ସିଏଏ, ଏନ୍ଆର୍ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର: ଶେଖ ହସିନା
ଦୁବାଇ,୧୯।୧: ନାଗରିକତ୍ୱ ସଂଶୋଧିତ ଆଇନ୍(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍ଆର୍ସି)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲାବେଳେ ଏହାକୁ ନେଇ ରାଜନୀତି ମଧ୍ୟ ଜୋର ଧରିଛି। ଦେଶ ବାହାରୁ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ଦେଉଛନ୍ତି।...
କେଜରିଓ୍ବାଲଙ୍କ ପାଇଁ ଭୋଟ ମାଗିଲେ ପରିବାର
ନୂଆଦିଲ୍ଲୀ, ୧୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଇଁ ତାଙ୍କ ପରିବାର ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ନୂଆଦିଲ୍ଲୀ ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା କେଜରିଓ୍ବାଲଙ୍କ ସ୍ତ୍ରୀ ସୁନୀତା, ଝିଅ ହର୍ଷିତା...
ମାନବ ଶୃଙ୍ଖଳ ସମୟରେ ଶିକ୍ଷକଙ୍କ ମୃତ୍ୟୁ
ଦରଭଙ୍ଗା,୧୯।୧: ବିହାରର ଦରଭଙ୍ଗାଠାରେ ରବିବାର ଆୟୋଜିତ ମନବ ଶୃଙ୍ଖଳରେ ଯୋଗ ଦେଇଥିବା ଜଣେ ଶିକ୍ଷକଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନାମିଳିଛି। ଦରଭଙ୍ଗା ଜିଲାପାଳ ଥିଆଗରଜନ ଏସ୍ଏମ୍ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜଳ-ଜୀବନ-ସବୁଜିମା ସମ୍ପର୍କିତ ସଚେତନତା, ମଦ୍ୟପାନ ତଥା ବାଲ୍ୟ...
ଟିକେଟ୍ ବଣ୍ଟାକୁ ନେଇ ଭାଜପା କାର୍ଯ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ
ନୂଆଦିଲ୍ଲୀ,୧୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ଏବେ ସବୁ ଦଳର ଆଶାୟୀ ପ୍ରାର୍ଥୀଙ୍କ ସଂଖ୍ୟା ବଢିଚାଲିଛି। ନିକଟରେ ଟିକେଟ୍ ବଣ୍ଟାକୁ ନେଇ କଂଗ୍ରେସ ସୋନିଆ ଗାନ୍ଧୀଙ୍କ ଘର ସାମ୍ନାରେ ବିରୋଧ ପ୍ରଦର୍ଶନ କରିଥିବା ବେଳେ ରବିବାର ଭାରତୀୟ ଜନତା...
ଶିରିଡି ବନ୍ଦ: ସୋମବାର ବୈଠକ ଡାକିଲେ ଉଦ୍ଧବ
ମୁମ୍ବାଇ,୧୯।୧: ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଦେଇଥିବା ବୟାନକୁ ବିରୋଧ କରି ରବିବାର ଶିରିଡି ବନ୍ଦ ପାଳନ କରାଯାଇଥିଲା। ଶିରିଡି ରାସ୍ତାରେ ନା ଚାଲିଥିବା ଗାଡି ମଟର ନା ଖୋଲା ଥିଲା ଦୋକାନ ବଜାର। ବନ୍ଦ...
ଜମ୍ମୁ-କଶ୍ମୀରରେ ଖରାପ ଫିଲ୍ମ ଦେଖିବା ପାଇଁ ବ୍ୟବହୃତ ହେଉଛି ଇଣ୍ଟରନେଟ୍: ନୀତି ଆୟୋଗ ସଦସ୍ୟ
ନୂଆଦିଲ୍ଲୀ,୧୯।୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯାଇଥିଲା। ଏହା ଦ୍ୱାରା ସ୍ଥାନୀୟ ଅର୍ଥ ବ୍ୟବସ୍ଥା ଉପରେ କୌଣସି ପ୍ରଭାବ ପଡ଼ି ନ ଥିବା ନୀତି ଆୟୋଗ ସଦସ୍ୟ ଭିି.କେ. ସାରସ୍ବତ କହିଛନ୍ତି। ଏଠାରେ ଇଣ୍ଟରନେଟ୍ର...
ଦେଶର ଅର୍ଥ ବ୍ୟବସ୍ଥାକୁ ଖରାପ କରିବା ପାଇଁ ମଧ୍ୟ ବୁଦ୍ଧି ଆବଶ୍ୟକ: ସୁବ୍ରମଣ୍ୟମ୍ ସ୍ବାମୀ
ନୂଆଦିଲ୍ଲୀ,୧୯।୧: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା ଜାରି ରହିଛି। ତେବେ ଭାଜପା ସଦସ୍ୟ ସୁବ୍ରମଣ୍ୟମ୍ ସ୍ବାମୀ ଦେଶରେ ଲାଗି ରହିଥିବା ଆର୍ଥିକ ମାନ୍ଦାବସ୍ଥା ନେଇ ସରକାରଙ୍କୁ ବ୍ୟଙ୍ଗ କରିଛନ୍ତି।...
୬ ବର୍ଷରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ: ଅର୍ଥମନ୍ତ୍ରୀ
ଚେନ୍ନାଇ,୧୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଚେନ୍ନାଇରେ ଏକ ସଭାରେ ଯୋଗଦେଇ ସେ କହିଛନ୍ତି ଯେ, ଗତ ୬ ବର୍ଷ ମଧ୍ୟରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ...
ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପିର ‘କେଜରିଓ୍ବାଲ ଗ୍ୟାରେଣ୍ଟି କାର୍ଡ’
ନୂଆଦଲ୍ଲୀ,୧୯।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁଦଳ ପ୍ରସ୍ତୁତ ହେଉଛନ୍ତି। ଏଠାରେ ଶାସକ ଆମ ଆଦମୀ ପାର୍ଟି(ଏଏପି), ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଡା...
ସୂର୍ଯ୍ୟପରାଗ ଦେଖି ୧୫ ଶିଶୁଙ୍କ ଆଖି ଖରାପ
ଜୟପୁର,୧୯।୧: ଚଷମା ବିନା ଅଥବା ଅନ୍ୟ କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ ନ କରି ଖାଲି ଆଖିରେ ସୂର୍ଯ୍ୟ ପରାଗ ଦେଖିଥିବା ରାଜସ୍ଥାନର ପ୍ରାୟ ୧୫ଜଣ ଶିଶୁଙ୍କ ଆଖି ୭୦ ପ୍ରତିଶତ ଖରାପ ହୋଇଥିବା ସୂଚନା ମିଳିଛି। ଗତ ଡିସେମ୍ବର...
ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ଏନ୍ସିଆର୍ରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚିଛି ଆଇଏସ୍ଆଇ: ଗୋଇନ୍ଦା ରିପୋର୍ଟ
ନୂଆଦିଲ୍ଲୀ,୧୯।୧: ଆଗକୁ ଗଣତନ୍ତ୍ର ଦିବସ। ଏହା ପୂର୍ବରୁ ଦିଲ୍ଲୀ ଏନ୍ସିଆର୍ରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଷଡ଼ଯନ୍ତ୍ର ରଚିଛି। ଅଲ-ବଦ୍ର ଆତଙ୍କବାଦୀ ସଂଗଠନ ସହାୟତାରେ ଏଭଳି ଆକ୍ରମଣ କରିବା ଲାଗି ଆଇଏସ୍ଆଇ...
୮ ବର୍ଷରେ ୪୪ ଦୋଷୀଙ୍କ ୩୨ ରାଜକ୍ଷମା ଖାରଜ: ୩ଙ୍କୁ ଦିଆଯାଇଛି ଫାଶୀ
ନୂଆଦିଲ୍ଲୀ,୧୯।୧: ନିର୍ଭୟା ଦୋଷୀଙ୍କୁ ଫାଶୀ କେବେ ଦିଆଯିବ ସେ ନେଇ ସମ୍ପ୍ରତି ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ନିର୍ଭୟା ଦୋଷୀଙ୍କ ମଧ୍ୟରୁ ମୁକେଶ ସିଂଙ୍କ ରାଜକ୍ଷମା ଖାରଜ ହୋଇଛି। ତେବେ ଇତିମଧ୍ୟରେ ପଓ୍ବନ ଗୁପ୍ତା ମାମଲା ଦାଏର ସମୟରେ ସେ...
Archives


