ବଲିଉଡ୍ ଗାୟିକାଙ୍କଠାରୁ କରୋନା ସଂକ୍ରମିତ ହେଲେ ଭାଜପା ନେତା!
ନୂଆଦିଲ୍ଲୀ,୨୦।୩: ରାଜସ୍ଥାନର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ତଥା ବସୁନ୍ଧରା ରାଜେଙ୍କ ପୁଅ ଦୁଷ୍ୟନ୍ତ ସିଂ କରୋନା ଚେକ୍ଅପ୍ ପାଇଁ ଶୁକ୍ରବାର ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ପହଞ୍ଚିଥିବା ଜଣାପଡିଛି। ବଲିଉଡ୍ ଗାୟିକା କନିକା କପୁରଙ୍କ ଏକ ପାର୍ଟିରେ ଯୋଗ…
କରୋନା ଭୟ: ଦିଲ୍ଲୀରେ ବନ୍ଦ ହେଲା ସମସ୍ତ ମଲ୍ ଖୋଲାରହିବ ଔଷଧ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ
ନୂଆଦିଲ୍ଲୀ,୨୦।୩: ଦେଶରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀ ସରକାର ଶୁକ୍ରବାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ ସମସ୍ତ ଶପିଂ ମଲ୍କୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ…
ମୁମ୍ବାଇ, ପୁଣେ, ନାଗପୁର ସମେତ ମହାରାଷ୍ଟ୍ରର ୪ ସହର ଲକ୍ଡାଉନ୍
ମୁମ୍ବାଇ.୨୦।୩: ମହାରାଷ୍ଟ୍ରରେ କରୋନା ପୀଡ଼ିତଙ୍କ ସଂଖ୍ୟା ସବୁଠାରୁ ଅଧିକ ଥିବାରୁ ଏବେ ଏହାକୁ ରୋକିବାକୁ ସରକାର ବିଭିନ୍ନ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଶୁକ୍ରବାର ମୁମ୍ବାଇ, ପୁଣେ, ନାଗପୁର ସମେତ ୪ ସହରକୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ…
କରୋନାରେ ପୀଡ଼ିତ ବଲିଉଡ୍ ଗାୟିକା
ମୁମ୍ବାଇ,୨୦।୩: ବଲିଉଡ୍ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ ଏବେ…
କରୋନା ଭାଇରସ: ସରକାର ଜାରି କଲେ ହ୍ବାଟସ୍ ଆପ୍ ହେଲ୍ପଡେସ୍କ
ନୂଆଦିଲ୍ଲୀ,୨୦।୩: କରୋନା ଭାଇରସରେ ଏବେ ଭାରତରେ ପାଖାପାଖି ୨୦୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହେଲାଣି। ଏହି କରୋନାକୁ ନେଇ ଲୋକେ କିପରି ଭୟଭୀତ ନ ହେବେ ସେଥିପ୍ରତି ସରକାର ସବୁ ପ୍ରକାର ପ୍ରସ୍ତୁତି କରୁଛନ୍ତି। ଏବେ…
କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ
ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍ ଚିକିତ୍ସା ପଦ୍ଧତି ନ ଥିବାରୁ ଏବେ ଏହା ସାରା ବିଶ୍ୱକୁ ତା’ କବଳକୁ ନେଇ ସାରିଛି। ଚାଇନାରୁ ଆରମ୍ଭ ହୋଇଥିବା…
ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି
ଲକ୍ଷ୍ନୌ,୨୦।୩: ଭାରତରେ ମହାମାରୀ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଏହି ମହାମାରୀ ଦେଶର ୧୯ଟି ରାଜ୍ୟରେ ବ୍ୟାପିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଆଉ ୪ଟି ନୂଆ କରୋନା…
କେଉଁଠି ହେବ ନିର୍ଭୟା ଦୋଷୀଙ୍କ ଅନ୍ତିମ ସଂସ୍କାର
ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲାଇ ଦିଆଯାଇଛି। ଏହାପରେ ବି ଏହି ମାମଲାକୁ ନେଇ ଆହୁରି କିଛି ଖବର ସାମ୍ନାକୁ ଆସୁଛି। ୪ ଦୋଷୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଏହା…
୪୬୦ ଦିନରେ ଭାଙ୍ଗିଲା କମଲନାଥଙ୍କ ସରକାର
ଭୋପାଳ,୨୦।୩: ଯାହା ଆଶା କରାଯାଉଥିଲା ତାହାହିଁ ହେଲା। ମାତ୍ର ୧୫ ମାସ ଅର୍ଥାତ୍ ୪୬୦ ଦିନ ମଧ୍ୟରେ ମଧ୍ୟପ୍ରଦେଶରେ ଭାଙ୍ଗିଗଲା କଂଗ୍ରେସ ଶାସିତ କମଲନାଥ ସରକାର। ଶୁକବାର ଫ୍ଲୋର ଟେଷ୍ଟ ପୂର୍ବରୁ କମଲନାଥ ଇସ୍ତଫା ଦେବେ ବୋଲି ଏକ ଖବରଦାତା ସମ୍ମିଳନୀରେ…
ଆଜି ନ୍ୟାୟ ହୋଇଛି: ମୋଦି
ନୂଆଦିଲ୍ଲୀ,୨୦।୩: ଦୀର୍ଘ ୭ବର୍ଷର ଅପେକ୍ଷାର ଅନ୍ତ ଘଟି ଶେଷରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ଜଣ ଦୋଷୀ ଅକ୍ଷୟ, ପଓ୍ବନ, ବିନୟ ଓ ମୁକେଶଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ଫାଶୀ…
ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତାଫା ଦେଇପାରନ୍ତି କମଲନାଥ
ଭୋପାଳ,୨୦।୩: ମଧ୍ୟପ୍ରଦେଶରେ ଚାଲିଥିବା ହାଇଭୋଲଟେଜ୍ ଡ୍ରାମା କେତେବେଳେ କେଉଁ ରୂପରେଖ ନେବ ସେନେଇ ସମସ୍ତଙ୍କ ନଜର ରହିଛି। ଶୁକ୍ରବାର ସୁପ୍ରିମକୋର୍ଟ ସନ୍ଧ୍ୟା ୫ଟା ସୁଦ୍ଧା ଫ୍ଲୋର ଟେଷ୍ଟ ପାଇଁ କମଲନାଥଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳ ସମସ୍ତଙ୍କ ନଜର କମଲନାଥଙ୍କ ଉପରେ ରହିଛି।…
କରୋନା ପ୍ରକୋପ: ଭାରତରେ ଗଡିଲା ୫ମୁଣ୍ଡ
ଜୟପୁର,୨୦।୩: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତରେ ମହାମାରୀ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ଭାରତରେ କରୋନା…
Archives


