ଜାତୀୟ

ଦିନକ ପରେ ନିର୍ଭୟା ଦୋଷୀଙ୍କୁ ଫାଶୀ

ନୂଆଦିଲ୍ଲୀ/ଔରଙ୍ଗାବାଦ,୧୯ା୩: ଦିନକ ପରେ ଅର୍ଥାତ୍‌ ଶୁକ୍ରବାର ସକାଳ ୫ଟା ୩୦ରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଫାଶୀଖୁଣ୍ଟରେ ଝୁଲାଯିବ। ଏଥିପାଇଁ ତିହାର ଜେଲ ଅଫିସରମାନଙ୍କର ଏକ ଟିମ୍‌ ମଙ୍ଗଳବାର ମିରଟ ଯାଇ ଘାତକ ପବନ ଜହ୍ଲାଦଙ୍କୁ ଭେଟିଥିଲେ।…

କ୍ଷମତା ପାଇଁ ରିସର୍ଟ ରାଜନୀତି: କର୍ନାଟକ ପାଲଟିଛି ରାଜନୈତିକ ପର୍ଯ୍ୟଟନସ୍ଥଳୀ

ବେଙ୍ଗାଲୁରୁ,୧୯ା୩: ମଧ୍ୟପ୍ରଦେଶ କଂଗ୍ରେସର ବିଦ୍ରୋହୀ ବିଧାୟକମାନଙ୍କୁ ବେଙ୍ଗାଲୁରୁସ୍ଥିତ ଏକ ରିସର୍ଟରେ ରଖାଯାଇଛି। ବିଧାୟକମାନଙ୍କୁ ବିଭିନ୍ନ ରାଜ୍ୟର ହୋଟେଲଗୁଡ଼ିକରେ ମେଳିକରି ରଖିବା କିଛି ଦଶନ୍ଧି ମଧ୍ୟରେ ଦେଖିବାକୁ ମିଳି ଆସିଛି। ସମ୍ପ୍ରତି ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ସହ ଜଡ଼ିତ ଘଟଣାକ୍ରମ କର୍ନାଟକକୁ…

ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୯ା୩: କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା…

ଗୋଆରେ ପ୍ରଥମ କରୋନା ରୋଗୀ

ପଣଜୀ,୧୮।୩: ଗୋଆରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ପ୍ରଥମ ଘଟଣା ସାମ୍ନାକୁ ଆସିଛି। ସଂକ୍ରମିତ ହୋଇଥିବା ରୋଗୀ ହେଉଛନ୍ତି ନରଓ୍ବେର ନାଗରିକ। ଫେବୃଆରୀ ୨୦ରେ ଉକ୍ତ ବ୍ୟକ୍ତି ଗୋଆରେ ପହଞ୍ଚିଥିଲେ। ଏହାପରେ ତାଙ୍କୁ କାଶ, ଥଣ୍ଡାର ସମସ୍ୟା ହୋଇଥିଲା। କରୋନା ସନ୍ଦେହରେ…

ଇଂଲଣ୍ଡରୁ ଫେରିଲେ ଟିଏମ୍‌ସି ଏମ୍‌ପି: ଏବେ ପରିବାରଠାରୁ ୭ଦିନ ଯାଏଁ ରହିବେ ଅଲଗା

କୋଲକାତା,୧୮।୩: କୋଲକାତାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ଇଂଲଣ୍ଡରୁ ଭାରତକୁ ଫେରିଛନ୍ତି। କୋଲକାତା ବିମାନବନ୍ଦରରେ ପହଞ୍ଚିବା ପରେ ମିମିଙ୍କୁ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇ ନ ଥିଲା। କିନ୍ତୁ…

କରୋନା କରାଇଦେଲା ପାସ୍‌

ଲକ୍ଷ୍ନୌ,୧୮।୩: ସାରା ଦେଶରେ କରୋନା ଭାଇରସ୍‌କୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହି ପ୍ରକୋପରୁ ବର୍ତ୍ତିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଏକତ୍ରିତ ହୋଇ କାର୍ଯ୍ୟ କରୁଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ରାଜ୍ୟରେ କେତେକ କଟକଣା ଜାରି କରାଯାଇଛି।…

ଚିକିତ୍ସା କରୁଥିବା ଡାକ୍ତର କରୋନାରେ ସଂକ୍ରମିତ

ଲକ୍ଷ୍ନୌ,୧୮।୩: ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌କୁ ରୋକିବା ପାଇଁ ସବୁ ଦେଶ ଯଥା ସମ୍ଭବ ଉଦ୍ୟମ ଚଳାଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ ସରକାର ସ୍କୁଲ, କଲେଜ, ମଲ୍‌, ସିନେମାହଲ୍‌ ଆଦି ବନ୍ଦ କରିବା ସହ ଗୋଟିଏ ସ୍ଥାନରେ ଏକତ୍ରିତ…

ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ସମସ୍ତ ବାର୍‌ ବନ୍ଦ ଲାଗି ପୁଡୁଚେରୀ ସରକାରଙ୍କ ନିର୍ଦ୍ଦେଶ

ପୁଡୁଚେରୀ,୧୮।୩: ଦେଶରେ କ୍ରମାଗତ ଭାବରେ କରୋନା ଭାଇରସ୍‌ କାୟା ବିସ୍ତାର କରିଥିବାରୁ ସମସ୍ତ ରାଜ୍ୟ ସତର୍କ ହୋଇପଡ଼ିଛନ୍ତି। ଅଧିକାଂଶ ରାଜ୍ୟରେ ସତର୍କତା ଅନୁଯାୟୀ, କର୍ମଚାରୀମାନଙ୍କୁ ଘରେ ରହି କାମ କରିବାକୁ ଅନୁମତି ମଧ୍ୟ ଦିଆଯାଇଛି। ଏପରିକି ଅନେକ ରାଜ୍ୟ ଜିମ୍‌ ଏବଂ…

କରୋନା ଭୟ: ଜେଲରେ ବନ୍ଦୀ ଥିବା ୫୮୦୦ କଏଦୀଙ୍କୁ ମୁକ୍ତ କରିପାରନ୍ତି ପଞ୍ଜାବ ସରକାର

ଚଣ୍ଡିଗଡ଼,୧୮।୩: ଦିନକୁ ଦିନ ଦେଶରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୧୫୨ ଛୁଇଁଥିବା ବେଳେ ପଞ୍ଜାବରେ ଗୋଟିଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କରୋନାକୁ ରୋକିବାକୁ କେନ୍ଦ୍ର ଓ ରାଜ୍ୟ ସରକାର…

କରୋନା ଭୟ: ଶ୍ରଦ୍ଧାଳୁଙ୍କ ପାଇଁ ବୈଷ୍ଣୋଦେବୀ ଯାତ୍ରା ବନ୍ଦ

ଜମ୍ମୁ,୧୮।୩: କରୋନା ଭାଇରସ୍‌ ଯୋଗୁ ଜମ୍ମୁ-କଶ୍ମୀରର ପ୍ରମୁଖ ତୀର୍ଥସ୍ଥଳୀ ମା’ ବୈଷ୍ଣୋଦେବୀଙ୍କ ଯାତ୍ରାକୁ ସ୍ଥଗିତ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ବୁଧବାରଠାରୁ ଏହି ଯାତ୍ରାକୁ ସରକାର ବନ୍ଦ କରିଦେଇଛନ୍ତି। ଏଥିସହ ଜମ୍ମୁ-କଶ୍ମୀରକୁ ଆସୁଥିବା ଓ ଯାଉଥିବା ସମସ୍ତ ଅନ୍ତର୍ଜାତୀୟ ବସ୍‌ ପରିଚାଳନା ଉପରେ…

ନୋଏଡାରେ ଚତୁର୍ଥ କରୋନା ରୋଗୀ

ନୋଏଡା,୧୮।୩: ଉତ୍ତରପ୍ରଦେଶ ନୋଏଡାରେ କରୋନା ଭାଇରସ୍‌ ସଂକ୍ରମଣରେ ଆଉ ଜଣେ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ନୋଏଡାରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୪ ହୋଇଥିବା ବେଳେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛ।  ସୂଚନାଯୋଗ୍ୟ, ନୋଏଡାରେ…

କେରଳ ପୋଲିସର ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଥିରୁଭାନନ୍ତପୁରମ୍‌,୧୮।୩: କରୋନା ଭୂତାଣୁ ସଂକ୍ରମଣ ଯୋଗୁ ପୃଥିବୀର ୧୬୫ ଦେଶରେ ସଙ୍କଟ ଦେଖାଦେଇଛି। ଭାରତରେ କରୋନା ସଂକ୍ରମିତଙ୍କ ମଧ୍ୟ ବଢ଼ିଚାଲିଛି। ଏହି ମର୍ମରେ କେରଳ ପୋଲିସ ପକ୍ଷରୁ ଲୋକଙ୍କୁ ସଚେତନ କରିବା ପାଇଁ ଏକ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ଏବେ ଫେସବୁକ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri