ଜଳ-ଜୀବନ-ସବୁଜିମା ସଚେତନତା: ତିଆରି ହେଲା ୧୬ ହଜାର ୪ଶହ ୪୩ କିମି ମାନବ ଶୃଙ୍ଖଳ
ପାଟନା,୧୯।୧: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସରକାରଙ୍କ ପକ୍ଷରୁ ରବିବାର ଏକ ନିଆରା କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ଜଳ-ଜୀବନ-ସବୁଜିମା ସମ୍ପର୍କିତ ସଚେତନତା, ମଦ୍ୟପାନ ତଥା ବାଲ୍ୟ ବିବାହକୁ ବିରୋଧ କରି ରାଜ୍ୟବ୍ୟାପି ୧୬ ହଜାର ୪ଶହ ୪୩ କିମି ମାନବ...
ମୁମ୍ବାଇ ମାରାଥନରେ ଭାଗ ନେଇଥିବା ପ୍ରତିଯୋଗୀଙ୍କ ହୃଦ୍ଘାତରେ ମୃତ୍ୟୁ
ମୁମ୍ବାଇ,୧୯।୧: ରବିବାର ସକାଳେ ଡ୍ରିମ୍ ରନ୍ ମୁମ୍ବାଇ ମାରାଥନ ଆରମ୍ଭ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ପ୍ରତିଯୋଗୀ ଭାଗ ନେଇଥିଲେ। ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହର ସହ ଏଥିରେ ଦୌଡୁଥିବା ଦେଖାଯାଇଥିଲା। ଏହି ସମୟରେ ୬୪ ବର୍ଷୀୟ ଜଗାନନ ମାଲଜାଲକରଙ୍କ...
ର଼୍ୟାମ୍ପ୍ରେ ଚାଲିବେ କୁକୁର: ୪୦ ଦେଶୀ-ବିଦେଶୀ ପ୍ରଜାତି ହେବେ ସାମିଲ୍
ଜୟପୁର,୧୯।୧: ମଣିଷ ର଼୍ୟାମ୍ପ୍ରେ ଚାଲିବା ଜଣା ଅଛି ତେବେ କୁକୁର ଏପରି କରିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ରାଜସ୍ଥାନ ଜୟପୁରରେ ଏଭଳି ଏକ ନିଆରା ଶୋ ଆୟୋଜିତ ହେବାକୁ ଯାଉଛି। ସ୍ଥାନୀୟ ଦଶହରା ପଡ଼ିଆରେ ରାଜସ୍ଥାନ କେନଲ...
୪୦ ବର୍ଷର ରେକର୍ଡ ଭାଙ୍ଗିଲା ହିମାଚଳ ପ୍ରଦେଶର ତୁଷାରପାତ
କୁଲୁ,୧୯।୧: ହିମାଚଳ ପ୍ରଦେଶରେ କିଛିଦିନ ହେଲା ତୁଷାରପାତ ସାଧାରଣ ଜୀବନଯାତ୍ରା ଉପରେ ବେଶ୍ ପ୍ରଭାବ ପକାଇଛି। କୁହାଯାଉଛି ଏଥରର ତୁଷାରପାତ ଗତ ୪୦ ବର୍ଷର ରେକର୍ଡ ଭାଙ୍ଗିଛି। କାରଣ ୪୦ ବର୍ଷ ପୂର୍ବେ ଜାନୁୟାରୀରେ ଏମିତି ତୁଷାରପାତ ହୋଇଥିଲା। ଏହାପରେ...
ତେଲେଙ୍ଗାନାରେ ସ୍ବାଇନ ଫ୍ଲୁ ରୋଗୀ
ହାଇଦ୍ରାବାଦ,୧୯।୧: ତେଲେଙ୍ଗାନରେ ଏବେସୁଦ୍ଧା ୧୫୦ ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା କହିଛନ୍ତି ଇନଷ୍ଟିଚ୍ୟୁଟ ଅଫ୍ ପ୍ରିଭେନ୍ଟିଭ୍ ମେଡିସିନର ନିର୍ଦ୍ଦେଶକ ଡାକ୍ତର ଶଙ୍କର। ସେ କହିଛନ୍ତି ପୂର୍ବ ବର୍ଷ ତୁଳନାରେ ଏହା କମ୍ ରହିଛି। ହେଲେ ହେଲେ ଆଗାମୀ ଦିନରେ...
ପାକିସ୍ତାନ ପାଇଁ ଗୁପ୍ତଚରୀ: ୯ ବର୍ଷରେ ୩୨ ସେନା ଓ ବିଏସ୍ଏଫ୍ ଯବାନ ଗିରଫ
ଯୋଧପୁର,୧୯।୧: ଗତ ୯ ବର୍ଷରେ ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଭାରତର ୩୨ ସେନା ଓ ବିଏସ୍ଏଫ୍ ଯବାନଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ ୨୦୧୯ରେ ସର୍ବାଧିକ ୧୩ଙ୍କୁ ଏହି ଅଭିଯୋଗରେ ଗିରଫ କରାଯାଇଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରୁ...
ମୁମ୍ବାଇ ମାରାଥନରେ ଭାଗନେଲେ ବଲିଉଡ୍ ସେଲିବ୍ରିଟି
ମୁମ୍ବାଇ,୧୯।୧: ରବିବାର ସକାଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ୧୭ତମ ମୁମ୍ବାଇ ମାରାଥନକୁ ପତାକା ଦେଖାଇ ଆରମ୍ଭ କରିଛନ୍ତି। ଏହି ଡ୍ରିମ୍ ରନ୍ରେ ଯୋଗ ଦେବାକୁ ବହୁ ସଂଖ୍ୟକ ପ୍ରତିଯୋଗୀ ପହଞ୍ଚିଥିବା ଦେଖାଯାଇଛି। ପିଲାମାନଙ୍କ ସହ ବଲିଉଡ୍ ଅଭିନେତା ରାହୁଲ...
ଶବାନାଙ୍କ ଡ୍ରାଇଭରଙ୍କ ନାଁରେ ଆସିଲା ଅଭିଯୋଗ
ମୁମ୍ବାଇ,୧୯।୧: ବଲିଉଡ୍ ଅଭିନେତ୍ରୀ ଶବାନା ଆଜମୀ ଶନିବାର ଏକ କାର୍ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଖବର ମିଳିଥିଲା। ଏଥିରେ ତାଙ୍କ ଡ୍ରାଇଭର ମଧ୍ୟ ଆହତ ହୋଇଥିଲେ। ହେଲେ କାର୍ରେ ତାଙ୍କ ସହ ଥିବା ତାଙ୍କ ସ୍ବାମୀ ଜାଭେଦ ଅଖତର...
ସାଇବାବାଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁ
ଶିରିଡି,୧୯।୧: ଆଜି ଶିରିଡି ବନ୍ଦ ଥିବା ବେଳେ ସାଇବାବାଙ୍କ ମନ୍ଦିର କିନ୍ତୁ ଖୋଲା ରହିଛି। ସକାଳୁ ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ ପାଇଁ ମନ୍ଦିରରେ ଧାଡିରେ ଠିଆ ହୋଇଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶିରିଡି ସାଇବାବାଙ୍କ ଜନ୍ମସ୍ଥାନ ନୁହେଁ...
ଭାଇଚାରାର ବାର୍ତ୍ତା ନେଇ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଲେ
ଅଜମେର,୧୯।୧: ଦେଶରେ ସାମ୍ପ୍ରଦାୟିକ ସଦ୍ଭାବ ଏବଂ ଭାଇଚାରା ଜାରି ରଖିବା ପାଇଁ ଅଜମେରର ସୁଫିଆ ଖାଁ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ସୁଫିଆ ୧୦୦ ଦିନରେ ୪ ହଜାର ୩୫ କିମି ଦୌଡ଼ିବା ଲାଗି ଯୋଜନା କରିଥିଲେ। ତେବେ ୮୭...
ଭାଜପା କର୍ମୀଙ୍କ ଉପରେ ପୋଲିସର ଲାଠିମାଡ଼
କୋଲକାତା,୧୮ା୧(ଏଆଇଏନ୍ଏସ୍): ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲା ଅନ୍ତର୍ଗତ ନନ୍ଦିଗ୍ରାମରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷରେ ଶନିବାର ଶୋଭାଯାତ୍ରା ବାହାର କରିଥିବା ଭାଜପା କର୍ମୀଙ୍କ ଉପରେ ପୋଲିସ ଲାଠିମାଡ଼ କରିଛି। ରାଜ୍ୟ ଭାଜପା ସଭାପତି ଦିଲୀପ ଘୋଷଙ୍କ ନେତୃତ୍ୱରେ ଏହି...
୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ
ମୁମ୍ବାଇ,୧୯।୧(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶନିବାର ୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୂର୍ବତନ ଏଏପି ନେତା ଆଳକା ଲାମ୍ବା ଚାନ୍ଦ୍ନୀଚୌକ, ନିର୍ବାଚନ ପ୍ରଚାର କମିଟି ଅଧ୍ୟକ୍ଷ କୀର୍ତ୍ତି ଆଜାଦ୍ଙ୍କ ସ୍ତ୍ରୀ ପୁନମ୍ ସଙ୍ଗମବିହାର, ପୂର୍ବତନ...
Archives


