ଜାତୀୟ

କରୋନା ପ୍ରଭାବ: ଅଗଷ୍ଟ ୧୫ ଯାଏଁ କ୍ୱାରାଣ୍ଟାଇନ୍‌ରେ ରହିବେ ଅଧିକାରୀ

ନୂଆଦିଲ୍ଲୀ,୨୯।୭: ସମଗ୍ର ଦେଶରେ କରୋନା ମାମଲା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତିରେ ଅଗଷ୍ଟ ୧୫କୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କରୋନା ଯୋଗୁ ସ୍ବାଧୀନତା ଦିବସ କିଭଳି ସୁରୁଖୁରରେ ପାଳିତ ହେବ ଏବଂ ଲୋକେ ସଂକ୍ରମିତ ନ ହେବେ ସେଥିପାଇଁ…

ନିଆରା ଢ଼ଙ୍ଗରେ ରାଫାଲକୁ ସ୍ବାଗତ ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୮: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଯୁଦ୍ଧ ବିମାନ ମଧ୍ୟରୁ ଗୋଟିଏ ହେଉଛି ରାଫାଲ। ବୁଧବାର ରାଫାଲ ଯୁଦ୍ଧ ବିମାନ ଭାରତ ମାଟିରେ ପାଦ ରଖିଛି। ଅପରାହ୍ନରେ ହରିୟାଣାର ଅମ୍ବାଲା ଏୟାରବେସରେ ରାଫାଲ ଅବତରଣ କରିଥିଲା। ଏହି ସମୟରେ ଭାରତୀୟ ବାୟୁସେନାର କେତେକ…

ଅମ୍ବାଲା ଏୟାରବେସ୍‌ରେ ରାଫାଲକୁ ଦିଆଗଲା ଓ୍ବାଟର ସାଲ୍ୟୁଟ

ଅମ୍ବାଲା,୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ଶେଷରେ ବୁଧବାର ଭାରତରେ ପହଞ୍ଚିଛି। ରାଫାଲ ଆସିବା ପରେ ଭାରତୀୟ ବାୟୁସେନାର ଶକ୍ତି ଆହୁରି ଦ୍ୱିଗୁଣିତ ହୋଇଯାଇଛି। ହରିୟାଣାର ଅମ୍ବାଲା ଏୟାରବେସ୍‌ରେ ରାଫାଲ ଅବତରଣ କରିବା ପରେ ବିମାନଗୁଡ଼ିକୁ ଓ୍ବାଟର ସାଲ୍ୟୁଟ ସହ…

ନିକଟରେ ୫ମ ବିବାହ କରିଥିବା ଶତାୟୁ ବୃଦ୍ଧ କରୋନାକୁ ହରାଇଲେ

କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପାକିସ୍ତାନରେ ୨.୭୪ଲକ୍ଷ ଲୋକ ଏଥିରେ ସଂକ୍ରମିତ ହୋଇଥିବା ବେଳେ ୫,୮୪୨ଜଣଙ୍କର ମୃତ୍ୟୁ ଘଟିଥିବା…

ଡେଟଲ ରଚିଲା ଇତିହାସ

ନୂଆଦିଲ୍ଲୀ,୨୯।୭: କରୋନା ଯୋଗୁ ଲୋକେ ଏବେ ନିଜ ହାତକୁ ପରିଷ୍କାର ରଖିବା ପାଇଁ ସାବୁନରେ ହାତ ଧୋଉଛନ୍ତି। ଫଳରେ ଭାରତୀୟ ସାବୁନ ବଜାରରେ ଅନେକ ପରିବର୍ତ୍ତନ ହୋଇଛି। ଏହି ସମୟରେ ଅନେକ ଭାରତୀୟ ଡେଟଲ ସାବୁନ ବ୍ୟବହାର କରୁଛନ୍ତି। ଫଳରେ ଏହି…

କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ଲୋକଙ୍କୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଆଉ ୧୫ ଦିନ ମଧ୍ୟରେ…

୧୦ ହଜାର ଶିକ୍ଷକଙ୍କୁ ପିଅନ, ମାଳି କରାଇବାକୁ ଚାହୁଁଛନ୍ତି ଏହି ରାଜ୍ୟ ସରକାର

ଅଗରତାଲା,୨୯।୭: ତ୍ରିପୁରା ସରକାର ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ଏହି ପିଟିଶନରେ ୧୦ ହଜାରର ପୋଷ୍ଟ ଗ୍ରାଜୁଏଟ, ଗ୍ରାଜୁଏଟ ଏବଂ ଅଣ୍ଡର ଗ୍ରାଜୁଏଟ୍‌ ଶିକ୍ଷକଙ୍କୁ ପୁନଃନିଯୁକ୍ତି ମାଗିଛନ୍ତି। ଏହି ୧୦, ୦୦୦ ଶିକ୍ଷକଙ୍କୁ ନିଯୁକ୍ତିକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ରୋଚକ…

କୁକୁର କିଣାକୁ ନେଇ ଦୁଇ ପକ୍ଷ ମୁହାଁମୁହିଁ, ପରିଣାମ ହେଲା ଏମିତି

ବିଜନୋର,୨୯।୭: ଉତ୍ତରପ୍ରଦେଶ ବିଜନୋରରେ କୁକୁର କିଣାକୁ ନେଇ ଦୁଇ ପକ୍ଷ ମୁହାଁମୁହିଁ ହୋଇଛନ୍ତି। ବିବାଦ ଏତେ ବଢି ଯାଇଥିଲା ଯେ ଉଭୟ ପକ୍ଷ ଗୁଳି ବିନିମୟରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି। ଧାମପୁରର ପାଦଲି ମାଣ୍ଡୁ ଗ୍ରାମରେ…

ଏସବୁ ୨୯ ଆପ୍‌ ଫୋନ୍‌ରୁ ଶୀଘ୍ର ହଟାନ୍ତୁ: ରହିଛି ଭାଇରସ୍‌

ନୂଆଦିଲ୍ଲୀ, ୨୯।୭: କେତେକ ଆପ୍‌ରେ ଭାଇରସ୍‌ ରହିଥିବାରୁ ସେଗୁଡ଼ିକୁ ଶୀଘ୍ର ଫୋନ୍‌ ରୁ ହଟାଇବା ଲାଗି ସତର୍କ ସୂଚନା ଜାରି କରାଯାଇଛି। ହ୍ବାଇଟ ଓପସ୍‌ର ଇଣ୍ଟେଲଜେନ୍ସ୍‌ ଟିମ୍‌ ଏସବୁ ଆପ୍‌ ସମ୍ପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି। ଏହି ଆପ୍‌ ପ୍ଲେ ଷ୍ଟୋରରୁ…

ରାଫାଲର ଗୃହପ୍ରବେଶ

ନୂଆଦିଲ୍ଲୀ, ୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ରାଫାଲ ବୁଧବାର ଭାରତରେ ଗୃହପ୍ରବେଶ କରିଛି। ଫ୍ରାନ୍ସ୍‌ରୁ ୭ ହଜାର କିଲୋମିଟର ଦୂରତା ଅତିକ୍ରମ ୫ଟି ରାଫାଲ ବିମାନ ଅପରାହ୍ନ ୧ଟା ୨୯ରେ ଭାରତୀୟ ବାୟୁସୀମାରେ ପ୍ରବେଶ କରିଥିଲେ। ବିମାନଗୁଡ଼ିକ ୟୁଏଇରୁ…

ଭାରତୀୟଙ୍କ ଆୟୁଷ କମି କମି ଯାଉଛି, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୯ା୭: ଭାରତରେ ଲୋକଙ୍କ ଆୟୁଷ ଦିନକୁ ଦିନ କମିକମି ଯାଉଛି। ଆମେରିକାର ଏକ ୟୁନିଭର୍‌ସିଟି ପକ୍ଷରୁ ଏହା କୁହାଯାଇଛି। ଏହାର ମୁଖ୍ୟ କାରଣ ହେଉଛି ପ୍ରଦୂଷଣ। ବାୟୁ ପ୍ରଦୂଷଣ ହେତୁ ଭାରତୀୟଙ୍କ ଆୟୁ ୫.୨ ବର୍ଷ ହ୍ରାସ ପାଇଛି ବୋଲି ଏହି…

ବଦଳିଲା ମାନବ ସମ୍ବଳ ମନ୍ତ୍ରଣାଳୟ ନାମ

ନୂଆଦିଲ୍ଲୀ, ୨୯।୭: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ନାମକୁ ପରିବର୍ତ୍ତନ କରାଯାଇଛି। ଏବେ ଏହା ଶିକ୍ଷା ମନ୍ତ୍ରଣାଳୟ ଭାବେ କାର୍ଯ୍ୟ କରିବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ବୈଠକରେ ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?