ଜାତୀୟ

ଚାଲି ଚାଲି ନାମାଙ୍କନ ପତ୍ର ଦାଖଲ କରିବାକୁ ଗଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ପୂର୍ବ ଦିଲ୍ଲୀର ପଟପରଗଞ୍ଜ ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା ସିସୋଦିଆ ନିଜ ସମର୍ଥକଙ୍କ ସହ ଏକ ପଦଯାତ୍ରାରେ ବାହାରି ନାମାଙ୍କନ...

୧୭ ବର୍ଷରେ ୧୯୦ ସେମି କେଶ…

ସୁରଟ, ୧୬।୧: ସୁରଟର ଜଣେ ୧୭ ବର୍ଷ ବୟସ୍କା ବାଳିକା ନିଜର କେଶ ପାଇଁ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ସ୍ଥାନୀୟ ଅରଓ୍ବଲୀ ଜିଲାର ମୋଡ଼ାସ୍‌ ରହୁଥିବା ନୀଲାଶିଂ ପଟେଲଙ୍କର କେଶର ଲମ୍ବ ୧୯୦ ସେମି। ପୃଥିବୀର ଲମ୍ବା କେଶ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଜନସଭାରେ ମିଳୁଛି ୫ ଟଙ୍କାରେ ଚା’!

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଲାଗି ପଡିଛନ୍ତି। ଇତିମଧ୍ୟରେ ଜନସଭାରେ ଦିଆଯାଉଥିବା ଖାଦ୍ୟ ପାନୀୟର ଦାମ୍‌ ମଧ୍ୟ ସ୍ଥିର ହୋଇ ସାରିଥିବା ଶୂଣିବାକୁ ମିଳିଛି।...

ମିଛ କହିଲେ ହାଡ଼ ଦୁର୍ବଳ ହୁଏ

ଫରିଦାବାଦ୍‌: ଜଣେ ବ୍ୟକ୍ତି ଶାରୀରିକ ଭାବେ ସୁସ୍ଥ ରହିବା ଫଳରେ ଅନେକ ରୋଗଠାରୁ ଦୂରେଇ ରହିଥାଆନ୍ତି। ଫଳରେ ଶରୀରର ହାଡ଼ ମଜଭୁତ ହେବା ସହ ଫ୍ରାକ୍ଚର ହେବାର ସମ୍ଭାବନା ମଧ୍ୟ କମ୍‌ ଥାଏ। କିନ୍ତୁ ଏହାର ବିପରୀତରେ କାର୍ଯ୍ୟ କରିବା...

ନିର୍ଭୟା ମାମଲା: ମୁକେଶଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୧୬।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ମୁକେଶଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ଗୁରୁବାର ଉପରାଜ୍ୟପାଳ ମୁକେଶଙ୍କ କ୍ଷମା ଆବେଦନକୁ ଖାରଜ କରି ଦେଇଛନ୍ତି। ଏବେ ଏହି କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇ ଦିଆଯିବ ବୋଲି...

ଅଦରକାରୀ ପାର୍ଟସ୍‌ରେ ଦିବ୍ୟାଙ୍ଗ ତିଆରି କଲେ ଇ-ବାଇକ୍‌

ସୁରଟ୍‌: ଦୃଢ଼ ଇଚ୍ଛାଶକ୍ତି ଆଗକୁ ବାଟ କଢାଇନିଏ ଯାହା ହୋଇଛି ବିଷ୍ଣୁ ପଟେଲଙ୍କ କ୍ଷେତ୍ରରେ। ଗୁଜରାଟର ସୁରଟ୍‌ ନିବାସୀ ବିଷ୍ଣୁ ଜଣେ ଦିବ୍ୟାଙ୍ଗ। ବୟସ ୬୦ ବର୍ଷ। ପିଲାବେଳୁ ସେ ପୋଲିଓରେ ଆକ୍ରାନ୍ତ ହେବା ପରେ ଚାଲି ପାରୁନାହାନ୍ତି। ବେଶି...

ମାସିକ ୬ ହଜାର ଟଙ୍କା ଆୟ କରୁଥିବା ଯୁବକଙ୍କ ନାଁରେ ଆସିଲା ୩.୪୯ କୋଟି ଟଙ୍କାର ଆୟକର ନୋଟିସ

ଭୋପାଳ,୧୬।୧: ମଧ୍ୟପ୍ରଦେଶ ଭିଣ୍ଡର ରବି ଗୁପ୍ତା ନାମକ ଜଣେ ଯୁବକଙ୍କ ନିକଟକୁ ୩.୪୯ କୋଟି ଟଙ୍କାର ଆୟକର ନୋଟିସ ଆସିଥିବା ସେ ପ୍ରକାଶ କରିଛନ୍ତି। ତାଙ୍କର ମାସିକ ଆୟ ପ୍ରାୟ ୬ ହଜାର ଟଙ୍କା ହୋଇଥିବା ବେଳେ ଏତେ ପରିମାଣର...

ହିନ୍ଦୁ ରୀତିନୀତିରେ ମାଙ୍କଡ଼ର ଅନ୍ତିମ ସଂସ୍କାର

ଦଭାନ୍‌ଗିରି: ଅନେକ ସମୟରେ ପଶୁମାନଙ୍କର ବ୍ୟବହାର ସମସ୍ତଙ୍କୁ ପ୍ରଭାବିତ କରିଥାଏ। ଏହାଦ୍ୱାରା ପଶୁ ଓ ଲୋକମାନଙ୍କ ମଧ୍ୟରେ ନିବିଡ଼ତା ବଢିଯାଏ, ଯାହା ଘଟିଛି କର୍ନାଟକର ଛନ୍ନାଗିରି ତହସିଲ ଅନ୍ତର୍ଗତ ଏସ୍‌ଭିଆର୍‌ କଲୋନୀରେ। ଏହି କଲୋନୀକୁ କିଛିଦିନ ତଳେ ଦଳେ ମାଙ୍କଡ଼...

ସଞ୍ଜୟଙ୍କ ବିବାଦୀୟ ବୟାନକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୧୬।୧: ଶିବାସନା ନେତା ସଞ୍ଜୟ ରାଉତ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଇନ୍ଦିରା ଗାନ୍ଧୀଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ଏବେ ରାଜନୈତିକ ମୋଡ ନେଇଛି। ଏହାକୁ ନେଇ କଂଗ୍ରେସ ସଞ୍ଜୟଙ୍କୁ ଘେରିବା ପରେ ଏବେ ସେ ସଫେଇ ଦେଇଛନ୍ତି। ସଞ୍ଜୟ...

ଆତଙ୍କବାଦକୁ ମୂଳପୋଛ କରିବାକୁ ଆମେରିକା ଭଳି ମଡେଲ ଆପଣେଇବାକୁ ପଡିବ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୧୬।୧: ରାୟସିନା ଡାଏଲଗର ତୃତୀୟ ଦିନରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଗୁରୁବାର ଦିଲ୍ଲୀରେ ଆୟୋଜିତ ଏକ ସଭାରେ ଉଦ୍‌ବୋଧନ ଦେବା ସମୟରେ ଆତଙ୍କବାଦକୁ ନେଇ କଥା ହୋଇଛନ୍ତି। ସେ କହିଛନ୍ତି ଆତଙ୍କବାଦକୁ ମୂଳପୋଛ କରିବାକୁ ହେଲେ ଆମକୁ ଆମେରିକା...

ବିହାର ବିଧାନସଭା ନିର୍ବାଚନ: ଭାଜପା, ଜେଡିୟୁକୁ ଦେଇପାରେ ଆସନ ବୁଝାମଣାର ନୂଆ ଫର୍ମୁଲା

ପାଟନା,୧୬।୧: ବିହାର ବିଧାନସଭା ନିର୍ବାଚନରେ ଲୋକ ସଭାର ଫର୍ମୁଲା ଲାଗୁହୋଇପାରେ ବୋଲି ଶୁଣିବାକୁ ମିଳିଛି। ଆଲୋଚନା ହେଉଛି କି ଏହି ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଜନତା ଦଳ ୟୁନାଇଟେଡ(ଜେଡିୟୁ)କୁ ନୂଆ ଫର୍ମୁଲା ଦେଇପାରେ। ବିଜେପିର ବିଶେଷ ସୂତ୍ରରୁ...

ହାଇକୋର୍ଟ ଗଲେ ସେନ୍‌ଗାର

ନୂଆଦିଲ୍ଲୀ,୧୬ା୧: ଉନ୍ନାଓ ନାବାଳିକା ବଳାତ୍କାର ମାମଲାରେ ତଳକୋର୍ଟ ଦ୍ୱାରା ଡିସେମ୍ବର ୨୦ରେ ଆଜୀବନ କାରାଦଣ୍ଡାଦେଶ ପାଇଥିବା ନିଲମ୍ବିତ ଭାଜପା ବିଧାୟକ କୁଲଦୀପ ସେନ୍‌ଗାର ବୁଧବାର ଦିଲ୍ଲୀ ହାଇକୋର୍ଟରେ ଏହାକୁ ଚାଲେଞ୍ଜ କରିଛନ୍ତି। ନାବାଳିକା ଅପହରଣ ଓ ବଳାତ୍କାର ଭଳି ସଙ୍ଗିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri