର ପରିବେଶ ସୃଷ୍ଟି ହୋଇଥିଲା। ଦେଶର କୋଣ ଅନୁକୋଣରୁ ଆସି…

୧୯୪୭ରୁ ୭୨୦ ଅପରାଧୀ ପାଇଲେଣି ମୃତ୍ୟୁଦଣ୍ଡ: ପାଖାପାଖି ଅଧା ଉତ୍ତରପ୍ରଦେଶର

ନୂଆଦିଲ୍ଲୀ, ୨୧ା୩: ସ୍ବାଧୀନତା ପରଠାରୁ ଭାରତରେ ମୋଟ ୭୨୦ ଅପରାଧୀ ଫାଶୀ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ପାଖାପାଖି ଅଧା ଉତ୍ତରପ୍ରଦେଶର। ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଏକ ପ୍ରକଳ୍ପ ଲାଗି ସଂଗ୍ରହ କରାଯାଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଫାଶୀଦଣ୍ଡ ପାଉଥିବା ବ୍ୟକ୍ତିଙ୍କ ସମ୍ପର୍କରେ…

୧୧ ହଜାର ଟପିଲା କରୋନା ମୃତ୍ୟୁ

ନୂଆଦିଲ୍ଲୀ,୨୧ା୩: ସାରା ବିଶ୍ୱରେ ମହାମାରୀ କରୋନାଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ରାତି ସୁଦ୍ଧା ୧୧,୧୭୬ରେ ପହଞ୍ଚତ୍ଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୫ ହଜାର ୬୭୧ ହୋଇଥିବା ବେଳେ ୯୦, ୬୦୩ ଜଣ ଭଲ ହୋଇ ଘରକୁ ଫେରିଲେଣି। କରୋନା ଭୂତାଣୁ…

ଦିଲ୍ଲୀ କୋର୍ଟଙ୍କୁ ନିର୍ଭୟା ଦୋଷୀଙ୍କ ଫାଶୀ ସମ୍ପର୍କିତ ସମସ୍ତ ତଥ୍ୟ ଦେଲେ ତିହାର ଜେଲ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଫାଶୀ ଦିଆଯାଇଥିବା ବେଳେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ହେବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଦିଲ୍ଲୀର ପଟିଆଲା ହାଉସ କୋର୍ଟଙ୍କୁ ତିହାର ଜେଲ ପକ୍ଷରୁ ପ୍ରଦାନ କରାଯାଇଛି। ଭୋର ୫ଟା ୩୦ରେ ସେମାନଙ୍କୁ…

୨୪ ଘଣ୍ଟାରେ ୫୦ ନୂଆ ରୋଗୀ ଚିହ୍ନଟ ପରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୨୨୩

ନୂଆଦିଲ୍ଲୀ,୨୦।୩: ଭାରତରେ ବଢି ଚାଲିଛି କୋଭିଡ-୧୯ ରୋଗୀଙ୍କ ସଂଖ୍ୟା। ସମସ୍ତ ସତର୍କତା ପରେ ବି ଗତ ୨୪ ଘଣ୍ଟାରେ ୫୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୨୩ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ…

ଆସାମରେ ଏପର୍ଯ୍ୟନ୍ତ ଜଣେ ବି ନାହାନ୍ତି କରୋନା ସଂକ୍ରମିତ

ଗୁଆହାଟୀ,୨୦।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଆସାମରେ କିନ୍ତୁ ଏପର୍ଯ୍ୟନ୍ତ ଜଣେ ହେଲେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା। ଶୁକ୍ରବାର ସେ…

ସେଲ୍ଫ ଆଇସୋଲେଶନରେ ସ୍ବାସ୍ଥ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୦।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମଣ ଏବେ ଦିଲ୍ଲୀଠାରୁ ଉତ୍ତର ପ୍ରଦେଶ ପର୍ଯ୍ୟନ୍ତ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଲଣ୍ଡନରୁ ଫେରିବା ପରେ କରୋନା ଭାଇରସରେ ପୀଡ଼ିତ ହୋଇଥିବା ନେଇ ଜାଣି ନ ପାରି ଲକ୍ଷ୍ନୌରେ ଏକ ପାର୍ଟିରେ…

ପିତାଙ୍କ ପରେ କରୋନାକୁ ହରାଇଲେ ପୁଅ

ଗାଜିଆବାଦ,୨୦।୩: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୨୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୫ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବିଦେଶୀ ନାଗରିକ ରହିଛନ୍ତି। ଏହାରି ଭିତରେ…

କନିକାଙ୍କ ପାର୍ଟିରେ ଯୋଗ ଦେଇଥିବାରୁ ଆଇସୋଲେଶନରେ ବସୁନ୍ଧରା

ନୂଆଦିଲ୍ଲୀ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ହେବା ପରେ ଏବେ ଏହାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ୧୦ ଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ କରୋନାର କୌଣସି ଲକ୍ଷଣ ଦେଖା ନ ଦେବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri